Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ସାର ମହଜୁଦ ଅଛି : ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟକୁ ସାର ଯୋଗାଣ ସ୍ଥିତି ତ୍ୱରାନ୍ୱିତ କରାଯାଇଛି । ସରକାରୀ ତଥ୍ୟ ଅନୁଯାୟୀ ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ସାର ମହଜୁଦ ଅଛି । କିନ୍ତୁ ରାଜ୍ୟରେ ସାରର କୃତ୍ରିମ ଅଭାବ ଦର୍ଶାଇ ଚାଷୀ ଭାଇ ଭଉଣୀଙ୍କୁ କୌଣସି!-->…
ଗଣେଶ ପୂଜାରେ ଆଧ୍ୟାତ୍ମିକ ପ୍ରବଚନ, ହରି କଥାରେ ଭାବବିହ୍ବଳ ଗାଁ ଲୋକେ
ଅସ୍ତରଙ୍ଗ : ପର୍ବ, ପର୍ବାଣି, ପୂଜା, ମହୋତ୍ସବ ଆମ ଓଡିଆ ପରମ୍ପରାର ଏକ ଅଂଶ ବିଶେଷ। ବିଶେଷ ଭାବରେ ବିଘ୍ନ ବିନାୟକ ଗଣପତି ବାବା ଗଣେଶଙ୍କ ପୂଜା ଠାରୁ ପାର୍ବଣ ଋତୁ ଆରମ୍ଭ ହୋଇଥାଏ । ଏହି ସମୟରେ ବିଭିନ୍ନ ପର୍ବପର୍ବାଣି ସହିତ ଦେବୀ ଦେବତାଙ୍କ ପୂଜା ଆରମ୍ଭ ହୋଇଥାଏ । ଆଜିକାଲିର!-->…
ଜମାକାରୀଙ୍କ ଟଙ୍କା ଆତ୍ମସାତ ଅଭିଯୋଗରେ ବନ୍ଧା ହେଲେ ପୋଷ୍ଟମାଷ୍ଟର
ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ବୀରମିତ୍ରପୁର ଥାନା ଅଧୀନସ୍ଥ ଅନ୍ଧାରୀ ଶାଖା ଡାକଘରେ ଜମାକାରୀଙ୍କ ଲକ୍ଷ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଜଣେ ପୋଷ୍ଟମାଷ୍ଟରଙ୍କୁ ଗିରଫ କରାଯାଇଛି।
ସୁନିତା ସାହୁ ନାମକ ଜଣେ ଜମାକାରୀଙ୍କ ଅଜାଣତରେ ଆକାଉଣ୍ଟରୁ ୧୦,୦୦୦ ଟଙ୍କା ଉଠାଯାଇଥିବା ଦେଖି ସେ ଏହା!-->!-->!-->…
ପାଞ୍ଚ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ହେରୋଇନ୍ ଜବନ୍, ଜଣେ ଗିରଫ
କଟକ : ପାଞ୍ଚ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କାର ହେରୋଇନ୍ ଜବନ୍ । କଟକ ମାଲଗୋଦାମ ଥାନା ଅନ୍ତର୍ଗତ କଲେଜ୍ ଛକ ରୋଡ ବମ୍ବେ ହୋଟେଲ ନିକଟରୁ ଜବତ୍ କରିଛି ଜିଲ୍ଲା ଅବକାରୀ ସ୍ଵାଡ୍। ଜବତ୍ ହେରୋଇନ୍ ହେଉଛି ୪୩ ଗ୍ରାମ । ଏହାର ଆନୁମାନିକ ମୂଲ୍ୟ ୫ ଲକ୍ଷ ୩୦ ହଜାର ଟଙ୍କା ହେବ ବୋଲି ଜଣାଯାଇଛି । ଜଣେ!-->…
ସହରିଆଙ୍କ ପାଇଁ ଆସିଗଲା ‘ସହର ସାଥୀ’; ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ସହରବାସୀଙ୍କ ପାଇଁ ଖୁସି ଖବର । ରାଜ୍ୟସ୍ତରୀୟ ସ୍ୱାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ସହର ସାଥୀ’ ସୁବିଧାର ଲୋକାର୍ପଣ କରିଛନ୍ତି । ଏହା ନାଗରିକମାନଙ୍କୁ ସଶକ୍ତ, ଦ୍ରୁତ ଏବଂ କ୍ରିୟାଶୀଳ ସେବା ପ୍ରଦାନ ସୁନିଶ୍ଚିତ କରିବା ଦିଗରେ ବଳିଷ୍ଠ ଭୂମିକା!-->…
ଓଡ଼ିଶା-ଛତିଶଗଡ଼ ସୀମାନ୍ତ ପୋଲିସକୁ ସଫଳତା; ବିପୁଳ ମାଓ ସାମଗ୍ରୀ ଜବତ
ମାଲକାନଗିରି: ଓଡ଼ିଶା-ଛତିଶଗଡ଼ ସୀମାନ୍ତ ପୋଲିସକୁ ସଫଳତା । ଗରିଆବନ୍ଧ ଜିଲ୍ଲା ମେନପୁର ଥାନା କୁଲହାଡ଼ିଘାଟ ଜଙ୍ଗଲରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷା ବାହିନୀ ।
ଜବତ ସାମଗ୍ରୀ ମଧ୍ୟରେ ରହିଛି ସିଲାଇ ମେସିନ, ପିଟୁ ବ୍ୟାଗ୍, ଜୋତା, ଦରି,ଔଷଧ, ତଥା ଖାଦ୍ୟ!-->!-->!-->…
ଶକ୍ତି ରଞ୍ଜନ ଦାଶଙ୍କ ଅନମୋଲ ମାଇନ୍ସରେ ଇଡି ରେଡ୍, ୮ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଜବତ
ଭୁବନେଶ୍ୱର : ଶକ୍ତି ରଞ୍ଜନ ଦାଶଙ୍କ ଅନମୋଲ ମାଇନ୍ସରେ ଇଡି ରେଡ୍ । ଭୁବନେଶ୍ବରରେ ଶିମ୍ ଲା ED ପକ୍ଷରୁ ଶକ୍ତି ରଂଜନ ଦାଶ ଓ ତାଙ୍କ କମ୍ପାନୀ ଅନମୋଲ୍ ମାଇନ୍ସରେ ED ପକ୍ଷରୁ ଚଢାଉ କରାଯାଇଛି । ଅନମୋଲ୍ ମାଇନ୍ସ ଓ ଅନମୋଲ୍ ରିସୋର୍ସେସ୍ କମ୍ପାନୀରେ ରେଡ୍ ହୋଇଛି । !-->…
ବାଘ ଛାଲ କାରବାର କରୁଥିଲେ ପୋଲିସ ବାବୁ; ମାଡ଼ି ବସିଲା ଉତ୍ତର ଘୁମୁସର ବନବିଭାଗ
ଗଞ୍ଜାମ:ଭଞ୍ଜନଗର ପଥରାପଲ୍ଲୀ ଗାଁରୁ କଲରାପତରିଆ ବାଘଛାଲ ଜବତ । ବାଘ ଛାଲ କାରବାର କରୁଥିଲେ ପୋଲିସ ବାବୁ,ମାଡ଼ି ବସିଲା ଭଞ୍ଜନଗର ଉତ୍ତର ଘୁମୁସର ବନବିଭାଗ । ବାଘ ଛାଲ ସହ ୭ ଜଣ ଆନ୍ତଃରାଜ୍ୟ ଚାଲାଣକାରୀଙ୍କୁ ଗିରଫ କରାଯାଇଛି । ବିଭାଗୀୟ କର୍ମଚାରୀମାନେ ଗୋଟିଏ କଲରାପତରିଆ ବାଘ ଛାଲ ,କାତି!-->…
ଆସନ୍ତା ୨ ତାରିଖରେ ଆଉ ଏକ ଲଘୁଚାପ, ୪ ତାରିଖ ଯାଏ ରାଜ୍ୟରେ ଜାରି ରହିବ ବର୍ଷା
ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨ ତାରିଖରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପ୍ରଭାବରେ ଆସନ୍ତା କାଲିଠୁ ରାଜ୍ୟରେ ବଡ଼ ବର୍ଷା ଆକଳନ!-->…
ରେଳ ଧାରଣାରୁ ଟ୍ରାଭେଲ୍ ବ୍ଲଗରଙ୍କ ମୃତଦେହ ଉଦ୍ଧାର
ଭୁବନେଶ୍ୱର: ଭୁବନେଶ୍ୱରର ପଳାସପାଲି ଅଞ୍ଚଳରେ ରବିବାର ଦିନ ଜଣେ ଲୋକପ୍ରିୟ ବାଇକର ତଥା ଟ୍ରାଭେଲ୍ ବ୍ଲଗର ସନ୍ଦୀପ କୁମାର ଦାସଙ୍କ ମୃତଦେହ ରେଳ ଧାରଣାରୁ ଉଦ୍ଧାର ହୋଇଛି।
ପ୍ରାଥମିକ ସୂଚନା ଅନୁଯାୟୀ, ସକାଳେ ଲିଙ୍ଗରାଜ ରେଳ ଷ୍ଟେସନ ନିକଟ ପଳାସପାଲି ଅଞ୍ଚଳରେ ସ୍ଥାନୀୟ ଲୋକମାନେ ତାଙ୍କ!-->!-->!-->…