Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଛତିଶଗଡ଼ରେ ଲଗାଣ ବର୍ଷା, କୋଇଗୁରୁ ପୋଲ ଉପରେ ପାଣି
ମାଲକାନଗିରି: ଛତିଶଗଡ଼ରେ ଲଗାଣ ବର୍ଷା ଜାରି ରହିଥିବା ହେତୁ ମାଲକାନଗିରି ପ୍ରଭାବିତ ହୋଇଛି। ସାବେରୀ ଓ ସିଲେରୁ ନଦୀର ଜଳ ସ୍ତର ବୃଦ୍ଧି ପାଇଛି। ମୋଟୁ ସୀମାବର୍ତ୍ତୀ କୋଇଗୁରୁ ପୋଲ ଉପରେ ପାଣି ଚାଲୁଛି। ଖାଲି ସେତିକି ନୁହେ, ବିଭିନ୍ନ ସ୍ଥାନରେ ଜାତୀୟ ରାଜପଥରେ ଯାତାୟତ ପ୍ରଭାବିତ ହୋଇଛି।!-->…
ସେପ୍ଟେମ୍ବରରୁ ବିଏମସି କୁକୁର ଗଣିବ
ଭୁବନେଶ୍ବର: ସେପ୍ଟେମ୍ବର ଦ୍ଵିତୀୟ ସପ୍ତାହରୁ ବିଏମସି ପକ୍ଷରୁ କୁକୁର ଗଣନା ଆରମ୍ଭ ହେବ। ଭୋର ସମୟରେ ଗଣନା କରାଯିବ। ଏହି ସମୟରେ ଚାରିଆଡେ ଶୁନଶାନ ଥିବାରୁ କୁକୁରମାନେ ରାସ୍ତା ଉପରେ ମେଳି ହୋଇଥାନ୍ତି। ତେଣୁ ଏହି ସମୟରେ ସହଜରେ ଗଣନା କରାଯାଇପାରିବ ବୋଲି ବିଏମସି ବିଏମସି କମିସନର ଚଞ୍ଚଳ!-->…
ଦିନରେ ଦିଏ ଚିକିଣିଆ ପ୍ରବଚନ, ରାତି ହେଲେ କରେ ଚୋରି
ଭୁବନେଶ୍ବର : ଦିନରେ ୟୁଟ୍ୟୁବ ଖୋଲି ପ୍ରବଚନ ପରେ ପ୍ରବଚନ ଦେଉଥିବା ଏ ଅଭିଯୁକ୍ତର ନାଁ ମନୋଜ ସିଂହ । ଯିଏ ଦିନରେ ଚିକିଣିଆ କଥା ରାତିରେ ଚୋରି କରେ I ଭଦ୍ରମୁଖା ପିନ୍ଧା ଏହି ଚୋରକୁ ଶେଷରେ ଗିରଫ କରିଛି କମିଶନରେଟ ପୁଲିସ I ଅଭିଯୁକ୍ତ ନାଁରେ ୧୦ରୁ ଅଧିକ ମାମଲା ରହିଛି I ନୟାପଲ୍ଲୀ,!-->…
ପୂଜାରେ ଚାନ୍ଦା ମାଗିଲେ ପୋଲିସକୁ ଜଣାନ୍ତୁ: ଡିସିପି
କଟକ: ଚାନ୍ଦା ଆଦାୟକାରୀଙ୍କୁ ସାବାଡ କରିବା ପାଇଁ କମିଶନରେଟ ପୋଲିସର ପଦକ୍ଷେପ । ପୂଜା ସମୟରେ ଚାନ୍ଦା ମାଗିବାକୁ ବାରଣ କରିଛି କଟକ କମିଶନରେଟ ପୋଲିସ । ଯଦି କେହି ଚାନ୍ଦା ମାଗୁଛନ୍ତି ବା ଏଥିନେଇ ଯୋର ଜବରଦସ୍ତ କରୁଛନ୍ତି ସେ ନେଇ ପୋଲିସକୁ ଜଣାନ୍ତୁ ବୋଲି କହିଛନ୍ତି ଡିସିପି । କମିଶନରେଟ!-->…
ନୂଆଁଖାଇ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଇଁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁମୁଁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାଷ୍ଟ୍ରପତି ଏକ୍ସରେ ପୋଷ୍ଟ କରି କହିଛନ୍ତି କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଉପଲକ୍ଷେ ଦେଶବାସୀ ବିଶେଷ କରି ଓଡ଼ିଶାବାସୀଙ୍କୁ!-->…
ରାଜଭବନରେ ନୂଆଁଖାଇ ପାଳିତ: ରାଜ୍ୟବାସୀଙ୍କ ଶୁଭ ମନାସିଲେ ରାଜ୍ୟପାଳ
ଭୁବନେଶ୍ଵର : ରାଜଭବନରେ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ପାଳିତ ହୋଇଯାଇଛି । ଗୁରୁବାର ପୂର୍ବାହ୍ନରେ ରାଜଭବନର ଅଭିଷେକ ହଲଠାରେ ଅନୁଷ୍ଠିତ ଏହି ପର୍ବରେ ମାନ୍ୟବର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଏବଂ ରାଜ୍ୟର ପ୍ରଥମ ମହିଳା ଜୟଶ୍ରୀ କମ୍ଭମପାଟି ଇଷ୍ଟଦେବୀ ମା’ ସମଲେଶ୍ଵରୀଙ୍କର!-->…
କାରକୁ ଧକ୍କା ଦେଲା ବସ, ବୃଦ୍ଧ ମୃତ, ମହିଳା ଗୁରୁତର
ଦାରିଙ୍ଗବାଡି : ରାସ୍ତା କଡ଼ ଦୋକାନରେ ଚା’ ପିଉଥିବା ଜଣେ ବୃଦ୍ଧଙ୍କ ଉପରେ ଚଢିଗଲା କାର । ଘଟଣାସ୍ଥଳରେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ମହିଳା ଗୁରୁତର ହୋଇଛନ୍ତି । ଗୁରୁତର ମହିଳାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଏଭଳି ଅଭାବନୀୟ ଘଟଣା ଦେଖିବାକୁ!-->…
ଆସନ୍ତା ୩୦ରୁ ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ଭିତରକନିକାରେ ପକ୍ଷୀ ଗଣନା
ରାଜନଗର : ଆସନ୍ତା ୩୦ ତାରିଖରୁ ଭିତରକନିକାରେ ପକ୍ଷୀ ଗଣନା । ଅଗଷ୍ଟ ୩୦ ତାରିଖରୁ ପକ୍ଷୀ ଗଣନା ଆରମ୍ଭ ହୋଇ ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ଚାଲିବ । ୩ ଦିନ ଧରି ପକ୍ଷୀ ଗଣନା ହେବ । ମଠଆଡିଆ, ଲକ୍ଷ୍ମୀପ୍ରସାଦଡ଼ିଆ, ଦୁର୍ଗାପ୍ରସାଦ ଡିଆ ଓ ବାଲିଡିଆରେ ପକ୍ଷୀ ଗଣନା କରାଯିବ । ଗତବର୍ଷ!-->…
ସରକାରଙ୍କ ନୂଆଁଖାଇ ଭେଟି: ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ୍ ୩ୟ କିସ୍ତି ଟଙ୍କା
ଭୁବନେଶ୍ୱର : ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ୍ ୩ୟ କିସ୍ତି ଟଙ୍କା । ଆଜି ଓୟୁଏଟିସ୍ଥିତ କୃଷି ଶିକ୍ଷା ସଦନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଏମ୍ କିଷାନର ତୃତୀୟ କିସ୍ତି ପ୍ରଦାନ ଡିବିଟି ଜରିଆରେ ୧୦୪୧ କୋଟି ଟଙ୍କା ପଠାଇଛ । ୨୮ ତାରିଖରେ ‘ନୂଆଁଖାଇ’ ପଡ଼ୁଥିବାରୁ ଏହାର!-->…
ପୁଣି ଶ୍ରୀମନ୍ଦିର ଭିତରେ ପଶିଲା ହିଡେନ୍ କ୍ୟାମେରା: ସୁଟିଂ କରୁଥିବା ସମୟରେ ଧରାପଡ଼ିଲେ ଯୁବକ
ପୁରୀ : ପୁଣି ଶ୍ରୀମନ୍ଦିର ଭିତରେ ପଶିଲା ହିଡେନ୍ କ୍ୟାମେରା । ଶ୍ରୀମନ୍ଦିର ଭିତରେ ଚଷମା ସହିତ ସଂଯୁକ୍ତ ହିଡେନ୍ କ୍ୟାମେରା ନେଇ ଜଣେ ବ୍ୟକ୍ତି ଭିଜୁଆଲ ସୁଟିଂ କରୁଥିବା ସମୟରେ ସୁରକ୍ଷା କର୍ମୀଙ୍କ ହାତରେ ଧରାପଡ଼ିଛନ୍ତି। ସମ୍ପୃକ୍ତ ବ୍ୟକ୍ତିଙ୍କୁ ସିଂହଦ୍ଵାର ଥାନାରେ ଅଟକ!-->…