Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ନବୀନଙ୍କୁ ଫୋନ୍ କରି କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ, ସ୍ୱାସ୍ଥ୍ୟ କଥା ବୁଝି କଲେ ଆରୋଗ୍ୟ କାମନା
ନୂଆଦିଲ୍ଲୀ,୨୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ପଚାରିବା ପାଇଁ ଗତକାଲି ରାତିରେ ତାଙ୍କ ସହ ଫୋନରେ କଥା ହୋଇଛନ୍ତି ଏବଂ ଶୀଘ୍ର ଓ ପୂର୍ଣ୍ଣ ଆରୋଗ୍ୟ ପାଇଁ ଶୁଭେଚ୍ଛା ଜଣାଇଛନ୍ତି।
!-->!-->!-->…
ଭାରତ-ପାକିସ୍ତାନ ମଧ୍ୟରେ ଯୁଦ୍ଧ ବିରତି କରାଇଥିବା ଦାବି କଲେ ଟ୍ରମ୍ପ୍
ୱାଶିଂଟନ୍: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଦାବି କରିଛନ୍ତି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ତାଙ୍କ ମଧ୍ୟସ୍ଥତା ଯୋଗୁ ହୋଇଛି। ଭାରତ ତାଙ୍କ ଦ୍ୱାରା ବାରମ୍ବାର ସମାନ ଦାବିକୁ ଖଣ୍ଡନ କରିବା ପରେ ବି ଟ୍ରମ୍ପ୍ ମିଛ ଡୁଙ୍ଗୁରା ପିଟି ଚାଲିଛନ୍ତି।ଟ୍ରମ୍ପ!-->…
ଆସିକା ପୋଲିସ ପକ୍ଷରୁ ପଳାତକଙ୍କ ଘରେ ଲାଗିଲା ପୋଷ୍ଟର !
ବ୍ରହ୍ମପୁର : ଆସିକା ଓ କୋଟିନଡା ପୋଲିସ ପକ୍ଷରୁ ମାନ୍ୟବର କୋର୍ଟର ଆଦେଶ ପ୍ରକାର ରେ ଫେରାର୍ ଅପରାଧୀଙ୍କ ଘର ବାହାରେ ପୋଷ୍ଟର ଜାରି କରାଯାଇଛି। ଅନେକ କେଶରେ ଜାମିନ ରେ ଆସି କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ସଠିକ ତାରିଖରେ ଦୀର୍ଘ ଦିନ ଅନୁପସ୍ଥିତ ରହୁଛନ୍ତି।ଏଣୁ ତାଙ୍କ ନାମରେ ଓ୍ବାରେଣ୍ଟ!-->…
ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ
ଭୁବନେଶ୍ଵର: ଓଡ଼ିଶାରେ ନାରୀ ଅସୁରକ୍ଷିତ। ଦିନକୁ ଦିନ ମହିଳାମାନଙ୍କ ଉପରେ ଗଣଦୁର୍ଷମ ଓ ଅତ୍ୟାଚାର ବଢି ବଢି ଚାଲିଛି। ଏହା ବିରୋଧରେ ବୁଧବାର ରାଜ୍ୟର ସବୁ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରେ ବିଜେଡିର ଅଲ ଓଡ଼ିଶା ଷ୍ଟୁଡେଣ୍ଟ ଷ୍ଟ୍ରାଇକ। ରାଜ୍ୟରେ ବଢି ଚାଲିଥିବା ମହିଳା ନିର୍ଯାତନା,!-->…
ରାଉରକେଲା ଇସ୍ପାତ୍ କାରଖାନାର ସମ୍ପ୍ରସାରଣ ପାଇଁ ‘ଉଚ୍ଚସ୍ତରୀୟ କମିଟି’
ନୂଆଦିଲ୍ଲୀ/ଭୁବନେଶ୍ୱର: ରାଉରକେଲା ଇସ୍ପାତ୍ କାରଖାନାର ସମ୍ପ୍ରସାରଣ ପାଇଁ ଥିବା ସମସ୍ୟାର ସମାଧାନ ପାଇଁ ନୂଆଦିଲ୍ଲୀ ଠାରେ ଆୟୋଜିତ ଏକ ବୈଠକରେ କେନ୍ଦ୍ର ଭାରୀ ଶିଳ୍ପ ଏବଂ ଇସ୍ପାତ୍ ମନ୍ତ୍ରୀ ଏଚଡି କୁମାରସ୍ୱାମୀ ଏବଂ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ ସହ ଯୋଗ ଦେଇଛନ୍ତି!-->…
କଟକରେ ବର୍ଷା: ଭୁଶୁଡ଼ିଲା ଶିଶୁଭବନ କାନ୍ଥ, ସିଡିଏରେ ଦବିଲା ୨୦ ଫୁଟ୍ ରାସ୍ତା
କଟକ/ବାରଙ୍ଗ: ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବା ବେଳେ ରାଜ୍ୟର ଅଧିକାଂଶ ସ୍ଥାନରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। କଟକ ସହର ଏଥିରୁ ବାଦ୍ ପଡ଼ି ନାହିଁ। କଟକ ସହିତ ଏହାର ଆଖପାଖ ଅଞ୍ଚଳରେ ମଧ୍ୟ ଆଜି ଦିନତମାମ ବର୍ଷା ହୋଇଛି। ବର୍ଷା ଯୋଗୁଁ!-->…
ଘୂର୍ଣ୍ଣିବଳୟ ସକ୍ରିୟ; ୩ଦିନ ଯାଏଁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ବର: ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୮ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ!-->…
ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଉପରକୁ ଅଣ୍ଡା-ଟମାଟୋ ମାଡ଼: କଂଗ୍ରେସ କର୍ମୀ ଅଟକ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସରକାରୀ ବାସଭବନ ଘେରାଉ କରିଛି ଯୁବ କଂଗ୍ରେସ। ବୁଧବାର ଶହ ଶହ କଂଗ୍ରେସ କର୍ମୀ ଓ ନେତା ମୁଖ୍ୟମନ୍ତ୍ରୀଙ୍କ ଇସ୍ତାପ ଦାବି କରି ଘେରାଉ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନକୁ ଧସେଇ ପଶିବାକୁ ଉଦ୍ୟମ!-->…
ଧାମରା ଚାନ୍ଦନୀପାଳରେ ହେବ ସି ବିଚ୍: ରାଜ୍ୟ ପର୍ଯ୍ୟଟନ ସଚିବଙ୍କ ଧାମରା ଗସ୍ତ
ଭଦ୍ରକ : ଭଦ୍ରକ ଜିଲ୍ଲାର ପର୍ଯ୍ୟଟନର ବିକାଶ ପାଇଁ ରାଜ୍ୟ ସରକାର ଗୁରୁତ୍ବ ଦେଉଛନ୍ତି। ଜିଲ୍ଲାର ସମୁଦ୍ର ଉପକୂଳବର୍ତ୍ତୀ ଧାମରାଠାରେ ଥିବା ଚାନ୍ଦନୀପାଳଠାରେ ବିଶାଳ ସମୁଦ୍ର ବେଳା ଭୂମିର ବିକାଶ ହେବ। ଏଠାରେ ସି ବିଚ୍ ନିର୍ମାଣ କରାଯିବ। ଏହାର ସୌନ୍ଦର୍ଯ୍ୟ କାରଣ କରାଯିବା। ପର୍ଯ୍ୟଟକଙ୍କୁ!-->…
ସରକାରଙ୍କ ଉପରେ ବର୍ଷିଲେ ଏଆଇସିସି ମହିଳା ଟିମ୍: ଓଡ଼ିଶାରେ ନାରୀମାନେ ଡରି ଡରି ବଞ୍ଚୁଛନ୍ତି
ଭୁବନେଶ୍ବର: ରାଜ୍ୟର ପ୍ରତି ୫ କି.ମି ଦୂରତାରେ ଜଣେ ଶିଶୁ ଅତ୍ୟାଚାରର ଶିକାର। ପ୍ରତି ୧୦ କିମିରେ ଜଣେ ଶିଶୁ ନିଖୋଜ। ଲୋକେ ରାଜରାସ୍ତାକୁ ନ ଓହ୍ଲାଇଲେ ଦୁଷ୍କର୍ମ ମାମଲାରେ ଏତଲା ସୁଦ୍ଧା ଗ୍ରହଣ କରାଯାଉ ନାହିଁ। ଓଡ଼ିଶାରେ ମହିଳା ନିର୍ଯାତନାର ଏକ ଚିତ୍ର ବାଣ୍ଟିବା ଲାଗି!-->…