Browsing Category

ଓଡିଶା

ପ୍ରଦୂଷଣ ରୋକିବା ପାଇଁ ପଦକ୍ଷେପ ନେବା ଦାବିରେ କଂଗ୍ରେସର ୧୨ ଘଣ୍ଟିଆ ଅନୁଗୁଳ ବନ୍ଦ ଡାକରା

ଅନୁଗୁଳ: ଅନୁଗୁଳ ଜିଲ୍ଲାରେ କୋଇଲା ଏବଂ ଫ୍ଲାଏ ପାଉଁଶର ବ୍ୟାପକ ପରିବହନ ଯୋଗୁଁ ହେଉଥିବା ବାୟୁ ପ୍ରଦୂଷଣକୁ ରୋକିବା ପାଇଁ ତୁରନ୍ତ ପଦକ୍ଷେପ ନେବା ଦାବିରେ ବୁଧବାର ଦିନ କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। ୧୨ ଘଣ୍ଟିଆ ବନ୍ଦ ସମୟରେ ଜିଲ୍ଲା କଂଗ୍ରେସ ପିକେଟିଂ କରି

ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ୪ ମାଓବାଦୀ

ରାଉରକେଲା: ମାଓବାଦୀ ସଂଗଠନକୁ ବଡ଼ ଝଟ୍‌କା। ରାଉରକେଲା-ଚାଇଁବାସା ପୋଲିସ ନିକଟରେ ୪ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ୧୦ ଲକ୍ଷ ଟଙ୍କା ପୁରସ୍କାର ଘୋଷିତ ଜୋନାଲ୍ କମିଟି ସଦସ୍ୟ ସାଲୁକା କାୟମ ଓରଫ ଭୁବନେଶ୍ୱର ଓରଫ ମରୁର ଓରଫ ଡାଙ୍ଗିଲ

ମାଛ ଧରିବାକୁ ଯାଇଥିବା ବେଳେ ଚିଲିକାରୁ ନାବାଳକକୁ ଅପହରଣ ପରେ ହତ୍ୟା ଅଭିଯୋଗ

ଛତ୍ରପୁର: ମଝି ଚିଲିକାରୁ କିଡନାପ୍ , ପରେ ହତ୍ୟା । ଚିଲିକା ମଝିରୁ ନାବାଳକକୁ ଅପହରଣ ପରେ ହତ୍ୟା ଅଭିଯୋଗ । ଗତକାଲି କେହି ଦୁର୍ବୃତ୍ତ ନାବାଳକକୁ ମାଡ଼ ମାରି ମାଛ, ଚିଙ୍ଗୁଡ଼ି ଛଡ଼ାଇ ନେବା ସହିତ ଅପହରଣ କରି ନେଇଥିବା ଅଭିଯୋଗ ହୋଇଥିଲା । ଆଜି ମୃତଦେହ ଚିଲିକା ମଝିରେ ଭାସୁଥିବା

ଭୁବନେଶ୍ୱରରୁ ଅନ୍ତର୍ଜାତୀୟ ବିମାନ ଉଡ଼ାଣ ବନ୍ଦ

ଭୁବନେଶ୍ୱର: ଭୁବନେଶ୍ୱର ବିମାନ ବନ୍ଦରରୁ ଅନ୍ତର୍ଜାତୀୟ ବିମାନ ଉଡାଣ ବନ୍ଦ। ଗତ ଜୁଲାଇ ମାସରୁ ଠପ ହୋଇଛି ଅନ୍ତର୍ଜାତୀୟ ବିମାନ ଚଳାଚଳ ସେବା। ଆବୁ ଧାବି,ବ୍ୟାଙ୍କକ ,ଦୁବାଇ ଓ ସିଙ୍ଗାପୁର ଭଳି ସ୍ଥାନକୁ ବିମାନ ଚଳାଚଳ ବନ୍ଦ ରହିଛି। ଏନେଇ ନିର୍ଦିଷ୍ଟ କାରଣ ଜଣା ପଡ଼ିନଥିଲେ ମଧ୍ୟ ତୈଳ

ଆସନ୍ତାକାଲି ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ : ଆସନ୍ତାକାଲି ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥି, ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୨ ଟାରୁ ସନ୍ଧ୍ୟା ୭ ଟା ଯାଏଁ ମିନିଟ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ୫ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ

ଡମପଡ଼ା ବ୍ଲକରେ ୧୬୩ ଧାରା, ରାଜନୈତିକ ହିଂସାକାଣ୍ଡକୁ ନେଇ କଟକଣା

ବାଙ୍କୀ : ବ୍ଲକ କାର୍ଯ୍ୟାଳୟରେ ୧୬୩ ଧାରା ଲାଗୁ । ରାଜନୈତିକ ହିଂସାକାଣ୍ଡକୁ ନଜରରେ ରଖି କଟକ ଜିଲ୍ଲା ଡମପଡ଼ା ବ୍ଲକ କାର୍ଯ୍ୟାଳୟରେ କଟକଣା ଲାଗୁ । ସକାଳ ୭ରୁ ରାତି ୮ଟା ପର୍ଯ୍ୟନ୍ତ କଟକଣା ଲାଗୁ ହୋଇଛି । ବାଙ୍କୀ ବିଧାୟକଙ୍କ ସମର୍ଥକ ଏବଂ ବିଜେପି ସମର୍ଥକଙ୍କ ମଧ୍ୟରେ ଗଣ୍ତଗୋଳ

ପୂର୍ବତନ ବିଧାୟକ ମାଲା ବିଜୟ ପ୍ରସାଦଙ୍କ ଘରେ ED ରେଡ୍, କୋଟିଏରୁ ଊର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ଠାବ

ଭୁବନେଶ୍ୱର : ଅଡ଼ୁଆରେ ବିଶାଖାପାଟନମର ପୂର୍ବତନ ବିଧାୟକ ମାଲା ବିଜୟ ପ୍ରସାଦ। ବହୁ ସ୍ଥାବର ଓ ଅସ୍ଥାବର ସମ୍ପତି ଠାବ କରିଛି ED । ଚିଟଫଣ୍ଡ ଦୁର୍ନୀତି ମାମଲାରେ କୋଟିଏରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ ସହ ନାମୀ କାର ବି ମିଳିଛି । ଏଥିରେ ରହିଛି ମର୍ସଡିଜ,ବିଏମଡବ୍ଲୁ ଓ ମୋରେସ

ଇନସ୍ୟୁରାନ୍ସ ଓ ପଲ୍ୟୁସନ ସାର୍ଟିଫିକେଟ୍‌ ନଥିଲେ ସିଜ୍‌ ହେବ ଗାଡି

ଭୁବନେଶ୍ୱର : ଅମାନିଆ ଗାଡି ଚାଳକଙ୍କୁ ଆଉ ତ୍ରାହିଁ ନାହିଁ । ବିନା ଇନସ୍ୟୁରାନ୍ସ, ପଲ୍ୟୁସନ ସାର୍ଟିଫିକେଟ୍‌ ନଥାଇ ଗାଡି ଚଳାଇଲେ ଏଣିକି କଡା କାର୍ଯ୍ୟାନୁଷ୍ଠାନ । ଯେଉଁସବୁ ଗାଡ଼ିର ବୀମା ନଥିବ ଏବଂ ବାରମ୍ବାର ଜରିମାନା ଚାଲାଣ କଟୁଥିବା ସତ୍ତ୍ୱେ ବୀମା କରୁନଥିବେ ସେହିସବୁ

ତ୍ରୁଟିପୂର୍ଣ୍ଣ ଚିକିତ୍ସା ଯୋଗୁଁ ଛାତ୍ରୀଙ୍କ ମୃତ୍ୟୁ ଅଭିଯୋଗ

ନୟାଗଡ଼: ଫତେଗଡ ଥାନା ଅନ୍ତର୍ଗତ ଗୋଳାପୋଖରୀ ପଞ୍ଚାୟତ ଅଧୀନ ଗୋଳାପୋଖରୀ ଗ୍ରାମରୁ ଏକ ମର୍ମନ୍ତୁଦ ଏବଂ ଉତ୍ତେଜନାପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଭାପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତରଙ୍କ ଭୁଲ୍ ଚିକିତ୍ସା ଏବଂ ଭୁଲ୍ ଇଞ୍ଜେକସନ ପ୍ରୟୋଗ ଯୋଗୁଁ ଜଣେ ଯୁକ୍ତ ତିନି ଛାତ୍ରୀଙ୍କ

କେନ୍ଦ୍ର ସରକାର ଆଣିଲେ ସଂଶୋଧିତ ଏମ୍‌ଏମ୍‌ଡିଆର୍‌ ବିଲ୍‌, ଖଣି ଉପରେ ମନଇଚ୍ଛା ଟିକସ ଲଗାଇ ପାରିବେନି ରାଜ୍ୟ !

ଭୁବନେଶ୍ୱର: ଖଣି ଉପରେ କେନ୍ଦ୍ରର ପୂର୍ଣ୍ଣ ନିୟନ୍ତ୍ରଣ ରହିବ କି? ଖଣି ଓ ଖଣିଜ ସମ୍ପଦକୁ ନେଇ କେନ୍ଦ୍ର ସରକାର ଆଣିଛନ୍ତି ସଂଶୋଧିତ ଏମ୍‌ଏମ୍‌ଡିଆର୍‌ ବିଲ୍‌। ସଂସଦର ମୌସୁମୀ ଅଧିବେଶନରେ, କେନ୍ଦ୍ର ସରକାର ଖଣି ଏବଂ ଖଣିଜ ସମ୍ବନ୍ଧୀୟ ନିୟମ ସଂଶୋଧନ ପାଇଁ ଏକ ବିଲ୍ ଆଗତ କରିଥିଲେ। ଯଦି ଏହା