Browsing Category

ଓଡିଶା

ବିଷ୍ଣୁପଦଙ୍କୁ ହାଇକୋର୍ଟରୁ ପୁଣି ଆଶ୍ବସ୍ତି, ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ : ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ଚଢାଉ ମାମଲାରେ ହାଇକୋର୍ଟରେ ଆବେଦନର ଶୁଣାଣି ଶେଷ ହୋଇଛି । ହାଇକୋର୍ଟ ରାୟ ସଂରକ୍ଷିତ ରଖିବା ସହ ବିଷ୍ଣୁପଦ ସେଠୀଙ୍କୁ ମିଳିଥିବା ଅନ୍ତରୀଣ ସୁରକ୍ଷା ବଳବତ୍ତର ରହିଛି । ପୂର୍ବରୁ କଠୋର ପଦକ୍ଷେପ ନନେବା ଲାଗି ଅନ୍ତରୀଣ ନିର୍ଦ୍ଦେଶ ଦେଇଥିଲେ

ପ୍ରଧାନଶିକ୍ଷକ, ଶିକ୍ଷକଙ୍କ ବଦଳି ପାଇଁ ଆଜିଠୁ ଆବେଦନ

ଭୁବନେଶ୍ୱର : ୨୦୨୫-୨୬ ଶିକ୍ଷାବର୍ଷ ଲାଗି ସରକାରୀ ପ୍ରାଥମିକ ଏବଂ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ଶିକ୍ଷକଙ୍କ ବଦଳି ଆବେଦନ ଗୁରୁବାରଠାରୁ ଆରମ୍ଭ ହେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବୁଧବାର ସଂଶୋଧିତ କ୍ୟାଲେଣ୍ଡର ପ୍ରକାଶ ପାଇଛି। ଜୁନ୍‌ ୧୩ ସୁଦ୍ଧା ଏହି ବଦଳି

ଦୀଘାରେ ‘ଜଗନ୍ନାଥ ଧାମ’ ବିବାଦ: ସରକାର ନେବେ ଆଇନ୍‌ଗତ ପଦକ୍ଷେପ

ଭୁବନେଶ୍ବର: ପଶ୍ଚିମବଙ୍ଗର ପୂର୍ବ ମେଦିନାପୁର ଜିଲ୍ଲା ଉପକୂଳ ସହର ‘ଦୀଘା’ରେ ଜଗନ୍ନାଥ ମନ୍ଦିରରେ ଧାମ ଲେଖିବା ପ୍ରସଙ୍ଗ ନେଇ ଗୁରୁବାର ଆଇନ ମନ୍ତ୍ରୀ ପୃଥ୍ବରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଖୁବଶୀଘ୍ର ଆଇନଗତ ପଦକ୍ଷେପ ନିଆଯିବ। ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ ପତ୍ର

‘ଆମ ବସ୍‌’ ପୁଣି ଚାପିଦେଲା: ୩ ବାଇକ୍‌ ଆରୋହୀଙ୍କୁ ମାରିଲା ଧକ୍କା, ଶିଶୁର ମୃତ୍ୟୁ

ଖୋର୍ଦ୍ଧା/ଭୁବନେଶ୍ବର: ଜନସାଧାରଣଙ୍କ ସୁବିଧାରେ ଯାତାୟାତ ପାଇଁ ରାଜ୍ୟ ସରକାର ‘ଆମ ବସ୍‌’ ସେବା ଜାରି ରଖିଛନ୍ତି। ଏହି ସେବା ଲୋକଙ୍କ ପାଇଁ ଯେତିକି ସୁବିଧା କରୁଛି, ତାଠାରୁ ଅଧିକ ଅସୁବିଧା ମଧ୍ୟ ସୃଷ୍ଟି କରୁଛି। ଅନେକ ଯାତ୍ରୀ ‘ଆମ ବସ୍‌’ରେ ଯାତ୍ରାକୁ ସୁରକ୍ଷିତ ମନେ କରୁନଥିବା ବେଳେ

ସଂଖ୍ୟାଲଘୁ ସଂପ୍ରଦାୟ କମିଟିରୁ ଇସ୍ତଫା ଦେଲେ ମୁନା ଖାନ୍‌

ଭୁବନେଶ୍ୱର,୧୫।୫: ଇସ୍ତଫା ଦେଲେ ମୁନା ଖାନ୍‌! ସଂଖ୍ୟାଲଘୁ ସଂପ୍ରଦାୟ କମିଟିରୁ ମୁନା ଖାନ ଇସ୍ତଫା ଦେଇଥିବା ଚର୍ଚ୍ଚା ହେଉଛି। ବର୍ତ୍ତମାନ ନବୀନ ନିବାସରେ ପହଞ୍ଚିଛନ୍ତି ବିଜେଡି ଏମପି ମୁନା ଖାନ୍‌। ଗଣମାଧ୍ୟମ ରିପୋର୍ଟ ଅନୁସାରେ ସଂଖ୍ୟାଲଘୁ ସେଲର ସାଉଥ ଜୋନ ସଂଯୋଜକ ପଦରୁ ସେ ଇସ୍ତଫା

ଷ୍ଟିଲ କମ୍ପାନୀ ଗୁଡିକୁ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦିଆଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଇଣ୍ଡିଆନ୍ ଷ୍ଟିଲ ଆସୋସିଏସନ୍‌ର ଅଧ୍ୟକ୍ଷ ନବୀନ ଜିନ୍ଦଲଙ୍କ ନେତୃତ୍ୱରେ ଇସ୍ପାତ କ୍ଷେତ୍ରର ଅନେକ ପ୍ରତିନିଧି ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଜ୍ୟରେ ଅଧିକ ଷ୍ଟିଲ ଉତ୍ପାଦନ ଓ ଏଥିପାଇଁ ଆବଶ୍ୟକ ସୁବିଧା ସୁଯୋଗର ବୃଦ୍ଧି ଉପରେ ଆଲୋଚନା

କାଳ ବୈଶାଖୀର କରାଳ ରୂପ : ଘରର ଛପର ଉଡିଲା, ଖୋଲା ଆକାଶ ତଳେ ପରିବାର

ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ କାଳ ବୈଶାଖୀର କରାଳ ରୂପ ଦେଖାଇବାରୁ ଏକାଧିକ ଘର ଛପର ଉଡ଼ିଥିବା ଦେଖିବାକୁ ମିଳିଛି। ପ୍ରକାଶ ଯେ, ଉକ୍ତ ବ୍ଲକ ସିଆଙ୍ଗବାଲି ପଞ୍ଚାୟତ ମାଲେବାଡ଼ି ଗ୍ରାମର ଶିକଲା ପ୍ରଧାନଙ୍କ

ଓରେରାର ଅଧ୍ୟକ୍ଷ ଭାବରେ ନିଯୁକ୍ତ ଅସିତ କୁମାର ମହାପାତ୍ର

ଭୁବନେଶ୍ୱର: ଦୀର୍ଘ ଦିନର ଅପେକ୍ଷା ପରେ ରାଜ୍ୟ ସରକାର ବୁଧବାର ଅସିତ କୁମାର ମହାପାତ୍ରଙ୍କୁ ଓଡ଼ିଶା ରିଅଲ୍ ଇଷ୍ଟେଟ୍ ନିୟାମକ ପ୍ରାଧିକରଣ (ଓରେରା)ର ଅଧ୍ୟକ୍ଷ ଭାବରେ ନିଯୁକ୍ତ କରିଛନ୍ତି। ଏକ ସରକାରୀ ବିଜ୍ଞପ୍ତି ଅନୁଯାୟୀ, ନୂତନ ନିଯୁକ୍ତି ତାଙ୍କ କାର୍ଯ୍ୟଭାର ଗ୍ରହଣ କରିବା ତାରିଖରୁ

ପିପିଲି ନାବାଳିକା ଦୁଷ୍କର୍ମ ଘଟଣା; ନ୍ୟାୟ ପାଇଁ ଏସପିଙ୍କୁ ଭେଟିଲା ବିଜେଡି ପ୍ରତିନିଧି ମଣ୍ଡଳୀ

ପୁରୀ: ପିପିଲି ଅଞ୍ଚଳରେ ନାବାଳିକା ଦୁଷ୍କର୍ମ ଘଟଣାରେ ତ୍ଵରିତ ନ୍ୟାୟ ପାଇଁ ଏସପିଙ୍କୁ ଭେଟିଛନ୍ତି ବିଜେଡି ପ୍ରତିନିଧି ମଣ୍ଡଳୀ । ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ଓ ନାରୀ ସୁରକ୍ଷା ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ଏହି ପ୍ରତିନିଧି ମଣ୍ଡଳୀ । ସେପଟେ ଏହି ଘଟଣାରେ

ଠିକା କାମର ବିଲ୍ ନ ଦେବାରୁ ଯନ୍ତ୍ରୀଙ୍କ ସମ୍ପତ୍ତି ଆଟାଚ କଲା କୋର୍ଟ, ବାକି ଥିଲା ୭୦ ଲକ୍ଷ ଓ ୧୮ ଲକ୍ଷ ଟଙ୍କାର ୨ଟି…

ସମ୍ବଲପୁର : ଠିକାକାମର ବିଲ୍ ନ ଦେବାରୁ ଯନ୍ତ୍ରୀଙ୍କ ସମ୍ପତ୍ତି ଆଟାଚ କଲା କୋର୍ଟ । ସମ୍ବଲପୁର ସିନିୟର ସିଭିଲ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, ଉତ୍ତରାଞ୍ଜଳ ରାସ୍ତା ଓ ଗୃହ ସମ୍ବଲପୁର ମଣ୍ଡଳଙ୍କ ସମ୍ପତ୍ତି ଆଟାଚ୍ କରାଯାଇଛି । କଲେଜ ହଷ୍ଟେଲ ନିର୍ମାଣ ବିଲ୍