Browsing Category

ଓଡିଶା

ପୁଣି ବଢ଼ିଲା ସୁନା ଦର, କିଛି ଦିନ ଭିତରେ ଟପିଯିବ ଲକ୍ଷେ!

ଭୁବନେଶ୍ୱର: ହୁ ହୁ ହେଇ ବଢ଼ି ଚାଲିଛି ସୁନା ଦର । ରୋକିବା ନାଁ ଧରୁନି କି ଦର କମିବାରେ ବି କୌଣସି ସଂକେତ ବି ଦେଖାଯାଉନାହିଁ । ଲାଗୁଛି ଆଉ ଦୁଇ କି ୩ ଦିନ ମଧ୍ୟରେ ସୁନା ଦର ଲକ୍ଷେ ପାର୍ କରିବ। ତେଣୁ ଗ୍ରାହକଙ୍କୁ ସୁନା କିଣିବାକୁ ଡର ଲାଗୁଛି। ଆଜି ପୁଣି ସୁନା ଦରରେ ପରିବର୍ତ୍ତନ

ଅବକାରୀ ବିଭାଗ ନାଁରେ ସାଂଘାତିକ ଅଭିଯୋଗ, ରାଜେଶକୁ ହତ୍ୟା କରିଥିବା କହିଲେ ସ୍ତ୍ରୀ ଓ ଝିଅ

ରାଉରକେଲା: ଅବକାରୀ ବିଭାଗ ନାଁରେ ସାଂଘାତିକ ଅଭିଯୋଗ । ମଦ ଅଭିଯୋଗରେ ବାପାକୁ ଉଠାଇ ନେଲେ ଅବକାରୀ ବିଭାଗ । ଏବେ ମୋ ବାପା ଆମ ଗହଣରେ ନାହାଁନ୍ତି । ମୋ ବାପାକୁ ମାଡ଼ ମାରି ହତ୍ୟା କରିଛନ୍ତି । ଏଭଳି ଅଭିଯୋଗ କରିଛନ୍ତି ବାପାକୁ ହରାଇଥିବା ଝିଅ । ବୀରମିତ୍ରପୁରର ରାଏବୋଗା ଥାନା

କଲେଜ ଛାତ୍ରୀଙ୍କ ପାଇଁ ବଡ ଘୋଷଣା: ସୁଭଦ୍ରା ସର୍ଭେରେ ହେବେ ସାମିଲ

ଭୁବନେଶ୍ୱର: କଲେଜ ଛାତ୍ରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ ଘୋଷଣା। ଏଣିକି ସୁଭଦ୍ରା ସର୍ଭେରେ ସାମିଲ ହୋଇପାରିବେ କଲେଜ ଛାତ୍ରୀ। ସୁଭଦ୍ରା ସହାୟତା ପାଇଥିବା ହିତାଧିକାରୀଙ୍କଠାରୁ ମତାମତ ସଂଗ୍ରହ ସର୍ବେକ୍ଷଣରେ କଲେଜ ଛାତ୍ରୀମାନଙ୍କୁ ସାମିଲ କରାଯିବ। ଏନେଇ ଗତକାଲି ବସିଥିବା ବୈଠକରେ

ମୋହନ ସରକାରଙ୍କ ବଡ଼ ଘୋଷଣା: ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସ କର୍ମଚାରୀଙ୍କ ଦରମା ବୃଦ୍ଧି

ଭୁବନେଶ୍ୱର : ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସଙ୍କ ଦରମା ବୃଦ୍ଧି । ଓଡ଼ିଶା ସ୍ପେଶାଲ ଷ୍ଟ୍ରାଇକିଂ ଫୋର୍ସ କର୍ମଚାରୀଙ୍କ ଦରମା ବୃଦ୍ଧି ହୋଇଛି । ମାସକ ଦରମା ବୃଦ୍ଧି କଲେ ରାଜ୍ୟ ସରକାର । ସିପାହୀ (GD) ମାନଙ୍କ ମାସିକ ପାରିଶ୍ରମିକ ୩୦ ହଜାର ଟଙ୍କାରୁ ୪୫ ହଜାର ଟଙ୍କାକୁ ବୃଦ୍ଧି

ପଡୋଶୀ ରାଜ୍ୟକୁ ହେଉଥିଲା ଗଞ୍ଜେଇ ଚାଲାଣ, ମାଡ଼ି ବସିଲା ପୋଲିସ

ବାଲେଶ୍ୱର: ବେଆଇ ଗଞ୍ଜେଇ ବେପାର ଥମିବାର ନାଁ ଧରୁନି। କେତେବେଳେ ରାଜ୍ୟ ଭିତରେ ଚାଲାଣ ହେଉଛି ତ କେତେବେଳେ ରାଜ୍ୟ ବାହାରେ। ଏବେ ଓଡିଶା ସୀମା ପାର କରି ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ କରୁଥିବା ବେଳେ ମାଡି ବସିଲା ତାଳସାରୀ ପୋଲିସ। ଭୋଗରାଇର ଉଦୟପୁର ବର୍ଡରରୁ ଜବତ ହେଲା ଗୋଟିଏ ବସ୍ତା

ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏବଂ କନକ ବର୍ଦ୍ଧନ ସିଂହ ଦେଓ ତଥା ଅନ୍ୟାନ୍ୟ ବରିଷ୍ଠ ନେତାମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ

ଗୋଷ୍ଠୀ ସଙ୍ଘର୍ଷରୁ ବୋମା ମାଡ଼, ଘଟଣାସ୍ଥଳରେ ୭ ଗୁରୁତର

ଭଦ୍ରକ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମୁହାଁମୁହିଁ। ତିହିଡ଼ି ଥାନାର କାଁପଡ଼ା ଗାଁରେ ଗୋଷ୍ଠୀ ସଙ୍ଘର୍ଷକୁ ନେଇ ବୋମା ମାଡ଼। ବୋମା ମାଡ଼ରେ ଗୁରୁତର ହୋଇଛନ୍ତି ୭ ଜଣ। ଦୁଇ ରାଜନୈତିକ ଦଳ ବିବାଦରୁ ହାତ ତିଆରି ବୋମା ମାଡ଼ ହୋଇଥିବା ଅଭିଯୋଗ ହୋଇଛି। ଗାଁରେ ଉତ୍ତେଜନା

ମାନବିକତା ଦେଖାଇଲେ ଗଜପତି ଜିଲ୍ଲାପାଳ, ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କର କରିଲେ ଚିକିତ୍ସା

ପାରଳାଖେମୁଣ୍ଡି :ଆପଣ ଅନେକ ବଡ଼ ବଡ଼ ଅଧିକାରୀଙ୍କ ବିଷୟରେ ଜାଣିଥିବେ ଯେଉଁ ମାନେ ପ୍ରଶାସନିକ ସେବାରେ ଦୁର୍ନୀତି ସହ ଜଡିତ ଥାନ୍ତି । କିମ୍ବା ଲୋକ ସେବାରେ ଦୁର୍ବଳ ଥିବେ । କିନ୍ତୁ ଏଭଳି ଜଣେ ଜିଲ୍ଲାପାଳଙ୍କ ବିଷୟରେ ଶୁଣିନଥିବେ ଯିଏ ମାନବିକତାର ଚରମ ଶୀର୍ଷକୁ ଯାଇ ସମାଜ ପାଇଁ ଉଦାହାରଣ

କଟକରେ ଡବଲ୍ ଏନ୍‌କାଉଣ୍ଟର, ଦୁଇ ଆହତ ଅଭିଯୁକ୍ତ ଏସସିବିରେ ଭର୍ତ୍ତି

କଟକ: କଟକରେ ଦୁଇ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର। ଅପରାଧୀ କଟାସ ରାଉତ ଓ ଶୁଭ୍ରାଂଶୁ ପରିଡ଼ାକୁ ଏନ୍‌କାଉଣ୍ଟର। ଚୌଦ୍ବାର ପୋଲିସ ଓ ସ୍ପେଶାଲ ସ୍କ୍ୱାଡ୍‌ର ଏନ୍‌କାଉଣ୍ଟର ହୋଇଥିବା ସୂଚନା। ଚୌଦ୍ବାର ଇନ୍ଦ୍ରାଣୀପାଟଣାରେ ଏହି ଏନ୍‌କାଉଣ୍ଟର କଲା ପୋଲିସ। ଧରିବାକୁ ଯାଇଥିବା ବେଳେ ପୋଲିସ

ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ

ଭୁବନେଶ୍ବର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ବିଜୁ ପଟ୍ଟନାୟକ ପାର୍କରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ନବୀନ ପଟ୍ଟନାୟକ । ଏହି ଅବସରରେ ନବୀନ ପଟ୍ଟନାୟକ ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି,