Browsing Category

ଓଡିଶା

ହଷ୍ଟେଲରୁ ଅଣଛାତ୍ରଙ୍କୁ ବାହାର କରିବାକୁ ନେଇ କ୍ୟାମ୍ପସରେ ଚାପା ଉତ୍ତେଜନା: ବାଣୀବିହାର ବନ୍ଦ ଡ଼ାକରା

ଭୁବନେଶ୍ୱର: ଉତ୍କଳ ବିଶ୍ବବିଦ୍ୟାଳୟ ହଷ୍ଟେଲରୁ ଅଣଛାତ୍ରଙ୍କୁ ବାହାର କରିବାକୁ ନେଇ କ୍ୟାମ୍ପସରେ ଚାପା ଉତ୍ତେଜନା ସୃଷ୍ଟି ହୋଇଛି। ଆଜି ବିଶ୍ବବିଦ୍ୟାଳୟ ବନ୍ଦ ଡାକରା ଦେଇଛନ୍ତି ଛାତ୍ର ସଙ୍ଗଠନ। ବାଣୀବିହାରରୁ ବସ୍ତି ହଟାଇବା ବେଳେ ଭଡ଼ାରେ ଲାଗିଥିବା ସରକାରର କ୍ବାଟର୍ସଗୁଡ଼ିକୁ ମୁକ୍ତ…

ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରା କରିବେ ବରିଷ୍ଠ ନାଗରିକ: ମେୟର

ଭୁବନେଶ୍ୱର: ଆସନ୍ତାକାଲି ଭୁବନେଶ୍ୱର ଷ୍ଟେସନରୁ ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରାରେ ଯିବେ ବରିଷ୍ଠ ନାଗରିକ । ଓଡ଼ିଶାର ବିଭିନ୍ନ ସ୍ଥାନରୁ ୨୦୦ରୁ ଅଧିକ ବରିଷ୍ଠ ନାଗରିକ ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରାରେ ଯିବେ । ଏନେଇ ସୂଚନା ଦେଲେ ଭୁବନେଶ୍ୱର ମେୟର୍ ସୁଲୋଚନା ଦାସ । ମେୟର…

ନଦୀ କିମ୍ବା ଜଳାଶୟରେ ପାଇପ୍ ଲାଇନ୍ ବିଛାଇବା ଉପରେ ଜଳ ସମ୍ପଦ ବିଭାଗର କଟକଣା

ଭୁବନେଶ୍ବର: ନଦୀ କିମ୍ବା ଜଳାଶୟରେ ପାଇପ୍ ଲାଇନ୍ ବିଛାଇବା ଉପରେ କଟକଣା ଲଗାଇଲେ ସରକାର । ଏବେ ଆଉ ନଦୀ କିମ୍ବା ଜଳାଶୟ ବା ଜଳଭଣ୍ଡାର ଭିତରେ ମନ ଇଛା ପାଇପ ଲାଇନ ବିଛାଇ ପାରିବେନି କୌଣସି ସଂସ୍ଥା । ଏନେଇ ଆଜି ନୂଆ ମାର୍ଗଦର୍ଶିକା ସହ କଡ଼ା ନିର୍ଦ୍ଦେଶନାମା ଜାରି କଲା ଜଳ ସମ୍ପଦ ବିଭାଗ । …

କରଞ୍ଜିଆରେ ହେଟାବାଘ ଆତଙ୍କ: ୧୫ ଆହତ

କରଞ୍ଜିଆ : ପୁଣି ହେଟାବାଘ ଆତଙ୍କ। ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡ ଦୁଧିଆଣି ରେଞ୍ଜ ତିନିଟିଆ ଓ ତୁଳସୀପୋଷି ଗାଁରେ ହେଟାବାଘଟି ୧୫ ଜଣଙ୍କୁ ଆକ୍ରମଣ କରି ଆହତ ହୋଇଛନ୍ତି । ସୂଚନାଯୋଗ୍ୟ ଯେ, ସନ୍ଧ୍ୟାରେ ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡ ଦୁଧିଆଣି ରେଞ୍ଜ ତିନିଟିଆ ଓ…

ଆସନ୍ତାକାଲି ସୁଭଦ୍ରା ସମୀକ୍ଷା ବୈଠକ, ଯୋଜନାରୁ ବାଦ ପଡ଼ିଥିବା ହିତାଧିକାରୀଙ୍କୁ ସାମିଲ ନେଇ ହେବ ଆଲୋଚନା

ଭୁବନେଶ୍ୱର : ଆସନ୍ତାକାଲି ସୁଭଦ୍ରା ସମୀକ୍ଷା ବୈଠକ । ବାଦ୍ ପଡ଼ିଥିବା ହିତାଧିକାରୀଙ୍କ ସାମିଲ ନେଇ ହେବ ଆଲୋଚନା । ତିନି ବିଭାଗକୁ ତଥ୍ୟ ମାଗି ଥିଲା ମହିଳା ଓ ଶିଶୁ କଲ୍ୟାଣ ବିଭାଗ । ପରିବହନ, ଖାଦ୍ୟ ଯୋଗାଣ ଏବଂ ସ୍ୱାସ୍ଥ୍ୟ ବିଭାଗକୁ ମଗାଯାଇଥିଲା ତଥ୍ୟ । ବାଣିଜ୍ୟ ଏବଂ ପରିବହନ…

ଆମ ବସ ଦୁର୍ଘଟଣାଗ୍ରସ୍ତ, ଜେଜେମା; ନାତୁଣୀ ଆହତ

କଟକ: ପୁଣି ଆମ ବସ ଦୁର୍ଘଟଣାଗ୍ରସ୍ତ । ଜେଜେମା, ନାତୁଣୀ ଆହତ ହୋଇଛନ୍ତି । କଟକ ଗଣେଶଘାଟ ନିକଟରେ ଆମ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ଆହତ ଜେଜେମା ଓ ନାତୁଣୀଙ୍କୁ ସିଟି ହସପିଟାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣାକୁ ନେଇ କିଛି ସମୟ ପାଇଁ ଉତ୍ତେଜନା ଦେଖିବାକୁ…

ଭଦ୍ରକ ଅଟୋନମସ କଲେଜରେ ଉତ୍ତେଜନା ଛାତ୍ରଙ୍କ ଧାରଣା

ଭଦ୍ରକ: ବ୍ୟାନର ଟାଙ୍ଗିବାକୁ ନେଇ ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଥମୁନି ଉତ୍ତେଜନା । ମୁଖ୍ୟ ଗେଟ ଆଗରେ ଦୁଇ ଛାତ୍ର ଗୋଷ୍ଠୀ ମୁହାଁମୁହିଁ ପରେ ଗତକାଲିଠାରୁ ଏଯାଏ ଉତ୍ତେଜନା ଲାଗି ରହିଛି । ଆଜି ମଧ୍ୟ ଗୋଟିଏ ଗୋଷ୍ଠୀର ଛାତ୍ର କଲେଜ ଗେଟ ସମ୍ମୁଖରେ ତୀବ୍ର ଉତ୍ତେଜନା…

ଲେଡି ନିଶା ମାଫିଆଙ୍କ ଘରେ ଚାଲିଲା ବୁଲଡୋଜର

ଭୁବନେଶ୍ୱର : ସାବାଡ୍ ହେବେ ନିଶା ମାଫିଆ ।  ଲେଡି ନିଶା ମାଫିଆଙ୍କ ଘରେ ବୁଲିଲା ବୁଲଡୋଜର ।  ରାଜଧାନୀରେ ଲେଡି ନିଶା ମାଫିଆଙ୍କ ଘରେ ଚାଲିଲା ବୁଲଡୋଜର ।  ଚାରି ଚାରି ଥର ଗିରଫ ପରେ ମଧ୍ୟ ଚେତୁନଥିବାରୁ ଭାଙ୍ଗିଲା ଘର ।  ନୟାପଲ୍ଲୀ ଥାନା ଆଇଡି ମାର୍କେଟରେ ଭାଙ୍ଗିଲା ନିଶା ମାଫିଆଙ୍କ ଘର…

ପ୍ରଶାସନର ପଲିଥିନ ନିଷିଦ୍ଧ ଏକ ଭେଳିକି ! : ଗାଈ ପେଟରୁ ବାହାରିଲା ୫୦ କିଲୋ ଜରି

ବ୍ରହ୍ମପୁର; ୦୮/୦୯ : ରାଜ୍ୟରେ ପଲିଥିନ ବ୍ୟାଗ୍ ଓ ପ୍ଲାଷ୍ଟିକ ବ୍ୟବହାରକୁ ସରକାରଙ୍କ ପକ୍ଷରୁ ନିଷିଦ୍ଧ କରାଯାଇଛି। କିନ୍ତୁ ତାହା କେବଳ କାଗଜକଲମରେ ସୀମିତ ରହିଛି। କିଛିଦିନ ଧରପଗଡ ପରେ ସରକାରୀ କଳ ଶୋଇପଡ଼ିଛି। ଯେଉଁଥିପାଇଁ ଆଜି ଛୋଟରୁ ବଡବଡ ଦୋକାନରେ କିଣାକିଣି ବେଳେ ପଲିଥିନ ବ୍ୟବହାର…