Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଏଣିକି ଅନଲାଇନରେ ବୁକ୍ ହେବ ଆମ୍ବୁଲାନ୍ସ, ଓଡ଼ିଶା ଯାତ୍ରୀ ଆପ୍ରେ ଯୋଡ଼ି ହେବ ଏହି ସେବା
ଭୁବନେଶ୍ୱର : ଏଣିକି ଅନଲାଇନରେ ବୁକ୍ ହେବ ଆମ୍ବୁଲାନ୍ସ । ଅନଲାଇନରେ ଆମ୍ବୁଲାନ୍ସ ବୁକିଂ କରିବେ ସାଧାରଣ ଲୋକ । ଏନେଇ ସୂଚନା ଜାରି କରିଛନ୍ତି ପରିବହନମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ସୂଚନା । ଖୁବଶୀଘ୍ର ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି ।
ସେ କହିଛନ୍ତି ଯେ, ଓଡ଼ିଶା!-->!-->!-->…
ପ୍ରଧାନମନ୍ତ୍ରୀ ମୋଦିଙ୍କ ଓଡ଼ିଶା ଗସ୍ତ; ସୁରକ୍ଷା ବ୍ୟବସ୍ଥା ନେଇ ସମୀକ୍ଷା
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁନ୍ ୨୦ ତାରିଖରେ ଓଡ଼ିଶା ଗସ୍ତ କରିବେ। ଏହାକୁ ନଜରରେ ରଖି ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିବା ପାଇଁ ମଙ୍ଗଳବାର ଭୁବନେଶ୍ୱରରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା।
ସୂଚନା ଅନୁସାରେ, ସ୍ୱତନ୍ତ୍ର ସୁରକ୍ଷା ଗ୍ରୁପ (ଏସ୍ପିଜି),!-->!-->!-->…
ଡାଇରିଆ ଆତଙ୍କ: ଯାଜପୁରରେ ପହଞ୍ଚିଲା କେନ୍ଦ୍ରୀୟ ଟିମ, ଧର୍ମଶାଳାରେ ବିଭିନ୍ନ ଦୋକାନରେ ଝୁଲିଲା ତାଲା
ଯାଜପୁର: ଯାଜପୁରରେ ପୁଣି ପହଞ୍ଚିଲା କେନ୍ଦ୍ରୀୟ ଟିମ୍ । ଡାଇରିଆ ଆତଙ୍କ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କେନ୍ଦ୍ରୀୟ ପ୍ରତିନିଧି ଦଳ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଛି । ଏହା ପରେ ବିଭିନ୍ନ ବ୍ଲକ ଗସ୍ତ କରିବ ୧୦ ଜଣିଆ କେନ୍ଦ୍ରୀୟ ଟିମ୍ । ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ସମେତ ୧୩!-->…
କଟକ ଷ୍ଟେସନ୍ ବଜାରର ବିଭିନ୍ନ ହୋଟେଲ୍ରେ ଚଢ଼ାଉ, ୨ଟି ହୋଟେଲ୍ ସିଲ୍
କଟକ: ଯାଜପୁରରେ ଝାଡାବାନ୍ତି ସ୍ଥିତି ସାଂଘାତିକ ହେବାରେ ଲାଗିଛି। କେବେଳ ଯାଜପୁର ନୁହେଁ ରାଜ୍ୟର ୭ ଜିଲ୍ଲାକୁ ବ୍ୟାପିଲାଣି ଝାଡ଼ବାନ୍ତି। ଏହାକୁ ଦୃଷ୍ଟିରେ ରଖି କଟକରେ ଆକ୍ସନ ମୋଡରେ ସ୍ୱାସ୍ଥ୍ୟ ବିଭାଗ। ଦୂଷିତ ପାଣି ଓ ବାସି ଖାଦ୍ୟ ଯୋଗୁଁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା ସ୍ବାସ୍ଥ୍ୟ!-->…
ବଙ୍ଗୋପସାଗରରେ ଡବଲ ଲଘୁଚାପ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ମନା
ବଙ୍ଗୋପସାଗରରେ ଡବଲ ଲଘୁଚାପ, ପ୍ରବଳ ବର୍ଷିବ । ଏହାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି । ଏହା ସହ ଡଙ୍ଗା ଓ ଜାଲକୁ ସୁରକ୍ଷିତ ସ୍ଥାନକୁ ନେଇଯିବାକୁ ପରାମର୍ଶ ଦିଆଯାଇଛି । ବାଲେଶ୍ବର ଜିଲ୍ଲା ଭୋଗରାଇ ମତ୍ସ୍ୟ ବିଭାଗ ପକ୍ଷରୁ ଡାକ ବାଜି!-->…
ଅସୁରକ୍ଷିତ ହିଞ୍ଜିଳିକାଟୁ : ଘରେ ଶୋଇଥିବା ବେଳେ ସିରିଜ ଚୋରି…
ଖୋଲାରେ ଖାଇ ମେଲାରେ ଶୋଉଛି ପୋଲିସ....
ଆସିକା ACMPCS ଜମି ଲିଜ ଧାରୀଙ୍କ ପ୍ରତି ତତ୍କାଳୀନ ଜିଲ୍ଲାପାଳଙ୍କ ଏତେ ଅନୁକମ୍ପା କାହିଁକି…?…!
କିଛି ସ୍କୁଲକୁ ବି ଦିଆଯାଇଛି ଲିଜ.., ସ୍କୁଲ ବଦଳ ରେ ହୋଇଛି ମାର୍କେଟ କମ୍ପ୍ଲେକ୍ସ..
ହଇଜା ବ୍ୟାପିବା ପରେ ରାଜଧାନୀର ହୋଟେଲ-ଫାଷ୍ଟଫୁଡ୍ ଦୋକାନରେ ଚଢ଼ଉ
ଭୁବନେଶ୍ୱର: ରାଜଧାନୀକୁ ହଇଜା ଭୟ। ରାଜ୍ୟର ଗୋଟିଏ ପରେ ଗୋଟିଏ ଜିଲ୍ଲାକୁ ଝାଡ଼ାବାନ୍ତି ବ୍ୟାପୁଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରରେ ଆକ୍ସନ ମୋଡରେ ବିଏମସି। ଦୂଷିତ ପାଣି ଓ ବାସି ଖାଦ୍ୟ ଯୋଗୁଁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଉଛି। ସୁରକ୍ଷାକୁ!-->…
୫ ବିଭାଗରେ ୯୬୪ ଜଣଙ୍କୁ ନିଯୁକ୍ତି ଦେଲେ ରାଜ୍ୟ ସରକାର
ଭୁବନେଶ୍ଵର: ୫ ବିଭାଗରେ ୯୬୪ ଜଣଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ଭୁବନେଶ୍ୱର ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନଠାରେ ୫ଟି ବିଭାଗର ୯୬୪ଟି ପଦବୀ ପୂରଣ ପାଇଁ ନିଯୁକ୍ତି ମେଳାର ଆୟୋଜନ କରାଯାଇଥିଲା।
ଏହି ଅବସରରେ ସେ କହିଛନ୍ତି ଯେ, ଯୁବ ଶକ୍ତି ହେଉଛନ୍ତି ଆମ!-->!-->!-->…
ଏସସିବିରେ ଜଣେ ହଇଜା ରୋଗୀଙ୍କ ମୃତ୍ୟୁ
କଟକ: କଟକ ଏସସିବି ମେଡିକାଲରେ ଜଣେ ହଇଜା ରୋଗୀଙ୍କର ସୋମବାର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଯାଜପୁର ଜିଲାର ସୁକିନ୍ଦା ଅନ୍ତର୍ଗତ ହାତୀବାରିର ବସନ୍ତ ବାରିକ। କିଛି ଦିନ ତଳେ ବସନ୍ତ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ!-->…