Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବାଲି ମାଫିଆ ମାନଙ୍କ ପାଇଁ ଆଦାୟ ର ବାଟ ଖୋଲି ଦେଇଗଲେ ପୂର୍ବ ସରକାର..!
ଏବେ ପୁରା ଦମ ରେ ଲୁଟୁଛନ୍ତି...
୧୧ ଜିଲ୍ଲାରେ ୩୮୭୮ କୋଟିର ୧୭ଟି ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ରାଜ୍ୟ ସରକାର
ଭୁବନେଶ୍ବର: ରାଜ୍ୟ ସରକାର ସିଙ୍ଗିଲ ୱିଣ୍ଡୋ କ୍ଲିୟରାନ୍ସ ବୈଠକରେ ୧୭ଟି ପ୍ରକଳ୍ପକୁ ଅନୁମୋଦନ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଜ୍ୟରେ ୩୮୭୮.୮୬ କୋଟିର ପୁଞ୍ଜି ନିବେଶକୁ ମଞ୍ଜୁରୀ ମିଳିଛି। ୧୧ଟି ଜିଲ୍ଲାରେ ୧୭ଟି ପ୍ରକଳ୍ପ ନିର୍ମାଣ!-->…
ପୁରୀ ରେଳ ଷ୍ଟେସନରେ ମକ୍ ଡ୍ରିଲ୍
ପୁରୀ : ପୁରୀ ରେଳ ଷ୍ଟେସନର ମକ୍ ଡ୍ରିଲ୍। ରଥ ଯାତ୍ରାରେ ଲକ୍ଷାଧିକ ଭକ୍ତ ଓ ଯାତ୍ରୀ ପୁରୀ ଆସିବାକୁ ଥିବାରୁ ଯଦି ଷ୍ଟେସନରେ ଆତଙ୍କବାଦୀ ଆକ୍ରମଣ ହୁଏ, ତେବେ ଏହାକୁ କିଭଳି ମୁକାବିଲା କରିହେବ ସେ ନେଇ ଓଡ଼ିଶା ପୁଲିସ ଓ ରେଲୱେ ସୁରକ୍ଷା ବାହିନୀ ଏହି ମକ୍ ଡ୍ରିଲ କରିଛନ୍ତି। ଓଡ଼ିଶା ପୁଲିସର!-->…
ଆମ ରାଜନୈତିକ ପ୍ରଶିକ୍ଷଣର ପ୍ରଥମ ଶିକ୍ଷା – ନାରୀଙ୍କୁ ସମ୍ମାନ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ରାଜ୍ୟ ବିଜେପି ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଦ୍ୱାରା କଟକର ବାଲିଯାତ୍ରା ପଡ଼ିଆ ଠାରେ ଆଜି ରାଜ୍ୟସ୍ତରୀୟ ନାରୀ ଶକ୍ତି ସମାବେଶ ଆୟୋଜିତ ହୋଇଯାଇଛି। ଏହି ରାଜ୍ୟସ୍ତରୀୟ ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ!-->…
ଯାଜପୁରରେ ବ୍ୟାପୁଛି ଡାଇରିଆ: ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
ଯାଜପୁର: ଯାଜପୁର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଡାଇରିଆ ନିୟନ୍ତ୍ରଣକୁ ଆସୁ ନାହିଁ। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଜିଲ୍ଲାରେ ଡାଇରିଆ ବ୍ୟାପୁଥିବାରୁ ସମସ୍ତ!-->…
୩୬ ଘଣ୍ଟା ପରେ ଭଦ୍ରକରେ ସ୍ବାଭାବିକ ହେଲା ଇଣ୍ଟରନେଟ ସେବା
ଭଦ୍ରକ: ଦୀର୍ଘ ୩୬ ଘଣ୍ଟା ପରେ ଭଦ୍ରକ ଜିଲ୍ଲାର ଇଣ୍ଟରନେଟ ସେବା ଲୋକମାନଙ୍କ ପାଇଁ ଉପଲବ୍ଧ ହୋଇଛି। ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ ଆଜି ସନ୍ଧ୍ୟାରେ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେବା ପରେ ଇଣ୍ଟରନେଟ ସେବା ପୁଣି ଥରେ ପୂର୍ବଭଳି ସ୍ବାଭାବିକ ହୋଇଛି।ଜିଲ୍ଲାପାଳ କହିଛନ୍ତି, ଭଦ୍ରକ!-->…
ଗୃହରକ୍ଷୀଙ୍କୁ ରଜ ଭେଟି ଦେଲେ ରାଜ୍ୟ ସରକାର: ବଢ଼ାଇଲେ ଭତ୍ତା
ଭୁବନେଶ୍ବର: ରାଜ୍ୟ ସରକାର ଗୃହରକ୍ଷୀମାନଙ୍କୁ ରଜ ଭେଟି ଦେଇଛନ୍ତି। ଗୃହରକ୍ଷୀମାନଙ୍କ ପାଇଁ ଭତ୍ତା ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ଜାରି ହୋଇଛି। ଏହି ଅନୁସାରେ ଦୈନିକ ଡ୍ୟୁଟି କଲ୍-ଅପ୍ ଭତ୍ତା ବୃଦ୍ଧି ହୋଇଛି। ଡ୍ୟୁଟି କଲ୍-ଅପ୍!-->…
ବାଇକ୍ରେ ଘରକୁ ଫେରୁଥିଲେ ଛାତ୍ର, ଟ୍ରକ୍ ପଛରେ ପିଟି ହୋଇ ଚାଲିଗଲା ଜୀବନ
ସାଲେପୁର : କଟକ ସାଲେପୁର ରାସ୍ତାର ସାଲେପୁର ଥାନା ନାନ୍ଦୋଳଗଡ଼ା ଛକ ନିକଟରେ ଟ୍ରକ୍ ପଛ ପଟେ ବାଇକ୍ ପିଟି ହୋଇ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଛାତ୍ର ଜଣକ ସାଲେପୁର ପବ୍ଲିକ ସ୍କୁଲରେ ୧୦ମ ଶ୍ରେଣୀରେ ପଢୁଥିବା ସୂଚନା ମିଳିଛି। ମୃତ ଛାତ୍ର ଜଣକ ହେଲେ ମୟୂରଭଞ୍ଜର ତ୍ରିଦେବ!-->…
ବଡ ସଫଳତା ; ଆଠ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା ହୋଇଥିବା ହାର୍ଡକୋର ମାଓବାଦୀ ଗିରଫ
ମାଲକାନଗିରି : ମାଲକାନଗିରି ପୁଲିସକୁ ମିଳିଛି ବଡ ସଫଳତା। ଶୁକ୍ରବାର ଆଠ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା ହୋଇଥିବା ଦୁଇ ଏସିଏମ କ୍ୟାଡର ହାର୍ଡକୋର ମାଓବାଦୀଙ୍କୁ ଗିରଫ କରିଛି ମାଲକାନଗିରି ପୁଲିସ। କୋରାପୁଟରୁ ଏମାନେ ଖସି ପଳାଇ ଆସିଥିବା ବେଳେ ମାଲକାନଗିରି ପୁଲିସ ହାତରେ ଧରା!-->…
ଶ୍ରୀଜୀଉଙ୍କ ଜ୍ୱର ଉପଶମ ପାଇଁ ଅଣସରଘରେ ଚାଲିଛି ଗୁପ୍ତ ସେବା
ପୁରୀ: ଶ୍ରୀମନ୍ଦିରରେ ନାହିଁ କୋଳାହଳ ଶୁଭୁନାଇଁ ଘଣ୍ଟ ଘଣ୍ଟାର ଶବ୍ଦ l ଅନ୍ଧାର ଗୃହରେ ଦୀପ ଶିଖା ଆଲୋକରେ ଜ୍ୱରରେ ପୀଡିତ ଶ୍ରୀଜୀଉଙ୍କ ସେବା କରୁଛନ୍ତି ଦଇତାପତି ସେବକ ମାନେ l ସ୍ନାନବେଦିରେ ୧୦୮ ଗରା ଜଳ ସ୍ନାନ କରିବା ପରେ ଜ୍ୱରରେ ପୀଡିତ ମହାପ୍ରଭୁ ଅଣସର ପିଣ୍ଡିରେ ଅଛନ୍ତି l ତୁଳସୀ ଓ!-->…