Browsing Category

ଓଡିଶା

ବନକଲାଗି ନୀତି ପାଇଁ ଆସନ୍ତାକାଲି ଶ୍ରୀମନ୍ଦିର ୫ ଘଣ୍ଟା ବନ୍ଦ

ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିଲାଗି ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ବୈଶାଖ କୃଷ୍ଣ ଦଶମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ବତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ଣ

ଗ୍ରୀଷ୍ମ ପ୍ରବାହ ସମୟରେ ବିଦ୍ୟୁତ୍ କାଟ୍ ନକରିବାକୁ ନିର୍ଦେଶ

ଭୁବନେଶ୍ଵର: ବର୍ତ୍ତମାନ୍ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ସକାଳ ୧୦ଟା ନବାଜୁଣୁ ଘରୁ ବାହାରିବା ବି ମୁସ୍କିଲ ହୋଇପଡୁଛି। ଏହାରି ମଧ୍ୟରେ ୪୨.୬ ଡିଗ୍ରୀ ସହ ଝାରସୁଗୁଡା ଆଜି ସବୁଠୁ ଉତ୍ତପ୍ତ ସହର ପାଲଟିଛି।  ତେବେ ଏଭଳି ପରିସ୍ଥିତିରେ ଉପମୁଖ୍ୟମନ୍ତ୍ରୀ ଲୋକ ମାନଙ୍କୁ ଏକ

ଓଏଚପିସିର ନୂତନ ମାନବ ସମ୍ବଳ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କଲେ ସନ୍ଦୀପ ପଟ୍ଟନାୟକ

ଭୁବନେଶ୍ୱର: ଓଡ଼ିଶା ଜଳ ବିଦ୍ୟୁତ ନିଗମର ନୂତନ ମାନବ ସମ୍ବଳ ନିର୍ଦ୍ଦେଶକ ଭାବେ ସନ୍ଦୀପ ପଟ୍ଟନାୟକ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ମାନବ ସମ୍ବଳ ପରିଚାଳନା, ନେତୃତ୍ୱ, ଔଦ୍ୟୋଗିକ ବିକାଶ ଏବଂ ଦକ୍ଷତା ବିକାଶ ଆଦି କ୍ଷେତ୍ରରେ ତାଙ୍କର ଦୀର୍ଘ ତିନି ଦଶନ୍ଧିରୁ ଊର୍ଦ୍ଧ୍ବ ସମୟର ଅଭିଜ୍ଞତା

୩୪ ନିଖୋଜ ଶିଶୁ ଉଦ୍ଧାର

ଛତ୍ରପୁର : ଗଞ୍ଜାମ ପୁଲିସ ଜିଲା ଅଧିନରେ ଚଳିତ ମାସ ୧୫ରୁ ନିଖୋଜ ପିଲାମାନଙ୍କୁ ଖୋଜିବା ଏବଂ ଉଦ୍ଧାର କରିବା ପାଇଁ ଏକ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ କରାଯାଇଥିଲା। ଗଞ୍ଜାମ ଏସପି ଶୁଭେନ୍ଦୁ କୁମାର ପାତ୍ରଙ୍କ ନିର୍ଦେଶକ୍ରମେ ସମସ୍ତ ଥାନା ଅଧିକାରୀଙ୍କୁ ନିଜ ଅଞ୍ଚଳରେ ନିଖୋଜ ଥିବା

ସୁନ୍ଦରଗଡ଼ ଜଙ୍ଗଲରେ ନାବାଳିକାଙ୍କୁ ଗଣଦୁଷ୍କର୍ମ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ତଲସରା ନିକଟସ୍ଥ ଏକ ଜଙ୍ଗଲରେ ଜଣେ ନାବାଳିକାଙ୍କୁ ତିନି ଜଣ ଦୁର୍ବୃତ୍ତ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ସୋମବାର ବିଳମ୍ବିତ ରାତିରେ ତଲସରା ଥାନା ଅଧୀନସ୍ଥ ଏକ ଦୁର୍ଗମ ଅଞ୍ଚଳରେ ଏହି ଘଟଣା ଘଟିଛି। ଝିଅ ଜଣକ ନିକଟରେ ଏକୋସିଆ

୨ ପୋଲିସ୍‌ କର୍ମଚାରୀଙ୍କ ମୃତ୍ୟୁ ଘଟଣା, ଆତ୍ମୀୟଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପିସିଆର୍ ଭ୍ୟାନ ଉପରେ ଚଢ଼ିଗଲା ହାଇୱା । ଦୁଇ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶୋକସନ୍ତପ୍ତ ପରିବାରକୁ ଜଣାଇଲେ ସମବେଦନା । ଉଭୟ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ

ପୋପ୍‌ ଫ୍ରାନ୍ସିସ୍‌ଙ୍କ ବିୟୋଗରେ ରାଜ୍ୟରେ ୩ ଦିନିଆ ଶୋକ

ଭୁବନେଶ୍ୱର: ରୋମାନ କାଥୋଲିକ୍‌ ଚର୍ଚ୍ଚର ସର୍ବୋଚ୍ଚ ଧର୍ମଗୁରୁ ପୋପ୍‌ ଫ୍ରାନ୍ସିସଙ୍କର ବିୟୋଗ ଘଟିଛି । ତାଙ୍କ ସମ୍ମାନାର୍ଥେ ସାରା ଭାରତରେ ତିନି ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବ । ଏନେଇ ୩ ଦିନ ଧରି ଶୋକ ପାଳିବ ରାଜ୍ୟ । ଏପ୍ରିଲ ୨୨ ଅର୍ଥାତ୍ ଆଜି ଏବଂ ଏପ୍ରିଲ ୨୩ ତାରିଖରେ ରାଜ୍ୟ

ପିସିଆର୍ ଭ୍ୟାନ ଉପରେ ଚଢ଼ିଗଲା ହାଇୱା, ଦୁଇ ପୋଲିସ କର୍ମଚାରୀଙ୍କ ମୃତ୍ୟୁ

କଟକ: ପିସିଆର୍ ଭ୍ୟାନ ଉପରେ ଚଢ଼ିଗଲା ହାଇୱା । ଦୁଇ ପୋଲିସ କର୍ମଚାରୀଙ୍କ ମୃତ୍ୟୁ । ଅନ୍ୟ ଜଣେ ଗୁରୁତର । କଟକ ଗତି ରାଉତପାଟଣା ଅଞ୍ଚଳରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକଙ୍କ ମଧ୍ୟରେ ଜଣେ ହୋମଗାର୍ଡ ଓ ଅନ୍ୟଜଣେ କନେଷ୍ଟବଳ ଥିଲେ । ଗୁରୁତର ପୋଲିସ କର୍ମଚାରୀଙ୍କୁ ମେଡିକାଲରେ

ବର୍ଷେ ପର୍ଯ୍ୟନ୍ତ ନଜରବନ୍ଦୀ ରହିବେ : ଯୌତୁକ ଦାବି କରିବା ମହଙ୍ଗା ପଡିଲା, ଦୋଷୀ ସାବ୍ୟସ୍ତ ହେଲେ ୩ ଅଭିଯୁକ୍ତ

ଛତ୍ରପୁର : ଯୌତୁକ ଜନିତ ହତ୍ୟା ହେଉ ବା ଯୌତୁକ ଜନିତ ନିର୍ଯ୍ୟାତନା ମାମଲା, ଦିନକୁ ଦିନ ସମାଜରେ ବଢ଼ିବାରେ ଲାଗିଛି। ସେଇ ଭଳି ଏକ ମାମଲା ଛତ୍ରପୁର ଥାନା ଅନ୍ତର୍ଗତ ଶାନ୍ତିନଗରରେ ୨୦୨୨ ମସିହାରେ ଘଟିଯାଇଥିଲା; ଯେଉଁ ମାମଲାର ଶୁଣାଣି କରି ଆଜି ଛତ୍ରପୁର ଏସଡ଼ିଜେଏମ୍ ଶ୍ରୀ ପ୍ରୀତିଶ କୁମାର

ଧୁ ଧୁ ଖରାରେ କାମ କରୁଛନ୍ତି ଶ୍ରମିକ…

ପ୍ରଶାସନର ନିୟମ କୁ ଫୁ...! ହିଞ୍ଜିଳିକାଟୁ : ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁ ରାଜ୍ୟ ଶ୍ରମବିଭାଗ ପକ୍ଷରୁ ପୂର୍ବାହ୍ନ ୧୧ଟା ପରେ ଶ୍ରମିକମାନଙ୍କୁ କାମ କରିବା ପାଇଁ ବାରଣ କରାଯାଇଛି। ଏଥିପାଇଁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସକାଳ ସମୟରେ କରାଯାଉଛି। ଯେଉଁଠି ଶ୍ରମିକମାନେ