Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଜିଅନ୍ତା ଜଳିଗଲେ ଦମ୍ପତି; ଅଳ୍ପକେ ବର୍ତ୍ତିଲା ୯ ମାସର ଶିଶୁ ପୁତ୍ର
ନୂଆପଡା : ନୂଆପଡା ଜିଲ୍ଲା ଖଡିଆଳ ଥାନା ତୁକଲା ଗାଁରେ ଅଭାବନୀୟ ଘଟଣା ଘଟିଛି। ଅଗ୍ନିକାଣ୍ଡ ଦମ୍ପତି ଜୀବନ୍ତ ଦଗ୍ଧ ହୋଇଯାଇଥିବା ସୂଚନା ମିଳିଛି। ସୌଭାଗ୍ୟବଶତଃ ୯ ମାସର ଶିଶୁ ପୁତ୍ରଟି ଅଳ୍ପକେ ବର୍ତ୍ତି ଯାଇଛି। ମିଳିଥିବା ସୂଚନା ଅନୁଯାୟୀ ବାପା ମାଆ ଦୁହେଁ ଶିଶୁଟିକୁ ଖେଳାଉଥିବାବେଳେ!-->…
ଚାଷୀଙ୍କୁ ‘ନୂଆଁଖାଇ’ ଭେଟି: ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର କିସ୍ତି
ଭୁବନେଶ୍ବର: ଅଗଷ୍ଟ ୨୭ ତାରିଖ ଅର୍ଥାତ୍ ଆସନ୍ତାକାଲି ଚାଷୀଙ୍କୁ ମିଳିବ ରାଜ୍ୟ ସରକାରଙ୍କ ସିଏମ୍-କିଷାନ ଯୋଜନାର କିସ୍ତି । ଏହି ଯୋଜନାରେ ରାଜ୍ୟ ସରକାର ଦୁଇଟି କିସ୍ତିରେ ୪ହଜାର ଟଙ୍କା ପ୍ରଦାନ କରିଥାନ୍ତି । ୨୮ ତାରିଖ ‘ନୂଆଁଖାଇ’ ପଡୁଥିବାରୁ ଏହାର ଠିକ ଗୋଟିଏ ଦିନ ପୂର୍ବରୁ ଏହା!-->…
ନୂଆଖାଇ ଉପଲକ୍ଷେ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ନୂଆଖାଇ ପର୍ବ ଉପଲକ୍ଷେ ଚଳିତ ବର୍ଷ ଅଗଷ୍ଟ ୨୯ ତାରିଖକୁ ଛୁଟି ଘୋଷଣା କରାଯାଇଛି । କୃଷି ଭିତ୍ତିକ ଗଣପର୍ବ ନୂଆ ଖାଇ ଅବସରରେ ପ୍ରତିବର୍ଷ ଛୁଟି ଘୋଷଣା କରାଯାଇଥାଏ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଚଳିତ ବର୍ଷ ନୂଆଖାଇର ପରଦିନ ଅର୍ଥାତ ଅଗଷ୍ଟ ୨୯ ତାରିଖ ଶୁକ୍ରବାର!-->…
ସରକାରୀ ମେଡିକାଲ କଲେଜ ହସ୍ପିଟାଲ ଛାତରୁ ଡେଇଁ ମାନସିକ ଅନଗ୍ରସର ଥିବା ରୋଗୀ ମୃତ
ସୁନ୍ଦରଗଡ଼: ସରକାରୀ ମେଡିକାଲ କଲେଜ ହସ୍ପିଟାଲ ଛାତରୁ ଡେଇଁ ରୋଗୀ ମୃତ। ୩ ମହଲା ଛାତରୁ ଡେଇଁ ଜୀବନ ହାରିଲେ ଯୁବକ। ମୃତକ ମାନସିକ ଅନଗ୍ରସର ଥିବା ସୂଚନା ରହିଛି। ରବିବାର ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଯୁବକ।
ସୂଚନା ଅନୁସାରେ ଗତ ରବିବାର ଅପସ୍ମାର ରୋଗରେ ପୀଡ଼ିତ ହୋଇ ଭର୍ତ୍ତି!-->!-->!-->…
ଶ୍ରୀମନ୍ଦିର ପରିଚାଳନା କମିଟି ଗଠିତ: ୧୦ଜଣ ସଦସ୍ୟଙ୍କ ନାଁ ପ୍ରକାଶ ପାଇଲା
ପୁରୀ: ଶ୍ରୀମନ୍ଦିର ପରିଚାଳନା କମିଟି ଗଠିତ ହୋଇଛି । ୧୦ ସଦସ୍ୟଙ୍କୁ କମିଟିରେ ସ୍ଥାନ ମିଳିଛି । ଏନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ଏହି କମିଟିରେ ସିଦ୍ଧେଶ୍ୱର ମହାପାତ୍ର, କୃଷ୍ଣଚନ୍ଦ୍ର ସାମନ୍ତରାୟ, ମଧୁସୂଦନ ସିଂଘାରୀ, ଜଗନ୍ନାଥ ପୂଜାପଣ୍ଡା, ଗଣେଶ ଦାସ!-->!-->!-->…
କଟକ ପରେ ଭୁବନେଶ୍ୱର ପାଇଁ ଆସିଲା ଗଣେଶ ପୂଜା ଗାଇଡଲାଇନ୍
ଭୁବନେଶ୍ୱର: ରାତି ପାହିଲେ ଗଣେଶ ପୂଜା । ଏନେଇ ପୂଜା କମିଟି ଗୁଡିକ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ଅବସରରେ କଣ କରିହେବ କଣ ନାହିଁ ସେନେଇ ପୂର୍ବରୁ ସିଲଭର ସିଟି କଟକ ପାଇଁ ଗାଇଡଲାଇନ ଜାରି ହୋଇଥିବାବେଳେ, ଏବେ ରାଜଧାନୀ ଭୁବନେଶ୍ବର ପାଇଁ ସ୍ବତନ୍ତ୍ର ଗାଇଡଲାଇନ!-->…
ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଓଡିଶାରେ ସମବାୟ କ୍ଷେତ୍ରର ଅଭିବୃଦ୍ଧି ବିଷୟରେ ଆଲୋଚନା କଲେ କେନ୍ଦ୍ର ସମବାୟ ରାଷ୍ଟ୍ର…
ଭୁବନେଶ୍ୱର : ଆଜି ଲୋକସେବା ଭବନରେ କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀ ମୁରଲୀଧର ମୋହୋଲ୍ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀଙ୍କ ସହିତ ଓଡିଶାରେ ସମବାୟ କ୍ଷେତ୍ରର ଅଭିବୃଦ୍ଧି ବିଷୟରେ ଆଲୋଚନା କରିଛନ୍ତି।
!-->!-->!-->…
ପୋଖରୀରୁ କୁମ୍ଭୀର ଉଦ୍ଧାର
କେନ୍ଦ୍ରାପଡ଼ା: ପୋଖରୀରୁ ଧରାଗଲା କୁମ୍ଭୀର। କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ପେଣ୍ଠ ଗ୍ରାମର ରବୀନ୍ଦ୍ର ମହାନ୍ତିଙ୍କ ପୋଖରୀରୁ ସୋମବାର ଏକ କୁମ୍ଭୀର ଉଦ୍ଧାର କରାଯାଇଛି। ବନ ବିଭାଗ କର୍ମଚାରୀମାନେ କୁମ୍ଭୀରକୁ ଧରି ହବଳ ନାଳରେ ଛାଡ଼ିଦେଇଛନ୍ତି।
ସୂଚନା ଅନୁସାରେ,!-->!-->!-->…
ଭୁବନେଶ୍ୱର ବିମାନବନ୍ଦରରେ ଖୋଲିଲା ‘ଉଡାନ ଯାତ୍ରୀ’ କାଫେ
ଭୁବନେଶ୍ୱର: କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ ରାମ ମୋହନ ନାଇଡୁ ସୋମବାର ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ଯାତ୍ରୀଙ୍କ ପାଇଁ ସୁଲଭ ଖାଦ୍ୟ ଏବଂ ପାନୀୟ ବିକଳ୍ପ ସହିତ ‘ଉଡାନ ଯାତ୍ରୀ’ କାଫେର ଉଦଘାଟନ କରିଛନ୍ତି।
ଏହି ପଦକ୍ଷେପ ସମସ୍ତ!-->!-->!-->…
ନେପାଳରେ ୨ ସ୍ଵର୍ଣ୍ଣ ପଦକ ଜିତି ଦେଶ ପାଇଁ ଗୌରବ ଆଣିଲେ ଓଡ଼ିଆ ପୁଅ ଦେବୀ ପ୍ରସାଦ
ପୁରୀ: ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣିଲେ ଓଡିଆ ପୁଅ । ନେପାଳରେ ୨ଟି ସ୍ଵର୍ଣ୍ଣ ପଦକ ଜିତିଲେ ଓଡ଼ିଆ ତଥା ଶ୍ରୀକ୍ଷେତ୍ରର ପୁଅ ଦେବୀ ପ୍ରସାଦ । ଏସିଆନ୍ ଶକ୍ତିଉତ୍ତୋଳନ ପ୍ରତିଯୋଗୀତାରେ ବାଜିମାତ କରିଛନ୍ତି ଦେବୀ । ଏସିଆନ ପ୍ରତିଯୋଗୀତା ପାଇଁ ମନୋନୀତ ହୋଇ ୧୫ ଅଗଷ୍ଟରୁ ୧୭ ଅଗଷ୍ଟ!-->…