Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଶିଶୁ ସୁରକ୍ଷା ଏବଂ ଆଇନଗତ ବ୍ୟବସ୍ଥା ଉପରେ ପରାମର୍ଶ କର୍ମଶାଳା ଅନୁଷ୍ଠିତ
ଭୁବନେଶ୍ୱର: ଆଜି ପୋଲିସ୍ ସେବା ସଦନ ସମ୍ମିଳନୀ କକ୍ଷରେ ଶିଶୁ ସୁରକ୍ଷା ଏବଂ ଆଇନଗତ ବ୍ୟବସ୍ଥା ଉପରେ ପରାମର୍ଶ ତଥା ମତ ବିନିମୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଭୁବନେଶ୍ଵର-କଟକ ପୋଲିସ କମିଶନରେଟ ଏବଂ ଚାଇଲ୍ଡ ଇନ ନୀଡ ଇନଷ୍ଟିଚ୍ୟୁଟ୍ (ସିନି)ର ମିଳିତ ସହଯୋଗରେ ଏବଂ ଟେରେଡ଼େସ ହୋମସ,!-->…
ଭୁବନେଶ୍ୱରରେ ଏଏସଆଇ ମହାନିର୍ଦେଶକ ଓ୍ବାଇ.ଏସ. ରାଓ୍ବତ
ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ଭାରତୀୟ ପ୍ରତ୍ନତତ୍ତ୍ଵ ସର୍ବେକ୍ଷଣ ସଂସ୍ଥା(ଏଏସଆଇ) ମହାନିର୍ଦେଶକ ଓ୍ବାଇ.ଏସ. ରାଓ୍ବତ। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଶୁକ୍ରବାର ସେ ଭୁବନେଶ୍ଵରରେ ପହଞ୍ଚିଛନ୍ତି। କୋଣାର୍କ ସୂର୍ଯ୍ୟ ମନ୍ଦିର, ଖଣ୍ଡଗିରି, ରତ୍ନଗିରି ଯାଇ ସ୍ଥିତି ପରଖିବେ ରାଓ୍ବତ।!-->…
ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ମ୍ୟୁନିସିପାଲଟି କିରାଣି
ବାରିପଦା: ଲାଞ୍ଚ ମାଗିବା ପଡିଲା ମହଙ୍ଗା। ଲାଞ୍ଚ ନେବା ବେଳେ ଧରାପଡ଼ିଲେ ମ୍ୟୁନିସିପାଲଟି କିରାଣି। ବାରିପଦା ମ୍ୟୁନିସିପାଲଟିର କିରାଣି ଗୋପାଳ ପ୍ରଧାନ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡିବସିଲା ଭିଜିଲାନ୍ସ ଟିମ। ଏମ ଡି ଜାଭେଦଙ୍କ ବାପାଙ୍କ ନାଁରେ ବାରିପଦା ସହର ଟ୍ରାଫିକ ଛକ!-->…
ଲିଙ୍ଗରାଜ ମନ୍ଦିରରେ ପଶିଲେ ଅଣହିନ୍ଦୁ, ସ୍ୱତନ୍ତ୍ର ନୀତିରେ ହେଲା ମନ୍ଦିର ଶୁଦ୍ଧୀକରଣ
ଭୁବନେଶ୍ୱର: ଲିଙ୍ଗରାଜ ମନ୍ଦିରରେ ପଶିଲେ ଅଣହିନ୍ଦୁ । ଯାହାପରେ ପ୍ରଭୁ ଲିଙ୍ଗରାଜଙ୍କ ସମସ୍ତ ନୀତିକାନ୍ତି ବନ୍ଦ ରହିଥିଲା । ସେବାୟତ ମାନେ ସେମାନଙ୍କୁ ଚିହ୍ନଟ କରି ଥାନାରେ ଜିମା ଦେଇଥିଲେ । ମନ୍ଦିରରେ ବଡ଼ ଘୋକାଳ ନୀତି ହେବା ପରେ ପୁଣିଥରେ ସମସ୍ତ ନୀତିକାନ୍ତି ଆରମ୍ଭ ହୋଇଥିଲା ।!-->…
ଓଡିଶା ରକ୍ତଦାତା ମହାସଂଘର ବିଶାଳ ରକ୍ତଦାନ ଶିବିର
ଭୁବନେଶ୍ବର: ପ୍ରବଳ ଗ୍ରୀଷ୍ମ ପ୍ରବାହ କୁ ଆଖିରେ ରଖି ଓଡିଶା ରକ୍ତଦାତା ମହାସଂଘ ପକ୍ଷରୁ ଏକ ବିଶାଳ ରକ୍ତଦାନ ଶିବିର ଆଜି ବିଶ୍ଵ ଦକ୍ଷତା କେନ୍ଦ୍ର, ଭୁବନେଶ୍ୱର ଠାରେ ଆୟୋଜିତ ହୋଇଯାଇଅଛି। ଉକ୍ତ ଶିବିର ରେ ବିଶ୍ଵ ଦକ୍ଷତା କେନ୍ଦ୍ର ର ଛାତ୍ରଛାତ୍ରୀ, କର୍ମଚାରୀ ମାନେ ବିପୁଳ ମାତ୍ରା ରେ!-->…
ଟଳିଲେ ୪ କୁଖ୍ୟାତ ମାଓବାଦୀ
ସୁରକ୍ଷା ବାହିନୀଙ୍କ ଗୁଳିରେ ଟଳିଲେ ୪ କୁଖ୍ୟାତ ମାଓବାଦୀ। ମହାରାଷ୍ଟ୍ର ପୁଲିସ ଓ କେନ୍ଦ୍ରୀୟ ସୁରକ୍ଷା ବଳ(ସିଆରପିଏଫ)ର ମାଓ ବିରୋଧୀ ଅଭିଯାନରେ ମିଳିଛି ଏହି ବଡ଼ ସଫଳତା। ମହାରାଷ୍ଟ୍ର-ଛତିଶଗଡ଼ର ସୀମାନ୍ତ ଗଡ଼ଚିରୋଲି ଥାନା ଅଧୀନ ଏକ ଜଙ୍ଗଲରେ ଶୁକ୍ରବାର ସୁରକ୍ଷା ବାହିନୀ ଏବଂ!-->…
ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା
ଭୁବନେଶ୍ୱର: ଏଥର ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା। ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଇଁ ମିଳିବ ସହାୟତା। ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ରଥ ନିର୍ମାଣ ଓ ରଥଯାତ୍ରା ପାଇଁ ଆର୍ଥିକ ସହାୟତା କରିବ ଆଇନ ବିଭାଗ। ଦେବୋତ୍ତର ଆୟୋଗ ଅଧୀନରେ ଥିବା ଜଗନ୍ନାଥ!-->…
ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା, ୮ ଜିଲ୍ଲାକୁ ୟେଲୋ ୱର୍ଣିଂ
ଭୁବନେଶ୍ୱର : ଆସୁଛି ଲଘୁଚାପ,୨୭ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଦେଲା ପାଣିପାଗ ବିଭାଗ । ସଅଳ ମୌସୁମୀ ଆସିବାକୁ ସହାୟକ ହେବ ଲଘୁଚାପ । ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା!-->…
ଖୁବଶୀଘ୍ର ଲାଗୁ ହେବ ନୂଆ ଅବକାରୀ ନୀତି: ୩ ବର୍ଷିଆ ପଲିସି ଆଣିବେ ସରକାର
ଭୁବନେଶ୍ବର: ରାଜ୍ୟରେ ଖୁବଶୀଘ୍ର ନୂଆ ଅବକାରୀ ନୀତି ଲାଗୁ ହେବ । ଜୁନ୍ ୧୫ରୁ ଜୁନ୍ ୨୦ ଭିତରେ ନୂଆ ଅବକାରୀ ନୀତି ନେଇ ପଲିସି ଆସିବ । ଏନେଇ ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି, ଖୁବଶୀଘ୍ର ରାଜ୍ୟରେ ନୂଆ ଅବକାରୀ ନୀତି ଲାଗୁ ହେବ ।!-->…
ମେ ୨୭ ନୁହେଁ, ୨୬ରେ ବନ୍ଦ ରହିବ ସରକାରୀ ଅଫିସ୍
ଭୁବନେଶ୍ବର: ଆସନ୍ତା ମେ ୨୭ ତାରିଖ ଅର୍ଥାତ୍ ମଙ୍ଗଳବାର ସରକାରୀ ଛୁଟି ନୁହେଁ, ବରଂ ମେ ୨୬, ସେମାବାର ସମସ୍ତ ସରକାରୀ ଅଫିସ୍ ବନ୍ଦ ରହିବ । ସାବିତ୍ରୀ ଅମାବାସ୍ୟା ମେ ୨୬ରେ ପାଳନ ହେଉଥିବାରୁ, ଏହି ଦିନ ସରକାରୀ ଛୁଟି ଘୋଷଣା ହୋଇଛି । ମଙ୍ଗଳବାର ମେ ୨୭ ତାରିଖ ସମସ୍ତ ସରକାରୀ ଅଫିସ୍ ଖୋଲା!-->…