Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
୧୯ ଘଣ୍ଟା ଅଟକ ପରେ ମୁକ୍ତ ହେଲେ ସୁନ୍ଦରଗଡ଼ ବିଧାୟକ
ସୁନ୍ଦରଗଡ଼: ୧୯ ଘଣ୍ଟା ଅଟକ ପରେ ବିଧାୟକ ଯୋଗେଶ ସିଂ ଏବଂ ଗ୍ରାମବାସୀଙ୍କୁ ଛାଡ଼ିଲା ପୁଲିସ। ଉପ ଜିଲ୍ଲାପାଳ, ଅତିରିକ୍ତ ଏସ ପି ଏବଂ ଏସ ଡି ପି ଓ ଅଟକ ବିଧାୟକ ଓ ଗ୍ରାମବାସୀଙ୍କ ସହ ଆଲୋଚନା ପରେ ପୁଲିସ ଛାଡ଼ିଥିବା ଜଣାଯାଇଛି। ଜିଲ୍ଲା ପ୍ରଶାସନ, ପୁଲିସ, ଗ୍ରାମବାସୀ ଏବଂ ବିଧାୟକଙ୍କ!-->…
ଭାଇ ବୋହୂଙ୍କୁ ଦୁଷ୍କର୍ମ ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହେଲା ଦେଢ଼ଶୁର, ୧୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ
କଟକ : ଭାଇ ବୋହୂଙ୍କୁ ଦୁଷ୍କର୍ମ ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇ, ସଜ୍ଜା ଭୋଗିଲେ ଦେଢ଼ଶୁର। ଏକ ଦୁଷ୍କର୍ମ ଅଭିଯୋଗ ମାମଲାର ଶୁଣାଣି କରି ଆଜି ରାୟ ପ୍ରକାଶ କରିଛନ୍ତି କଟକ ଅତିରିକ୍ତ ଜିଲ୍ଲା ଦୌରା ଜଜ୍ କୋର୍ଟ। ଦୁଷ୍କର୍ମକାରୀକୁ ୧୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଶୁଣାଇବା ସହିତ,!-->…
୭ ଦୁର୍ଦ୍ଦାନ୍ତ ଅପରାଧି ଗିରଫ, ୭ ମାଉଜର ଓ ୬ ମାଗାଜିନ ଜବତ
ବ୍ରହ୍ମପୁର : ବ୍ରହ୍ମପୁର ବୈଦ୍ୟନାଥପୁର ଓ ଗୋଷାଣି ନୂଆଗାଁ ପୋଲିସର ଚଢ଼ାଉ । ୭ ଦୁର୍ଦ୍ଦାନ୍ତ ଅପରାଧି ଗିରଫ । ସେମାନଙ୍କ ନିକଟରୁ ୭ମାଉଜର, ୬ ମାଗାଜିନ, ୩୪ ଗୁଳି, ନଗଦ ୧ଲକ୍ଷ ୧୧ ହଜାର ଟଙ୍କା ଜବତ ହୋଇଛି । ବଡ଼ଧରଣର ଅପରାଧ ଘଟାଇବାକୁ ଯୋଜନା କରୁଥିବା ଜଣାପଡିଛି । ଗିରଫ ଅପରାଧୀଙ୍କ!-->…
ଜୁନ୍ ୧୨ରୁ ସିଧା ଆବୁଧାବିକୁ ଉଡିବ ବିମାନ
ଭୁବନେଶ୍ବର: ସିଧା ରାଜଧାନୀ ଭୁବନେଶ୍ବରରୁ ୟୁଏଇ ରାଜଧାନୀ ଆବୁଧାବି ସହ ସଂଯୋଗ ହେବ ବିମାନ ସେବା । ଆସନ୍ତା ଜୁନ୍ ୧୨ ତାରିଖରେ ଭୁବନେଶ୍ୱର ବିମାନବନ୍ଦରରୁ ସିଧା ୟୁନାଇଟେଡ୍ ଆରବ ଏମିରେଟ୍ସ (ୟୁଏଇ)ର ରାଜଧାନୀ ଆବୁଧାବିକୁ ବିମାନ ଉଡ଼ିବ । ଦୁବାଇ,!-->…
କ୍ରୁଟର ବଡ଼ ନିଷ୍ପତ୍ତି: ଏଣିକି ୫ ବର୍ଷ ଅଭିଜ୍ଞତା ନଥିଲେ ଆମ ବସ୍ ଡ୍ରାଇଭିଂ ମନା
ଭୁବନେଶ୍ୱର: ଗତ କିଛି ଦିନ ହେବ ଆମ ବସ୍ ଦ୍ୱାରା ଅନେକ ଦୁର୍ଘଟଣା ଘଟିଛି। ଫଳରେ ଅନେକ ଲୋକଙ୍କ ଜୀବନ ମଧ୍ୟ ଯାଇଛି। ଏନେଇ ବାରମ୍ବାର ଅଭିଯୋଗ ମଧ୍ୟ ହୋଇଆସୁଥିଲା। ଫଳରେ ଆମ ବସ୍ ଦୁର୍ଘଟଣା ପରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି କ୍ରୁଟ। ଏଣିକି ସବୁ ଡ୍ରାଇଭରଙ୍କର ଦକ୍ଷତା ଯାଞ୍ଚ କରାଯିବ। ୫!-->…
ଓଡ଼ିଶାରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୭କୁ ବୃଦ୍ଧି, ଭୟଭୀତ ନ ହେବାକୁ କହିଲା ସ୍ବାସ୍ଥ୍ୟ ବିଭାଗ
ଭୁବନେଶ୍ୱର : ଓଡ଼ିଶାରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୭କୁ ବୃଦ୍ଧି । ଗତକାଲି ରାଜ୍ୟରେ କୋଭିଡ ପଜିଟିଭଙ୍କ ସଂଖ୍ୟା ୫ ରହିଥିଲା । ଏବେ ଆଉ ଦୁଇ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୭ ଛୁଇଁଛି । ଏହା କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ସଚିବ!-->…
ବିଳମ୍ବରେ ଅଫିସ ଆସିବାରୁ ୧୫ ଜଣଙ୍କ ଦରମା ବନ୍ଦ କଲେ କଟକ ଉନ୍ନୟନ କର୍ତ୍ତୃପକ୍ଷ
କଟକ: ସରକାରୀ କର୍ମଚାରୀଙ୍କୁ ତାଗିଦ୍ କଲେ କଟକ ଉନ୍ନୟନ କର୍ତ୍ତୃପକ୍ଷ। ଏଣିକି ଅଫିସରେ ଡେରିରେ ପହଞ୍ଚିଲେ ହୋଇ ପାରେ ଦରମା ବନ୍ଦ। ବିଳମ୍ବରେ ଅଫିସ ଆସୁଥିବା ସିଡିଏର ୧୫ଜଣ କର୍ମଚାରୀଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କଟକ ଉନ୍ନୟନ କର୍ତ୍ତୃପକ୍ଷର ସଚିବ ଶ୍ଵେତ କୁମାର ଦାଶ।
!-->!-->!-->…
ଓପିଏସସିଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ଭର୍ତ୍ସନା, ଓପିଏସସିରେ ଅଛନ୍ତି କିଛି ଅହଂକାରୀ ବ୍ୟକ୍ତି
ଭୁବନେଶ୍ୱର : ଓଡ଼ିଶା ଲୋକସେବା ଆୟୋଗ-ଓପିଏସସିଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ଭର୍ତ୍ସନା । ଓପିଏସସିରେ ଅଛନ୍ତି କିଛି ଅହଂକାରୀ ବ୍ୟକ୍ତି । କମିଶନ ଖୁବ ଜିଦଖୋର । ନିଜକୁ ବହୁତ ବଡ଼ ଭାବୁଛନ୍ତି । ଏଥିପାଇଁ ଭୁଲ କଲେ ବି କମିଶନ ସ୍ବୀକାର କରୁନାହାନ୍ତି । ଓଜେଏସ ମୂଲ୍ୟାୟନ!-->…
ପ୍ରାକୃତିକ ବିପର୍ଯ୍ୟୟର କ୍ଷତିଗ୍ରସ୍ତ ଚାଷୀଙ୍କୁ ମିଳିବ କ୍ଷତିପୂରଣ: ରାଜସ୍ୱ ମନ୍ତ୍ରୀ
ଭୁବନେଶ୍ୱର: ଚଳିତ ବର୍ଷ ସଅଳ ଆସିଲା ମୌସୁମୀ। ସେହିପରି ଲଘୁଚାପ ଯୋଗୁଁ ଅଦିନିଆ ବର୍ଷା ହୋଇଛି। ଏହି ଅଦିନିଆ ବର୍ଷା ଯୋଗୁଁ ହୋଇପାରେ ଚାଷୀଙ୍କ ବଡ଼ କ୍ଷତି। ଏହାକୁ ଦୃଷ୍ଟିରେ ରଖି ରାଜସ୍ୱ ମନ୍ତ୍ରୀ ଏକ ବଡ଼ ସୂଚନା ଘୋଷଣା କରିଛନ୍ତି। ସେ କହିଛନ୍ତି, ଅଦିନିଆ ବର୍ଷାରେ ଯଦି କୌଣସି ଚାଷୀଙ୍କ!-->…
ଗିରଫ ହେଲେ କୁବେର ଯନ୍ତ୍ରୀ ବୈକୁଣ୍ଠ ନାଥ ଷଡ଼ଙ୍ଗୀ
ଭୁବନେଶ୍ୱର : ଗିରଫ ହେଲେ କୁବେର ଯନ୍ତ୍ରୀ ବୈକୁଣ୍ଠ ନାଥ ଷଡ଼ଙ୍ଗୀ । ଆଜି ଚାକିରିରୁ ରିଟାୟର୍ଡ କରିଥାନ୍ତେ । ଆୟବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟଯନ୍ତ୍ରୀ ବୈକୁଣ୍ଠ ନାଥ ଷଡ଼ଙ୍ଗୀଙ୍କ ଘରେ ଗତକାଲି ଚଢଉ କରିଥିଲା!-->…