Browsing Category

ଓଡିଶା

କମିବ ସରକାର ଓ ଜନତାଙ୍କ ମଧ୍ୟରେ ଦୂରତା, ଲୋକଙ୍କ ଠାରୁ ସିଧାସଳଖ ମତାମତ ନେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କୌଣସି ସରକାରୀ ଅଫିସରେ ଆପଣଙ୍କୁ ହଇରାଣ କରାଯାଉଛି କି? କୌଣସି ସରକାରୀ ଅଧିକାରୀ ଲାଞ୍ଚ ମାଗୁଛନ୍ତି କି? ଏହାପରେ ପୋଲିସ ଆପଣଙ୍କ ଅଭିଯୋଗ ଶୁଣୁନି କି? ତେବେ ଆଉ ଚିନ୍ତା କରନ୍ତୁନ୍ତି । ଏନେଇ ଆପଣ ଟୋଲ୍ ଫ୍ରି ନମ୍ବର ୧୪୪୭୧ରେ କଲ୍ କରି ତୁରନ୍ତ ଅଭିଯୋଗ କରିପାରିବେ । ଆଉ…

ଆଜି ଓ ଆସନ୍ତାକାଲି ଭୀଷଣ ବର୍ଷା, ୪୮ ଘଣ୍ଟା ଭିତରେ ଅଧିକ ହେବ ଶକ୍ତିଶାଳୀ ହେବ ଲଘୁଚାପ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେଲା ।  ଏହା ଉତ୍ତର ଦିଗରେ ଗତି କରି ଆଗାମୀ ୪୮ ଘଣ୍ଟା ଭିତରେ ଅଧିକ ଶକ୍ତିଶାଳୀ ହେବ ।  ଏହା ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଭୀଷଣ ବର୍ଷା ବପନ ଆଣିପାରେ । IMDର ପୂର୍ବାନୁମାନ, ଓଡ଼ିଶା ଉପକୂଳରେ ଆଜି…

କଟକ ରେଳ ଷ୍ଟେସନରେ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ ଛାତ,ଟ୍ରେନ ଚଳାଚଳ ବାଧାପ୍ରାପ୍ତ

କଟକ : କଟକ ରେଳ ଷ୍ଟେସନରେ ଅଘଟଣ । କଟକ ରେଲୱେ ଷ୍ଟେସନରେ ଭୁଶୁଡିଲା ନିର୍ମାଣାଧୀନ ଛାତ । ପ୍ଲାର୍ଟଫର୍ମ ୧ରେ ଭୁଶୁଡି ପଡିଛି ଛାତ । ଆରପିଏଫ ପୁଲିସ, ରେଲୱେ ଅଧିକାରୀ ଘଟଣାସ୍ଥଳରେ ଉପସ୍ଥିତ ରହିଛନ୍ତି । ଲୋକେ ଜୀବନ ବଞ୍ଚାଇବାକୁ ଦୌଡିଥିଲେ । ତେବେ ଏହି…

ଆତ୍ମସମର୍ପଣ କଲେ ୮ ନକ୍ସଲ

ମାଲକାନଗିରି: ସୀମାନ୍ତ ତେଲେଙ୍ଗାନା ରାଜ୍ୟର ଭଦ୍ରାଦୀ କଥାଗୁଡୁମ ଜିଲ୍ଲା ପୁଲିସ ନିକଟରେ ଆଜି ସକାଳେ ୮ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଛତିଶଗଡର ବିଜାପୁର ଅଂଚଳର ୮ ଜଣ ମାଓବାଦୀ ମୁଖ୍ୟସ୍ରୋତରେ…

ପୁରୀ ଏସପି ଭାବେ ଦାୟିତ୍ଵ ଗ୍ରହଣ କଲେ ପ୍ରତୀକ ସିଂହ

ପୁରୀ : ପୁରୀର ନୂତନ ଏସପି ଭାବେ ପ୍ରତୀକ ସିଂହ ଆଜି ବିଧିବଦ୍ଧ ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି । ବିଦାୟୀ ଏସପି ତଥା ଉତ୍ତରାଞ୍ଚଳ ଡିଆଇଜି ହୋଇଥିବା ପିନାକ ମିଶ୍ରଙ୍କ ଠାରୁ ସେ ଏହି ଦାୟିତ୍ବ ଗ୍ରହଣ କରିଥିଲେ । ଦାୟିତ୍ବ ଗ୍ରହଣ ପୂର୍ବରୁ ସେ ଗତକାଲି ଶ୍ରୀମନ୍ଦିର ଯାଇ…

ଫସଲ ଜଗିଥିବା ବେଳେ ଦମ୍ପତିଙ୍କୁ ଦଳି ଦେଲା ହାତୀ

ପଦ୍ମପୁର : ସ୍ୱାମୀ-ସ୍ତ୍ରୀଙ୍କୁ ଦଳିଲା ହାତୀ । ବରଗଡ ଜିଲ୍ଲା ପାଇକମାଲ ଥାନା ଟେମରି ପଂଚାୟତର ଧନ୍ଦୁପାଲି ଗାଁରେ ଅଘଟଣ । ଗତକାଲି ରାତିରେ ଫସଲ ଜଗିବା ପାଇଁ ବାରି ପଛପଟେ ଶୋଇଥିବା ବେଳେ ଉଭୟ ସ୍ୱାମୀ ସ୍ତ୍ରୀଙ୍କୁ ହାତୀ ଦଳିଛି। ଫଳରେ ଘଟଣା ସ୍ଥଳରେ ଉଭୟଙ୍କ ମୃତ୍ୟୁ ହୋଇଛି ।…

ମେଡିକାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ

ସୁନ୍ଦରଗଡ଼: ମେଡିକାଲ ଛାତରୁ ଡେଇଁ ରୋଗୀ ମୃତ । ସୁନ୍ଦରଗଡ଼ ଟାଉନଥାନା ସରକାରୀ ମେଡିକାଲ ଛାତରୁ ଡେଇଁ ଜୀବନ ହାରିଲେ ରେଗୀ । ଆଜି ଡିସଚାର୍ଜ ହୋଇଥାନ୍ତେ । କିନ୍ତୁ ମେଡିକାଲ କଲେଜର ତୃତୀୟ ମହଲାରୁ ଡେଇଁ ଜୀବନ ହାରିଛନ୍ତି। ଏହାର କାରଣ ଅସ୍ପଷ୍ଟ ରହିଛି। ରୋଗୀ ଜଣକ ସୁନ୍ଦରଗଡ଼ ସଦର ଥାନା…

ରାଜସ୍ବ ଅମଲା ସଂଘର ଆନ୍ଦୋଳନ ସ୍ଥଗିତ, ଆଜିଠୁ କାର୍ଯ୍ୟରେ ଯୋଗଦେବେ କର୍ମଚାରୀ

ଭୁବେନଶ୍ବର: ଆନ୍ଦୋଳନ ସ୍ଥଗିତ ରଖିଲା ରାଜସ୍ବ ଅମଲା ସଂଘ । ସରକାରଙ୍କ ପ୍ରତିଶୃତି ପରେ ହଟିଲା ଆନ୍ଦୋଳନ। ୧୫ ଦିନ ପରେ ଆନ୍ଦୋଳନ ସ୍ଥଗିତ ରଖାଯାଇଛି। ଆଜିଠୁ କାର୍ଯ୍ୟରେ ଯୋଗଦେବେ ଅମଲା କର୍ମଚାରୀ । ବନ୍ୟା ସ୍ଥିତି ଓ ପାର୍ବଣକୁ ଦୃଷ୍ଟିରେ ରଖି ଆନ୍ଦୋଳନ ସ୍ଥଗିତ ରଖାଯାଇଛି । ଗତକାଲି…

ରାଜ୍ୟରେ ‘ଆମ ଶାସନ’ ଆରମ୍ଭ ; ଏଣିକି ଲୋକଙ୍କ ସମସ୍ୟା ଶୁଣିବେ ମୁଖ୍ୟମନ୍ତ୍ରୀ ଓ ଅଧିକାରୀ

ଭୁବନେଶ୍ଵର : ରାଜ୍ୟରେ ଆରମ୍ଭ ହେଲା ‘ଆମ ଶାସନ’ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମ ଜରିଆରେ ଜନତାଙ୍କ ଠାରୁ ମତାମତ ନେବେ ସରକାର। ଜନତାଙ୍କ ନିକଟରେ ସମସ୍ତ ସରକାରୀ ସେବା କିପରି ପହଞ୍ଚିବ ଯୋଜନାର ସଫଳ ରୂପାୟନ କିପରି ହେବ ସମସ୍ୟା ଥିଲେ…

ୟୁଟ୍ୟୁବର ନିଖୋଜ; ବାରହା ପଥର ଜଳପ୍ରପାତକୁ ବଣଭୋଜି କରିବାକୁ ଯାଇଥିଲେ

ପୋଲସରା : ବଣଭୋଜି କରିବାକୁ ଯାଇ ୟୁଟ୍ୟୁବର ନିଖୋଜ । ସଂପୃକ୍ତ ୟୁଟ୍ୟୁବ ବ୍ଳଗର ଜଣଙ୍କ ନରେନ୍ଦ୍ର ସାହୁ । ତାଙ୍କ ଘର ପୋଲସରା ଥାନା ଅନ୍ତର୍ଗତ କଳମ୍ବ ଗାଁରେ । ଗଞ୍ଜାମ ଜିଲ୍ଲା ପାତ୍ରପୁରର ବୁରାତାଲ ପଞ୍ଚାୟତ ପର୍ଯ୍ୟଟନ ସ୍ଥଳ ମହେନ୍ଦ୍ରଗିରି ପର୍ବତର ପାଦଦେଶରେ ଥିବା ବାରହା ପଥର…