Browsing Category

ଓଡିଶା

ରାସ୍ତା ତଳକୁ ଖସିଲା ବସ୍, ଶହେରୁ ଅଧିକ ଯାତ୍ରୀ ଅଳ୍ପକେ ବର୍ତ୍ତିଲେ

ଭଦ୍ରକ : ଓଭରଟେକ ହେଲା କାଳ । ରାସ୍ତା ତଳକୁ ଖସିଲା ବସ୍ ।  ଅଳ୍ପକେ ବର୍ତ୍ତିଲେ ଶହେରୁ ଅଧିକ ଯାତ୍ରୀ । ବସଟି ଔପଦାରୁ ଭୁବନେଶ୍ବର ଯାଉଥିବାବେଳେ ଅଗରପଡ଼ା ବରପଦା ରାସ୍ତାର ଧୋବା ଗଡିଆ ଛକ ନିକଟରେ ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସି ପଡିଥିଲା ।  ତେବେ ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି…

ଭିଜିଲାନ୍ସ ଜାଲରେ ସିନିୟର ଆସିଷ୍ଟାଣ୍ଟ, ୧ କୋଟି ୨୪ ଲକ୍ଷ ଅର୍ଥ ଘୋଟଲା ଅଭିଯୋଗ

କଟକ : ସିନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ। କଟକ CDMOର ସିନିୟର ଆସିଷ୍ଟାଣ୍ଟ କିଶୋର କୁମାର ସାହାଣୀଙ୍କ ଘରେ ଭିଜିଲାନ୍ସ ରେଡ୍ । ସରକାରୀ ଅର୍ଥ ହେରଫେର ଅଭିଯୋଗରେ ଚାଲିଛି ଚଢାଉ । ଏକକାଳୀନ ୫ଟି ସ୍ଥାନରେ ଚାଲିଛି ରେଡ୍ । ଏକ କୋଟି ୨୪ ଲକ୍ଷ ସରକାରୀ ଅର୍ଥ ଘୋଟଲା ଅଭିଯୋଗ…

ପୂର୍ବ ଶତ୍ରୁତାକୁ ନେଇ ସାଙ୍ଗକୁ ଛୁରି ଭୁସି ହତ୍ୟା କଲା ସାଙ୍ଗ

ପୁରୀ : ପୁରୀ ବଳିଆପଣ୍ଡା ଥାନା ଅନ୍ତର୍ଗତ ହୋଟେଲ ଷ୍ଟର୍ଲିଂ ମଙ୍ଗଳା ମୁହାଣ ନିକଟରେ ହତ୍ୟାକାଣ୍ଡ । ପୂର୍ବ ଶତ୍ରୁତାକୁ ନେଇ ହତ୍ୟାକାଣ୍ଡ ହୋଇଥିବା ସୂଚନା । ମୃତକ ବାସେଳିସାହି ଥାନପତି ଲେନ୍ ର ରାଜେଶ ଓଝା । ରଜେଶଙ୍କୁ ତାଙ୍କ ଅନ୍ତରଙ୍ଗ ବନ୍ଧୁ ଛୁରୀ ଭୁସି ହତ୍ୟା କରିଥିବା ସନ୍ଦେହ…

୨୫ରେ ପୁଣି ଏକ ଲଘୁଚାପ; ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷିବ!

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୫ ତାରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । ଏନେଇ ଭୁବନେଶ୍ୱର…

ଏଣିକି ସରକାରୀ ବସରେ ମାଗଣା ଯିବେ ଛାତ୍ରଛାତ୍ରୀ: ମନ୍ତ୍ରୀ

ଭୁବନେଶ୍ୱର : ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ଏଣିକି ସରକାରୀ ବସ୍‌ରେ ଛାତ୍ରଛାତ୍ରୀ ମାଗଣା ସ୍କୁଲ ଯାଇପାରିବେ। ପରିଚୟପତ୍ର ଦେଖାଇ ମାଗଣାରେ ଛାତ୍ରଛାତ୍ରୀ ସ୍କୁଲ ଯିବେ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି । ସେ…

୩ ବର୍ଷରେ ନିଯୁକ୍ତ ହେବେ ୪୫ ହଜାର ଶିକ୍ଷକ

ଭୁବନେଶ୍ୱର: ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ଓଡ଼ିଶାରେ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ଵାରୋପ କରିଛନ୍ତି। ମୁଖ୍ୟମନ୍ତ୍ରୀ ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଅଧିକ ଫୋକସ୍ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଆଜି ଲୋକସେବା ଭବନରେ…

ଦିଗପହଣ୍ଡି ପୋଲିସ ୪ ଲୁଟେରାଙ୍କୁ ଗିରଫ କରିବା ସହ ୨୫୦ ଗ୍ରାମ ସୁନା ଅଳଙ୍କାର ଓ ଦେଢ଼ ଲକ୍ଷ ଟଙ୍କା କଲା ଜବତ….

ଚୋରୀ ସୁନା କ୍ରୟ କରିଥିବା ଜୁଏଲରି ସଂଘ ସଭାପତିଙ୍କ ନିକଟରୁ ମଧ୍ୟ ଜବତ…. ଘଣ୍ଟ ଘୋଡାଉଛି କି ପୋଲିସ..ଗହଣା ବ୍ୟବସାୟୀ କୁ ଗିରଫ କରିନି ପୋଲିସବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡି ଥାନା ବଡ଼ ଡୁମ୍ବୁଳା ପଞ୍ଚାୟତର ସୁମନ୍ତ ପୁର ଗ୍ରାମର ପ୍ରହଲ୍ଲାଦଙ୍କ ଘରୁ ନଗଦ ୩ ଲକ୍ଷ ୨୦…

ଗାଧେଇବାକୁ ଯାଇ ପୋଖରୀରେ ବୁଡିଗଲେ ମା’-ଝିଅ

ଲମତାପୁଟ :  ଗାଁ ପୋଖରୀରେ ବୁଡି ମା-ଝିଅଙ୍କ ମୃତ୍ୟୁ ଘଟିଛି  ।  ଏଭଳି ଦୁଃଖଦ ଘଟଣା ଘଟିଛି ଲମତାପୁଟ ବ୍ଲକ କୁମାରଗନ୍ଧନା ପଞ୍ଚାୟତ ବାଲିଆ ଗାଁରେ । ଉଭୟ ମୃତକ  ହେଲେ ନନ୍ଦପୁର ବ୍ଲକ ଅରଗଣ୍ଡା ଗାଁର ମା’ ନମିତା ମାଝୀ ଓ ଝିଅ ସୁମିତ୍ରା ମାଝୀ । ମା’ ନମିତା  ଝିଅ ସୁମିତ୍ରାଙ୍କ ସହ ବାପା…

ନିଯୁକ୍ତ ସ୍ଥାନରେ ଯୋଗ ନଦେଲେ ହେବ ଦରମା ବନ୍ଦ; ଚେତାବନୀ ଦେଲେ କୃଷି ସଚିବ

ଭୁବନେଶ୍ୱର: କୃଷି ସଚିବ ଡ. ଅରବିନ୍ଦ କୁମାର ପାଢୀ ଏକ ଆଦେଶନାମା ଜାରି । ସେ କହିଛନ୍ତି ଯେ, ସମସ୍ତ ପଦୋନ୍ନତିପ୍ରାପ୍ତ / ବଦଳି ହୋଇଥିବା ଅଧିକାରୀମାନେ ବିଳମ୍ବ ନକରି ସେମାନଙ୍କର ନିଯୁକ୍ତ ସ୍ଥାନରେ ଯୋଗଦେବା ଉଚିତ ଏବଂ କୌଣସି ପରିସ୍ଥିତିରେ ସରକାରୀ ନିର୍ଦ୍ଦେଶର କାର୍ଯ୍ୟକାରିତାକୁ…

ଲାଞ୍ଚ ନେଇ ଗିରଫ ହେଲେ ବୁଣ୍ଡିଆ ମାଇନ୍ସର ସବ୍ ଏରିଆ ମ୍ୟାନେଜର

ସମ୍ବଲପୁର: 20 ହଜାର ଟଙ୍କା ଲାଞ୍ଚ ମାମଲାରେ ସିବିଆଇ MCL ର ଝାରସୁଗୁଡା ସ୍ଥିତ ହୀରାକୁଦ ବୁଣ୍ଡିଆ ମାଇନ୍ସ ର ସବ ଏରିଆ ମ୍ୟାନେଜର ଅସିତ୍ କୁମାର ଓ ଜଣେ ପ୍ରାଇଭେଟ୍ ପର୍ସନ ବିଟୁ ରାମକୁ ଗିରଫ କରିଛି । ଅଭିଯୋଗ କରୀଙ୍କ ଠାରୁ ଏକ ମାମଲାର ତଦନ୍ତ କୁ ରଫା ଦଫା କରିବାକୁ ଅସିତ୍ କୁମାର ବିଟୁ…