Browsing Category

ଓଡିଶା

ଡିଜିଙ୍କୁ ଭେଟିଲ ବରିଷ୍ଠ ବିଜେଡି ନେତା

ଭୁବନେଶ୍ୱର : ଡିଜିଙ୍କୁ ଭେଟିଲ ବରିଷ୍ଠ ବିଜେଡି ନେତା । ଆଇନ ଶୃଙ୍ଖଳା ସ୍ଥିତି ନେଇ ପ୍ରଦାନ କଲେ ଦାବିପତ୍ର। ୯ ଜଣ ବରିଷ୍ଠ ନେତାଙ୍କ ସହ ଅନ୍ୟ ବିଜେଡି କର୍ମୀ ଡିଜିଙ୍କୁ ଭେଟି ଦାବିପତ୍ର ଦେଇଛନ୍ତି । ସଞ୍ଜୟ ଦାସବର୍ମା, ବିଧାୟକ ସୁଶାନ୍ତ ରାଉତ, ବିଧାୟକ ଅନତନ୍ତ ନାରାୟଣ ଜେନା ,

ପ୍ରେସ୍‌ର ବୋମା ବିସ୍ଫୋରଣରେ ଯବାନ ସହିଦ

ମାଲକାନଗିରି: ସରକାର, ପ୍ରଶାସନ ଓ ସୁରକ୍ଷାକର୍ମୀମାନେ ଡାଳେଡାଳେ ଗଲେ ନକ୍ସଲମାନେ ପତ୍ରେପତ୍ରେ ଯାଉଛନ୍ତି। ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ଆଜି ଏହା ପ୍ରମାଣିତ ହୋଇଛି। ବିଜାପୁର ଜଙ୍ଗଲରେ ଆଜି ପୁଣି ନକ୍ସଲ ହିଂସା ଦେଖିବାକୁ ମିଳିଛି। ଗୋଟିଏ ପଟେ ଶାନ୍ତିବାର୍ତ୍ତା ନେଇ ବରିଷ୍ଠ

ପୁଣି ଫେରିଲା ଗ୍ରୀଷ୍ମ ପ୍ରବାହ, ଝାରସୁଗୁଡାରେ ସର୍ବାଧିକ ୪୫.୪ °C ରେକର୍ଡ଼

ରାଜ୍ୟକୁ ପୁଣି ଫେରିଲା ଗ୍ରୀଷ୍ମ ପ୍ରବାହ । ରାଜ୍ୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ତାପମାତ୍ରା ୪୫. °C ଟପିଛି । ୩ ଦିନ ଭିତରେ ୩ ରୁ ୫ ଡିଗ୍ରୀ ତାପମାତ୍ରା ବଢିବା ସହ ଜାରି ହେବ ଅସମ୍ଭାଳ ତାତି । ଆନ୍ତାକାଲିଠୁ ରାଜ୍ୟରେ ହିଟ ୱେଭ ଆଲର୍ଟ ଜାରି କରିଛି ପାଣିପାଗ

ନବ ଦାସ ହତ୍ୟା ମାମଲା: ଅଭିଯୁକ୍ତ ଗୋପାଳର ହେବ କଲ୍ ରେକର୍ଡ ଯାଞ୍ଚ

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ସ୍ବର୍ଗତଃ ନବଦାସ ହତ୍ୟା ମାମଲା । ଅଭିଯୁକ୍ତ ଗୋପାଳ ଦାସର ହେବ କଲ୍ ରେକର୍ଡ ଯାଞ୍ଚ । ହତ୍ୟା କାଣ୍ଡର ଦୁଇ ମାସ ପୂର୍ବରୁ କେଉଁ ମାନଙ୍କ ସହ କଲ୍ ରେ ଯୋଗାଯୋଗ କରିଥିଲା ଗୋପାଳ ସେନେଇ ଖୋଳତାଡ ଆରମ୍ଭ କରିଛି କ୍ରାଇମ୍‌ବ୍ରାଞ୍ଚ । ଆବଶ୍ୟକ ପଡିଲେ କଲ୍

ସ୍ତ୍ରୀକୁ ହତ୍ୟା କରି ମୃତଦେହକୁ ବକ୍ସଖଟରେ ଲୁଚାଇ ରଖିଥିଲା ସ୍ବାମୀ

ଉମରକୋଟ : ବକ୍ସ ଖଟରେ ସ୍ତ୍ରୀର ଡେଡ୍ ବଡି । ସ୍ତ୍ରୀକୁ ହତ୍ୟା କରି ଖଟରେ ଥିବା ବାକ୍ସରେ ଲୁଚାଇ ଘରକୁ ତାଲା ପକାଇ ସ୍ୱାମୀ ଫେରାର । ଘଟଣାଟି ଘଟିଛି ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ଥାନା ଅନ୍ତର୍ଗତ ହଳଦି ଗାଁରେ । ମୃତ ମହିଳା ଜଣକ ହେଲେ ଅନିତା ସୋରି। ହତ୍ୟାକାରୀ ସ୍ୱାମୀ ହେଲେ

ଇସ୍ରାଏଲରେ ନିଯୁକ୍ତି ପାଇଁ ନକଲି ସାକ୍ଷାତକାର, ୩ ଗିରଫ

ଭୁବନେଶ୍ୱର: ଇସ୍ରାଏଲରେ ନିଯୁକ୍ତି ଦେବା ପାଇଁ ଭୁବନେଶ୍ୱରର ଖାରବେଳ ଥାନା ଅନ୍ତର୍ଗତ ଏକ ହୋଟେଲରେ ନକଲି ସାକ୍ଷାତକାର କରିବା ଅଭିଯୋଗରେ କମିଶନରେଟ ପୋଲିସ ସୋମବାର ଦିନ ତିନି ଜଣଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ବ୍ୟକ୍ତିମାନେ ବାବୁଲାହରି ଗୌଡା (୪୨), ମହେଶ ରାମଚନ୍ଦ୍ର ଲୋଖଣ୍ଡେ ଏବଂ

ହାସ୍ୟ ଅଭିନେତା ଅଜୟ ନାୟକଙ୍କ ପରଲୋକ

ଭୁବନେଶ୍ବର : ଟେଲିଭିଜନର ହାସ୍ୟ ଅଭିନେତା ଅଜୟ ନାୟକଙ୍କର ରବିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ସେ ଘରୋଇ ଓଟିଭି ଚାନେଲର ‘ଗ୍ରେଟ୍‌ ଓଡ଼ିଶା ପଲିଟିକାଲ ସର୍କସ’ ଶୋ’ରେ ଦୀର୍ଘ ବର୍ଷ ଧରି ହାସ୍ୟ ଅଭିନୟ କରୁଥିଲେ। ମିଳିଥିବା ସୂଚନା ଅନୁସାରେ ସେ ରବିବାର ସନ୍ଧ୍ୟାରେ ଘର ନିକଟସ୍ଥ

ଭୁବନେଶ୍ୱରରେ ଡାଇରିଆ ଆତଙ୍କ; ୬ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ଭୁବନେଶ୍ୱରରେ ପୁଣି ଥରେ ଡାଇରିଆ ଭଳି ଲକ୍ଷଣ ଦେଖାଯାଇଛି। ସୂଚନା ଅନୁଯାୟୀ, ଗାନ୍ଧୀ ବିଦ୍ୟାପୀଠ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛଅ ଜଣ ଛାତ୍ରଛାତ୍ରୀ ପ୍ରବଳ ବାନ୍ତି ଏବଂ ଝାଡା ନେଇ ଅଭିଯୋଗ କରିବା ପରେ ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥିତି

ନବୀନ ନିବାସରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା

ଭୁବନେଶ୍ୱର : ନବୀନ ନିବାସରେ ବିଜେଡିର ବରିଷ୍ଠ ନେତା । ନବୀନ ପଟ୍ଟନାୟକ ନବମ ଥର ସଭାପତି ହେବା ପରେ ଭେଟିଛନ୍ତି ଦଳର ବରିଷ୍ଠ ନେତା । ଦେବୀ ପ୍ରସାଦ ମିଶ୍ର, ପ୍ରତାପ ଦେବ, ପ୍ରଣବ ପ୍ରକାଶ ଦାସ, ଅତନୁ ସବ୍ୟସାଚୀ ନାୟକ, ସଞ୍ଜୟ ଦାସବର୍ମା, ଅରୁଣ ସାହୁ ପ୍ରମୁଖ

ସମ୍ବଲପୁରରେ ଲୋକଙ୍କ ଦୁଃଖ ଶୁଣିଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର: ଜନଶୁଣାଣି ପାଇଁ ଲୋକାରଣ୍ୟ ହୋଇ ଉଠିଥିଲା ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ ପରିସର। କାରଣ ଲୋକଙ୍କ ସମସ୍ୟା ଓ ଅଭିଯୋଗ ଶୁଣିବା ପାଇଁ କେବଳ ମୁଖ୍ୟମନ୍ତ୍ରୀ ନୁହନ୍ତି ତାଙ୍କ ସହିତ ଥିଲେ ୧୦ ଜଣ ମନ୍ତ୍ରୀ ଓ ରାଜ୍ୟ ପ୍ରଶାସନର ବିଭିନ୍ନ ବିଭାଗ ଦାୟିତ୍ୱରେ ଥିବା ଅତିରିକ୍ତ