Browsing Category

ଓଡିଶା

ମହାନଦୀ ଗଣ୍ଡରେ ମଗରଙ୍କ ପାଇଁ ବିପଦରେ ଘଡ଼ିଆଳ

ଅନୁଗୁଳ: ଅନୁଗୁଳ ଜିଲ୍ଲା ମହାନଦୀର ସାତକୋଶିଆ ଗଣ୍ଡରେ ଘଡ଼ିଆଳଙ୍କ ପାଇଁ ଏବେ ବିପଦ ସାଜିଛନ୍ତି ମଗର। ଏହି ଗଣ୍ଡରେ କ୍ରମାଗତ ଭାବରେ ମଗର ପ୍ରଜାତିର କୁମ୍ଭୀରଙ୍କ ସଂଖ୍ୟା ବୃଦ୍ଧି ପାଉଛି। ମଗରଙ୍କ ଆକ୍ରମଣରେ ବିଲୁପ୍ତପ୍ରାୟ ଘଡ଼ିଆଳ କୁମ୍ଭୀରଙ୍କ ଜୀବନ ପ୍ରତି ବିପଦ ଦେଖାଦେଇଛି। ପୂର୍ବରୁ

ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତି ଆଉ ନାହାନ୍ତି

ଭୁବନେଶ୍ବର: ବରିଷ୍ଠ ଅଭିନେତା ତଥା ନିର୍ଦ୍ଦେଶକ ନାରାୟଣ ପତି ଆଉ ନାହାନ୍ତି। ନେସନାଲ ସ୍କୁଲ୍ ଅଫ୍ ଡ୍ରାମାର କୃତୀ ଛାତ୍ର, ବିଖ୍ୟାତ ଚଳଚ୍ଚିତ୍ର, ମଞ୍ଚ ଓ ଟେଲିଭିଜନ ଅଭିନେତା, ନିର୍ମାତା ଓ ନିର୍ଦ୍ଦେଶକ ନାରାୟଣ ପତିଙ୍କର ଆଜି ମସ୍ତିଷ୍କାଘାତ କାରଣରୁ ହଠାତ୍ ଆଜି ଆକସ୍ମିକ ପରଲୋକ ଘଟିଛି।

ଏଣିକି ଆଉ ଦୌଡ଼ିବାକୁ ପଡ଼ିବନି ଆର୍‌ଆଇ ଅଫିସ, ଘରେ ବସି ଲୋକେ ପାଇବେ ରାଜସ୍ବ ସଂକ୍ରାନ୍ତ ସମସ୍ତ ସୁବିଧା

ଭୁବନେଶ୍ୱର,୨୫ା୬: ଏଣିକି ସୁବିଧା ହେବ ଜମିଜମା ପଞ୍ଜୀକରଣ। ଛୋଟମୋଟ କାମ ପାଇଁ ଆଉ ଦୌଡ଼ିବାକୁ ପଡ଼ିବନି ଆର୍‌ଆଇ ଅଫିସ ବା ରାଜସ୍ବ କାର୍ଯ୍ୟାଳୟ। ମୋବାଇଲ ଆପରେ ମିଳିବ ସମସ୍ତ ରାଜସ୍ବ ସେବା ମିଳିଯିବ। ଏନେଇ ଇ-ରେଜିଷ୍ଟ୍ରେଶନ ଆପ ଉନ୍ମୋଚିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି

ବ୍ରହ୍ମପୁର ମଣ୍ଡଳ କାରାଗାରରୁ ୬ଜଣଙ୍କୁ ରିମାଣ୍ଡରେ ନେଉ ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ

ବ୍ରହ୍ମପୁର : ଗୋପାଳପୁର ସମୁଦ୍ର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ବ୍ରହ୍ମପୁର ମଣ୍ଡଳ କାରାଗାରରୁ ୬ ଅଭିଯୁକ୍ତଙ୍କୁ ଦିନିକିଆ ରିମାଣ୍ଡରେ ନେଇ ଅଧିକ ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ । କୋର୍ଟରୁ ଅନୁମତି ମିଳିବା ପରେ କ୍ରାଇମବ୍ରାଞ୍ଚ ରିମାଣ୍ଡରେ ନେଇଛି । ବେଲଗାଁ ଥାନା

ସରକାରରେ ପୁଣି ଲଜ୍ଜା : ଆଉ ଏକ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ବନ୍ଧାହେଲେ ବିଜେପିର ନେତା…

ବ୍ରହ୍ମପୁର : ରାଜ୍ୟରେ ମହିଳା ଓ ଝିଅମାନଙ୍କ ସୁରକ୍ଷା ଲାଗି ସରକାର ଡିଣ୍ଡିମ ପିଟୁଥିବା ବେଳେ ଗୋଟିକ ପରେ ଗୋଟିଏ ଲଜ୍ଜା ଘଟଣା ଘଟି ଯାଉଛି । ଗୋପାଳପୁର ବେଳାଭୂମି ଘଟଣା ନେଇ ରାଜ୍ୟ ଦେଶ ତଥା ବିଦେଶରେ ବଦାନାମ୍ ହୋଇଛି। କିନ୍ତୁ ରାଜ୍ୟରେ ଏଭଳି ଘଟଣା ଗୋଟିକ ପରେ ଗୋଟିଏ ଘଟିବାରେ ଲାଗିଛି।

ଦଶ ମୂଳ ମୋଦକ ଚୋରୀ ଘଟଣା; ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କଲେ ଜଗନ୍ନାଥ ସ୍ୱାଇଁ ମହାପାତ୍ର

ପୁରୀ: ଦଶ ମୂଳ ମୋଦକ ଚୋରୀ ଅଭିଯୋଗରେ ନୂଆ ମୋଡ । ଅନବସରରେ ମହାପ୍ରଭୁଙ୍କୁ ଦଶମୂଳ ମୋଦକ ଲାଗି ପୂର୍ବରୁ ୭୦ ମୋଦକ କମ୍ ପଡ଼ିବା ନେଇ ବାଡଗ୍ରାହୀଙ୍କ ଅଭିଯୋଗ ପରେ ଜୋର୍ ଧରିଛି ଚୋରି ଚର୍ଚ୍ଚା । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ କମାଣ୍ଡରଙ୍କୁ ଏନେଇ ଚିଠି କରିଛନ୍ତି ବଳଭଦ୍ରଙ୍କ ବାଡଗ୍ରାହୀ

କୋଇଲା ଖଣି ଲୁଟର ତଦନ୍ତ ପାଇଁ ଗୋପାଳପୁରରେ ଭିଜିଲାନ୍ସର ଏସ ଆଇ ଟି ଟିମ୍

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଭିଜିଲାନ୍ସ ଏସ ଆଇ ଟି ଟିମ । କୋଇଲା ଖଣି ଲୁଟର ତଦନ୍ତ ପାଇଁ ଗ୍ରାଉଣ୍ଡ ଜିରୋରେ ଏସ ଆଇ ଟିର ୧୦ ଜଣିଆ ଟିମ୍ ତଦନ୍ତ ଆରମ୍ଭ କରିଛନ୍ତି।ହେମଗିରି ଗୋପାଳପୁର କୋଇଲା ଖଣି ଲୁଟ ଘଟଣାରେ ତେଲେନଡିହି, ରତନସରା ଏବଂ ଭୋଗ୍ରାକଛାର ଜଙ୍ଗଲରେ ଛାନଭିନ୍ କରୁଛି ଟିମ୍।

ରାଜ୍ୟରେ ଆଉ ୫ଶହ ରାଇସ୍ ମିଲ୍‌ର ଆବଶ୍ୟକତା ରହିଛି: ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ରାଇସ୍ ମିଲ୍ ଓ ଚାଉଳ ରପ୍ତାନୀ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ବୟାନ । ମିଲ୍‌ ଅଭାବରୁ ଧାନ ଉଠାଇବାରେ ଅସୁବିଧା ହେଉଛି ବୋଲି କହିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି ଯେ, ଆମ ରାଜ୍ୟରେ ୧୪୦୦ ରାଇସ୍ ମିଲ୍ ରହିଥିବାବେଳେ, ଆହୁରି ୪ଶହରୁ

ଜୁନ ୨୫ରେ ସମ୍ବିଧାନ ହତ୍ୟା ଦିବସ ପାଳନ କରିବେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟ ସରକାର ସମ୍ବିଧାନ ହତ୍ୟା ଦିବସ ପାଳନ କରିବେ | ଭୁବନେଶ୍ଵର ରେଳ ଅଡିଟରିୟମରେ ପାଳିତ ହେବ ରାଜ୍ୟସ୍ତରୀୟ ସମ୍ବିଧାନ ହତ୍ୟା ଦିବସ କାର୍ଯକ୍ରମ | ରାଜନୀତି ବିଜ୍ଞାନର ଛାତ୍ରଛାତ୍ରୀମାନେ ଏହି କାର୍ଯ୍ୟକ୍ରମରେ ଭାଗ ନେବେ | ଏନେଇ ସୂଚନା ଦେଇ ଉଚ୍ଚଶିକ୍ଷା ମନ୍ତ୍ରୀ

‘ମୁଖ୍ୟମନ୍ତ୍ରୀ ସମୟ ଦେଉନାହାନ୍ତି, ରାଷ୍ଟ୍ରପତିଙ୍କୁ ଭେଟିବ ଏଆଇସିସି ତଥ୍ୟ ଅନୁଧ୍ୟାନ କମିଟି’

ଭୁବନେଶ୍ୱର: ଆମେ ଗୋପାଳପୁରରୁ ଫେରିବାପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଯାଇଥିଲୁ, ହେଲେ ସେ ସମୟ ଦେଉ ନାହାନ୍ତି । ରାଜ୍ୟରେ ବିଜେପି ସରକାରର ବର୍ଷେ ବିତିଗଲା, ହେଲେ ମହିଳା କମିଶନ ଚୟନ ହୋଇପାରିଲା ନାହିଁ । ଏଠାକାର ପ୍ରଶାସନ ଠିକ୍ କାମ କରୁନାହିଁ ବୋଲି କହିଛନ୍ତି ଗୋପାଳପୁର ଓ