Browsing Category

ଓଡିଶା

 ଭୁବନେଶ୍ୱର ରେଳ ଷ୍ଟେସନରୁ ଗଞ୍ଜେଇ ବେପାରୀ ଗିରଫ, ଟୁରିଷ୍ଟ ବେଶରେ କରୁଥିଲେ ବେପାର

ଭୁବନେଶ୍ୱର: ପର୍ଯ୍ୟଟକଙ୍କ ବେଶରେ କରୁଛନ୍ତି ନିଶା ବେପାର। ନିଜକୁ ଟୁରିଷ୍ଟ ପରିଚୟ ଦେଇ ଚାଲିଛି ବେପାର। ଭୁବନେଶ୍ୱର ରେଳ ଷ୍ଟେସନରୁ ଧରାପଡ଼ିଲା ଏହି ଛଦ୍ମବେଶରେ ଥିବା ବିହାରର ଯୁବକ। ଟ୍ରଲି ବ୍ୟାଗ ଭିତରେ ଗଞ୍ଜେଇ ନେବା ବେଳେ ଧରିଲା RPF।ଏହାର ଓଜନ ପ୍ରାୟ ୩୦ କେଜି ହେବ। ଦୁଇଟି ଟ୍ରଲିରୁ…

ଏସଆଇ ପରୀକ୍ଷାରେ ଜାଲିଆତି ମାମଲା: ସିବିଆଇ ତଦନ୍ତ ଦାବି କଲେ ଯୁବ ବିଜେଡି ସଭାପତି

ଭୁବନେଶ୍ୱର: ୧୬ ମାସରେ ୧୬ଟି ନିଯୁକ୍ତି ପରୀକ୍ଷାରେ ବିଭ୍ରାଟ ହେଲାଣି। ଗତକାଲି ବାତିଲ ହୋଇଥିବା ପୋଲିସ ସବ୍ ଇନିସପେକ୍ଟର୍ ପରୀକ୍ଷାରେ କୋଟି କୋଟି ଟଙ୍କାର ଡିଲ୍ ହୋଇଛି। ଏହି କେଳେଙ୍କାରି ଘଟଣା ସାମ୍ନାକୁ ଆସିବା ପରେ ରାଜ୍ୟ ସରକାରଙ୍କର ଅସଲ ଚେହେରା ଲୋକଲୋଚନକୁ ଆସିଯାଇଛି। ଏହା ଏକ…

ଏସ୍‌ଆଇ ପରୀକ୍ଷା ଜାଲିଆତି ମାମଲା: ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ବ୍ରହ୍ମପୁର : ରାଜ୍ୟରେ ପୋଲିସ ଏସ୍‌ଆଇ ପରୀକ୍ଷା ପୂର୍ବରୁ ବଡ଼ ଜାଲିଆତି ଘଟଣା ସାମ୍ନାକୁ ଆସିଛି। ବୁଧବାର ବ୍ରହ୍ମପୁର ପୋଲିସ ଜିଲା ଗୋଳନ୍ଥରା ଥାନା ପୋଲିସ ପର୍ଦ୍ଦାଫାଶ କରିବା ସହ ପୋଲିସ ୧୧୪ ପରୀକ୍ଷାଥି ଓ ତିନି ଦଲାଲଙ୍କୁ ଗିରଫ କରିଥିବା ନେଇ ପୋଲିସ ସୂଚନା ଦେଇଛି । ଅପରପକ୍ଷେ ଏହି…

ଦଶହରାରେ ବର୍ଷାର ଆଶଙ୍କା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଭୁବନେଶ୍ୱର ସମେତ ରାଜ୍ୟର ଅନେକ ସ୍ଥାନରେ ଦଶହରା ପର୍ବ ଫିକା ପଡ଼ିବାର ଆଶଙ୍କା ଦେଖାଦେଇଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତାକାଲି (ଅକ୍ଟୋବର ୨) ଏବଂ ଅକ୍ଟୋବର ୩ ତାରିଖ ସକାଳ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏପରିକି ଘଡ଼ଘଡ଼ି ସହ ପବନ ବହିବାର…

କଲେଜ ଛକରେ ଭୁଶୁଡିଲା ଗେଟ୍: ରାଜାବଗିଚାରେ ଭାଙ୍ଗିଲା ତାଜା, ୩ ଆହତ

କଟକ: କଟକରେ ଦଶହରା ମାହୋଲ ଚାଲିଥିବା ବେଳେ ପ୍ରବଳ ବର୍ଷା ପୂଜାକୁ ଫିକା କରିଦେଇଛି। ପ୍ରବଳ ବର୍ଷା ଯୋଗୁଁ କଲେଜ ଛକରେ ଥିବା ଲାଇଟ୍ ଗେଟ୍ ଭୁଶୁଡି ପଡିଛି। ବର୍ଷା ଯୋଗୁଁ କେହି ନଥିବାରୁ କାହାରି କିଛି କ୍ଷତି ହୋଇନଥିବା ସୂଚନା ମିଳିଛି। ଆଖାପାଖ ଅଞ୍ଚଳରେ ବିଦ୍ୟୁତ୍ କାଟ କରାଯାଇ ରାସ୍ତା…

କଟକରେ ବିଭିନ୍ନ ପୂଜାମଣ୍ଡପରେ ମାଆଙ୍କୁ ଦର୍ଶନକଲେ ମୁଖ୍ୟମନ୍ତ୍ରୀ

କଟକ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାରରେ କଟକର ବିଭିନ୍ନ ପୂଜା ମଣ୍ଡପ ମାଆ ଦୂର୍ଗାଙ୍କୁ ଦର୍ଶନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପୂର୍ବାହ୍ନ ରେ ମଣ୍ଡପ ରେ ମା ଙ୍କୁ ଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ । ଅପରାହ୍ନରେ ପୁଣି ମୁଖ୍ୟମନ୍ତ୍ରୀ ଚୌଧୁରୀ ବଜ଼ାର, ପିଠାପୁର,…

ଦୁର୍ଗାପୂଜାରେ ନାବାଳକଙ୍କୁ ଛୁରାମାଡ଼: ନାବାଳକ ମୃତ, ଜଣେ ଗୁରୁତର

ପାଇକମାଳ: ଝାରବନ୍ଧ ବ୍ଲକ ଡଭା ଦୁର୍ଗାପୂଜାରେ ବଡ଼ ଅଘଟଣ ଘଟିଛି। ଜଣେ ୧୭ବର୍ଷୀୟ ବାଳକର ଛୁରାମାଡ଼ରେ ମୃତ୍ୟୁ ଘଟିଛି। ମୃତକ ଝାରବନ୍ଧ ବ୍ଲକର ତୁର୍ଲ୍ଲା ଗ୍ରାମର ମାନଠୁ ବରିହା(୧୭) ବୋଲି ଜଣା ପଡ଼ିଛି। ତେବେ ତାଙ୍କ ସମ୍ପର୍କୀୟ ଜଣେ ଗୁରୁତର ଥିବା ସୂଚନା ରହିଛି ।ପ୍ରାପ୍ତ ସୂଚନାନୁଯାୟୀ ମୃତକ…

ଅସରାଏ ବର୍ଷା ପରେ ରାଜଧାନୀ ରାସ୍ତାରେ ନାହିଁ ନଥିବା ଭିଡ଼

ଭୁବନେଶ୍ବର: ଆଜି ଭୁବନେଶ୍ବରରେ ଅସରାଏ ବର୍ଷା ପରେ ରାଜଧାନୀ ରାସ୍ତାରେ ଦେଖିବାକୁ ମିଳିଥିଲା ନାହିଁ ନଥିବା ଭିଡ଼ । ବର୍ଷା ପାଇଁ ଲୋକେ ତ ଏକରେ ଦୋକାନ ବଜାର କି ବ୍ରିଜ ତଳେ କିଛି ସମୟ ପାଇଁ ଅଟକି ରହି ବର୍ଷା ଛାଡିଲା ପରେ ବାହାରିଥିଲେ କିନ୍ତୁ ସେପଟେ ପୂଜା ପାଇଁ କାଉଁଳିଆ ପାଗ ଦେଖି ଘରୁ…

ଜାତୀୟ ଶିକ୍ଷା ନୀତି ଅନୁଯାୟୀ ପ୍ରଥମ ଥର ‘ବାଲ୍ ବାଟିକା’କୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ଓଡ଼ିଶା ସମେତ ଦେଶର ବେସାମରିକ କ୍ଷେତ୍ରରେ ୫୭ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏହି ପ୍ରସ୍ତାବରେ ଓଡ଼ିଶାର ୬ଟି…

ନଦୀରେ ବୁଡ଼ି ଗୋଟିଏ ପରିବାରର ୩ ମୃତ, ଜଣେ ଗୁରୁତର

ବ୍ରହ୍ମପୁର : ସୋମବାର ଦିନ ଗଞ୍ଜାମ ଜିଲ୍ଲାରେ ଏକ ଦୁଃଖଦ ଘଟଣା ଘଟିଯାଇଛି । ନଦୀରେ ବୁଡି ଜଣେ ମହିଳା, ତାଙ୍କ ଝିଅ ଏବଂ ନାତି ମୃତ୍ୟୁବରଣ କରିଛନ୍ତି । ଦିଗପହଣ୍ଡି ଅଞ୍ଚଳର କଳିଙ୍ଗାଦଳା ଗ୍ରାମ ନିକଟ ବାହୁଦା ନଦୀରେ ଏହି ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଆଉ ଜଣେ ନାବାଳିକା…