Browsing Category

ଓଡିଶା

ବାଲିଯାତ୍ରା ପ୍ରସ୍ତୁତି ନିମନ୍ତେ ଜିଲ୍ଲା ପ୍ରଶାସନର ପ୍ରାଥମିକ ବୈଠକ

କଟକ: କଟକ ବାଲିଯାତ୍ରା ଉତ୍ସବ-୨୦୨୫ ଆୟୋଜନ ନିମନ୍ତେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ଯକ୍ଷତାରେ ଏକ ପ୍ରାଥମିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଐତିହାସିକ ବାଲିଯାତ୍ରାର ପ୍ରସ୍ତୁତି ନିମନ୍ତେ ଏହି ପ୍ରାକ-ପ୍ରସ୍ତୁତି ବୈଠକରେ ଜିଲ୍ଲା ପ୍ରଶାସନର…

କମିସନରେଟ ପୁଲିସ ହାତରେ ଧରାପଡିଲେ ୩ ସାଇବର ଠକ

ଭୁବନେଶ୍ବର: କମିସନରେଟ ପୁଲିସ ହାତରେ ଧରାପଡିଲେ ୩ ସାଇବର ଠକ। ଦୁଇଜଣଙ୍କୁ ଗୁଜୁରାଟରୁ ଆଉ ଜଣଙ୍କୁ ଭୁବନେଶ୍ୱରରୁ ଗିରଫ କରିଛି ପୁଲିସ। ଗୁଜରାଟର ଏକ ସାଇବର ଠକ ଗ୍ୟାଙ୍ଗ ସ୍କାଇପ ଜରିଆରେ ଓଡ଼ିଶାର ଜଣେ ବ୍ୟକ୍ତିଙ୍କୁ ଡିଜିଟାଲ ଆରେଷ୍ଟ କରିଥିଲେ। କୋରିଅରରେ ଗଞ୍ଜେଇ ଆସିଥିବା କହି ଠକ…

ନଗଡ଼ାରେ ଶିଶୁ ଅଧିକାର ସୁରକ୍ଷା ଆୟୋଗ: ଅଙ୍ଗନବାଡ଼ି ଅବ୍ୟବସ୍ଥା ଦେଖି ବିଗିଡ଼ିଲେ ଅଧ୍ୟକ୍ଷା

କାଳିଆପାଣି: ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ଆୟୋଗ ଅଧ୍ୟକ୍ଷା ବବିତା ପାତ୍ର ଏବଂ ଏହାର ୪ ଜଣ ସଦସ୍ୟା ମନସ୍ମିତା ଖୁଣ୍ଟିଆ, କସ୍ତୁରୀ ମିଶ୍ର, ସୁଜାତା ନାୟକ ଓ ଚନ୍ଦନା ଦାସ ଗୁରୁବାର ସଦଳବଳ ନଗଡ଼ା ଗସ୍ତକରି ବାସ୍ତବ ସ୍ଥିତି ପରଖିଛନ୍ତି। ଅଧ୍ୟକ୍ଷା ଉପରନଗଡ଼ା ଓ ତଳନଗଡ଼ା ଅଙ୍ଗନବାଡ଼ି କେନ୍ଦ୍ର…

୫ଦିନ ପରେ ବନ୍ୟାପାଣି କମିଛି; ଦୁର୍ଦ୍ଦଶା ବଢୁଛି 

ଭଦ୍ରକ : ବୈତରଣୀରେ ଆସିଥିବା ବନ୍ୟା ଦୀର୍ଘ ୬ଦିନ ଧରି ତା’ର କରାଳ ରୂପ ଦେଖାଦେବା ପରେ ଏବେ କମିବାରେ ଲାଗିଛି। ବନ୍ୟା ଯୋଗୁଁ ଭଦ୍ରକ ଜିଲାର ଧାମନଗର ବ୍ଲକର ୧୨ଟି ପଞ୍ଚାୟତର ୩୫ ରୁ ଉର୍ଦ୍ଧ ଗାଁ ଜଳଵନ୍ଦୀ ହୋଇ ରହିଥିବା ଵେଳେ ଚାନ୍ଦବାଲି ବ୍ଲକର ୪ ପଞ୍ଚାୟତରେ …

ନାବାଳିକା ଦୁଷ୍କର୍ମକାରୀକୁ ୩୦ ବର୍ଷ ସଶ୍ରମ କାରା ଦଣ୍ଡାଦେଶ      

ସମ୍ବଲପୁର: ସମ୍ବଲପୁର ଏଡିଜେ–ସ୍ୱତନ୍ତ୍ର ପୋକ୍ସୋ ଅଦାଲତ ଏକ ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୩୦ ବର୍ଷ ସଶ୍ରମ କାରାଦଣ୍ଡ ନିର୍ଦ୍ଦେଶ ଦେଇଛନ୍ତି। ଅଭିଯୁକ୍ତକୁ ୫୦ ହଜାର ଟଙ୍କା ଜରିମାନା ଆଦେଶ ଦେବା ସହିତ ପୀଡ଼ିତାଙ୍କୁ ୧୩ ଲକ୍ଷ ୫୦ ହଜାର ଟଙ୍କା କ୍ଷତିପୂରଣ ପ୍ରଦାନ କରିବାକୁ…

ସଂସଦରେ ସ୍ଥାନ ପାଇବ ମହାପ୍ରଭୁଙ୍କ ୩ ରଥର ଚକ

ପୁରୀ : ସଂସଦରେ ସ୍ଥାନ ପାଇବ ମହାପ୍ରଭୁଙ୍କ ୩ ରଥର ଚକ। ପୁରୀ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ସଂସଦୀୟ କମିଟି ଏ ନେଇ ପ୍ରସ୍ତାବ ଦେଇଛି। କମିଟିର ପ୍ରସ୍ତାବରେ ବାଚସ୍ପତି ସମ୍ମତି ଜଣାଇଛନ୍ତି ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି। ୩…

ମତ୍ସ୍ୟଜୀବୀଙ୍କୁ ସତର୍କ କରାଇଲା ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ, ସମୁଦ୍ରକୁ ମାଛ ଧରିବାକୁ ନଯିବାକୁ ପରାମର୍ଶ

ଭୁବନେଶ୍ବର ୩୦।୮: ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବା ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ୨୪ ଘଣ୍ଟା ପର୍ଯ୍ୟନ୍ତ ସମୁଦ୍ରକୁ ମାଛ ଧରିବା ପାଇଁ…

ଡିସେମ୍ବରରେ ମୋହନ-ବିଷ୍ଣୁଦେବ ବୈଠକ, ମହାନଦୀ ଜଳ ବିବାଦର ହେବ ସମାଧାନ !

ଭୁବନେଶ୍ଵର: ମହାନଦୀ ଜଳ ବିବାଦ ଦୂର ପାଇଁ ଆଗକୁ ବଢ଼ିଲେ ଓଡ଼ିଶା ଓ ଛତିଶଗଡ଼। ମହାନଦୀ ଜଳ ସମସ୍ୟା ଉପରେ ଆଲୋଚନା ପାଇଁ ଓଡ଼ିଶା ଏବଂ ଛତିଶଗଡ଼ର ମୁଖ୍ୟ ସଚିବ ଏବଂ ବରିଷ୍ଠ ଜଳସମ୍ପଦ ଅଧିକାରୀମାନେ ବୈଠକ କରିଛନ୍ତି। ଆଲୋଚନା ଏବଂ ସହଯୋଗ ମାଧ୍ୟମରେ ପାରସ୍ପରିକ ଆଲୋଚନା ମାଧ୍ୟମରେ ସମାଧାନ…

ବଢିଲା ଇନ୍ସପେକ୍ଟର ଓ SIଙ୍କ କ୍ଷମତା, ଏବେ ନେଇ ପାରିବେ ଆକ୍ସନ

ଭୁବନେଶ୍ଵର: ବଢିଲା ଇନ୍ସପେକ୍ଟର ଏବଂ ଏସଆଇଙ୍କ କ୍ଷମତା। ଏଣିକି ଅନୁସୂଚିତ ଜାତି(ଏସସି) ଏବଂ ଅନୁସୂଚିତ ଜନଜାତି (ଏସଟି) ମାମଲାର ତଦନ୍ତ କରିପାରବେ। ତଦନ୍ତ କରିବା ସହ ଗିରଫ ଏବଂ ସ୍ୱତନ୍ତ୍ର ଅଦାଲତରେ ମାମଲା କରିପାରିବେ। ପୂର୍ବରୁ ଡିଏସପି ପାହ୍ୟାର ଅଧିକାରୀଙ୍କୁ ଏହି କ୍ଷମତା ମିଳିଥିଲା।…

ଟ୍ରେନ୍ ଟଏଲେଟ୍‌ରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ଵର : ଭୁବନେଶ୍ଵର ରେଳଷ୍ଟେସନରେ ଅଭାବନୀୟ ଘଟଣା ଘଟିଛି। ଟ୍ରେନ୍ ଟଏଲେଟ୍‌ ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ଜିଆରପି ପୁଲିସ୍ ପୁରୁଷୋତ୍ତମ ଏକ୍ସପ୍ରେସ୍ ଶୌଚାଳୟରୁ ଏହି ମୃତଦେହକୁ ଉଦ୍ଧାର କରିଥିବା ସୂଚନା ମିଳିଛି । ଆଜି ସକାଳେ ସଫେଇ କର୍ମଚାରୀମାନେ ଟ୍ରେନ୍ ସଫା କରିବା…