Browsing Category

ଓଡିଶା

ସରକାରଙ୍କ ବିକାଶ କଥା ନେଇ ପଂଚାୟତରୁ ପଞ୍ଚାୟତ ବୁଲିବ ବିକାଶ ବାହନ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସରକାରଙ୍କ ବିକାଶ କଥା ନେଇ ପଂଚାୟତରୁ ପଞ୍ଚାୟତ ବୁଲିବ ବିକାଶ ବାହନ । 314 ଟି ବ୍ଲକରେ ବିକାଶ ର ବାହନ ଛୁଇଁବା ପାଇଁ ହୋଇଛି ଯୋଜନା I ଗାଡିକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ I ସରକାରୀ ଯୋଜନା ଲୋକଙ୍କ ପାଖରେ ପହଂଚାଇବା ସହ ସଚେତନତା ସୃଷ୍ଟି

ଓଡ଼ିଶାରୁ ସିଧା ଆବୁଧାବି, ବିମାନ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ବିମାନ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ଅଧ୍ୟାୟ। ଭୁବନେଶ୍ୱର ବିମାନବନ୍ଦରରୁ ସିଧା ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ରାଜଧାନୀ ଆବୁଧାବିକୁ ବିମାନ ଉଡ଼ିଲା ବିମାନ। ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରରେ ପତାକା ଦେଖାଇ ଭୁବନେଶ୍ୱର-ଆବୁଧାବି ସିଧା

ରାୟଗଡ଼ା ଜିଲ୍ଲା କୁର୍ଲି ଗ୍ରାମପଞ୍ଚାୟତର ଖମ୍ବେଶି ଗ୍ରାମରେ ପିଏମ ଜନମନ ଯୋଜନାର ଜନସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ରାୟଗଡ଼ା : ରାୟଗଡ଼ା ଜିଲ୍ଲା ବିଷମକଟକ ପଞ୍ଚାୟତ ସମିତି ଅନ୍ତର୍ଗତ କୁର୍ଲି ଗ୍ରାମପଞ୍ଚାୟତର ଖମ୍ବେଶି ଗ୍ରାମରେ ପ୍ରଧାନ ମନ୍ତ୍ରୀ ଜନ ଜାତି ଆଦିବାସୀ ନ୍ୟାୟ ମହା ଅଭିଯାନ ଯୋଜନା ସମ୍ପକିତ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ କରାଯାଇଥିଲା । ଉକ୍ତ ଶିବିର ମୁଖ୍ୟ ଉନ୍ନୟନ ଅଧିକାରୀ

ଭଦ୍ରକରେ ୨୪ ଘଣ୍ଟା ଇଣ୍ଟରନେଟ ସେବା ବନ୍ଦ

ଭଦ୍ରକ : ଭଦ୍ରକରେ ୨୪ ଘଣ୍ଟା ପାଇଁ ଇଣ୍ଟର ସେବା ବନ୍ଦ। ସକାଳ ୬ଟାରୁ ଆସନ୍ତାକାଲି ସକାଳ ୬ଟା ପର୍ଯ୍ୟନ୍ତ ଇଣ୍ଟରସେବା ବନ୍ଦ ରହିଛି। ଭଦ୍ରକ ବ୍ଲକ ଓ ପୌରାଞ୍ଚଳ, ତିହିଡି ବ୍ଲକ ଅଂଚଳ, ଧାମନଗର ବ୍ଲକ ଓ NAC ଅଂଚଳରେ ଇଣ୍ଟର ନେଟ ସେବା ବନ୍ଦ ରହିଛି । ଗୋଷ୍ଠୀ ସଂଘର୍ଷରେ ଯୁବକଙ୍କ ମୃତ୍ୟୁ ପରେ

ବାଲି ମାଫିଆଙ୍କ ଭୂସ୍ବର୍ଗ ପାଲଟିଛି ଋଷିକୂଲ୍ୟା ନଦୀ : ବେଆଇନ ବାଲି ଘାଟକୁ ନେଇ ବିବାଦ, ବୋମାମାଡ ସହ ଯୁବକଙ୍କୁ…

ହିଞ୍ଜିଳିକାଟୁ ୧୨!୬ ବାଲି ମାଫିଆଙ୍କ ଭୂସ୍ବର୍ଗ ପାଲଟିଛି ଋଷିକୂଲ୍ୟା ନଦୀ। ପ୍ରଶାସନ ସହ ବାଲି ମାଫିଆଙ୍କ ମଧୁଚନ୍ଦ୍ରିକାରେ ଚାଲିଛି ବ୍ୟାପକ ବାଲି ଚୋରା ଚାଲାଣ । ହିଞ୍ଜିଳିକାଟୁ ବ୍ଲକ୍ ଅନ୍ତର୍ଗତ ଶିକିରି ଓ ଖରିଡା ଗ୍ରାମ ଭିତରେ ବେଆଇନ ଭାବେ ରାସ୍ତା କରାଯାଇ ବଡ଼ବଡ଼ ମେସିନ ଲଗାଇ

ଜିଲ୍ଲା ଅଦାଲତରୁ ଜାମିନରେ ଗଲେ ପୂର୍ବତନ ଜିଲ୍ଲାପାଳ ମନୀଷ ଅଗ୍ରୱାଲ…

ମାଲକାନଗିରି,୧୨/୬ ମାଲକାନଗିରି ଆଇନ ଠୁ କେହି ଉର୍ଦ୍ଧ୍ବ ରେ ନୁହଁନ୍ତି ତାହା ଆଜି ପ୍ରମାଣିତ ହୋଇଛି । କିଛି ବର୍ଷ ପୂର୍ବେ ତତ୍କାଳୀନ ମାଲକାନଗିରି ଜିଲ୍ଲାପାଳ ମନୀଷ ଅଗ୍ରୱାଲ ନିଜ ବ୍ୟକ୍ତିଗତ ସଚିବଙ୍କ ମୃତ୍ୟୁ ମାମଲାରେ ଛନ୍ଦି ହୋଇଥିଲେ । ସଚିବ ଦେବନାରାୟଣ ପଣ୍ଡା ଙ୍କ ସ୍ତ୍ରୀ ଏହି

ଆସନ୍ତାକାଲି ଠାରୁ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଅଲାରନାଥ

ପୁରୀ : ସ୍ନାନଯାତ୍ରା ଶେଷ ହେବା ପରେ ଠାକୁରଙ୍କୁ ଅଣସର ଘରକୁ ନିଆଯିବ । ଆସନ୍ତାକାଲି ଠାରୁ ଶ୍ରୀଅଲାରନାଥ ଭକ୍ତଙ୍କୁ ଦର୍ଶନ ଦେବେ । ଏଥିପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବ୍ରହ୍ମଗିରିରେ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସୁରକ୍ଷା ପାଇଁ ବ୍ୟାପକ ‌ପୁଲିସ ମୁତୟନ ହେବେ

ଆସନ୍ତାକାଲିଠୁ ଭୁବନେଶ୍ୱରରୁ ଆବୁଧାବି ସିଧାସଳଖ ଉଡାଣ

ଭୁବନେଶ୍ୱର: ବିଲ୍ଡିଂ ମ୍ୟାନେଜମେଣ୍ଟ ଅଫ୍ ଏଭିଏସନ୍ ଆସେଟ୍ସ ଆଣ୍ଡ୍ ନେଟୱାର୍କ (B-MAAN) ଅଧୀନରେ ଭୁବନେଶ୍ୱର ଏବଂ ଆବୁଧାବି ମଧ୍ୟରେ ସିଧାସଳଖ ବିମାନ ସେବା ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଇଣ୍ଡିଗୋ ସପ୍ତାହରେ ତିନିଥର ମଙ୍ଗଳବାର, ଗୁରୁବାର ଏବଂ ଶନିବାର ଏହି ସିଧାସଳଖ ବିମାନ

ଭୁବନେଶ୍ୱରରୁ ୩୧ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ବ୍ରାଉନ୍ ସୁଗାର ଜବତ

ଭୁବନେଶ୍ୱର: ଓଡ଼ିଶା କ୍ରାଇମ୍ ବ୍ରାଞ୍ଚର ସ୍ପେଶାଲ୍ ଟାସ୍କ ଫୋର୍ସ (ଏସଟିଏଫ) ଭୁବନେଶ୍ୱରରେ ୩୧ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ୩୧୯ ଗ୍ରାମ ଓଜନର ବ୍ରାଉନ୍ ସୁଗାର ଜବତ କରିଛି। ଜଣେ ଡ୍ରଗ୍ସ ବ୍ୟବସାୟୀଙ୍କୁ ଗିରଫ କରିଛି। ଏସଟିଏଫର ଏକ ଟିମ୍ ମଙ୍ଗଳବାର ଭୁବନେଶ୍ୱର ଉପକଣ୍ଠ