Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ରେଙ୍ଗାଳି ଡ୍ୟାମରେ ବଢୁଛି ଜଳସ୍ତର, ତଳିଆ ଅଞ୍ଚଳବାସୀ ସତର୍କ ରହିବାକୁ ପରାମର୍ଶ
କଣିହା: ରେଙ୍ଗାଳି ଡ୍ୟାମରେ ବଢୁଛି ଜଳସ୍ତର । ଏବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ପାଇଁ ଜୁଲାଇ ୩୦ରେ ଗୋଟିଏ ଗେଟ୍ ଖୋଲାଯାଇ ଥିବାବେଳେ ଗଚ୍ଛିତ ଜଳରାଶି ୧୨୨.୩୦ ମିଟର ଥିଲା । ଡ୍ୟାମର ଉପର ପାଖରୁ ପ୍ରତି ସେକେଣ୍ଡ ପିଛା ୨୪୬୦ ଘନମିଟର ବନ୍ୟାଜଳ ପ୍ରବେଶ କରୁଥିଲା । ଗେଟ୍ ଓ ପାୱାର!-->…
ବନ୍ୟା ମୁକାବିଲା ପାଇଁ ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲ୍ଲା ଦାୟିତ୍ୱ
ଭୁବନେଶ୍ୱର: ରାଜ୍ୟରେ ଲଗାଣ ବର୍ଷା ଓ ବନ୍ୟା ସ୍ଥିତିକୁ ନଜରରେ ରଖି ଭଦ୍ରକ, ବାଲେଶ୍ୱର ଓ ଯାଜପୁର ଜିଲ୍ଲା ପାଇଁ ୩ ଜଣ ବରିଷ୍ଠ ଆଇଏଏସ୍ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ଏହି ଅଧିକାରୀମାନେ ସମ୍ପୃକ୍ତ ଜିଲ୍ଲାକୁ ତୁରନ୍ତ ଗସ୍ତ କରି ବନ୍ୟା ପରିସ୍ଥିତିର ଗ୍ରାଉଣ୍ଡ ମନିଟରିଂ କରିବେ।
!-->!-->!-->…
ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଅବସର ନେଲେ ୱାଇ.ବି. ଖୁରାନିଆ
କଟକ: ଓଡ଼ିଶା ପୁଲିସର ଡିଜିପି ପଦରେ ପରିବର୍ତ୍ତନ ହୋଇଛି। ଡିଜିପି ୱାଇ.ବି. ଖୁରାନିଆ ରବିବାର ଚାକିରିରୁ ଅବସର ନେବା ପରେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଅନ୍ତରୀଣ ଡିଜିପି ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ରବିବାର ଅପରାହ୍ନରେ କଟକସ୍ଥିତ ପୁଲିସ ମୁଖ୍ୟାଳୟରେ ପହଞ୍ଚି!-->…
ବଢୁଛି ବୈତରଣୀ ଜଳସ୍ତର, ବନ୍ଧ ଉପରେ ଆଶ୍ରୟ ନେଲେ ବିପନ୍ନ ପରିବାର
ଭଦ୍ରକ: ବଢୁଛି ବୈତରଣୀ ନଦୀର ଜଳସ୍ତର। ବୈତରଣୀରେ ଚତୁର୍ଥ ଥର ବନ୍ୟା ଆସିଛି। ଆଖୁଆପଦା ଠାରେ ବିପଦ ସଂକେତ ଅତିକ୍ରମ କଲା ବନ୍ୟା ଜଳ। ଆଖୁଆପଦାଠାରେ ବିପଦ ସଂକେତ ୧୮.୩୩ ମିଟର ଥିବାବେଳେ ଏବେ ୧୮.୩୫ ମିଟର ଉପରେ ବନ୍ୟାଜଳ ପ୍ରଭାବିତ ହେଉଛି। ବୈତରଣୀରେ ବନ୍ୟା ଯୋଗୁଁ ଏବେ ଧାମନଗର ବ୍ଲକର ୧୨!-->…
ବିପଦ ସଙ୍କେତ ଉପରେ ଜଳକା, କମୁଛି ସୁବର୍ଣ୍ଣରେଖା ଜଳସ୍ତର
ଜଳେଶ୍ବର: କମୁଛି ସୁବର୍ଣ୍ଣରେଖା, ବଢୁଛି ଜଳକା । ଉପର ମୁଣ୍ତରେ ପ୍ରବଳ ବର୍ଷା ଏବଂ ଝାଡଖଣ୍ତ ଗାଲୁଡିହି ବ୍ଯାରେଜରୁ ପାଣି ଛଡା ଯିବା ଯୋଗୁ ସୁବର୍ଣ୍ଣରେଖା ଜଳସ୍ତର ବଢିଥିଲା । ଏବେ ଜଳସ୍ତର ହ୍ରାସ ପାଇ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି। ରାଜଘାଟରେ ସତର୍କ ସଙ୍କେତ ୯.୪୫ ମିଟର!-->…
ସୁଧାଂଶୁଙ୍କୁ ମିଳିବ ବୀରତ୍ବ ସେନା ପଦକ
ଜୁନାଗଡ଼: କଳାହାଣ୍ଡିର ଯୋଗ୍ୟ ପୁତ୍ର ମେଜର ସୁଧାଂଶୁ ପାଣି ବୀରତ୍ବ ସେନାପଦକ ପାଇଁ ରାଷ୍ଟ୍ରପତିଙ୍କ ଦ୍ଵାରା ମନୋନୀତ ହେଇଛନ୍ତି। ଏହି ଖବର ପ୍ରଚାରିତ ହେବା ମାତ୍ରେ ଜିଲାରେ ବିଭିନ୍ନ ମହଲରେ ଖୁସିର ଲହରୀ ଖେଳିଯାଇଛି। ସୂଚନାଯୋଗ୍ୟ ଗତ ୨୦୨୫ ସେପ୍ଟେମ୍ବରରେ ମେଜର ପାଣି କାଶ୍ମୀରରେ ଅପରେସନ!-->…
ଶ୍ରୀଜିଉଙ୍କ ସ୍ୱତନ୍ତ୍ର ନିତିକାନ୍ତି ପାଇଁ ଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ
ପୁରୀ: ସୋମବାର ଦିନ ଶ୍ରୀଜିଉଙ୍କ ସ୍ୱତନ୍ତ୍ର ନିତିକାନ୍ତି ପାଇଁ ପୁରୀର ଶ୍ରୀଜଗନ୍ନାଥ ମନ୍ଦିରରେ ଚାରି ଘଣ୍ଟା ପାଇଁ ସାର୍ବଜନୀନ ଦର୍ଶନ ବନ୍ଦ ରହିବ। ଆସନ୍ତାକାଲି ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହେବ।
ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ରବିବାର ଏନେଇ ସୂଚନା ଦେଇଛି।!-->!-->!-->…
ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ୨୧ ଯାଏ ଜାରି ରହିବ ପ୍ରବଳ ବର୍ଷା
ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ରବିବାର ପ୍ରତ୍ୟୁଷରେ ଏକ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପ୍ରାୟ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅଧିକ ସ୍ପଷ୍ଟ ହେବାର ସମ୍ଭାବନା ଅଛି ବୋଲି ଭାରତୀୟ!-->…
ବୀରମିତ୍ରପୁରରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ
ବୀରମିତ୍ରପୁର : ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ଅଞ୍ଚଳରେ ଆଜି ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଉତ୍ସାହ ଓ ଉଦ୍ଦୀପନା ମଧ୍ୟରେ ପାଳିତ ହୋଇଯାଇଛି। ଏହି ଅବସରରେ ଅଞ୍ଚଳର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ କରାଯାଇ ଦେଶର ବୀର ସହିଦମାନଙ୍କୁ!-->…
କ୍ବାର୍ଟରରୁ ସବଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର
ବ୍ରହ୍ମପୁର : ସବ ଜେଲ ୱାର୍ଡରଙ୍କ ସନ୍ଦେହଜନକ ମୃତ୍ୟୁ । କ୍ବାର୍ଟରରୁ ସବଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର। ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ସବଜେଲ ୱାର୍ଡର ଶିବାନନ୍ଦ ସ୍ୱାଇଁଙ୍କ ମୃତ୍ୟୁ। ଶିବାନନ୍ଦ ସ୍ୱାଇଁ କୋଟିନଡା ଥାନା ନୂଆପଲ୍ଲୀ ଗାଁ ର l ଆଠ ଦିନ ହେବ ସେ କାର୍ଯ୍ୟରେ ଯୋଗ!-->!-->!-->…