Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଗୋପାଳପୁର ଗଣଦୁଷ୍କର୍ମ ଘଟଣାସ୍ଥଳରେ ମନ୍ତ୍ରୀ ବିଭୂତି ଭୂଷଣ ଜେନା
ବ୍ରହ୍ମପୁର: ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ବିଭୂତି ଭୂଷଣ ଜେନା ଗୋପାଳପୁର ସମୁଦ୍ର ବେଳାଭୂମିରେ ଗଣଦୁଷ୍କର୍ମ ଘଟଣାସ୍ଥଳର ଅନୁଧ୍ୟାନ କରିଛନ୍ତି । ମନ୍ତ୍ରୀଙ୍କ ସହିତ ବ୍ରହ୍ମପୁର ଏସପି ଡ଼ା ଶ୍ରବଣା ବିବେକ ଏମ ଓ ବ୍ରହ୍ମପୁର ଉପ ଜିଲ୍ଲାପାଳ ଦୀନା ଦସ୍ତାଗୀର,!-->…
ଯାଜପୁରରେ ଆଉ ୧୬ କଲେରା ପଜିଟିଭ୍ ଚିହ୍ନଟ
ଯାଜପୁର: ଯାଜପୁର ଜିଲ୍ଲାରେ ୪୯ ସାମ୍ପଲରୁ ଆଉ ୧୬ କଲେରା ପଜିଟିଭ୍ ଚିହ୍ନଟ ହୋଇଛି । ଦୁଇଟି ପର୍ଯ୍ୟାୟରେ ଯାଇଥିବା ସାମ୍ପଲ୍ରୁ ପଜିଟିଭ୍ ଚିହ୍ନଟ ହୋଇଛି । ୨୧ରୁ ୧୧ ଓ ପରବର୍ତ୍ତୀ ୨୮ ସାମ୍ପଲରୁ ୫ କଲେରା ପଜିଟିଭ୍ ଚିହ୍ନଟ ହୋଇଥିବା ନେଇ ସୂଚନା ଦେଲେ ଯାଜପୁର ସିଡିଏମ୍ଓ ।
!-->!-->!-->…
ଚିକିତ୍ସା ପାଇଁ ଜୁନ ୨୨ ରେ ମୁମ୍ୱାଇ ଯିବେ ନବୀନ ପଟ୍ଟନାୟକ
ଚିକିତ୍ସା ପାଇଁ ଜୁନ ୨୨ ତାରିଖରେ ମୁମ୍ୱାଇ ଯିବେ ନବୀନ ପଟ୍ଟନାୟକ । ସର୍ଭିକାଲ ଆଥ୍ରାଇଟିସ୍ ସମସ୍ୟା ନେଇ ସେଠାରେ ଚିକିତ୍ସିତ ହେବେ । କୋକିଲାବେନ୍ ଧିରୁଭାଇ ଅମ୍ୱାନୀ ଡାକ୍ତରଖାନାରେ ହେବେ ଚିକିତ୍ସିତ । ଡାକ୍ତର ଉମାକାନ୍ତ ପଣ୍ଡାଙ୍କ ତତ୍ତ୍ୱାବଧାନରେ ତାଙ୍କର ଚିକିତ୍ସା ହେବ । ମୁମ୍ବାଇ!-->…
ଡାଇରିଆ ପରେ ଡରାଉଛି ଜଣ୍ଡିସ୍, ୫୦ ଛୁଇଁଲା ରୋଗୀଙ୍କ ସଂଖ୍ୟା
ଭୁବନେଶ୍ୱର: ସାରା ରାଜ୍ୟରେ ଡାଇରିଆ ସ୍ଥିତି ଥମିନଥିବାବେଳେ ରାଜଧାନୀରେ ଚିନ୍ତା ବଢ଼ାଇଲାଣି ଜଣ୍ଡିସ୍। ଭୁବନେଶ୍ବର ବଡ଼ଗଡ଼ ବ୍ରିଟ୍ କଲୋନି ଅଞ୍ଚଳରେ ଜଣ୍ଡିସ୍ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ମାସେ ହେଲା ଏହି ସଂଖ୍ୟା ବୃଦ୍ଧି ପାଉଛି । ଇ.ଏ କଲୋନି , ବ୍ରହ୍ମେଶ୍ବର ପାଟଣା!-->…
ହିତାହିତ ଜ୍ଞାନ ହରାଇ ବସିଲା ସ୍ତ୍ରୀ, ନିର୍ଯାତନା ସହିନପାରି ନେଲା ସ୍ବାମୀର ଜୀବନ
ବ୍ରହ୍ମପୁର //ସୋରଡା: ପାରିବାରିକ କଳହର କରୁଣ ପରିଣତି । ମାତାଲ ସ୍ବାମୀର ନିର୍ଯାତନା ସହି ପାରିଲାନି ସ୍ତ୍ରୀ । ପ୍ରତିଦିନ ସ୍ବାମୀ ମଦ ପିଇ ଆସି ସ୍ତ୍ରୀକୁ ଗାଳି ଗୁଲଜ କରୁଥିଲା । ଆଉ ବେଳେବେଳେ ସ୍ତ୍ରୀକୁ ମାଡ଼ ବି ମାରୁଥିଲା ସ୍ବାମୀ । ସବୁଦିନ ସ୍ବାମୀର ଅତ୍ୟାଚାରରେ ଅତିଷ୍ଠ!-->…
ପାଣିରୁ ବ୍ୟାପିଛି ଡାଇରିଆ, ଫିଲ୍ଡ ଭିଜିଟ୍ ବେଳେ ତଥ୍ୟ ପାଇଥିବା ନେଇ ସ୍ପଷ୍ଟ କଲା କେନ୍ଦ୍ରୀୟ ଟିମ୍
ଭୁବନେଶ୍ୱର: ପାଣିରୁ ବ୍ୟାପିଛି ଡାଇରିଆ। ଫିଲ୍ଡ ଭିଜିଟ୍ ବେଳେ କେନ୍ଦ୍ରୀୟ ଟିମ୍ ତଥ୍ୟ ପାଇଥିବା ସୂଚନା ମିଳିଛି। ଲୋକସେବା ଭବନରେ ଏ ପ୍ରସଙ୍ଗରେ ସ୍ବାସ୍ଥ୍ୟ ବିଭାଗ ସହ ବୈଠକ କରୁଛି କେନ୍ଦ୍ରୀୟ ଟିମ୍। ଏଥିସହ ସ୍ଥିତି ନିୟନ୍ତ୍ରଣକୁ ଆଣିବା ଲାଗି କଣ ହେବ ଆଗାମୀ ପଦକ୍ଷେପ ସେ ନେଇ!-->…
ଗୋପାଳପୁର ଗଣଦୁଷ୍କର୍ମ ଘଟଣା: ବାଳ ଅପରାଧୀକୁ ସାବାଳକ ବିବେଚନା କରିବାକୁ ପୋଲିସର ଆବେଦନ
ଭୁବନେଶ୍ୱର : ରବିବାର ସନ୍ଧ୍ୟାରେ ଗୋପାଳପୁର ବିଚରେ ଗଣଦୁଷ୍କର୍ମ ଘଟଣାରେ ୪ ଜଣ ନାବାଳକ ସଂପୃକ୍ତ ଥିବା ବେଳେ ସେମାନଙ୍କୁ ବାଳ ଅପରାଧୀ ନୁହେଁ ସାବାଳକ ଅପରାଧୀ ଭାବେ ବିବେଚନା କରିବାକୁ ଆବେଦନ କରିଛି ପୋଲିସ । ବ୍ରହ୍ମପୁର ପୋଲିସ ଜୁଭେନାଇଲ ଜଷ୍ଟିସ ବୋର୍ଡରେ ଏ ସମ୍ପର୍କରେ ଆବେଦନ!-->…
ସିଏମସି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପାଣି କମ୍ପାନୀ ସିଲ୍
କଟକ: ସିଏମସି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପାଣି କମ୍ପାନୀରେ ରେଡ୍। କଟକ ଶଙ୍କରପୁର ଦାସସାହି ସ୍ଥିତ ପାଣି କମ୍ପାନୀ ସିଲ୍ କଲା ସିଏମସି। ପାଣିକୁ ବିଶୁଦ୍ଧ ନକରି ବିକ୍ରି କରୁଥିବା ଅଭିଯୋଗରେ ସିଲ୍ କରାଯାଇଛି। ବିଶୁଦ୍ଧ ନକରି ମାର୍କେଟ୍କୁ ଛଡ଼ାଯାଉଥିଲା ଲିଟର ଲିଟର ପାଣି। ଯାହା ସାଧାରଣ!-->…
ରାଜନେତା ପ୍ରଭାବଶାଳୀ ବ୍ୟକ୍ତିଙ୍କ ଇଙ୍ଗିତ ରେ ଗଞ୍ଜାମ ଜିଲ୍ଲାରେ ଅବାଧ ରେ ଗୁଟୁଖା ବେପାର…
ପ୍ରଶାସନ ଖାଉଛି ଅମୃତ ଗ୍ରାହକ ଖାଉଛି ଜହର...!
ଗୋପାଳପୁର ଗଣଦୁଷ୍କର୍ମ ଘଟଣାକୁ ନେଇ ତୀବ୍ର ନିନ୍ଦା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ସମୟ ରାତି ପ୍ରାୟ ୮.୩୦ ମିନିଟ୍ । କଲେଜ ଛାତ୍ରୀ ଜଣକ ନିଜ ପୁରୁଷ ବନ୍ଧୁ ସହ ସନ୍ଧ୍ୟା ସାଢ଼େ ୬ଟାରେ ଗୋପାଳପୁରରେ ପହଞ୍ଚି ବେଳାଭୂମି ବୁଲୁଥିଲେ । ପରେ ବେଳାଭୂମି ପାନ୍ଥ ନିବାସର ପଛ ଭାଗରେ ଥିବା ଏକ ନିଛାଟିଆ ସ୍ଥାନକୁ ଯାଇଥିଲେ ପ୍ରେମୀଯୁଗଳ । ସେଠାରେ ପୂର୍ବରୁ କିଛି ଛୋଟ!-->…