Browsing Category

ଓଡିଶା

ଓପିଏସସି ଓ ଓଏସଏସସିରେ ନୂଆ ସଦସ୍ୟଙ୍କୁ ନିଯୁକ୍ତ କଲେ ସରକାର

ଭୁବନେଶ୍ୱର: ଓଡ଼ିଶା ସରକାର ମଙ୍ଗଳବାର ଦିନ ଆଇଏଏସ୍ ଅଧିକାରୀ ଉଦୟ ନାରାୟଣ ଦାସ ଏବଂ ପୁରୀର ଏସ୍ ସିଏସ୍ (ସ୍ୱୟଂଚାଳିତ) କଲେଜର ଅଧ୍ୟକ୍ଷ ମିହିର ପ୍ରସାଦ ମିଶ୍ରଙ୍କୁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି)ର ସଦସ୍ୟ ଭାବରେ ନିଯୁକ୍ତି ଦେଇଛନ୍ତି। ଉଦୟ ନାରାୟଣ ବର୍ତ୍ତମାନ ଜନଗଣନା ଅପରେସନ

ଦେଶୀ ମଦ ବ୍ୟବସାୟ କୁ ନେଇ ଚାଲିଛି ପ୍ରତିଦ୍ବନ୍ଦିତା..! ମୁଣ୍ଡ ଗଡ଼ିବା ସମ୍ଭାବନା ଅନେକ…!

ଗୁଡ଼ ଓ ୟୁରିଆରେ ଚାଲିଛି ବିଷାକ୍ତ ମଦ ପ୍ରସ୍ତୁତ….! ବଟି ନେଇ ନିଘୋଡ଼ ନିଦରେ ପ୍ରଶାସନ...! କେବଳ କାଗଜ କଲମରେ ମହୁଲ ମଦ..., ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଦେଶୀ ମଦ ପ୍ରସ୍ତୁତ ମହୁଲ ନାଁ ରେ ସରକାରୀ ଦେଶୀ ଭାଟି ରହିଛି। ଅବକାରୀ ବିଭାଗ ର ସିଂହ ଭାଗ ଥାଇ ଆସିକା, ଶେରଗଡ଼,

କିଟ୍ ବିଶ୍ବବିଦ୍ୟାଳୟରେ ଛାତ୍ରୀ ଆତ୍ମହତ୍ୟା ଘଟଣା: ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଜନସ୍ବାର୍ଥ ମାମଲା

କଟକ: କିଟ୍ ବିଶ୍ବବିଦ୍ୟାଳୟରେ ଛାତ୍ରୀ ଆତ୍ମହତ୍ୟା ନେଇ ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଜନସ୍ବାର୍ଥ ମାମଲା ଦାୟର ହୋଇଛି। କାର୍ଯ୍ୟକାରୀ ବିଚାରପତିଙ୍କ ଦ୍ବାରା ସବୁ ଦିଗରୁ ବିଚାର କରିବାକୁ ଆବେଦନକାରୀ ପ୍ରତାପ ମହାନ୍ତି ଆବେଦନ କରିଛନ୍ତି। ଉଲ୍ଲେଖଯୋଗ୍ୟ, ‘କିଟ୍‌’ ବିଶ୍ବବିଦ୍ୟାଳୟରେ

ବିଭିନ୍ନ ଥାନା ଅଞ୍ଚଳରୁ ୨୦ ଜଣ ଅପରାଧୀଙ୍କୁ ଗିରଫ କଲା ଗଞ୍ଜାମ ପୋଲିସ

ଗଞ୍ଜାମ : ଆକ୍ସନ ମୋଡରେ ଗଞ୍ଜାମ ପୋଲିସ । ଜିଲ୍ଲାକୁ ଅପରାଧ ମୁକ୍ତ କରିବା ପାଇଁ ଜିଲ୍ଲାରେ ଚାଲିଛି ସ୍ୱତନ୍ତ୍ର ଡ୍ରାଇଭ । ପୋଲସରା, ଆସ୍କା, ହିଞ୍ଜିଳିକାଟୁ ଓ କୋଟିନଡ଼ା ଥାନା ଅଞ୍ଚଳରେ ଚଢ଼ାଉ କରି ୨୦ ଜଣ ଅପରାଧୀଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କ ନିକଟରୁ

ସୁରକ୍ଷା ଦାବିରେ ରାଜଧାନୀରେ ଆମ ବସ୍ କର୍ମଚାରୀଙ୍କ ଆନ୍ଦୋଳନ, ଯାତ୍ରୀ ହନ୍ତସନ୍ତ

ଭୁବନେଶ୍ବର: ରାଜଧାନୀରେ ଆମ ବସ୍ ସେବା ଠପ୍। ମାଷ୍ଟରକ୍ୟାଣ୍ଟିନରେ ବସ୍ ଡିପୋରେ ବସ୍ ରଖି ଆନ୍ଦୋଳନ କରୁଛନ୍ତି ଡ୍ରାଇଭର୍ ଓ କଣ୍ଡକ୍ଟର୍। ସୁରକ୍ଷା ଦାବିରେ ସେମାନେ ଆନ୍ଦୋଳନ କରୁଥିବା ଜଣାଯାଇଛି। ବିନା କାରଣରେ ଆମ ବସ୍ ର ଡ୍ରାଇଭର୍ ଓ କଣ୍ଡକ୍ଟରଙ୍କୁ ମାଡ଼ ମରାଯାଇଥିବା ବେଳେ ଏହି ଘଟଣାରେ

ବିଦ୍ୟୁତ ତାର ସଂସ୍ପର୍ଶରେ ଆସିି ଚାଲିଗଲା ମାଆ ଓ ପୁଅର ଜୀବନ, ଶାଶୁ ଗୁରୁତର

ବାଂଶପାଳ : ବିଦ୍ୟୁତ ତାର ସଂସ୍ପର୍ଶରେ ଆସିି ଚାଲିଗଲା ମାଆ ଓ ପୁଅର ଜୀବନ। ମାଆ ଲୁଗା ଶୁଖାଉଥିବା ବେଳେ ଅଘଟଣ । ବୋହୂ ଓ ନାତିକୁ ବଞ୍ଚାଇବାକୁ ଯାଇ ଶାଶୁ ଗୁରୁତର । କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ସାହାରପୁର ଗାଁର ଅଭାବନୀୟ ଘଟଣା। ମୃତକ ହେଲେ ଗାଁର

ମୟୂରଭଞ୍ଜରରେ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ବିଶୋଇ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମୟୂରଭଞ୍ଜର ବିଶୋଇ ଠାରେ ଜିଲ୍ଲାର ବିଭିନ୍ନ ବ୍ଲକ ପାଇଁ ୪୨୦ କୋଟିରୁ ଉର୍ଦ୍ଧ୍ୱଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିସହିତ, ବିଶୋଇ ବ୍ଲକ ମୁଖ୍ୟାଳୟ ଠାରେ ଏକ ଯୁକ୍ତ ୨

ନୂଆପଡ଼ାରେ ବାଘ ଆତଙ୍କ, ଗୁହାଳରେ ପଶି ଗାଈକୁ ମାରିଲା କଲରାପତରିଆ

ନୂଆପଡ଼ା : ନୂଆପଡ଼ାରେ ବାଘ ଆତଙ୍କ । ଗୁହାଳରେ ପଶି ଗାଈକୁ ମାରିଲା କଲରାପତରିଆ । ଧରମବନ୍ଧା ଥାନା ପଣ୍ଡରିପାଣି ଗାଁରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଆଶରାମ ରାଉତଙ୍କ ଗୁହାଳରେ ପଶି ଗାଈକୁ ମାରିଦେଇଥିବା ଅଭିଯୋଗ ହୋଇଛି । ଗ୍ରାମବାସୀଙ୍କ ହୋହଲ୍ଲା ପରେ

ସିବିଏସଇ ଦଶମ ରେଜଲ୍ଟ ପ୍ରକାଶ, ପାସ୍‌ ହାର ୯୩.୬୬ ପ୍ରତିଶତ ରେକର୍ଡ

ଭୁବନେଶ୍ବର: ପ୍ରଥମେ ସିବିଏସଇ ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ ପରେ ଏବେ ଦଶମ ପରୀକ୍ଷା ଫଳାଫଳ ପ୍ରକାଶ ପାଇଛି । ଚଳିତ ବର୍ଷ ମୋଟ ପାସ୍‍ହାର ୯୩.୬୬ ପ୍ରତିଶତ ରହିଛି । ଏଥର ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ୍‌ ହାର ୨.୩୭ ପ୍ରତିଶତ ଅଧିକ ରହିଛି । ବର୍ତ୍ତମାନ ସିବିଏସଇ ୱେବସାଇଟରେ ରେଜଲ୍ଟ

IAS ସନ୍ତୋଷ କୁମାରଙ୍କୁ ମିଳିଲା ସୌରଶକ୍ତି ନିଗମର ଅଧ୍ୟକ୍ଷ ଓ ଏସଡି ଭାବେ ଅତିରିକ୍ତ ଦାୟିତ୍ୱ

ଓଡ଼ିଶା କ୍ୟାଡରର ୧୯୯୪ ବ୍ୟାଚର ବରିଷ୍ଠ IAS ଅଧିକାରୀ ସନ୍ତୋଷ କୁମାର ଷଡ଼ଙ୍ଗୀଙ୍କୁ ମିଳିଲା ନୂଆ ଓ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ । ବର୍ତ୍ତମାନ ସେ ନୂଆ ଓ ନବୀକରଣଯୋଗ୍ୟ ଶକ୍ତି ମନ୍ତ୍ରଣାଳୟ (MNRE)ର ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ଏହାସହ ତାଙ୍କୁ ସୌରଶକ୍ତି ନିଗମର ଅଧ୍ୟକ୍ଷ ଓ ଏସଡି