Browsing Category

ଓଡିଶା

ସଜହେଲା ନନ୍ଦିଘୋଷ ଉଠ କାଳିଆ – ସପନ ଭାଙ୍ଗୁ ଏଥର ନୀଳାଚଳିଆ : କାଳିଆର ଯାତ୍ରା ଲାଗି ସବୁ ପ୍ରସ୍ତୁତି ଶେଷ

ପୁରୀ: ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା-୨୦୨୫ ପାଇଁ ଶ୍ରୀକ୍ଷେତ୍ର ଲୋକାରଣ୍ୟ ହେବାରେ ଲାଗିଛି। ବଡ଼ଦାଣ୍ଡରେ ଗହଳି ବଢ଼ିବାରେ ଲାଗିଛି। ରଥଯାତ୍ରା ପୂର୍ବ ଦିନ ଅର୍ଥାତ ଆଜି ପୁରୀ ସହରକୁ ଲକ୍ଷଲକ୍ଷ ଭକ୍ତମାନଙ୍କର ଆଗମନ ହୋଇସାରିଛି। ରାତି ପାହିଲା ବେଳକୁ ଶ୍ରୀକ୍ଷେତ୍ରକୁ ବାହାରୁ

ଏମ୍ସ  ଭୁବନେଶ୍ୱର ହେଲା ଭାରତର ଦ୍ୱିତୀୟ ଶ୍ରେଷ୍ଠ ଉଦୀୟମାନ ମେଡିକାଲ କଲେଜ

ଭୁବନେଶ୍ୱର: ଉତ୍କର୍ଷତାର ଉଲ୍ଲେଖନୀୟ ଯାତ୍ରା ଜାରି ରଖିବା ସହିତ, ଜାତୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଏମ୍ସ ଭୁବନେଶ୍ବର, ପ୍ରତିଷ୍ଠିତ ଇଣ୍ଡିଆ ଟୁଡେ-ଏମଡିଆରଏ ମେଡିକାଲ କଲେଜ ସର୍ଭେ ୨୦୨୫ରେ ସମଗ୍ର ଦେଶରେ ଦ୍ୱାଦଶ ଶ୍ରେଷ୍ଠ ମେଡିକାଲ କଲେଜ ଭାବେ ସ୍ଥାନ ପାଇଛି। ଏଥିସହିତ ଏହି ପ୍ରତିଷ୍ଠାନ

ସମ୍ବିଧାନ ହତ୍ୟା ଦିବସ-୨୦୨୫: ସ୍ବାଧୀନତା ସଂଗ୍ରାମୀଙ୍କ ପରି ଲୋକତନ୍ତ୍ର ସେନାନୀଙ୍କୁ ସମ୍ମାନ ମିଳିବ

ଭୁବନେଶ୍ୱର: ଦେଶରେ ଜରୁରିକାଳୀନ ପରିସ୍ଥିତି ଘୋଷଣାର ୫୦ ବର୍ଷ ପୂର୍ତ୍ତି ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସମ୍ବିଧାନ ହତ୍ୟା ଦିବସ ପାଳିତ ହୋଇଛି। ରେଳ ପ୍ରେକ୍ଷାଳୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ‌ଯୋଗଦେଇ

ସାମୟିକ କର୍ମଚାରୀଙ୍କ କାର୍ଯ୍ୟାନ୍ତର ରାଶି ବୃଦ୍ଧି

ଭୁବନେଶ୍ୱର,୨୬।୬: ଓଡ଼ିଶା ସରକାର ରାଜ୍ୟର ସାମୟିକ କର୍ମଚାରୀଙ୍କ ପାଇଁ କାର୍ଯ୍ୟାନ୍ତର ରାଶି ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ, ଏବେ ସାମୟିକ କର୍ମଚାରୀମାନେ କାର୍ଯ୍ୟରୁ ଅବସର ଗ୍ରହଣ କରିବା ପରେ ଏକକାଳୀନ ୨.୫ ଲକ୍ଷ ଟଙ୍କା ପାଇବେ। ପୂର୍ବରୁ

ଦୀଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗରେ ବର୍ଷିଲେ ଶଙ୍କରାଚାର୍ଯ୍ୟ

ପୁରୀ,୨୬ା୬: ପଶ୍ଚିମବଙ୍ଗର ଦୀଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗରେ ଗୁରୁବାର ପ୍ରବଳ ବର୍ଷିଛନ୍ତି ଗୋବର୍ଦ୍ଧନ ପୀଠ ମୁଖ୍ୟ ତଥା ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ। ସେ କହିଛନ୍ତି, ଏହି ମନ୍ଦିରର ନିର୍ମାଣ ଧର୍ମୀୟ ଭାବନା ପାଇଁ ନୁହେଁ, ଆୟ ପାଇଁ ଏହା କରାଯାଇଛି। ବହୁତ ସଂଖ୍ୟାରେ ଭକ୍ତ

ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌, ୨ ଅଟକ

ପୁରୀ : ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌। ଗୁରୁବାର ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଉପରେ ଏକ ଡ୍ରୋନ୍‌ ଉଡ଼ୁଥିବା ଦେଖିବାକୁ ମିଳିଥିଲା। ଅନଧିକାର ଭାବେ ଉଡୁଥିବା ଏହି ଡ୍ରୋନକୁ ପୁଲିସ ଖସାଇ ଏହାକୁ ଜବତ କରିଛି। ଏଥିସହ ଘଟଣାରେ ଦୁଇ ଜଣଙ୍କୁ ଅଟକ ରଖିଛି ପୁଲିସ।ସୂଚନାଯୋଗ୍ୟ,

ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର ମୁହାଣରେ ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା ସ୍ୱାକ୍ଷରିତ-…

ଭୁବନେଶ୍ୱର : ରାଜ୍ୟରେ ବିଭିନ୍ନ ସ୍ଥାନରେ ବନ୍ଦର, ଜେଟି ଓ ଅନ୍ୟାନ୍ୟ ଭିତ୍ତିଭୂମି ସ୍ଥାପନ କରି ଓଡିଶାରେ ସାମୁଦ୍ରିକ ବାଣିଜ୍ୟର ବିକାଶ ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି ବୋଲି ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର ମୁହାଣରେ

ନବୀନଙ୍କୁ ଫୋନ୍ କରି କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ, ସ୍ୱାସ୍ଥ୍ୟ କଥା ବୁଝି କଲେ ଆରୋଗ୍ୟ କାମନା

ନୂଆଦିଲ୍ଲୀ,୨୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ପଚାରିବା ପାଇଁ ଗତକାଲି ରାତିରେ ତାଙ୍କ ସହ ଫୋନରେ କଥା ହୋଇଛନ୍ତି ଏବଂ ଶୀଘ୍ର ଓ ପୂର୍ଣ୍ଣ ଆରୋଗ୍ୟ ପାଇଁ ଶୁଭେଚ୍ଛା ଜଣାଇଛନ୍ତି।

ଭାରତ-ପାକିସ୍ତାନ ମଧ୍ୟରେ ଯୁଦ୍ଧ ବିରତି କରାଇଥିବା ଦାବି କଲେ ଟ୍ରମ୍ପ୍‌

ୱାଶିଂଟନ୍‌: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଦାବି କରିଛନ୍ତି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ତାଙ୍କ ମଧ୍ୟସ୍ଥତା ଯୋଗୁ ହୋଇଛି। ଭାରତ ତାଙ୍କ ଦ୍ୱାରା ବାରମ୍ବାର ସମାନ ଦାବିକୁ ଖଣ୍ଡନ କରିବା ପରେ ବି ଟ୍ରମ୍ପ୍‌ ମିଛ ଡୁଙ୍ଗୁରା ପିଟି ଚାଲିଛନ୍ତି।ଟ୍ରମ୍ପ

ଆସିକା ପୋଲିସ ପକ୍ଷରୁ ପଳାତକଙ୍କ ଘରେ ଲାଗିଲା ପୋଷ୍ଟର !

ବ୍ରହ୍ମପୁର : ଆସିକା ଓ କୋଟିନଡା ପୋଲିସ ପକ୍ଷରୁ ମାନ୍ୟବର କୋର୍ଟର ଆଦେଶ ପ୍ରକାର ରେ ଫେରାର୍‌ ଅପରାଧୀଙ୍କ ଘର ବାହାରେ ପୋଷ୍ଟର ଜାରି କରାଯାଇଛି। ଅନେକ କେଶରେ ଜାମିନ ରେ ଆସି କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ସଠିକ ତାରିଖରେ ଦୀର୍ଘ ଦିନ ଅନୁପସ୍ଥିତ ରହୁଛନ୍ତି।ଏଣୁ ତାଙ୍କ ନାମରେ ଓ୍ବାରେଣ୍ଟ