Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଯାଜପୁର ଜିଲ୍ଲା ଗସ୍ତରେ ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ: ଧର୍ମଶାଳାରେ ସ୍ଥିତିର ଅନୁଧ୍ୟାନ କଲେ
ଯାଜପୁର/ଭୁବନେଶ୍ବର: ଯାଜପୁର ଜିଲ୍ଲାରେ ଡାଇରିଆରେ ପରେ ହଇଜା ସଂକ୍ରମଣ ବ୍ୟାପିବା ପରେ ସ୍ଥିତିର ଅନୁଧ୍ୟାନ କରିବା ଲାଗି ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଧର୍ମଶାଳାରେ ପହଞ୍ଚି ରୋଗୀ ଓ ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି। ଏହି ଅବସରରେ ମନ୍ତ୍ରୀ କହିଛନ୍ତି, କଟକ!-->…
ଢେଙ୍କାନାଳ ଜିଲାକୁ ଡେଇଁଲା ଝାଡ଼ାବାନ୍ତି, ଭୁବନରେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ
ଭୁବନେଶ୍ବର : ଢେଙ୍କାନାଳ ଜିଲାକୁ ବ୍ୟାପିଲା ଝାଡ଼ାବାନ୍ତି। ଯାଜପୁର ଜିଲା ଏବଂ କଟକର ବାଙ୍କୀ ପରେ ଢେଙ୍କାନାଳର ଭୁବନ ବ୍ଲକ ଏବଂ ଏନଏସି ଅଞ୍ଚଳରେ ଝାଡ଼ାବାନ୍ତି ବ୍ୟାପିଥିବା ସାମ୍ନାକୁ ଆସିଛି। ଝାଡ଼ାବାନ୍ତିରେ ଭୁବନର ଜଣେ ବ୍ୟକ୍ତି ପ୍ରାଣ ହରଇଥିବା ସୂଚନା ମିଳିଛି। ମୃତକ ହେଲେ ଭୁବନ!-->…
ଅଣ ସେବାୟତ ରଥ ଉପରେ ଚଢ଼ିଲେ ଗିରଫ
ପୁରୀ : ଚଳିତ ମାସ ୨୭ରେ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଏହି ଘୋଷଯାତ୍ରାରେ ଶୃଙ୍ଖଳା ରକ୍ଷା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ସରକାରଙ୍କ ଆକ୍ସନ୍ ପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ସଂସ୍କାର ଓ କଠୋର!-->…
ସବୁ ବିଦ୍ୟାଳୟରେ ହେବ ଯୋଗ ଦିବସ
ଭୁବନେଶ୍ବର : ଆସନ୍ତା ୨୧ ତାରିଖରେ ୧୧ତମ ଆନ୍ତର୍ଜାତିକ ଯୋଗ ଦିବସ। ଚଳିତବର୍ଷର ବିଷୟବସ୍ତୁ ରହିଛି ‘ଏକ ପୃଥିବୀ, ଏକ ସ୍ବାସ୍ଥ୍ୟ ପାଇଁ ଯୋଗ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବରେ ଚଳିତବର୍ଷ ଐତିହାସିକ ଯୋଗ ସଙ୍ଗମ (ଗଣ ଯୋଗ ପ୍ରଦର୍ଶନ) ସକାଳ ସାଢ଼େ ୬ଟାରୁ ୭ଟା ୪୫ ମିନିଟ!-->…
ଆମେରିକାରେ ଦୁଇ ସାଂସଦଙ୍କୁ ଗୁଳିକାଣ୍ଡ
ୱାଶିଂଟନ: ଦୁଇ ଆମେରିକୀୟ ସାଂସଦ - ସେନେଟର ଜନ୍ ହଫମ୍ୟାନ୍ ଏବଂ ରିପ୍ରେଜେଣ୍ଟେଟିଭ ମେଲିସା ହର୍ଟମ୍ୟାନ୍ - ସେମାନଙ୍କ ଜୀବନ ସାଥୀଙ୍କ ସହିତ ଚାମ୍ପଲିନ୍ ଏବଂ ବ୍ରୁକଲିନ୍ ସ୍ଥିତ ସେମାନଙ୍କ ଘରେ ଗୁଳି ମାଡ଼ ହୋଇଛି । ଏଥିରେ ସେମାନେ ଗୁରୁତର ଆହତ ହୋଇଛନ୍ତି । ତେବେ ବର୍ତ୍ତମାନ ସେମାନଙ୍କ!-->…
ଓଏମସିର ‘ପ୍ରଶିକ୍ଷକଙ୍କୁ ପ୍ରଶିକ୍ଷଣ’ କାର୍ଯ୍ୟକ୍ରମ ଅନୁଷ୍ଠିତ
ଭୁବନେଶ୍ୱର : ଭାରତର ସର୍ବବୃହତ ଖଣି କମ୍ପାନୀ ମଧ୍ୟରୁ ଗୋଟିଏ ଓଡ଼ିଶା ଖଣି ନିଗମ ଲିମିଟେଡ୍ (ଓଏମସି)ର ପ୍ରମାଣିତ ଆଭ୍ୟନ୍ତରୀଣ ପ୍ରଶିକ୍ଷକଙ୍କ ଏକ କ୍ୟାଡର ସୃଷ୍ଟି କରିବା ପାଇଁ ଭୁବନେଶ୍ୱରର ମୁଖ୍ୟ କାର୍ଯ୍ୟାଳୟରେ ‘ପ୍ରଶିକ୍ଷକଙ୍କୁ ପ୍ରଶିକ୍ଷଣ’ କାର୍ଯ୍ୟକ୍ରମ ଆରମ୍ଭ କରିଛି। ସଂସ୍ଥାଗତ!-->…
ଉଦ୍ୟାନ ବିଭାଗ ଉପନିର୍ଦ୍ଦେଶକଙ୍କ ବିରୋଧରେ ଉପମୁଖ୍ୟମନ୍ତ୍ରୀଙ୍କୁ ଅଭିଯୋଗ
ବ୍ରହ୍ମପୁର: ବ୍ରହ୍ମପୁର ଠାରେ କାର୍ଯ୍ୟରତ ଉଦ୍ୟାନ ବିଭାଗ ଉପନିର୍ଦ୍ଦେଶକ କୁଆଡେ଼ ସରକାରୀ ସାହାଯ୍ୟ ନେଲେ ପିସି ଦେବାକୁ ପଡ଼ିବ, ନହେଲେ ମୁଁ କୈାଣସି ଅନୁମୋଦନ କରିବି ନାହଁ ବୋଲି ରୋକ ଠୋକ ଚାଷୀ ସମେତ ଗଞ୍ଜାମ ଜିଲ୍ଲା ଫୁଲ ଚାଷୀ ସଂଘ ସମ୍ମୁଖରେ କହୁଥିବା ନେଇ ଗୋପାଳପୁର ଗସ୍ତରେ ଆସିଥିବା!-->…
ଧର୍ମଶାଳାରେ ରୋଗୀଙ୍କୁ ଭେଟିଲେ ପିସିସି ସଭାପତି ଭକ୍ତ ଦାସ
ଧର୍ମଶାଳା : ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ମଧ୍ୟାହ୍ନରେ ପିସିସି ସଭାପତି ଭକ୍ତ ଦାସ ପହଞ୍ଚିଛନ୍ତି। ଧର୍ମଶାଳା ଅଞ୍ଚଳରେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଅନେକ ରୋଗୀ ଚିକିତ୍ସିତ ହେଉଥିବା ବେଳେ ଜାତୀୟ କଂଗେସ ଦଳ ପକ୍ଷରୁ ପିସିସି ସଭାପତି ଭକ୍ତ ଦାସ,!-->…
ମାଓବାଦୀଙ୍କ ଆଇଡି ବିସ୍ପୋରଣରେ ଯବାନ ସହିଦ
ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା କୋଇଡା ସୀମାନ୍ତ ସରଣ୍ଡା ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଆଇଇଡି ବିସ୍ପୋରଣ କରିଛନ୍ତି l ଆଇଡି ବିସ୍ପୋରଣରେ ଜଣେ ଯବାନ ସହିଦ ହୋଇଛନ୍ତି l ଯବାନ ଉତ୍ତରପ୍ରଦେଶର ସତ୍ୟବାନ ସିଂହ ବୋଲି ଜଣାଯାଇଛିl ତାଙ୍କୁ ଗୁରୁତର ଅବସ୍ଥାରେ ରାଉରକେଲା ସେକ୍ଟର ୧୯!-->…
ଯାଜପୁରରେ ହୋଟେଲ, ରେଷ୍ଟୁରାଣ୍ଟ ଉପରେ ଚଢ଼ାଉ: ସିଲ୍ କଲା ପ୍ରଶାସନ…
ଯାଜପୁର,୧୪।୬: ଯାଜପୁର ରୋଡ଼ରେ ଜିଲା ପ୍ରଶାସନ ନିର୍ଦ୍ଦେଶରେ ଖାଦ୍ୟ ନିରାପତ୍ତା ବିଭାଗ ଓ ବ୍ୟାସନଗର ତହସିଲ ପ୍ରଶାସନ ପୌର ପ୍ରଶାସନର ଏକ ଟିମ୍ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟ ଉପରେ ଚଢ଼ାଉକରି ବାସୀ ଓ ଦୂଷିତ ଖାଦ୍ୟ ପଦାର୍ଥର ନମୁନା ସଂଗ୍ରହ କରିବା ସହ ରେଷ୍ଟୁରାଣ୍ଟ ଗୁଡିକୁ ଯୋଉମୁଦ!-->…