Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଅହମ୍ମଦାବାଦରେ ଏକ ବଡ଼ ବିମାନ ଦୁର୍ଘଟଣା: ଗଭୀର ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଗୁଜୁରାଟର ଅହମ୍ମଦାବାଦରେ ଏକ ବଡ଼ ବିମାନ ଦୁର୍ଘଟଣା ହୋଇଛି । ଅହମ୍ମଦାବାଦରେ ୨୪୨ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏୟାର ଇଣ୍ଡିଆର AI-171 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ସେମାନଙ୍କ ମଧ୍ୟରେ ୧୬୯ ଜଣ ଭାରତୀୟ ନାଗରିକ, ୫୩ ଜଣ ବ୍ରିଟିଶ ନାଗରିକ, ଜଣେ କାନାଡିଆନ ନାଗରିକ ଏବଂ ୭ ଜଣ!-->…
ଖବର ପ୍ରସାରଣ ପରେ ଆକ୍ସନ ମୁଡରେ ହିଞ୍ଜିଳି ରାଜସ୍ବ ବିଭାଗ : ୭ ବାଲି ବୋଝେଇ ହାଇଓ୍ବା ଥାନାରେ ଅଟକ…
ହିଞ୍ଜିଳିକାଟୁ, ତା ୧୨।୬: ଗତ କିଛି ଦିନ ଧରି ହିଞ୍ଜିଳିକାଟୁ, ଶେରଗଡ ଓ ଆସିକା ଅଞ୍ଚଳର ଘୋଡାହାଡ, ବାଘୁଆ, ଋଷିକୂଲ୍ୟା ଓ ବଡନଦୀରୁ ବେଆଇନ ଭାବେ ବାଲି ଚୋରାଚାଲାଣ ହେଉଥିବା ଦେଖିବାକୁ ମିଳିଛି। ଘଟଣା ସମ୍ପର୍କରେ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରସାରଣ ପରେ ସ୍ଥାନୀୟ ପୁଲିସ ଓ ରାଜସ୍ବ!-->…
ରଜରେ ଖୋଲା ରହିବ ନନ୍ଦନକାନନ, ୧୭ ତାରିଖରେ ବନ୍ଦ ରହିବ ପ୍ରାଣୀ ଉଦ୍ୟାନ
ଭୁବନେଶ୍ୱର : ନନ୍ଦନକାନନ କର୍ତ୍ତୃପକ୍ଷ ବଡ଼ ନିଷ୍ପତ୍ତି । ସୋମବାର ରଜ ପର୍ବ ତୃତୀୟ ଦିନ ପଡୁଥିବାରୁ ପର୍ଯ୍ୟଟକମାନଙ୍କ ପାଇଁ ନନ୍ଦନକାନନ ଖୋଲା ରହି ମଙ୍ଗଳବାର ବନ୍ଦ ରହିବ ବୋଲି ନନ୍ଦନକାନନ ଉପନିର୍ଦ୍ଦେଶକ ସନତ କୁମାର ନାରାୟଣ ସୂଚନା ଦେଇଛନ୍ତି ।
ଓଡ଼ିଶାର ଗଣପର୍ବ ରଜ ୧୪ ତାରିଖ!-->!-->!-->…
ରେଳବାଇରେ ତତ୍କାଳ ଟିକେଟ୍ ବୁକିଂ ପାଇଁ ଆସିଲା ନୂଆ ନିୟମ, ଜୁଲାଇ ୧ରୁ ଆଧାର ପ୍ରାମାଣିକରଣ ବାଧ୍ୟତାମୂଳକ
ଭୁବନେଶ୍ୱର : ରେଳବାଇରେ ତତ୍କାଳ ଟିକେଟ୍ ବୁକିଂ ପାଇଁ ଆସିଲା ନୂଆ ନିୟମ। ଜୁଲାଇ ୧ ତାରିଖରୁ ତତ୍କାଳ ଟିକେଟ୍ ବୁକିଂ ପାଇଁ IRCTC ଓ୍ଵେବସାଇଟ୍ କିମ୍ବା ଆପ୍ ମାଧ୍ୟମରେ ଆଧାର ପ୍ରାମାଣିକରଣ ବାଧ୍ୟତାମୂଳକ କରାଯାଇଛି। ୧୫ ଜୁଲାଇରୁ ଆଧାର-ଲିଙ୍କ୍ ହୋଇଥିବା ମୋବାଇଲ ନମ୍ବରକୁ ପଠାଯାଇଥିବା!-->…
ପ୍ରକାଶ ପାଇଲା ପ୍ରଥମ ପର୍ଯ୍ୟାୟ +୩ କଟ୍ଅଫ୍ ମାର୍କ, ସବୁ ବିଭାଗରେ ରେଭେନ୍ସା ଆଗରେ
ପ୍ରକାଶ ପାଇଲା +୩ ପ୍ରଥମ କଟ୍ ଅଫ ଲିଷ୍ଟ । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରଥମ କଟ୍ ଅଫ୍ ତାଲିକା ପ୍ରକାଶ ପାଇଛି । ବିଜ୍ଞାନ, ବାଣିଜ୍ୟ, କଳାରେ ରେଭେନ୍ସାରେ ଯାଇଛି ସର୍ବାଧିକ କଟ୍ ଅଫ୍ । ରାଜ୍ୟର ଅନ୍ୟ କଲେଜ ଅପେକ୍ଷା ରେଭେନ୍ସା କଲେଜରେ କଟଅଫ୍ ମାର୍କ ସର୍ବାଧିକ ରହିଥିବା ଜଣାପଡିଛି ।!-->…
ବନ୍ଧୁକ ଦେଖାଇ ବ୍ୟାଙ୍କରୁ ଲୁଟିନେଲେ ୭ ଲକ୍ଷରୁ ଅଧିକ ଟଙ୍କା
ଭଦ୍ରକ: ବନ୍ଧୁକ ମୁନରେ ବ୍ୟାଙ୍କରେ ସଶସ୍ତ୍ର ଡକାୟତି ହୋଇଛି । ଭଦ୍ରକ ଜିଲ୍ଲା ତିହିଡ଼ି ବଜାର ସ୍ଥିତ ଏୟୁ ସ୍ମଲ ଫାଇନାନ୍ସ ବ୍ୟାଙ୍କ୍ରେ ଲୁଟ୍ ହୋଇଥିବା ସୂଚନା ରହିଛି । ଆଜି ବ୍ୟାଙ୍କ କାମ ଚାଲିଥିବା ବେଳେ, ହଠାତ୍ ୪ ଜଣ ମୁଖାପିନ୍ଧା ଦୁର୍ବୃତ୍ତ ବ୍ୟାଙ୍କ ଭିତରକୁ ପଶି ଆସିଥିଲେ ।!-->…
ଡକାୟତଙ୍କ ଆକ୍ରମଣରେ ଘରମାଲିକ ସମେତ ଦୁଇ ଆହତ, ଡକାୟତକୁ ଧରିଲେ ଘର ମାଲିକ
ସୋରୋ : ଗତ ୨୦ ଦିନ ତଳେ ଡକାୟତମାନେ ଦୁଇ ଜଣଙ୍କୁ ଗୁଳି କରି ଲୁଟ ଘଟଣା ମନରୁ ନଲିଭିଣୁ ପୁଣି ଗତ ରାତିରେ ଡକାୟତଙ୍କ ଭୂଜାଲି ଆକ୍ରମଣରେ ଘରମlଳିକ ସମେତ ଦୁଇ ଆହତ ହୋଇ ଗୁରୁତର ହୋଇଛନ୍ତି l ଘର ମାଲିକ ଗୁରୁତର ହୋଇଥିଲେ ମଧ୍ୟ ଡକାୟତଙ୍କୁ ଧରିବାକୁ ସକ୍ଷମ ହୋଇଛନ୍ତି l!-->…
କେନ୍ଦୁଝରର ଗ୍ରାମ୍ୟ ବ୍ୟାଙ୍କରୁ ଲୁଟ୍; ଲକ୍ଷାଧିକ ଟଙ୍କା ସହ ସୁନା ଅଳଙ୍କାର ନେଇଗଲେ
କେନ୍ଦୁଝର: କେନ୍ଦୁଝରର ଯୋଡାରେ ଗୁରୁବାର ଦିନ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଏକ ଡକାୟତ ଦଳ ୧୦ ଲକ୍ଷ ଟଙ୍କା ସହ ବିପୁଳ ପରିମାଣର ସୁନା ଅଳଙ୍କାର ଲୁଟି ନେଇଛନ୍ତି।
ସୂଚନା ଅନୁଯାୟୀ, ସକାଳ ପ୍ରାୟ ୧୦ଟାରେ ବ୍ୟାଙ୍କ ଖୋଲିବା ପରେ ୫ ଜଣିଆ ଡକାୟତ ଗ୍ୟାଙ୍ଗ ବ୍ୟାଙ୍କ ପରିସରରେ ପଶି କର୍ମଚାରୀ!-->!-->!-->…
ଯାଜପୁର ଓ କେନ୍ଦୁଝର ଆନନ୍ଦପୁରରେ ଝାଡ଼ାବାନ୍ତି ସ୍ଥିତି ଅଣାୟତ
ଯାଜପୁର /ଆନନ୍ଦପୁର: ଜୀବନ ନେଉଛି ଡାଇରିଆ । ସ୍ଥିତି ଅଣାୟତ । ଆତଙ୍କିତ ଅଞ୍ଚଳବାସୀ । ତେବେ ଯାଜପୁର ଜିଲ୍ଲାରେ ବୋଲ ମାନୁନି ଝାଡାବାନ୍ତି । ସ୍ଥିତି ଅଣାୟତ ଦିଗକୁ ଗତି କରୁଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୭୦୦କୁ ବୃଦ୍ଧି ପାଇବାରେ ଲାଗିଛି । ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଆଉ ୨!-->…
ଧଳା ବାଘୁଣୀ ମୌସୁମୀ ଠାରୁ ଅଲଗା ହେଲେ ୨ ଶାବକ, ଶିଶୁ ଲାଳନ ପାଳନ କେନ୍ଦ୍ରକୁ କରାଗଲା ସ୍ଥାନାନ୍ତରିତ
ଭୁବନେଶ୍ୱର: ମା’ ଠାରୁ ଅଲଗା ହେଲେ ଦୁଇ ଛୁଆ। ନନ୍ଦନକାନନରେ ଗତ ଶନିବାର ଧଳା ବାଘୁଣୀ ମୌସୁମୀ ଦ୍ୱିତୀୟ ଥର ମାଆ ହୋଇଥିଲା । ଗୋଟିଏ ଧଳା ଅଣ୍ଡିରା ଓ ଗୋଟିଏ ନାଲି ମାଇ ଶାବକ ଜନ୍ମ ଦେଇଥିଲା । ଜନ୍ମ ଦେବା ପରେ ଦୁଇ ଶାବକଙ୍କୁ ମାଆ ଠିକରେ ଲାଳନ ପାଳନ କରୁଥିଲା। ହେଲେ ହଠାତ ଦୁଇ ଶାବକଙ୍କ!-->…