Browsing Category

ଓଡିଶା

ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ସମସ୍ତ ସାତଟି ସୁଡ଼ଙ୍ଗ ଖନନ କାର୍ଯ୍ୟ ଶେଷ

ଭୁବନେଶ୍ୱର,୧।୬: ଭାରତୀୟ ରେଳବାଇର ଏକ ପ୍ରମୁଖ ପ୍ରକଳ୍ପ ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ନୂତନ ରେଳ ଲାଇନ ପ୍ରକଳ୍ପ ଏକ ଐତିହାସିକ ମାଇଲଖୁଣ୍ଟରେ ପହଞ୍ଚିଛି। ନୟାଗଡ଼ ଜିଲାର ବୁଗୁଡ଼ା ଓ ଦାଶପଲ୍ଲା ମଧ୍ୟରେ ଅବସ୍ଥିତ ସୁଡ଼ଙ୍ଗ ନମ୍ବର T2 ର ଅନ୍ତିମ ବ୍ରେକଥ୍ରୁ ମେ ୩୦, ୨୦୨୫ରେ ସଫଳତାର ସହ

କଳିଙ୍ଗ ଷ୍ଟୁଡ଼ିଓ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ: ଦେଲେ ବଡ ନିର୍ଦ୍ଦେଶ

ଭୁବନେଶ୍ୱର,୧।୬: ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳିଙ୍ଗ ଷ୍ଟୁଡ଼ିଓ ପରିଦର୍ଶନ କରି ଏହାକୁ ଏକ ସ୍ୱୟଂ ସମ୍ପୂର୍ଣ୍ଣ ଅତ୍ୟାଧୁନିକ ଷ୍ଟୁଡ଼ିଓ ଭାବେ ବିକଶିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ଏକ ଡିପିଆର୍‍ ପ୍ରସ୍ତୁତ କରିବା ପାଇଁ ସେ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ।

ବେଆଇନ ମଦ କାରବାରକୁ ବିଜେପି ନେତା ପ୍ରଶୟ ଦେଉଛନ୍ତି: ସପ୍ତଗିରି

ଲକ୍ଷ୍ମୀପୁର: ରାଜ୍ୟରେ ବେଆଇନ ମଦ କାରବାର ଚାଲିଛି। ବେଆଇନ ମଦ କାରବାରକୁ ବିଜେପି ନେତା ପ୍ରଶୟ ଦେଉଛନ୍ତି। ଏହା ଏକ ନିନ୍ଦନୀୟ ଘଟଣା। ପୁଲିସ ଓ ଅବକାରୀ ବିଭାଗର ଜାଣତରେ ଲକ୍ଷ୍ମୀପରୁରେ ବେଆଇନ ମଦ କାରବାର ହେଉଛି। ଏହାର ସ୍ଥାନୀୟ ବିଜେପି ନେତାମାନେ ମଧ୍ୟ ସମର୍ଥନ କରୁଛନ୍ତି।

ବିଧାୟକଙ୍କ ଜିଦ୍ ପରେ ନଇଁଲା ପ୍ରଶାସନ: ଜୁନ୍‌ ୬ରେ ତ୍ରିପାକ୍ଷିକ ଆଲୋଚନା, ନିଷ୍ପତ୍ତି ଯାଏଁ କୋଇଲା ପରିବହନ ବନ୍ଦ

ସୁନ୍ଦରଗଡ଼: ‘ଅଟକ ନୁହେଁ, ଆମକୁ ଗିରଫ କରି ଜେଲ୍‌ ପଠାଅ । ନଚେତ କୋର୍ଟ ଆଦେଶ ଆସିବା ଯାଏଁ ରେଳ ସାଇଡିଂରେ କୋଇଲା ପରିବହନ ବନ୍ଦ କର’। ଶୁକ୍ରବାର ବରପାଲି ଆନ୍ଦୋଳନସ୍ଥଳରୁ ୭୦ ଜଣ ଗ୍ରାମବାସୀଙ୍କ ସହ ତାଙ୍କୁ ପୁଲିସ ଉଠାଇ ଆଣିବା ପରେ ସୁନ୍ଦରଗଡ଼ ବିଧାୟକ ଯୋଗେଶ କୁମାର ସିଂ ଏହି ଜିଦ୍‌

ବିସ୍ଫୋରକ ଭର୍ତ୍ତି ଦୁଇଟି ଗାଡ଼ି ଜବତ

ରାଉରକେଲା: ରାଉରକେଲା ରଘୁନାଥ ପାଲି ଥାନା ଅନ୍ତର୍ଗତ ଦେଓଗାଁ ବାଲୁଘାଟ ନିକଟରୁ ରବିବାର ଦୁଇଟି ବିସ୍ଫୋରକ ଭର୍ତ୍ତି ଗାଡ଼ି ଜବତ ହୋଇଛି। ଗାଡ଼ିରୁ ୧୧୬ ପେଟି ବିସ୍ଫୋରକ ସାମଗ୍ରୀ ଜବତ ହୋଇଥିବା ସୂଚନା ମିଳିଛି। ବେଆଇନ ଭାବେ ବିସ୍ଫୋରକ ସାମଗ୍ରୀ ଚାଲାଣ କରାଯାଉଥିବା ସମୟରେ ଏହାକୁ ଜବତ

ଓମ୍‌ଫେଡ଼ କ୍ଷୀର ଦର ୨ ଟଙ୍କା ବଢିବ, ଲିଟର ପିଛା ୩ ଟଙ୍କା ଅଧିକ ଦାମ୍ ପାଇବେ ଉତ୍ପାଦକ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ସ୍ଥାନୀୟ ଲୋକସେବା ଭବନ ସମ୍ମେଳନ କକ୍ଷରେ ରାଜ୍ୟସ୍ତରୀୟ ବିଶ୍ବ ଦୁଗ୍ଧ ଦିବସ-୨୦୨୫ ପାଳିତ ହୋଇଯାଇଛି। ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଓମଫେଡ଼ ଦୁଗ୍ଧ ଉତ୍ପାଦକମାନଙ୍କୁ ସରକାରଙ୍କ ତରଫରୁ

ଓଡ଼ିଶାରେ ଆଜି ପୁଣି ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ‌, ସଂଖ୍ୟା ୧୨କୁ ବୃଦ୍ଧି

ଭୁବନେଶ୍ବର: କୋଭିଡ୍‌-୧୯ ପୁଣି ଥରେ ସାରା ଭାରତରେ ମୁଣ୍ଡ ଟେକିବା ଆରମ୍ଭ କରିଛି। ଏଣେ ଓଡ଼ିଶାରେ ଆଜି ପୁଣି ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ‌ହୋଇଛନ୍ତି। ଏନେଇ ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି। ଏହାଫଳରେ ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ

ସେବାୟତଙ୍କ ବିବାଦରୁ ନୀତି ୬ ଘଣ୍ଟା ବିଳମ୍ବ: ମଙ୍ଗଳଆଳତି ନହେଉଣୁ ହେଲା ସାହାଣମେଲା ଦର୍ଶନ

ଭୁବନେଶ୍ବର: ପ୍ରଭୁ ଲିଙ୍ଗରାଜଙ୍କ ନୀତିରେ କୌଣସି ସମସ୍ୟା ହେବ ନାହିଁ। ସେବାୟତଙ୍କ ଭିତରେ ଯଦି କୌଣସି ବିବାଦ ଉପୁଜେ, ସେଥିପାଇଁ ପ୍ରଭୁଙ୍କ ନୀତିରେ କୌଣସି ପ୍ରଭାବ ପଡ଼ିବ ନାହିଁ। ଯଦି ନୀତିରେ ବିଶୃଙ୍ଖଳା ଦେଖାଯାଏ ତେବେ ସଂପୃକ୍ତ ସେବାୟତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ

ନବ ଦାସ ହତ୍ୟା ମାମଲା: ତ୍ୱରିତ ବିଚାର ପାଇଁ ପିପିଙ୍କ ସହ କ୍ରାଇମବ୍ରାଞ୍ଚର ଆଲୋଚନା

ଝାରସୁଗୁଡ଼ା: ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାର ପୁନଃ ତଦନ୍ତର ଦ୍ଵିତୀୟ ପର୍ଯ୍ୟାୟ ଛାନଭିନ ଗତକାଲିଠାରୁ ଆରମ୍ଭ ହୋଇଛି। ଆଜି ଦ୍ୱିତୀୟ ଦିନରେ ଅତିରିକ୍ତ ଏସପି ବିଜୟ ମଲ୍ଲିକ ଝାରସୁଗୁଡ଼ା ଅତିରିକ୍ତ ଦୌରା ଜଜଙ୍କ କୋର୍ଟରେ ପହଞ୍ଚି ପବ୍ଲିକ ପ୍ରସିକ୍ୟୁଟରଙ୍କ ସହ ଦୀର୍ଘ ଅଧ ଘଣ୍ଟା ଧରି

ଖୁବ୍ ଶୀଘ୍ର ବଦଳିବ ମାଷ୍ଟରକ୍ୟାଣ୍ଟିନ୍ ଛକର ନାଁ : ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ବର: ବଦଳିବ ରାଜଧାନୀର ଚଳଚଞ୍ଚଳ ଛକ ମାଷ୍ଟରକାଣ୍ଟିନର ନାଁ । ଖୁବ୍ ଶୀଘ୍ର ଏହାର ନାମ ପରିବର୍ତ୍ତନ କରାଯାଇ, ଓଡିଶାର ବରପୁତ୍ରଙ୍କ ନାଁରେ ନାମକରଣ କରାଯିବ । ଏନେଇ ସୂଚନା ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ଓଡ଼ିଶାରେ ଓଡ଼ିଆ ଅସ୍ମିତାକୁ