Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସାନ୍ତାଳୀ ଭାଷାର ବିକାଶ ପାଇଁ ବର୍ଷ ସାରା କାର୍ଯ୍ୟକ୍ରମ: ମୁଖ୍ୟମନ୍ତ୍ରୀ
ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରର ମହୁଲଡିହାରେ ଅଲଚିକି ଲିପିର ଶତବାର୍ଷିକୀ ଏବଂ ଏହାର ସ୍ରଷ୍ଟା ଗୁରୁ ଗୋମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ୧୨୦ତମ ଜନ୍ମବାର୍ଷିକୀ ମହାସମାରୋହରେ ପାଳିତ ହୋଇଯାଇଛି। ଏନେଇ ଓଡ଼ିଶା ଏକ ଐତିହାସିକ ମାଇଲଖୁଣ୍ଟ ସ୍ଥାପନ କରିଛି।ମୁଖ୍ୟମନ୍ତ୍ରୀ ମୋହନ!-->…
ଜାଲ୍ ନୋଟ୍ କାରବାରର ମାଷ୍ଟରମାଇଣ୍ଡ ଗିରଫ
ଭଦ୍ରକ : ଜାଲ୍ ନୋଟ୍ କାରବାର ଅଭିଯୋଗରେ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଶନିବାର ଜଣଙ୍କୁ ଗିରଫ କରିଥିବା ବେଳେ ରବିବାର ରାତିରେ ଏହି ରାକେଟର ମାଷ୍ଟର ମାଇଣ୍ଡକୁ ଯାଜପୁର ଜିଲା ଦଶରଥପୁର ଥାନା ଛଞ୍ଚିଣା ଗ୍ରାମରୁ ତାଙ୍କ ଘରୁ ଗିରଫ କରିଛି l ଗ୍ରାମାଞ୍ଚଳ ଥାନା ଆନନ୍ଦବଜାରର ଏକ ଷ୍ଟେସନାରୀ!-->…
କଲବଲ କରୁଛି ଗୁଳୁଗୁଳି: ଆହୁରି ୩ ଡିଗ୍ରୀ ବଢ଼ିବ ତାପମାତ୍ରା
ଭୁବନେଶ୍ୱର : ରାଜ୍ୟରେ ଗ୍ରୀଷ୍ମ ଲହରି ଜାରି ରହିଥିବାବେଳେ ଖରା ଓ ଗୁଳୁଗୁଳି କଲବଲ କରୁଛି। ତେବେ ଆଗାମୀ ୩ଦିନ ମଧ୍ୟରେ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ରବିବାର ମଧ୍ୟ ୧୯ ସହରରେ!-->…
ଓଡ଼ିଶାରେ ମୋହନ ଭଗୱତ, ଆରଏସଏସ ପ୍ରଶିକ୍ଷଣ ଶିବିରରେ ଯୋଗଦେବେ
ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ(ଆରଏସଏସ) ସରସଂଘଚାଳକ ମୋହନ ଭାଗୱତ ଓଡ଼ିଶା ଗସ୍ତରେ ଆସିଛନ୍ତି। ଆରଏସଏସ ମୁଖ୍ୟ ମୋହନ ଭାଗବତ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଜଣାପଡ଼ିଛି।ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେ ସିଧା କଟକ ଯାଇଥିଲେ। କଟକରେ ଆରଏସଏସ ପ୍ରଶିକ୍ଷଣ ଶବିରରେ!-->…
ହାଇକୋର୍ଟର ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ କୃଷ୍ଣ ଶ୍ରୀପାଦ ଦୀକ୍ଷିତ
କଟକ: ଆଜି ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍ କୃଷ୍ଣ ଶ୍ରୀପାଦ ଦୀକ୍ଷିତ ଶପଥ ନେଇଛନ୍ତି। ଜଷ୍ଟିସ୍ ଦୀକ୍ଷିତଙ୍କ ଯୋଗଦାନ ପରେ ଓଡ଼ିଶା ହାଇକୋର୍ଟର ବିଚାରପତିଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି। ଗତ ମାସ ୧୫ ଓ ୧୯ରେ ଅନୁଷ୍ଠିତ କଲେଜିୟମ ବୈଠକରେ ଜଷ୍ଟିସ୍ କୃଷ୍ଣ ଶ୍ରୀପାଦ!-->…
ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ରାମକୃଷ୍ଣ ଦାସମହାପାତ୍ର ନିଲମ୍ବିତ
ପୁରୀ : ଦିଘା ଜଗନ୍ନାଥ ମନ୍ଦିର ବିବାଦରେ ଜଡ଼ିତ ହୋଇ ପଡ଼ିଥିବା ବରିଷ୍ଠ ଦଇତାପତି ସେବାୟତ ରାମକୃଷ୍ଣ ଦାସମହାପାତ୍ର ନିଲମ୍ବିତ ହୋଇଛନ୍ତି । ବଳକା ଦାରୁରେ ଦିଘା ମନ୍ଦିର ଜଗନ୍ନାଥ ବିଗ୍ରହ ନିର୍ମାଣ ନେଇ ଦ୍ବନ୍ଦ୍ବାତ୍ମକ ଏବଂ ବିବାଦୀୟ ବୟାନ ଦେଇ ଥିବା ରାମକୃଷ୍ଣଙ୍କୁ ଶ୍ରୀମନ୍ଦିର!-->…
ଜମ୍ମୁରୁ ସୁରକ୍ଷିତ ଫେରିଲେ ପୁରୀର ତେଜସ୍ବିନୀ ମହାପାତ୍ର, ସରକାରଙ୍କୁ ଧନ୍ୟବାଦ ଜଣାଇଲେ ପରିବାର ଲୋକେ
ପୁରୀ : ଜମ୍ମୁରୁ ସୁରକ୍ଷିତ ଫେରିଛନ୍ତି ପୁରୀ ସୁଜାତା ନଗରର ତେଜସ୍ବିନୀ ମହାପାତ୍ର । ଭଲୱାଲ ଜିଲ୍ଲାରେ ବିଇଡି ପଢୁଥିଲେ । ଭାରତ – ପାକିସ୍ତାନ ଉତ୍ତେଜନା ଖବର ପରିବାର ଲୋକଙ୍କୁ ବିଚଳିତ କରିଥିଲା l ତେବେ ସେଠାରେ ଥିବା ଛାତ୍ରଛାତ୍ରୀଙ୍କୁ ସ୍ବତନ୍ତ୍ର ବ୍ୟବସ୍ଥା କରି ସୁରକ୍ଷିତ ଭାବେ!-->…
ବିଲରୁ ନବଜାତକ ମୃତଦେହ ଉଦ୍ଧାର, ପୋଲିସ ତଦନ୍ତ ଆରମ୍ଭ
ଉଦଳା : ବିଲରେ ପଡିଛି ନବଜାତକ ମୃତଦେହ । ଏକ ପଲିଥିନ ଭିତରେ ପୁରାଇ କେହି ନବଜାତକକୁ ଫୋପାଡ଼ି ଦେଇଛି । ଏଭଳି ଘଟଣା ଘଟିଛି କପ୍ତିପଦା ଥାନା କୁଆଗୋଠଣା ଗ୍ରାମରେ । କୁଆଗୋଠଣା ପ୍ରାଥମିକ ବିଦ୍ୟାଳୟ ସମ୍ମୁଖରେ ଥିବା ଵିଲରେ ଏକ ପଲିଥିନ ଭିତରେ ନବଜାତକ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ!-->…
ଏସସିବି ମେଡ଼ିକାଲ ପରିସରରୁ ଚାରି ଦଲାଲ ଗିରଫ
କଟକ: ମଙ୍ଗଳାବାଗ ଥାନା ପୋଲିସ ଏସସିବି ମେଡ଼ିକାଲ ପରିସରରୁ ୪ ଜଣ ଦଲାଲଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଦୁଇଟି ପୃଥକ୍ ପୃଥକ୍ ଘଟଣାରେ ଅଭିଯୋଗ ହୋଇଥିଲା । ଏସସିବି ଟ୍ରମା କାଜୁଆଲ୍ଟି ସମ୍ମୁଖରୁ ରୋଗୀ ମାନଙ୍କୁ ଘରୋଇ ହସ୍ପିଟାଲଗୁଡ଼ିକୁ ପଠାଇବା ପାଇଁ ପ୍ରବର୍ତ୍ତାଇ ବେଳେ ମଙ୍ଗଳାବାଗ!-->…
ଜୁଏଲଙ୍କ ମହାଭାରତ ଟ୍ବିଟ୍ ,ରାତିଅଧରେ ଟ୍ବିଟ୍ କରି ଚର୍ଚ୍ଚାରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ
ଭୁବନେଶ୍ୱର : ଜୁଏଲଙ୍କ ମହାଭାରତ ଟ୍ବିଟ୍ । ରାତି ଅଧରରେ ଟ୍ବିଟ୍ କରି ଚର୍ଚ୍ଚାରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ । ଗତକାଲି ଯୁଦ୍ଧବିରତି ଉଲ୍ଲଂଘନ କରି ପୁଣି ଆକ୍ରମଣ କରିଥିଲା ପାକିସ୍ତାନ । ସେତେବେଳେ ଏକ ଟ୍ବିଟ୍ କରିଥିଲେ ଜୁଏଲ ।
ଟ୍ବିଟ୍ ରେ ମହାଭାରତର!-->!-->!-->…