Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ହୁଣ୍ଡି ସିଫ୍ଟିଂ ପରେ ଧାଡ଼ି ଦର୍ଶନ ପ୍ରକ୍ରିୟା ଆରମ୍ଭ : ଆଇନ ମନ୍ତ୍ରୀ
ଭୁବନେଶ୍ୱର : ହୁଣ୍ଡି ସିଫ୍ଟିଂ ହେବାର ଦୁଇ ଚାରି ଦିନ ଭିତରେ ହିଁ ଏହି ପ୍ରକ୍ରିୟା ଆରମ୍ଭ ହେବ ପରିଚାଳନା ସମିତିର ଚୁଡାନ୍ତ ରୂପ ଚଳିତ ମାସ ସୁଦ୍ଧା ଶେଷ ହେବ । ହୁଣ୍ଡିର ସିଫ୍ଟିଂ ପାଇଁ ପରିଚାଳନା ସମିତି ଓ ସରକାରଙ୍କ ମଧ୍ୟରେ ସହମତି ରହିବାର ଆବଶ୍ୟକତା ଅଛି । ହୁଣ୍ଡି ସିଫ୍ଟିଂ ସହିତ!-->…
ନବ ଦାସଙ୍କ ହତ୍ୟାକାଣ୍ଡର ପୁଣି ସିବିଆଇ ତଦନ୍ତ ଦାବି କଲେ ପୁଅ ବିଶାଳ
ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଦାବିକୁ ପାଖାପାଖି ମାସେ ହୋଇଥିବାବେଳେ, ଏବେ ସୁଦ୍ଧା କୌଣସି ତଥ୍ୟ ସାମ୍ନାକୁ ଆସିନାହିଁ । ଯାହାକୁ ନେଇ ପୁଣି ଥରେ ସିବିଆଇ ତଦନ୍ତ ଦାବି ଦୋହରାଇଛନ୍ତି ନବ ଦାସଙ୍କ ପୁଅ ବିଶାଳ ଦାସ ।
ଏନେଇ ବିଶାଳ ଦାସ!-->!-->!-->…
ରତ୍ନଭଣ୍ଡାର ମରାମତି ହୋଇ ନ ଥିଲେ ଭୁଶୁଡ଼ି ପଡ଼ି ଥାଆନ୍ତା : ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
ଭୁବନେଶ୍ୱର : ସ୍ନାନ ଯାତ୍ରା ପୂର୍ବରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ସାରିବା ପାଇଁ ଚେଷ୍ଟା କରାଯାଉଛି । ମରାମତି ଚୂଡ଼ାନ୍ତ ସ୍ଥିତିକୁ ଆସିଲାଣି ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ମହାପ୍ରଭୁଙ୍କ ନୀତିକାନ୍ତି ବ୍ୟାଘାତ ନ କରି ମରାମତି କାମ ଚାଲିଛି। ଦିନରେ!-->…
ନିଖୋଜ ନାବାଳକକୁ ଖୋଜିବାକୁ ଫାଣ୍ଡି ଘେରାଉ ସହ ରାସ୍ତା ଅବରୋଧ କଲେ ଗ୍ରାମବାସୀ
ପିପିଲି: ଡେଲାଙ୍ଗ ରତନପୁର ଗାଁର ୧୧ ବର୍ଷିୟ ଆଶୀର୍ବାଦ ସାହୁ ନିଖୋଜ ହେବା ଘଟଣାକୁ ୬ ଦିନ ବିତି ଯାଇଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ପୋଲିସର ହାତ ଖାଲି ରହିଛି । ଏବେ ଯାଏଁ ପତ୍ତା ଲାଗାଇପାରୁନି ପୋଲିସ । ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି । ଯାହାକୁ ନେଇ!-->…
ବଡ଼ବଡ଼ ଶାଳ ଗଛ କଟା ଘଟଣା: ବନ ବିଭାଗ ସେଣ୍ଟ୍ରିଙ୍ଗ ଭାଙ୍ଗି ଜବତ କଲା କାଠ
ବାଲିଗୁଡା : ପୋଲ ନିର୍ମାଣରେ ମୂଲ୍ୟବାନ ଶାଳ କାଠକୁ ସେଣ୍ଟ୍ରିଙ୍ଗରେ ବ୍ୟବହାରକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା।ଏହି ଖବର ବିଭିନ୍ନ ଗଣ ମାଧ୍ୟମ ରେ ପ୍ରକାଶିତ ପରେ ବନ ବିଭାଗର ତତ୍ପରତା ଦେଖିବାକୁ ମିଳିଛି। ସକାଳ ସମୟରେ ବନ ବିଭାଗ ସ୍ଥିତି ପରଖି ଥିବାବେଳେ!-->…
ରାଜଧାନୀରେ ଯୁବକଙ୍କୁ ଗୁଳି ଘଟଣାରେ ଟ୍ଵିଷ୍ଟ, ନିଜକୁ ନିଜେ ଗୁଳି ମାରିଥିଲା ଦୀପ୍ତି
ଭୁବନେଶ୍ୱର: ପ୍ରେମରେ ବିଫଳ ଯୁବକ ରଚିଲେ ହାଇଡ୍ରାମା । ପୋଲିସ୍ ଓ ପରିବାର ଲୋକେ ବି ଚକ୍କର ଖାଇଗଲେ । ସିନେମାର କାହାଣୀ ପରି ଥିଲା ଘଟଣା । ହେଲେ ପୋଲିସ କରି ଦେଲା ପର୍ଦ୍ଦାଫାସ୍ । ଘଟଣା ଶୁଣିଲେ ମୁଣ୍ଡ ଘୂରାଇ ଦେବ । ହଁ ଆଜ୍ଞା, ଏଭଳି ଏକ ଘଟଣା ଯାହା ଏବେ ଖୁବ୍ ଚର୍ଚ୍ଚା!-->…
ଅଲଗା ହେବେ ନାଗ ଦମ୍ପତି
ଭୁବନେଶ୍ୱର: ପୁଣି ଚର୍ଚ୍ଚାରେ ନାଗ ଦମ୍ପତି । ଅଲଗା ହେବା ନେଇ ଏବେ କୋର୍ଟରେ ଛାଡପତ୍ର ପାଇଁ ଆବେଦନ କରିଛନ୍ତି ନାଗ ଦମ୍ପତି । ପତ୍ନୀ ଅର୍ଚ୍ଚନା ନାଗଙ୍କୁ ଛାଡପତ୍ର ଦେବା ପାଇଁ କୋର୍ଟରେ ଆବେଦନ କରିଛନ୍ତି ସ୍ବାମୀ ଜଗବନ୍ଧୁ ଚାନ୍ଦ । ଭୁବନେଶ୍ୱର ଫ୍ୟାମିଲି କୋର୍ଟରେ ମାମଲା ରୁଜୁ ହୋଇଛି ।
!-->!-->…
ନାବାଳିକା ସହ ଦୁଷ୍କର୍ମ ଅଭିଯୋଗ, କିଛି ଦୂରରେ ଫୋପାଡ଼ି ଦେଇ ଚାଲିଗଲେ ଦୁର୍ବୃତ୍ତ
ହିନ୍ଦୋଳ : ହିନ୍ଦୋଳରେ ଲଜ୍ଜା । ଢ଼େଙ୍କାନାଳ ଜିଲ୍ଲା ହିନ୍ଦୋଳ ଥାନା ଅଞ୍ଚଳରେ ନାବାଳିକା ସହ ଦୁଷ୍କର୍ମ ଅଭିଯୋଗ । ଦୁର୍ବୃତ୍ତମାନେ ଦୁଷ୍କର୍ମ କରିବା ପରେ ଗାଁଠାରୁ କିଛି ଦୂରରେ ବରଡ଼ାପତ୍ର ଘୋଡ଼ାଇ ଫେରାର ହୋଇଯାଇଥିଲେ । ପରିବାର ଲୋକ ବହୁ ଖୋଜାଖୋଜି କରିବା ପରେ!-->…
ସମସ୍ତ ଜିଲ୍ଲାରେ ଖୋଲିଲା ୩୦ଟି ଖେଲୋ ଇଣ୍ଡିଆ ସେଣ୍ଟର
ଭୁବନେଶ୍ବର: ୩୦ ଜିଲ୍ଲାର ସ୍କୁଲରେ ଖୋଲିଲା ୩୦ଟି ଖେଲୋ ଇଣ୍ଡିଆ ସେଣ୍ଟର। ଯେଉଁଠି ସେଣ୍ଟର ହୋଇଛି ପୂର୍ବରୁ ସେଠାରେ ଭିତ୍ତିଭୂମି ରହିଛି। ଭାରତ ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରାଳୟ ଏବଂ ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ଖେଲୋ ଇଣ୍ଡିଆ ଯୋଜନାରେ!-->…
ପଡ଼ିରହିଛି ଏତୁଆ ଏକ୍କାଙ୍କ ଶବ, କ୍ଷତିପୂରଣ ଦାବିରେ ଧାରଣାରେ ବରକାନି ଗ୍ରାମବାସୀ
ରାଉରକେଲା: ପୂରଣ ହେଉନି ଦାବି l ୨୪ ଘଣ୍ଟା ଧରି ପଡି ରହିଛି ମୃତ ଏତୁଆ ଏକ୍କାଙ୍କ ଶବ l ଜମି ବଦଳରେ ଜମି, ମୃତକଙ୍କ ପରିବାରଙ୍କୁ ଉପଯୁକ୍ତ କ୍ଷତିପୂରଣ ନ ମିଳିବା ପର୍ଯ୍ୟନ୍ତ ଧାରଣାରୁ ହଟିବେ ନାହିଁ କି ଶବ ନେବେ ନାହିଁ ବୋଲି ଜିଦରେ ଅଟଳ ଅଛନ୍ତି ବରକାନି ଗ୍ରାମବାସୀ l ସେପଟେ ଜିଲ୍ଲା!-->…