Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଲାଇନଚ୍ୟୁତ ହେଲା ତାଳଚେର-ପୁରୀ ଟ୍ରେନ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
ପୁରୀ : ପୁରୀ ରେଳଷ୍ଟେସନରେ ବଡ଼ ଧରଣର ଅଘଟଣରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ । ରେଳ ଟ୍ରାକରୁ ଖସିଗଲା ତାଳଚେର – ପୁରୀ ମେମୁ ଟ୍ରେନ୍ ଚକ୍ । ରେଳ ଷ୍ଟେସନକୁ ଟ୍ରେନଟି ପଶୁଥିବା ବେଳେ ୩ ନମ୍ବର ପ୍ଲାଟଫର୍ମର କିଛି ଦୂରରେ ଘଟିଛି ଏଭଳି ଅଘଟଣ । ହଠାତ୍ ଟ୍ରେନ୍ଟି ଲାଇନଚ୍ୟୁତ ହେବାରୁ!-->…
ସରକାରୀ ଜମିରେ ଗଞ୍ଜେଇ ଚାଷରେ ଲାଗିବ ରୋକ୍, ୬ ଜିଲ୍ଲାର ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି
ଭୁବନେଶ୍ଵର: ଏଣିକି ସରକାରୀ ଜମିରେ ବେଆଇନ ଗଞ୍ଜେଇ ଚାଷରେ ଲାଗିବ ସମ୍ପୂର୍ଣ୍ଣ ରୋକ୍ । ଗଞ୍ଜେଇ ଚାଷ ରୋକିବାକୁ ପ୍ରଶାସନ ପକ୍ଷରୁ ନିରନ୍ତର ଓ ସମନ୍ୱିତ ନିରୀକ୍ଷଣ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରାଯିବ । ଏ ସଂକ୍ରାନ୍ତରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ ଓ!-->…
ଯୌତୁକ ପାଇଁ ସ୍ତ୍ରୀକୁ ମାରି ହାତ ବାନ୍ଧି ପୋଖରୀକୁ ଫିଙ୍ଗିଦେଲା ସ୍ୱାମୀ !
ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡଗାଁ ଥାନା ଅନ୍ତର୍ଗତ ବେଲଦ୍ୱାର ଗାଁରେ ଏକ ମର୍ମନ୍ତୁଦ ଘଟଣା ସାମ୍ନାକୁ ଆସିଛି । ଯୌତୁକ ଜନିତ କଳହକୁ କେନ୍ଦ୍ର କରି ଜଣେ ନୃଶଂସ ସ୍ୱାମୀ ନିଜ ସ୍ତ୍ରୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ପରେ ହାତ ବାନ୍ଧି ପୋଖରୀକୁ ଫିଙ୍ଗିଦେଇଥିବା ଅଭିଯୋଗ ହୋଇଛି । ଏହି!-->…
ଆସନ୍ତା ୧୭ରେ ହେବନି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ଭୁବନେଶ୍ବର: ଆସନ୍ତା ସୋମବାର (ଅଗଷ୍ଟ ୧୭)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଏହି ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏକ ପ୍ରେସ୍ ବାର୍ତ୍ତାରେ!-->…
ବିଶିଷ୍ଟ ସେବା ପାଇଁ IPS ସଞ୍ଜୀବ ପଣ୍ଡାଙ୍କୁ ରାଷ୍ଟ୍ରପତି ପଦକ
ଭୁବନେଶ୍ୱର : IPS ସଞ୍ଜୀବ ପଣ୍ଡାଙ୍କୁ ରାଷ୍ଟ୍ରପତି ପଦକ । ବିଶିଷ୍ଟ ସେବା ପାଇଁ ସଞ୍ଜୀବ ପଣ୍ଡାଙ୍କୁ ରାଷ୍ଟ୍ରପତି ପଦକ । ୧୯୯୪ ବ୍ୟାଚ୍ ର ବରିଷ୍ଠ IPS, ନକ୍ସଲ ବିରୋଧୀ ଅଭିଯାନରେ ରହିଛି ଗୁରୁତ୍ୱପୂର୍ଣ୍ଣ ଭୂମିକା । ବିଶିଷ୍ଟ ସେବା ପାଇଁ ବରିଷ୍ଠ IPS ଅଧିକାରୀ ସଞ୍ଜୀବ ପଣ୍ଡାଙ୍କୁ!-->…
ମଧୁ ବାବୁ ପେନ୍ସନ୍ ଯୋଜନାରେ ପଡ଼ି ରହିଥିବା ଆବେଦନ ଯାଞ୍ଚ କରି ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର: ମଧୁ ବାବୁ ପେନ୍ସନ୍ ଯୋଜନାରେ ପଡ଼ି ରହିଥିବା ଆବେଦନଗୁଡ଼ିକର ଯାଞ୍ଚ ପାଇଁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ବିଭାଗୀୟ ସଚିବ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ଆବେଦନଗୁଡ଼ିକର ତୁରନ୍ତ ଯାଞ୍ଚ କରିବାକୁ କହିଛନ୍ତି।
ସୂଚନା ଅନୁଯାୟୀ, ମଧୁ ବାବୁ ପେନ୍ସନ୍!-->!-->!-->…
ବିନୟତୋଷ ମିଶ୍ରଙ୍କୁ ଓଡ଼ିଶା ପୁଲିସର ଅତିରିକ୍ତ ଡିଜିପି ଦାୟିତ୍ୱ
ଭୁବନେଶ୍ୱର: ଓଡିଶା ପୋଲିସକୁ ମିଳିଲା ନୂଆ ଡିଜିପି। କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କୁ ଓଡ଼ିଶା ପୁଲିସର ଅତିରିକ୍ତ ଡିଜିପି ଦାୟିତ୍ୱ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି। ଶ୍ରୀ ମିଶ୍ର ବର୍ତ୍ତମାନ କ୍ରାଇମବ୍ରାଞ୍ଚ!-->…
ଓଡ଼ିଶାର ୧୭ ଜଣଙ୍କୁ ମିଳିବ ପୋଲିସ ସେବା ପୁରସ୍କାର
ଭୁବନେଶ୍ୱର : ବିଶିଷ୍ଟ ପୋଲିସ ସେବା ପୁରସ୍କାର ୨୦୨୬ ଘୋଷଣା । ଓଡ଼ିଶାର ମୋଟ୍ ୧୭ ଜଣଙ୍କୁ ମିଳିବ ପୋଲିସ ସେବା ପୁରସ୍କାର । ୫ ଜଣଙ୍କୁ ସାହସିକତା, ୨ ଜଣଙ୍କୁ ରାଷ୍ଟ୍ରପତି ପଦକ । ୧୦ ଜଣଙ୍କୁ ମିଳିବ ପ୍ରଶଂସନୀୟ ସେବା ପଦକ । ADG ସଞ୍ଜୀବ ପଣ୍ଡା ଓ DSP ସ୍ମିତାରାଣୀ ମହାନ୍ତିଙ୍କୁ!-->…
ଉଡ଼ାଣ ବାତିଲ ପରେ ଭୁବନେଶ୍ୱର ଏୟାରପୋର୍ଟରେ କମ୍ପ୍ୟୁଟର ଓ ସ୍କାନର ଭାଙ୍ଗିଲେ ଯାତ୍ରୀ
ଭୁବନେଶ୍ବର: ଏୟାରପୋର୍ଟ ପରିସରରେ ହଙ୍ଗମା। ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦର ପରିସରେ ଯାତ୍ରୀଙ୍କ ହାଇଡ୍ରାମା। ବିମାନ ବାତିଲ ହେଲା ବୋଲି ରଣକ୍ଷେତ୍ର ପାଲଟିଲା ଏୟାରପୋର୍ଟ। ଏପରିକି କମ୍ପ୍ୟୁଟର ଓ ସ୍କାନର ଭାଙ୍ଗିଦେଲେ। ଷ୍ଟାଫ୍ ଙ୍କୁ ଗାଳି ଦେବା ସହ CISFକୁ କଲେ!-->…
ହସ୍ପିଟାଲ ଛାତରୁ ଡେଇଁ ପ୍ରାଣ ହରାଇଲେ ରୋଗୀ
ରାଉରକେଲା: ସହରର ଘରୋଇ ହସ୍ପିଟାଲରେ ଘଟିଛି ବଡ଼ ଅଘଟଣ। ୪ ମହଲାରୁ ଜଣେ ରୋଗୀ ଡେଇଁ ପ୍ରାଣ ହରାଇଛନ୍ତି। ମୄତକ ବାଇକ ଦୁର୍ଘଟଣାରେ ଚିକିତ୍ସିତ ହେଉଥିଲେ। ଉକ୍ତ ବ୍ୟକ୍ତି କାହିଁକି ଏଭଳି ଚରମ ନିଷ୍ପତ୍ତି ନେଲେ ତାହାର କାରଣ ଅସ୍ପଷ୍ଟ ରହିଛି।
ସୂଚନା ଅନୁସାରେ ସୁନ୍ଦରଗଡ଼ ଜିଲ୍ଲା!-->!-->!-->…