Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବିଜେପିରେ ନେତୃତ୍ବ ପଦବି ନିର୍ବାଚନ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର: କେନ୍ଦ୍ର ନିର୍ବାଚନ ଅଧିକାରୀ ଡ.ବି ଲକ୍ଷ୍ମଣଙ୍କ ନିର୍ଦ୍ଦେଶକ୍ରମେ ଭାରତୀୟ ଜନତା ପାର୍ଟି (ବିଜେପି)ର ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ଜୁନ୍ ୨୯, ଅର୍ଥାତ୍ ଆସନ୍ତାକାଲିରୁ ଆରମ୍ଭ ହେଉଛି। ରାଜ୍ୟ ନିର୍ବାଚନ ଅଧିକାରୀ ପ୍ରତାପ ଚନ୍ଦ୍ର!-->…
ଜଗା ଦର୍ଶନ ପାଇଁ ପୁରୀ ଯାଉଥିଲେ ତିନି ଯୁବତୀ; ଚାପିଦେଲା ସରକାରୀ ବସ୍
ପୁରୀ: ଜାତୀୟ ରାଜପଥରେ ରାଜ୍ୟ ସରକାରଙ୍କ ବସ୍ ପୁଣି ଅଘଟଣ ଘଟାଇଛି। ଭୁବନେଶ୍ବର-ପୁରୀ ୩୧୭ ନମ୍ବର ଜାତୀୟ ରାଜପଥ ଉପରେ ନିୟନ୍ତ୍ରଣ ହରାଇଛି। ବସ୍ର ଚାଳକ ଅନିୟନ୍ତ୍ରିତ ହୋଇ ଆଜି ଅପରାହ୍ଣରେ ଜଗା ଦର୍ଶନ ପାଇଁ ଶ୍ରୀକ୍ଷେତ୍ର ଅଭିମୁଖେ ସ୍କୁଟିରେ ଯାଉଥିବା ତିନି ଜଣ ଯୁବତୀଙ୍କ ଉପରେ ଚଢ଼ାଇ!-->…
ସମ୍ବଲପୁରରେ ୧ ଲକ୍ଷ ଚାରା ରୋପଣ ଅଭିଯାନର ଶୁଭାରମ୍ଭ
ସମ୍ବଲପୁର: ଦେଶରେ ଗଛ ଲଗାଇବାର ସହର ଭାବରେ ସମ୍ବଲପୁରର ନୂଆ ପରିଚୟ ତିଆରି କରିବା। ଯେପରି ମାଁ ସମଲେଶ୍ୱରୀ, ନୂଆଁଖାଇ, ଶୀତଳଷଷ୍ଠୀ, ମହାନଦୀ ଆଦି ସମ୍ବଲପୁରର ପରିଚୟ ହୋଇଛି, ସେହିପରି ଭାବରେ ଗଛ ଲଗାଇବାର ସହର ଭାବରେ ସମ୍ବଲପୁରର ନୂଆ ପରିଚୟ ସୃଷ୍ଟି କରିବା ପାଇଁ ଛୋଟରୁ ବଡ଼ ପର୍ଯ୍ୟନ୍ତ!-->…
ଚକା ଆଖି ସବୁ ଦେଖୁଛି; ରଥଯାତ୍ରା ବିଳମ୍ବ ନେଇ ନବୀନଙ୍କ ଉଦବେଗ
ଭୁବନେଶ୍ଵର: ରଥଯାତ୍ରା ପରିଚାଳନା ନେଇ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀଦଳ ନେତା ନବୀନ ପଟ୍ଟନାୟକ। ରଥଟଣା ବିଳମ୍ବକୁ ନେଇ ସେ ପ୍ରଶ୍ନ ମଧ୍ୟ ଉଠାଇଛନ୍ତି।
ସେ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଛନ୍ତି ଯେ, ନନ୍ଦିଘୋଷ ରଥ ଟାଣିବାରେ ଅତ୍ୟଧିକ ବିଳମ୍ବ ପାଇଁ ଆମେ ପ୍ରଶାସନକୁ ଆଙ୍ଗୁଳି!-->!-->!-->…
ଆସୁଛି ୨ଟି ଲଘୁଚାପ! ସପ୍ତାହେ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର: ରାଜ୍ୟରେ କିଛି ଦିନ ହେଲା ବର୍ଷା ଜାରି ରହିଛି। ଏହା ଆଗାମୀ ସପ୍ତାହ ପର୍ଯ୍ୟନ୍ତ ଲାଗି ରହିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏଭଳି ଆକଳନ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଜୁଲାଇ ୪ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ।
ଆଞ୍ଚଳିକ!-->!-->!-->…
ଗୋଟିଏ ଶ୍ମଶାନରେ ଏକାଠି ହେଲା ୩ ଭାଇଙ୍କ ଶେଷକୃତ୍ୟ
ଉମରକୋଟ: ଅଧର୍ଯ୍ୟ ପରିବାର । କାନ୍ଦ ବୋବାଳିରେ ଫାଟିପଡୁଛି ଗାଁ ଦାଣ୍ଡ । ସମସ୍ତଙ୍କ ଆଖିରେ ଲୁହ ଓ ଛାତିରେ କୋହ । ଗୋଟେ ପଟେ ହରିନାମ ଶବ୍ଦକୁ ଆରପଟେ ତିନି ତିନି ଜଣଙ୍କ ମୃତଦେହକୁ ଧରି ଆଗେଇ ଚାଲିଥାନ୍ତି ଗାଁ ଭାଇ । ଏଭଳି ତିନି ତିନିଟା କୋକେଇ ଏକାଠି ଉଠିବା ଘଟଣା କେବେ ଦେଖିନଥିଲେ!-->…
ଧୋଇଗଲା ଜାମୁଘାଟ ପୋଲ, ଉଦଳା – ବାଲେଶ୍ୱର ଯୋଗାଯୋଗ ବିଛିନ୍ନ
ଉଦଳା : ଧୋଇଗଲା ଜାମୁଘାଟ ପୋଲ । ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଉଦଳା – ବାଲେଶ୍ୱର ରାସ୍ତାର କଇଁସାରି ଠାରେ ଥିବା ଜାମୁଘାଟ ପୋଲ ଧୋଇ ହୋଇଯାଇଛି। ଦେଓ ନଦୀରେ ଜଳସ୍ତର ବୃଦ୍ଧି ପାଇବାରୁ ଜାମୁଘାଟ ପୋଲ ପ୍ରଥମେ ବୁଡ଼ି ଯାଇଥିଲା। ପ୍ରଖର ସ୍ରୋତରେ ଜାମୁଘାଟ ପୋଲ ଧୋଇ ହୋଇ ଯାଇଛି । ପୋଲର!-->…
କାଳିଆ ସାଆନ୍ତଙ୍କ ଲୀଳା କ୍ଷେତ୍ର କାଙ୍କଣଶିଖରୀରେ ନିଆରା ରଥଯାତ୍ରା, ଜଳ ରାଶିରେ ଗଲେ ମହାପ୍ରଭୁ
ମହାପ୍ରଭୁ ଶ୍ରୀ ଜଗନ୍ନାଥ ହେଉଛନ୍ତି ଭାବର ଠାକୁର। ଭାବ ଥିଲେ ତାଙ୍କୁ ପାଇବା ହୋଇଯାଏ ସହଜ । ଏହି ଭାବକୁ ନେଇ ସାରା ବିଶ୍ୱରେ ପ୍ରସିଦ୍ଧ ରଥଯାତ୍ରା ପର୍ବକୁ ବହୁ ଆନନ୍ଦ ଉଲ୍ଲାସରେ ପାଳନ କରାଯାଇଛି । ଭକ୍ତ ଓ ଭଗବାନଙ୍କ ଅପୂର୍ବ ମିଳନର ସୁନ୍ଦର ନିଦର୍ଶନ ହେଉଛି ଏହି ଘୋଷଯାତ୍ରା । ତେବେ!-->…
ଭିଜିଲାନ୍ସ ଜାଲରେ ସହାୟକ ଯନ୍ତ୍ରୀ; ଆୟବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ୭ ସ୍ଥାନରେ ଚଢାଉ
ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଫସିଲେ ଗଞ୍ଜାମ ବ୍ଲକର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସୁଶୀଲ କୁମାର ପଣ୍ଡା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କର ୭ଟି ଠିକଣାରେ ଏକକାଳୀନ ଚଢାଉ କରିଛି।
ଗଞ୍ଜାମ ଓ ପୁରୀ ସମେତ ଏକାକାଳୀନ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ!-->!-->!-->…
ପୁରୀରେ ଗୌତମ ଆଦାନୀ ଶରଧା ବାଲିରେ ଶ୍ରୀଜିଉଙ୍କୁ କଲେ ଦର୍ଶନ
ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀରେ ପହଞ୍ଚିଲେ ଗୌତମ ଆଦାନୀ ଏବଂ ତାଙ୍କ ପରିବାର ଲୋକ । ସେ ଭୁବନେଶ୍ବରରେ ପହଞ୍ଚି ପୁରୀ ଅଭିମୁଖେ ଯାତ୍ରା କରିଥିବା ଜଣାପଡିଛି । ତାଙ୍କ ଲକ୍ଷ୍ୟ ହେଉଛି ଯେ, ଲକ୍ଷ ଲକ୍ଷ ଭକ୍ତଙ୍କ ପାଇଁ ପ୍ରସାଦ ସେବନର ଆୟୋଜନ ।
ସୂଚନାନୁଯାୟୀ, ’’ଆଜିଠୁ ଆରମ୍ଭ ହୋଇଥିବା!-->!-->!-->…