Browsing Category

ଓଡିଶା

ଶୌଚାଳୟ ନିର୍ମାଣରେ ଦୁର୍ନୀତି, ଉଦଘାଟନ ଦିନ ୧୦ ଲକ୍ଷ, ଉଦଘାଟନ ପରେ ୨୦ ଲକ୍ଷ !

ମୁଖୀଗୁଡା: କଳାହାଣ୍ଡି ଜିଲ୍ଲା ଜୟପାଟଣାର ବହୁ ପ୍ରତିକ୍ଷୀତ ଶୌଚାଳୟ ଲାଞ୍ଜିଗଡ଼ ବିଧାୟକଙ୍କ ପ୍ରଦୀପ କୁମାର ଦିଶାରୀଙ୍କ ଦ୍ଵାରା ଗତ ୧୪ତାରିଖରେ ଉଦ୍ଘାଟନ ହେବା ୫ଦିନ ପରେ ଆଉ ଏକ ସୂଚନା ଫଳକ ଲଗାଯିବା ଅନୁଦାନ ଅର୍ଥ ବିନିଯୋଗକୁ ନେଇ ସାଧାରଣରେ ସନ୍ଧେହ ସୃଷ୍ଟି ହୋଇଛି । ଗତ ୧୪ତାରିଖରେ…

୨୫ରେ ଆଉ ଏକ ଲଘୁଚାପ, ୨୮ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସୁଛି ଆଉ ୩ଟି ଲଘୁଚାପ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି, କାରଣ, ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମିଆଁମାର ଉପକୂଳ ଉପରେ ସମୁଦ୍ର ପତ୍ତନଠାରୁ ୩.୧ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ଏକ ଘୂର୍ଣ୍ଣିବଳୟ…

ସୋମବାର ଯାଏ ଗୃହକୁ ମୁଲତବି ରଖିଲେ ବାଚସ୍ପତି

ଭୁବନେଶ୍ୱର : ଆଜି ବି ବିଧାନସଭା ହୁଲସ୍ତୁଲ । ସାରର ଅଭାବ ଓ କଳାବଜାରୀ ପ୍ରସଙ୍ଗରେ ତାତିଲା ଗୃହ । ବିରୋଧୀ ବିଜେଡି ବିଧାୟକଙ୍କ ପ୍ରବଳ ହୋହଲ୍ଲା । ବାଚସ୍ପତିଙ୍କ ପୋଡିୟମ ଆଗରେ ବିଜେଡି ବିଧାୟକମାନେ ନାରାବାଜି କରିଥିଲେ । ଫଳରେ ଗୃହ ଚାଲିପାରିନଥିଲା । ଅଚଳାବସ୍ଥା…

ଶ୍ରୀମନ୍ଦିର ଛତିଶାନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ; ଏମାର ମଠ ରୁପା ଇଟା ସ୍ଥାନାନ୍ତର ପ୍ରସ୍ତାବ

ପୁରୀ : ଆଜି ପୁରୀରେ ଶ୍ରୀମନ୍ଦିର ଛତିଶାନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଜାରି ରହିଛି। ରତ୍ନଭଣ୍ଡାର ମରାମତି ସରିଥିବାରୁ ଏମାର ମଠରୁ ବାହାରିଥିବା ରୁପା…

ରାସ୍ତା ମଝିରେ ଅଚଳ ହେଲା ଆମ୍ବୁଲାନ୍ସ, ଛଟପଟ ରୋଗୀ

ପାଟଣାଗଡ: ରାସ୍ତା ମଝିରେ ଅଚଳ ଆମ୍ବୁଲାନ୍ସ। ରୋଗୀ ନେଇ ଯାଉଥିବାବେଳେ ଅଧା ବାଟରେ ଆମ୍ବୁଲାନ୍ସଟି ଅଚଳ ହୋଇପଡିଛି। ବଲାଙ୍ଗୀର ଜିଲ୍ଲା ବେଲପଡା ଅଞ୍ଚଳର ବିଷ୍ଣୁ ବୁଡେକ ଦୁର୍ଘଟଣାରେ ଗୁରୁତର ହୋଇଥିଲେ। ତୁରନ୍ତ ତାଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ବଲାଙ୍ଗୀର ଜିଲ୍ଲା ମୁଖ୍ୟ…

କଂଗ୍ରେସରେ ଯୋଗ ଦେବେ କି ଶ୍ରୀମୟୀ ?

ଭୁବନେଶ୍ବର: ବିଜେଡି ନେତୃତ୍ବକୁ ପରୋକ୍ଷରେ ଟାର୍ଗେଟ୍‌ କରି ରାଜ୍ୟ ରାଜନୀତିରେ ଚହଳ ସୃଷ୍ଟି କରିଥିବା ନେତ୍ରୀ ଶ୍ରୀମୟୀ ମିଶ୍ର ଖୁବ୍‌ଶୀଘ୍ରକଂଗ୍ରେସରେ ଯୋଗଦେବା ନେଇ ଚର୍ଚ୍ଚା ଜୋର୍‌ ଧରିଛି। ଏନେଇ ଶ୍ରୀମୟୀ କିଛି ସ୍ପଷ୍ଟ କରୁ ନ ଥିବାବେଳେ କଂଗ୍ରେସ ଦ୍ବାର ସମସ୍ତଙ୍କ ପାଇଁ ଖୋଲାଥିବା…

କୁମ୍ଭୀର ଝାମ୍ପି ନେଇଥିବା ମହିଳାଙ୍କ ମୃତଦେହ ଉଦ୍ଧାର

ମହାକାଳପଡା: ଉଦ୍ଧାର ହେଲା କୁମ୍ଭୀର ଝାମ୍ପି ନେଇଥିବା ମହିଳାଙ୍କ ମୃତଦେହ । କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡା ବ୍ଲକ ସୁନିତି ପଞ୍ଚାୟତର ବେଣାକଦ୍ଧା ଗାଁରେ ଜଣେ ମହିଳାଙ୍କୁ ଗତକାଲି ଝାମ୍ପି ନେଇଥିଲା କୁମ୍ଭୀର । ଗୋବରୀ ନଦୀ କୂଳରେ ଛେଳି ଚରାଇବା ବେଳେ ଭିଡ଼ି ନେଇଥିଲା…

ଟୁଇନ୍‌ ସିଟିରେ ଭିଡ଼ ନିୟନ୍ତ୍ରଣ ପାଇଁ ତ୍ରିଶୁଳିଆରେ ନିର୍ମାଣ ହେବ ଦ୍ବିତୀୟ ବ୍ରିଜ୍

ଭୁବନେଶ୍ୱର : ଟୁଇନ୍‌ ସିଟିରେ ଭିଡ଼ ନିୟନ୍ତ୍ରଣ ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି ।  ତ୍ରିଶୁଳିଆରେ ନିର୍ମାଣ ହେବ ଦ୍ବିତୀୟ ବ୍ରିଜ୍ । ବ୍ୟୟବରାଦ ୨୯୭ କୋଟି । ବିଧାନସଭାରେ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଲିଖିତ ଉତ୍ତର । ଟେଣ୍ଡର ପ୍ରକ୍ରିୟା ଜାରି ରହିଛି, ୩୬ ମାସରେ…

ନିର୍ମାଣ ହେବ ନୂଆ ଲୋକସେବା ଭବନ, ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ

ଭୁବନେଶ୍ଵର : ନିର୍ମାଣ ହେବ ନୂଆ ଲୋକସେବା ଭବନ । ନୂଆ ଲୋକସେବା ଭବନ ମାଷ୍ଟର ପ୍ଲାନ ପାଇଁ ଓଡିଶା ସେତୁ ଓ ନିର୍ମାଣ ନିଗମକୁ ଦିଆଯାଇଛି ଦାୟିତ୍ୱ । ମାଷ୍ଟର ପ୍ଲାନ ଅନୁମୋଦନ ପରେ ହେବ ବ୍ୟୟ ଅଟକଳ । ବର୍ତ୍ତମାନର ଲୋକସେବା ଭବନ ୬୮ ବର୍ଷ ପୁରୁଣା ହୋଇଥିବା ବେଳେ ପାର୍କିଙ୍ଗ ସମସ୍ୟା…

କୋଣାର୍କରୁ ଭୁବନେଶ୍ବରକୁ ଗଡ଼ିବ ଟ୍ରେନ

ଭୁବନେଶ୍ୱର : ଏଥିପାଇଁ ନିମାପଡା ଓ ଗୋପରେ ହେବ ଲୋକେଶନ ସର୍ଭେ ।  ବହୁ ପ୍ରତିକ୍ଷିତ କୋଣାର୍କ – ଭୁବନେଶ୍ୱର ରେଳପଥକୁ ନିକଟରେ ରେଳ ମନ୍ତ୍ରାଳୟ ପକ୍ଷରୁ ମଞ୍ଜୁର ମିଳିଥିଲା ।  ଏନେଇ କେନ୍ଦ୍ରକୁ ଚିଠି ଲେଖି ରେଳ ପଥକୁ ନିମାପଡା ଓ ଗୋପ ଦ୍ଵାରା ସଂଯୁକ୍ତ କରିବା ପାଇଁ ଅନୁରୋଧ କରିଥିଲେ…