Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରି ରାଜ୍ୟବାସୀଙ୍କ ମଙ୍ଗଳ ସହ ବିକଶିତ ଓଡ଼ିଶା ପାଇଁ ଆଶୀର୍ବାଦ ଭିକ୍ଷା…
ପୁରୀ: ରଥଯାତ୍ରା ପୂର୍ବରୁ ମହାପ୍ରଭୁଙ୍କର ସମ୍ପନ୍ନ ହେଉଥିବା ସ୍ନାନଯାତ୍ରାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ସୋସିଆଲ ମିଡ଼ିଆ ଏକ୍ସରେ ସ୍ନାନଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଛନ୍ତି।
ଏହା ସହିତ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ପବିତ୍ର ଦେବସ୍ନାନ!-->!-->!-->…
ଧର୍ମଗଡ଼ ଉପଜିଲ୍ଲାପାଳ ଆଇଏଏସ ଧୀମାନ ଚକମା ସସପେଣ୍ଡ୍
ଭୁବନେଶ୍ବର:କଳାହାଣ୍ଡି ଜିଲାର ଧର୍ମଗଡ଼ ଉପଜିଲ୍ଲାପାଳ IAS ଧୀମାନ ଚକମା ସସପେଣ୍ଡ୍। ଭିଜିଲାନ୍ସ ଦ୍ବାରା ଗିରଫ ପରେ ତାଙ୍କୁ ନିଲମ୍ବନ କରାଯାଇଛି। ଧୀମାନଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ସୋମବାର ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିବାପରେ,!-->!-->!-->…
ମହାପ୍ରଭୁଙ୍କ ମହାସ୍ନାନ ନୀତି ସମ୍ପନ୍ନ, ଶ୍ରୀଜିଉଙ୍କ ଦିବ୍ୟ ଦର୍ଶନ କଲେ ଭକ୍ତ
ପୁରୀ: ଦେବସ୍ନାନ ପୂର୍ଣ୍ଣିମାରେ ଚାରି ଠାକୁରଙ୍କ ମହାସ୍ନାନ ନୀତି ସମ୍ପନ୍ନ ହୋଇଛି । ସୁନା କୂଅରୁ ୧୦୮ ଗରା ପାଣି ଅଣାଯାଇ ମହାପ୍ରଭୁଙ୍କୁ ସେବାୟତମାନେ ମହାସ୍ନାନ କରାଇଛନ୍ତି ।
ମଙ୍ଗଳ ଆଳତି, ମଇଲମ, ଅବକାଶ ନୀତି ପରେ ମହାସ୍ନାନ ନୀତି ଆରମ୍ଭ ହୋଇଥିଲା। ମହାପ୍ରଭୁ ଶ୍ରୀଜଗନ୍ନାଥ,!-->!-->!-->…
ଡ଼ବଲ ଇଞ୍ଜିନ ସରକାର ଙ୍କ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ କାର୍ଡ଼ ଦେଉଛି ଯନ୍ତ୍ରଣା…
କାର୍ଡ଼ ଥାଇବି ସଦାନନ୍ଦ ନାହାକ ଚିକିତ୍ସା ପାଇବାରୁ ବଞ୍ଚିତ……!ବ୍ରହ୍ମପୁର: ବିଜେଡ଼ି ସରକାର ସମୟରେ ଲୋକେ ସ୍ୱାସ୍ଥ୍ୟ ସେବା ବିଭିନ୍ନ ରାଜ୍ୟରେ ପାଇ ପାରୁଥିଲେ। ନୂତନ ସରକାର ଗଠନ ପରେ ପୂର୍ବ ସରକାରଙ୍କ ବିଭିନ୍ନ ଯୋଜନା ର ନାଁ ପରିବର୍ତ୍ତନ ସାଙ୍ଗକୁ ରଙ୍ଗ ବଦଳେଇବାରେ କାର୍ଯ୍ୟ!-->!-->!-->…
ପ୍ରକାଶ ପାଇଲା OJEE-୨୦୨୫ ରେଜଲ୍ଟ
ଭୁବନେଶ୍ୱର : ପ୍ରକାଶ ପାଇଲା OJEE-୨୦୨୫ ରେଜଲ୍ଟ। ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ଆନୁଷ୍ଠାନିକ ଭାବେ OJEE-୨୦୨୫ ରେଜଲ୍ଟ ଘୋଷଣା କରିଲେ। ojee.nic.in ୱେବ୍ସାଇଟ୍ରେ ଛାତ୍ରୀଛାତ୍ର ନିଜ ର଼୍ୟାଙ୍କ୍ କାର୍ଡ ପାଇପାରିବେ । ଗତ ମେ ୨ ତାରିଖରେ ଓଜେଇଇ ପରୀକ୍ଷା ଆରମ୍ଭ ହୋଇଥିଲା । ୧୨!-->…
ବାଲି ମାଫିଆଙ୍କ ଗୁଣ୍ଡାରାଜ, ଖଣି ଅଧିକାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଲେ
ବାଲେଶ୍ୱର : ବାଲି ମାଫିଆଙ୍କ ଗୁଣ୍ଡାରାଜ । ବାଲି ମାଫିଆଙ୍କ ମାଡ଼ରେ ଲହୁ ଲୁହାଣ ଖଣି ଅଧିକାରୀ । ଭ୍ୟାନରୁ ଟାଣିନେଇ ଗୋଡ଼ାଇ ଗୋଡ଼ାଇ ପିଟିଲେ ମାଫିଆ । ବାଲେଶ୍ବର ଜିଲ୍ଲା ରେମୁଣା ବ୍ଲକ ବୁଢ଼ାବଳଙ୍ଗ ନଦୀ କାଠସଂଗଡା ପାଖରେ ବେଆଇନ ବାଲି ଉତ୍ତୋଳନ ବେଳେ ଖଣି ଅଧିକାରୀ ଟିମ୍ ସହ ଚଢ଼ାଉ!-->…
ଲାଞ୍ଚ ନେଲା ବେଳେ ମହିଳା ସହକାରୀ ଯନ୍ତ୍ରୀଙ୍କୁ ଧରିଲା ଭିଜିଲାନ୍ସ
କୋରାପୁଟ:୮ ହଜାର ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ସହକାରୀ ଯନ୍ତ୍ରୀ । କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ ସହକାରୀ ଯନ୍ତ୍ରୀ ସୁଚିସ୍ମିତା ପରିଜା ମନରେଗା ଟଙ୍କା ରିଲିଜ କରିବାକୁ ୮ ହଜାର ଟଙ୍କା ଲାଞ୍ଚ ନେବାବେଳେ ଜୟପୁର ଭିଜିଲାନ୍ସ ଦ୍ୱାରା ଧରା ପଡିଛନ୍ତି।
!-->!-->!-->…
ବର୍ଷକ ଭିତରେ ରାଜ୍ୟରେ ବିଜେପି ସରକାର ୨୮ ହଜାର ନିଯୁକ୍ତି ଦେଇଛନ୍ତି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଜୁନ୍ ୧୨ ତାରିଖ ଅର୍ଥାତ୍ ଗୁରୁବାର ଓଡିଶାରେ ବିଜେପି ସରକାର ତାର ଶାସନର ପ୍ରଥମ ବର୍ଷ ପୂରଣ କରିବ । ଏହା ପୂର୍ବରୁ ରାଜ୍ୟ ସରକାର ଲୋକଙ୍କ ପାଇଁ କ’ଣ ସବୁ କରିଛନ୍ତି ସେନେଇ ଟିକ ନିକ କରି ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗଣମାଧ୍ୟମରେ ସେ କହିଛନ୍ତି ଯେ, ୧!-->…
ଆର୍ପିଏସ୍ସି ଅଧ୍ୟକ୍ଷ ହେଲେ ଓଡ଼ିଆ ପୁଅ ଆଇପିଏସ୍ ଉତ୍କଳ ରଂଜନ ସାହୁ
ଭୁବନେଶ୍ବର/ଛେଣ୍ଡିପଦା: ଓଡ଼ିଆ ପୁଅ ଉତ୍କଳ ରଂଜନ ସାହୁଙ୍କୁ ରାଜସ୍ଥାନରେ ବଡ଼ ଦାୟିତ୍ବ ମିଳିଛି। ଭାରତୀୟ ପୁଲିସ ସେବା (ଆଇପିଏସ୍) ଅଧିକାରୀ ଶ୍ରୀ ସାହୁଙ୍କୁ ରାଜସ୍ଥାନ ସରକାର ରାଜ୍ୟର ଲୋକ ସେବା ଆୟୋଗର ନୂଆ ଅଧ୍ୟକ୍ଷ ପଦବିରେ ନିଯୁକ୍ତି ଦେଇଛନ୍ତି। ଏହି ପଦବିରେ ନିଯୁକ୍ତ ହେଲା ପରେ ୧୯୮୮!-->…
କଟକ ରାଣୀହାଟରେ ବିଭିନ୍ନ ଔଷଧ ଦୋକାନରେ ଚଢାଉ
କଟକ : କଟକ ରାଣୀହାଟ ସ୍ଥିତ ବିଭିନ୍ନ ଔଷଧ ଦୋକାନରେ ମଙ୍ଗଳବାର ଚଢାଉ କରାଯାଇଛି। ଡ୍ରଗ୍ସ କଣ୍ଟ୍ରୋଲ ବିଭାଗ ପକ୍ଷରୁ କଟକ ରାଣୀହାଟ ବଜାର ସ୍ଥିତ ଏକାଧିକ ଔଷଧ ଦୋକାନରେ ଟିମ୍ ଯାଞ୍ଚ କରିଛି। ଏହି ସବୁ ଦୋକାନରେ ବିକ୍ରି ହେଉଥିବା ଏମଟିପି କିଟ୍ ଓ ଗର୍ଭପାତ ଔଷଧର ଷ୍ଟକ୍ ଯାଞ୍ଚ କରିଛି ବିଭାଗ।!-->…