Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ମାଉସୀ ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର; ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
କାକଟପୁର: ସୁଦୂର ବମ୍ବେରୁ ଆସିଥିଲେ ମାଉସୀ ଘରକୁ । ହେଲେ ସକାଳୁ ସକାଳୁ ମାଉସୀ ଘରୁ ମିଳିଲା ପୁତୁରାର ମୃତଦେହ । ଆଉ କ୍ଷଣକରେ ଏକଥା ଚାରିଆଡେ ପ୍ରଚାର ହୋଇଗଲା । ଯାହାପରେ ପୁଅର ପରିବାର ଲୋକେ ଆଣିଛନ୍ତି ହତ୍ୟା ଅଭିଯୋଗ । କାରଣ ପୁଅ କୁଆଡେ ଘରେ ନ ଜଣାଇ ବମ୍ବେରୁ ସିଧା ମାଉସୀ ଘରକୁ!-->…
ଥାନା ଆଗରେ ଜୀବନ ହାରିବାକୁ ଉଦ୍ୟମ କଲେ ଯୁବକ
ବାଙ୍କୀ : ଥାନା ସାମ୍ନାରେ ଜୀବନ ହାରିବାକୁ ଉଦ୍ୟମ। ବାଙ୍କୀ ଥାନା ସାମ୍ନାରେ ବିଷ ପିଇ ଜୀବନ ହାରିବାକୁ ଯୁବକଙ୍କ ଉଦ୍ୟମ। କୁସୁନ୍ଦା ଗାଁରେ ଜମିଜମାକୁ ନେଇ ଗଣ୍ଡଗୋଳରେ କୁନି ଭୋଇ ନାମକ ମହିଳାଙ୍କୁ ମାଡ ମାରି ଗୋଡ ଭାଙ୍ଗି ଦେଇଥିଲେ। ଏନେଇ ଗତ ୨୯ ତାରିଖରେ ପ୍ରଥମେ ଆହତ ମହିଳା!-->…
ଡିଡାୟୀ ଯୁବତୀ ଚମ୍ପାଙ୍କ ଗ୍ରାମ ଅମ୍ବଳିବେଡାକୁ ଯାଇ ଶୁଭେଚ୍ଛା ଜଣାଇଲେ ଜିଲ୍ଲାପାଳ
ମାଲକାନଗିରି : ଏକ ନିଆରା ପରମ୍ପରା ସୃଷ୍ଟି କରିଛନ୍ତି ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ। ଆଦିମ ଡିଡ଼ାୟୀ ଜନଜାତିର ପ୍ରଥମ ଡାକ୍ତର ହେବାକୁ ଯାଉଥିବା ଚମ୍ପା ରାସପେଦାଙ୍କ ଗାଁରେ ପହଂଚିଛନ୍ତି ନିଜେ ଜିଲ୍ଲାପାଳ ଓ ନିଜେ କୋରକୁଣ୍ଡା ବ୍ଳକ୍ ନାକାମାମୁଡ଼ି ଗ୍ରାମ ପଞ୍ଚାୟତ ଅମ୍ବଳିିବେଡା!-->…
ଡ୍ରେନ୍ ସଫା କଲେ ବିଡିଓ
ସିନାପାଲି: ‘ଆପଣ ନେଇ କରୁନ୍…। ଆମେ ସଫା କର୍ମୁଁ। ଡ୍ରେନ୍(ନାଳ)ରୁ ବାହାରୁନ୍..।’ କିଛି ମହିଳା ଜଣେ ଅଧିକାରୀଙ୍କୁ ଘେରି ଯାଇ ହାତ ଯୋଡ଼ି ବାରମ୍ବାର ନେହୁରା ହେଉଥିଲେ। ଡ୍ରେନ୍ ସଫା କରନ୍ତୁ ନାହିଁ ବୋଲି କହୁଥିଲେ। ତେବେ ଡ୍ରେନ୍ ସଫା କରି ଅଧିକାରୀ କହୁଥିଲେ, ‘ମୁଇଁ ଆସିଛି ତମ!-->…
ହରଭଙ୍ଗା ବ୍ଲକରେ ୟୁରିଆର କୃତ୍ରିମ ଅଭାବ
ହରଭଙ୍ଗା : ହରଭଙ୍ଗା ବ୍ଲକରେ ବର୍ତମାନ ୟୁରିଆ ସାରର କୃତ୍ରିମ ଅଭାବ ଦେଖାଦେଇଛି।ଚାଷୀଙ୍କ ଚାହିଦା ଅନୁସାରେ ପ୍ୟାକ୍ସଗୁଡିକରୁ ୟୁରିଆ ସାର ମିଳୁନଥିବା ଅଭିଯୋଗ ହେଉଛି । ସାରର କୃତ୍ରିମ ଅଭାବ ପଛରେ କଳାବଜାରୀକୁ ଦାୟୀ କରାଯାଉଛି । ସାରର ଏଭଳି କୃତ୍ରିମ ଅଭାବକୁ ଦୃଷ୍ଟିରେ ରଖି ମଙ୍ଗଳବାର!-->…
ଭାଙ୍ଗିଗଲା କେନାଲ: ଚାଷୀ ହତାଶ
କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣୀପଙ୍ଗା ପଞ୍ଚାୟତ ହାତୀମୁଣ୍ଡ ଗାଁର ପାଣି ପଞ୍ଚାୟତ-୧ ନମ୍ବର ମୁଖ୍ୟ କେନାଲ ଆରଡ଼ି-୪୩୦୦ ଅଣ୍ଡର ଟନେଲରେ ଥିବା ଛାତ ସମ୍ପୂର୍ଣ୍ଣ ଭାବେ ଭୁଶୁଡି ଯାଇଥିବା ହେତୁ ପାଣି ଯାଉଥିବା ମୁଖ୍ୟ କେନାଲ ଚାଷ ଜମିକୁ ଜଳ ସେଚିତ ହେଇ!-->…
ଦଶହରା ପୂର୍ବରୁ ସମସ୍ତ ସହରାଞ୍ଚଳ ରାସ୍ତା ମରାମତି ହେବ : ପୃଥ୍ୱୀରାଜ ହରିଚନ୍ଦନ
ଭୁବନେଶ୍ୱର : ଦୁର୍ଗାପୂଜା ପୂର୍ବରୁ ରାଜ୍ୟର ସମସ୍ତ ସହରର ରାସ୍ତା ନିର୍ମାଣ ଓ ମରାମତି କାର୍ଯ୍ୟ ଶେଷ ହେବ । ଏ ନେଇ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ଆସନ୍ତା ୨୦ ତାରିଖ ପୂର୍ବରୁ ଟ୍ୱିନ୍ସିଟି ସମେତ ସବୁ ସହରାଞ୍ଚଳ ରାସ୍ତା ମରାମତି ଶେଷ ହେବ!-->…
ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ: ନାଟମଣ୍ଡପରେ ଧାଡି ଦର୍ଶନ ଓ ୧୪ ସବ୍କମିଟି ଗଠନକୁ ଅନୁମୋଦନ
ପୁରୀ : ଶ୍ରୀମନ୍ଦିର ପରିଚାଳନା କମିଟିର ପ୍ରଥମ ବୈଠକ ଶେଷ ହୋଇଛି । ପରିଚାଳନା କମିଟି ବୈଠକ ଶେଷରେ ମୁଖ୍ୟ ପ୍ରଶାସକ ଡ ଅରବିନ୍ଦ ପାଢୀ ସୂଚନା ଦେଇ କହିଛନ୍ତି, ଶ୍ରୀମନ୍ଦିର ସୁରକ୍ଷା ନେଇ ୧୪ ସବ୍କମିଟି ଗଠନ ହୋଇଛି । ୧୪ ସବ୍କମିଟି ମଧ୍ୟରୁ ୪ଟି ଷ୍ଟାଚ୍ୟୁଟାରୀ ସବ୍କମିଟି ।!-->…
କାଲି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି : ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
ପୁରୀ : ଆସନ୍ତାକାଲି ଭାଦ୍ରବ ଶୁକ୍ଳ ଦ୍ଵାଦଶୀ ତିଥି । ଏଥିପାଇଁ ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ସରିବା ପରେ ନୀତିକାନ୍ତି କରାଯିବ । ତେଣୁ ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପାଞ୍ଚ ଘଣ୍ଟା ପାଇଁ ମନ୍ଦିର ବନ୍ଦ ରହିବ ।
ସେହିପରି ଗତକାଲି!-->!-->!-->…
ଆତ୍ମସମର୍ପଣ କଲେ ୨୦ ହାର୍ଡକୋର ମାଓବାଦୀ
ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ସୁକମା ଜିଲ୍ଲାରେ ପୋଲିସକୁ ମିଳିଲା ବଡ଼ ସଫଳତା । ୨୦ ଜଣ ହାର୍ଡକୋର ମାଓବାଦୀ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । ଆତ୍ମସମର୍ପଣ କରିଥିବା ନକ୍ସଲଙ୍କ ମଧ୍ୟରେ ୯ ଜଣ ମହିଳା ମାଓବାଦୀ ରହିଛନ୍ତି । ମାଓବାଦୀଙ୍କ ନାଁରେ ଥିଲା!-->…