Browsing Category

ଓଡିଶା

ଶତ୍ରୁର ପ୍ରତ୍ୟେକ ଆହ୍ବାନର ଉଚିତ୍‌ ଜବାବ ଦେବା ପାଇଁ ଆମ ସେନାବାହିନୀ ସମ୍ପୂର୍ଣ୍ଣ ପ୍ରସ୍ତୁତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆତଙ୍କବାଦ ବିରୋଧୀ ଅଭିଯାନ, ଅପରେସନ୍‍ ସିନ୍ଦୁର’ର ସଫଳତା ପରେ ଆଜି ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିଅମ ଠାରେ ଏକ ତ୍ରିରଙ୍ଗା ବାଇକ୍ ଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଏହି ବାଇକ୍ ଯାତ୍ରାକୁ ପତାକା

ଖୁବଶୀଘ୍ର ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ଖୁବଶୀଘ୍ର ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ପରୀକ୍ଷା ଫଳ ପ୍ରକାଶନ ନେଇ ଚାଲିଛି ସମସ୍ତ ପ୍ରକ୍ରିୟା । ଆଶା କରେ ଖୁବ ଶୀଘ୍ର ପରୀକ୍ଷା ଫଳ ପ୍ରକାଶ ପାଇବ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ। ମେ ମାସ ଦ୍ବିତୀୟ ସପ୍ତାହରେ ଫଳ ପ୍ରକାଶ ନେଇ ସୂଚନା

ଦୀଘା ‘ଜଗନ୍ନାଥ ଧାମ’ ନିଷ୍ପତ୍ତି ପ୍ରସଙ୍ଗ: ଗଜପତିଙ୍କୁ ଚିଠି ଲେଖି ଦୋଷ ଛଡ଼ାଇଲା ଇସ୍କନ

ପୁରୀ: ଦୀଘାରେ ଜଗନ୍ନାଥ ମନ୍ଦିରକୁ ନେଇ କିଛି ଦିନ ହେବ ବାଦ ବିବାଦ ଚାଲିଥିଲା। ଶ୍ରୀମନ୍ଦିରରୁ ବଳକା ଦାରୁ ଅଂଶ ନିଆଯାଇ ଚତୁର୍ଦ୍ଧା ବିଗ୍ରହ ନିର୍ମାଣ ପରେ ପଶ୍ଚିମବଙ୍ଗର ଦୀଘା ଜଗନ୍ନାଥ ମନ୍ଦିରରେ ପ୍ରତିଷ୍ଠା ହେଲା। ଦଇତାପତି ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ର ବଙ୍ଗଳା ଚ୍ୟାନେଲକୁ

ଶିଶୁପୁତ୍ରକୁ ଅପହରଣ କଲା ଧରମ ମାମୁଁ, ସାଲିଆସାହିରୁ ଉଦ୍ଧାର କଲା ପୋଲିସ

ଭୁବନେଶ୍ବର : ଶିଶୁପୁତ୍ରକୁ ଅପହରଣ କଲା ଧରମ ମାମୁଁ। ଅପହରଣର ୩ ଘଣ୍ଟା ଭିତରେ ଶିଶୁପୁତ୍ରକୁ ଭୁବନେଶ୍ବର ସାଲିଆସାହିରୁ ଉଦ୍ଧାର କରିଛି ପୋଲିସ । ଭୁବନେଶ୍ବର ଭୋଇନଗରରୁ ଶିଶୁ ଅପହରଣ ଅଭିଯୋଗ ହୋଇଥିଲା। ୪ବର୍ଷର ଶିଶୁପୁତ୍ର ଘର ବାହାରେ ଖେଳୁଥିବା ବେଳେ ଧରମ ମାମୁ ଅପହରଣ କରି ନେଇଥିଲା ।

ମେ ୨୮ରେ ଆସିବ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ରାୟ

ବଲାଙ୍ଗୀର:ମେ ୨୮ରେ ଆସିବ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ରାୟ । ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ର ବହୁଚର୍ଚ୍ଚିତ ପାର୍ସଲ୍ ବୋମା ବିସ୍ଫୋରଣ ମାମଲାର ରାୟ ମେ ୨୮ରେ ଆସିବ। ପାଟଣାଗଡ଼ ଏଡିଜେ କୋର୍ଟ ରାୟ ଶୁଣାଇବେ। ବହୁଚର୍ଚ୍ଚିତ ପାଟଣାଗଡ଼ ବୋମା ବିସ୍ଫୋରଣ ମାମଲାର ରାୟ ଆଜି ଶେଷ

ବିଧାୟକ-ସାଂସଦ ୧୫ ଜଣ ଶିକ୍ଷକଙ୍କ ବଦଳି ସୁପାରିଶ କରିପାରିବେ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚିଠି ଜାରି

ଭୁବନେଶ୍ୱର : ବିଧାୟକମାନେ ହେଉଛନ୍ତି ଲୋକ ପ୍ରତିନିଧି । ଅନେକ ସମୟରେ ଲୋକ ପ୍ରତିନିଧିଙ୍କ ପାଖରେ ବିଭିନ୍ନ ସମସ୍ୟାକୁ ନେଇ ଶିକ୍ଷକମାନେ ଯାଇଥାନ୍ତି ଏବଂ ଗୁହାରି କରିଥାନ୍ତି । ଏଣିକି ବିଧାୟକ-ସାଂସଦମାନେ ନିଜ ନିର୍ବାଚନ ମଣ୍ଡଳୀର ୧୫ ଜଣ

ଆଇନଜୀବୀ ଭାବେ ସ୍ୱୀକୃତି ପାଇଁ ଭୁଲ୍ ତଥ୍ୟ ଦେଇଥିବା ଅଭିଯୋଗ, ଅର୍ଚ୍ଚନା ନାଗଙ୍କୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦ ଅର୍ଚ୍ଚନା ନାଗଙ୍କୁ ଏକ କାରଣ ଦର୍ଶାଅ ନୋଟିସ ଜାରି କରିଛି। ମେ ୧୦ରେ ଆଇନଜୀବୀ ଭାବେ ସ୍ୱୀକୃତି ପାଇବା ପାଇଁ ଏକ ଆବେଦନ କରିଛନ୍ତି। ଅର୍ଚ୍ଚନା ଏହି ଆବେଦନପତ୍ରରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଲୁଚାଇଥିବା ଅଭିଯୋଗ ରହିଛି। ତାଙ୍କ ବିରୋଧରେ ଥିବା

ପ୍ରାକ୍‌ ବାତ୍ୟା ପ୍ରସ୍ତୁତି ବୈଠକ, ବାତ୍ୟା ପରିଚାଳନା ନେଇ ବୈଠକରେ ବିଭିନ୍ନ ବିଭାଗର ପ୍ରସ୍ତୁତି ସଂପର୍କରେ ଆଲୋଚନା

ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ପ୍ରାକ୍‌ ବାତ୍ୟା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ୨୦୧୯ ମସିହା ମଇ ମାସରେ ଗ୍ରୀଷ୍ମକାଳୀନ ବାତ୍ୟା ‘ଫନୀ’ର ଅଭିଜ୍ଞତାକୁ ଭିତ୍ତି କରି ରାଜ୍ୟରେ ଗ୍ରୀଷ୍ମକାଳୀନ ବାତ୍ୟା ପରିଚାଳନା ନେଇ ବୈଠକରେ ବିଭିନ୍ନ

ଆହୁରି ୩ ଦିନ ଗୁଳୁଗୁଳି, ୨୦ ଜିଲ୍ଲାକୁ କାଳବୈଶାଖୀ ସତର୍କତା

ଭୁବନେଶ୍ୱର: ରାଜ୍ୟରେ ଆହୁରି ୩ ଦିନ ଗୁଳୁଗୁଳି। ଦୁଇ ଦିନ ହେବ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଯୋଗୁଁ ସଂପୃକ୍ତ ଅଞ୍ଚଳରେ ସ୍ଥିତି ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ଦିନରେ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଗତକାଲି ରାଜ୍ୟର ୧୧ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ

ତୈଳ ଜାହାଜରେ ୨୧ ପାକିସ୍ତାନୀ କ୍ରିୟୁ ମେମ୍ବର, ଯାଞ୍ଚ କରୁଛନ୍ତି କୋଷ୍ଟ ଗାର୍ଡ

ପାରାଦୀପ : ତୈଳ ଜାହାଜରେ ପାକିସ୍ତାନୀ କ୍ରିୟୁ ମେମ୍ବର । ପାରାଦୀପ ବନ୍ଦର SPM ବର୍ଥରେ ଲାଗିଲା ଅଶୋଧିତ ତୈଳ ନେଇ ଆସିଥିବା ଜାହାଜ । ତୈଳ ଜାହାଜ ଦକ୍ଷିଣ କୋରିଆରୁ ପଣ୍ୟ ନେଇ ପାରାଦୀପକୁ ଆସିଛି । ଜାହାଜରେ ଅଛନ୍ତି ୨୫ ଜଣ କ୍ରିୟୁ ମେମ୍ବର । ୨୧ ପାକିସ୍ତାନୀ କ୍ରୀୟୁ ମେମ୍ବର