Browsing Category

ଓଡିଶା

କାଲି ଠାରୁ ୪ ଦିନ ବନ୍ଦ ରହିବ ରତ୍ନ ଭଣ୍ଡାର ମରାମତି କାମ

ପୁରୀ: ଆସନ୍ତାକାଲି ଅର୍ଥାତ୍ ୨୧ ତାରିଖ ସୋମବାର ଠାରୁ ୪ ଦିନ ଧରି ବନ୍ଦ ରହିବ ଶ୍ରୀମନ୍ଦିର ରତ୍ନ ଭଣ୍ଡାର ମରାମତି କାମ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନା ମୁତାବକ, ୨୧ ତାରିଖ ସୋମବାର ପଇତାଲାଗି, ମଙ୍ଗଳବାର ରାମାଭିଷେକ, ବୁଧବାର ବନକଲାଗି ଏବଂ ଗୁରୁବାର

କିନ୍ନର ବେଶରେ ପିଲା ଚୋରି କଲେ ପୁରୁଷ, ଚୋରଙ୍କୁ ଧରିଲା କିନ୍ନର ସଂଘ

ଯାଜପୁର : ମୟୁରଭଞ୍ଜରୁ ଚୋରି ହୋଇଥିବା ପିଲା ଯାଜପୁରରେ ଠାବ । ଅପହରଣ ହେବାର ତିନି ଦିନ ପରେ ଦୁଇ ପିଲା ଚୋରକୁ ଧରି ଥାନାରେ ପହଞ୍ଚିଲା କିନ୍ନର ସଂଘ । ଦୁଇ ଅଭିଯୁକ୍ତ କିନ୍ନର ବେଶରେ ପିଲାଚୋରି କରିଥିବା ଅଭିଯୋଗ ହୋଇଛି । ସୂଚନା ଅନୁସାରେ ତିନି ଦିନ ତଳେ ଠାକୁରମୁଣ୍ଡା

ରାଜଧାନୀରେ ଫୁଟିଲା ଗୁଳି, ଯୁବକ ଆହତ

ଭୁବନେଶ୍ବର: ରାଜଧାନୀରେ ଫୁଟିଲା ଗୁଳି । ଏଥିରେ ଜଣେ ଯୁବକ ଆହତ ହୋଇଛନ୍ତି । ଆହତ ଯୁବକ ହେଲେ ଗୁଆପୁର ଗାଁର ଦୀପ୍ତିରଞ୍ଜନ ମହପାତ୍ର । ତାଙ୍କ ବାମ ହାତରେ ଗୁଳି ବାଜିଛି । ବାଲିପାଟଣା ଅଞ୍ଚଳରେ ଏହି ଗୁଳିକାଣ୍ଡ ଘଟିଛି । ଖବର ମୁତାବକ, ବିଳମ୍ବିତ ରାତିରେ ଦୀପ୍ତିରଞ୍ଜନ ମହପାତ୍ର ତାଙ୍କ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ

ଭୁବନେଶ୍ୱର : ଆଜି ଲୋକସେବା ଭବନ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସ୍ପେନର ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ରାଷ୍ଟ୍ରଦୂତ ଜୁଆନ୍ ଆଣ୍ଟୋନିଓ ମାର୍ଚ ପୁଜୋଲ । ଏହି ବୈଠକରେ ସ୍ପେନ ଏବଂ ଓଡିଶା

ପୋଷଣ ଅଭିଯାନକୁ ସଫଳ କରି ସୁସ୍ଥ ମାନବ ସମ୍ବଳ ତିଆରି କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଭୁବନେଶ୍ୱର ; ସମୃଦ୍ଧ ଓଡିଶା ଗଠନ ପାଇଁ ଓଡିଶାକୁ କୁପୋଷଣ ମୁକ୍ତ କରିବା ଆମର ପ୍ରାଥମିକତା । ଏଥିପାଇଁ ଅନେକ ଫଳପ୍ରଦ ଯୋଜନା କରାଯାଇଛି। ତେବେ ଏହାର ସଫଳତା ପାଇଁ ସାମୁହିକ ସଚେତନତା ଖୁବ୍ ଜରୁରୀ । ଆଜି ସ୍ଥାନୀୟ ମହିଳା ଓ ଶିଶୁ ପ୍ରତିଷ୍ଠାନରେ ଆୟୋଜିତ ରାଜ୍ୟ ସ୍ତରୀୟ ପୋଷଣ ପକ୍ଷ-୨୦୨୫

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ସମ୍ବଲପୁର ଜିଲ୍ଲାର ମାନେଶ୍ୱରର ଅତିରିକ୍ତ ତହସିଲଦାର। ଚାଷ ଜମିର କିଷମ ପରିବର୍ତ୍ତନ କରିବାକୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ମାଡିବସିଲା। ଦୁର୍ନୀତି ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଓଡ଼ିଶା ଭିଜିଲାନ୍ସ ଆଜି

ଟ୍ୱିନ୍‌ ସିଟିରେ ହେବ ନୂଆ ଆଇଟି ପାର୍କ

ଭୁବନେଶ୍ୱର: ଟ୍ୱିନ୍‌ ସିଟିରେ ହେବ ନୂଆ ଆଇଟି ପାର୍କ। ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ୧୦୦୦ ହେକ୍ଟର ଜମିରେ ତିଆରି ହେବ ନୂଆ ଆଇଟି ପାର୍କ। ଆଇଟି ଶିଳ୍ପ ପାଇଁ ତିଆରି ହେବ ପ୍ଲଗ୍‌ ଆଣ୍ଡ ପ୍ଲେ ସୁବିଧା ଥିବା ବିଲ୍ଟ ଅପ୍‌ ଏରିଆ। ଭୁବନେଶ୍ୱରରେ ୧୦ ନିୟୁତ ବର୍ଗ

ନକ୍ସଲମୁକ୍ତ ପଞ୍ଚାୟତକୁ କୋଟିଏ ଟଙ୍କାର ସହାୟତା ଦେବେ ସରକାର

ମାଲକାନଗିରି: ସୀମାନ୍ତ ଛତିଶଗଡ ସରକାର ନକ୍ସଲ ଅଭିଯାନରେ ନୂତନ ନିୟମ ପ୍ରଣୟନ କରିଛନ୍ତି। ଆତ୍ମସମର୍ପଣ କରୁଥିବା ନକ୍ସଲଙ୍କୁ ୫୦ ହଜାର ଟଂକା ଲେଖାଏଁ ଆର୍ଥିକ ସହାୟତା ସହ ଆବାସ ଗୃହ ଏବଂ ଆତ୍ମନିର୍ଭରଶୀଳ କରାଯିବ। ଏଥିସହ ଯେଉଁ ପଞ୍ଚାୟତ ନକ୍ସଲ ମୁକ୍ତ ହେବ ସେହି ପଞ୍ଚାୟତକୁ ସରକାର ଏକ କୋଟି

ବେଆଇନ ସେବାଶ୍ରମ ଉପରେ ପୋଲିସର ଚଢ଼ାଉ

ଯାଜପୁର: ବେଆଇନ ବଳଦେବଜୀଉ ସେବାଶ୍ରମ ଉପରେ ପ୍ରଶାସନ ଓ ପୁଲିସ ଚଢ଼ାଉ କରିଛି। ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଅଳୁକୁଣ୍ଡରେ ବିନା ପଞ୍ଜିକରଣରେ ବେଆଇନ ଭାବେ ଚାଲିଥିବା ବଳଦେବଜୀୟୁ ସେବା ଆଶ୍ରମରୁ ପିଲାଙ୍କୁ ଉଦ୍ଧାର କଲା ଶିଶୁ ସୁରକ୍ଷା ବିଭାଗ। ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ

୨୪ରେ ମିଳିବ ‘ସୁଭଦ୍ରା’ର ଷଷ୍ଠ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା। ଏପ୍ରିଲ ୨୪ରେ ମିଳିବ ସୁଭଦ୍ରା ଟଙ୍କା। ପଞ୍ଚାୟତିରାଜ ଦିବସରେ ପୁରୀଠାରେ ସୁଭଦ୍ରା ଟଙ୍କା ଦେବେ ସରକାର। ୧ ଲକ୍ଷ ୭୦ ହଜାର ମହିଳା ପାଇବେ ସୁଭଦ୍ରା ଟଙ୍କା। ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ। ପୁରୀଠାରେ