Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଅଲିଭ ରିଡଲେ କଇଁଛ ଛୁଆଙ୍କ ସମୁଦ୍ର ମଧ୍ୟକୁ ଯିବା ପ୍ରକ୍ରିୟା ଆରମ୍ଭ
ବ୍ରହ୍ମପୁର : ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଣ ସମୂଦ୍ର ଉପକୂଳରେ ଲକ୍ଷ ଲକ୍ଷ ସଂଖ୍ୟାରେ ଅଲିଭ ରିଡଲେ କଇଁଛ ଛୁଆ ସମୁଦ୍ର ମଧ୍ୟକୁ ଯିବା ଆରମ୍ଭ କରିଛନ୍ତି। କିଛିଦିନ ପୂର୍ବେ ଏହି କଇଁଛଙ୍କ ଅଣ୍ଡା ଫୁଟିବା ପ୍ରକ୍ରିୟା ଆରମ୍ଭ ହୋଇଥିଲା। ତେବେ ସମୁଦ୍ର ମଧ୍ୟକୁ ଯିବା ପ୍ରକ୍ରିୟା ୪ରୁ ୫ ଦିନ!-->…
ଜୟନାରାୟଣଙ୍କ ପୁଣି ବିସ୍ଫୋରକ ବୟାନ: ଗୋଟିଏ ହୁଇସିଲରେ ଭାଙ୍ଗିଯିବ ବିଜେଡି
ଭୁବନେଶ୍ୱର,୧୨।୪: ରାଜ୍ୟରେ ୱକ୍ଫ ଝଡ଼ ଥମିବାର ନାଁ ନେଉନାହିଁ। ବିଜେଡିର ଗୋଟିଏ ପରେ ଗୋଟିଏ ନେତା ମୁହଁ ଖୋଲିବା ଆରମ୍ଭ କରି ଦେଇଛନ୍ତି। ଏଭଳି ସ୍ଥିତିରେ ବିଜେଡି ଚର୍ଚ୍ଚାରେ ଏଣ୍ଟ୍ରି ମାରିଛନ୍ତି ଭାଜପାର ବରିଷ୍ଠ ନେତା ଜୟ ନାରାୟଣ ମିଶ୍ର। ଗୋଟିଏ ହୁଇସିଲ ଫୁଙ୍କିଲେ ବିଜେଡି ଦଳ!-->…
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତିଙ୍କ ୧୪ ଲକ୍ଷ ଠକେଇ ଘଟଣା : ଗୁଜରାଟରୁ ଦୁଇ ସାଇବର ଠକ ଗିରଫ…
ବ୍ରହ୍ମପୁର,୧୨ା୪ : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶଙ୍କୁ ଗତ ଫେବୃଆରୀ ମାସରେ ଡିଜିଟାଲ ଆରେଷ୍ଟ ଭୟ ଦେଖାଇ ସାଇବର ଗ୍ୟାଙ୍ଗ ୧୪ ଲକ୍ଷ ଟଙ୍କା ନେଇଯାଇଥିଲେ। ଏନେଇ କୁଳପତିଙ୍କ ଅଭିଯୋଗକ୍ରମେ ବ୍ରହ୍ମପୁର ଏସ୍ପିଙ୍କ ତତ୍ତ୍ୱାବଧାନରେ ଏକ ଟିମ୍ ଗଠନ!-->!-->!-->…
ଚାରି ଧାମ ଯାତ୍ରା ପାଇଁ ଜାରି ହେଲା ସ୍ବତନ୍ତ୍ର ନିର୍ଦ୍ଦେଶାବଳୀ
ନୂଆଦିଲ୍ଲୀ: ଉତ୍ତରାଖଣ୍ଡର ବିଶ୍ୱ ପ୍ରସିଦ୍ଧ ଚାରିଧାମ ଯାତ୍ରା ଚଳିତ ବର୍ଷ ୩୦ ଏପ୍ରିଲରୁ ଆରମ୍ଭ ହେବାକୁ ଯାଉଛି । ପ୍ରତିବର୍ଷ ପରି ଏଥର ମଧ୍ୟ ଲକ୍ଷ ଲକ୍ଷ ଭକ୍ତ ଦର୍ଶନ ପାଇଁ ଗଙ୍ଗୋତ୍ରୀ, ଯମୁନେତ୍ରୀ, କେଦାରନାଥ ଏବଂ ବଦ୍ରିନାଥ ଆସିବେ ବୋଲି ଆଶା କରାଯାଉଛି । ଯାତ୍ରାକୁ ସୁଗମ, ସୁରକ୍ଷିତ!-->…
କୋଟିଏ ଟଙ୍କାର ଗୁଆ ଜବତ; ୧୪ ଜଣ ଅଟକ, ମାଛଧରା ବୋଟ ଜବତ
ପାରାଦୀପ: ଭାରତୀୟ ତଟରକ୍ଷୀ ବାହିନୀ (ଆଇସିଜି) ପକ୍ଷରୁ ପାରାଦୀପ ସମୁଦ୍ରରୁ ବିପୁଳ ପରିମାଣର ଗୁଆ ଜବତ କରାଯାଇଛି।
ବାଂଲାଦେଶ ସହ ଜଡିତ ଭାରତର ଅନ୍ତର୍ଜାତୀୟ ସାମୁଦ୍ରିକ ସୀମା ରେଖା ନିକଟରେ ସନ୍ଦେହଜନକ ଭାବରେ ଗତି କରୁଥିବା ଏକ ମାଛଧରା ଡଙ୍ଗା ଅଟକାଇଥିଲେ ଡ୍ୟୁଟିରେ ଥିବା ଏକ ତଟରକ୍ଷୀ!-->!-->!-->…
କଫ ସିରଫ୍ ଓ ୩୦ କେଜି ଗଞ୍ଜେଇ ସହ ୩ ଗିରଫ
ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଜୋଙ୍କା ଥାନା ପୋଲିସକୁ ସଫଳତା । ୩୦ କେଜି ଗଞ୍ଜେଇ, କଫ ସିରଫ ବିଭିନ୍ନ ପ୍ରକାର ନିଶା ବଟିକା ଜବତ କରିଛି । ଏହି ଘଟଣାରେ ଦୁଇ ଜଣ ମହିଳାଙ୍କ ସହ ତିନି ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ସୂଚନା ମିଳିଛି । ଏନେଇ ଏକ ସାମ୍ବାଦିକ ସମ୍ମଳନୀ ଜରିଆରେ ସୂଚନା!-->…
ବିକଶିତ ଓଡିଶା ଓ ବିକଶିତ ଭାରତ ଗଠନରେ ବୈଷୟିକ ଶିକ୍ଷାନୁଷ୍ଠାନର ଭୂମିକା ଗୁରୁତ୍ୱପୂର୍ଣ୍ଣ-ରାଜ୍ୟପାଳ
ଭୁବନେଶ୍ୱର: ବିକଶିତ ଓଡ଼ିଶା ଓ ବିକଶିତ ଭାରତର ଗଠନରେ ବୈଷୟିକ ଶିକ୍ଷାନୁଷ୍ଠାନମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ରାଜ୍ୟପାଳ ଡ. ହରି ବାବୁ କମ୍ଭମପତି କହିଛନ୍ତି। ଆଜି ଭୁବନେଶ୍ୱରସ୍ଥିତ ରେଳବାଇ ଅଡିଟୋରିୟମଠାରେ ଅନୁଷ୍ଠିତ ଓଡିଶା ବୈଷୟିକ ଓ ଗବେଷଣା ବିଶ୍ୱ ବିଦ୍ୟାଳୟ!-->…
ଓଡିଶାରେ ପ୍ରତିଷ୍ଠା ହେବ ଆଉ ୪ ମେଡିକାଲ କଲେଜ
କଟକ: ଓଡ଼ିଶାର ଆଉ ଚାରୋଟି ଜିଲ୍ଲାରେ ମେଡିକାଲ କଲେଜ ପ୍ରତିଷ୍ଠା କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁକ୍ରବାର ସୂଚନା ଦେଇଛନ୍ତି।
ରାଜ୍ୟରେ ୧୨ଟି ମେଡିକାଲ କଲେଜ ଅଛି। ଖୁବ୍ ଶୀଘ୍ର ଆଉ ଦୁଇଟି କଲେଜ ଲୋକଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରାଯିବ। ଏହାବ୍ୟତୀତ ରାଜ୍ୟ ସରକାର ରାଜ୍ୟର ଆଉ!-->!-->!-->…
ଏପ୍ରିଲ ୧୨ରେ ଭୁବନେଶ୍ବର ଏମ୍ସ କେନ୍ଦ୍ରୀୟ ଗବେଷଣା ପ୍ରୟୋଗଶାଳାର ଉଦ୍ଘାଟନ
ଭୁବନେଶ୍ୱର: କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ଏବଂ ରସାୟନ ଏବଂ ସାର ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଶନିବାର ଏମ୍ସ ଭୁବନେଶ୍ୱର ଗସ୍ତରେ ଆସୁଛନ୍ତି। କେନ୍ଦ୍ରମନ୍ତ୍ରୀଙ୍କ ଗସ୍ତ ଏହି ଜାତୀୟ ପ୍ରତିଷ୍ଠାନର ଅଭିବୃଦ୍ଧି ଏବଂ ଉତ୍କର୍ଷତାର ଯାତ୍ରାରେ ଆଉ ଏକ ମାଇଲଖୁଣ୍ଟର ସାକ୍ଷୀ ରହିବ।
!-->!-->…
ପ୍ରଫୁଲ୍ଲଙ୍କ ପରେ ନୃସିଂହ ରଖିଲେ କଡ଼ା ବୟାନ
ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି)ର ବରିଷ୍ଠ ନେତା ପ୍ରଫୁଲ୍ଲ ମଲ୍ଲିକ ଦଳୀୟ କାର୍ଯ୍ୟକଳାପରେ ଭି.କେ. ପାଣ୍ଡିଆନଙ୍କ ପ୍ରଭାବକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି । ଆଉ ଏହାର କିଛି ଘଣ୍ଟା ପରେ, ଶୁକ୍ରବାର ଦିନ ଆଉ ଜଣେ ବରିଷ୍ଠ ନେତା ନୃସିଂହ ସାହୁ ମଧ୍ୟ କଡ଼ା ଓ ସ୍ପଷ୍ଟ ମନ୍ତବ୍ୟ!-->…