Browsing Category

ଓଡିଶା

ଦେଶର ସୁରକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ ତାଲିମ ଦିଆଯିବ

ଭୁବନେଶ୍ବର: ଆହୁରି ଅଧିକ ସଶକ୍ତ ହେବ ଏନସିସି । ଦେଶର ସୁରକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ ଦିଆଯିବ ତାଲିମ । ଏନେଇ ଆଜି ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ମନ୍ତ୍ରୀଙ୍କ କହିଛନ୍ତି, ଦେଶର ସୁରକ୍ଷା ପାଇଁ ଛାତ୍ରଛାତ୍ରୀଙ୍କୁ ଦିଆଯିବ ତାଲିମ ଦିଆଯିବ । ବାହ୍ୟ

୪୩ ଡିଗ୍ରୀ ଛୁଇଁଲା ସମ୍ବଲପୁର, ୧୯ ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ଅସମ୍ଭାଳ ତାତି । ପ୍ରଚଣ୍ଡ ଖରା ସାଙ୍ଗକୁ ପ୍ରବଳ ଗୁଳୁଗୁଳି । ଆଜି ଦିନ ସାଢେ ଦୁଇଟା ସୁଦ୍ଧା ୪୩ ଡିଗ୍ରୀ ଛୁଇଁଲା ସମ୍ବଲପୁର । ରାଜଧାନୀ ଭୁବନେଶ୍ବରର ତାପମାତ୍ରା ରହିଛି ୪୦ .୪ ଡିଗ୍ରୀ ସେଲସିୟସ । ୪୦ ଡିଗ୍ରୀ ଉପରେ ରହିଛି ୪ ସହର । ୧୫

ଗୋରୁ ବୋଝେଇ ଟ୍ରକ୍‌ ଜବତ: ୪୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର

ଭୁବନେଶ୍ୱର: ଥମୁନି ଗୋରୁ ଚାଲାଣ। ରାଜ୍ୟରୁ ପୁଣି ୪୦ରୁ ଉର୍ଦ୍ଧ୍ୱ ଗୋରୁଙ୍କୁ ପଶ୍ଚିମବଙ୍ଗ କରାଯାଉଥିଲା ଚାଲାଣ। ଭୋଗରାଇ ଖେଡ଼ସାହିରୁ ଗୋରୁ ବୋଝେଇ ଟ୍ରକ୍‌ ଜବତ କଲା ପୋଲିସ। ଧରାପଡିବା ପରେ ଗାଡ଼ି ଛାଡ଼ି ଫେରାର ହେଲା ଡ୍ରାଇଭର। ଭୋଗରାଇ ଥାନାରେ ସମସ୍ତ ଗୋରୁଙ୍କୁ ରଖି ଘଟଣାର ତଦନ୍ତ

ଆଜି ପବିତ୍ର ନୃସିଂହ ଚତୁର୍ଦ୍ଦଶୀ, କୋଣ ଗୁଜ ଅନୁକୂଳ କରିବେ ରୂପକାର ସେବକ

ପୁରୀ : ଆଜି ପବିତ୍ର ନୃସିଂହ ଚତୁର୍ଦ୍ଦଶୀ । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀନୃସିଂହ ଦେବଙ୍କ ଜନ୍ମ ବିଧି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ଠାରୁ ଆଜ୍ଞାମାଳ ନେଇ ପୂଜାପଣ୍ଡା ସେବାୟତମାନେ ଚକ୍ରତୀର୍ଥ ରୋଡ ସ୍ଥିତ ଚକ୍ରନାରାୟଣଙ୍କୁ ପ୍ରଦାନ କରିବେ ।

ଭାରତ-ପାକିସ୍ତାନ ବିବାଦ: ସେନାବାହିନୀକୁ ଦୃଢ଼ ସମର୍ଥନ କରିବାପାଇଁ ରାଜ୍ୟପାଳଙ୍କ ଆହ୍ବାନ

ଭୁବନେଶ୍ୱର: ପହଲଗାମରେ ସମ୍ପ୍ରତି ଘଟିଯାଇଥିବା ଜଘନ୍ୟ ଆତଙ୍କବାଦୀ ଆକ୍ରମଣ ଘଟଣା ଏବଂ ତତ୍ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉପୁଜିଥିବା ଘଟଣା କ୍ରମ ପରିପ୍ରେକ୍ଷୀରେ ଶନିବାର ଅପରାହ୍ନରେ ରାଜଭବନର ନ୍ୟୁ ଅଭିଷେକ ହଲ ଠାରେ ଏକ ସ୍ବତନ୍ତ୍ର ବୈଠକ ଆୟୋଜିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ମୋହନ

ଧନ, ଜୀବନର ସୁରକ୍ଷା ଆମ ଦାୟିତ୍ୱ : ସିଭିଲ ଡିଫେନ୍ସ ସଙ୍ଗଠନରେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ

ଭୁବନେଶ୍ୱର : ଦେଶର ସାଧାରଣ ଲୋକଙ୍କ ଧନ, ଜୀବନର ସୁରକ୍ଷା ଆମ ସମସ୍ତଙ୍କ ଦାୟିତ୍ୱ । ସୁରକ୍ଷା ଓ ସେବା ଆମର ସର୍ବୋଚ୍ଚ କର୍ତ୍ତବ୍ୟ । ଏଥିପାଇଁ ଜାତୀୟତାର ମନୋଭାବ ନେଇ ବେସାମରିକ ସୁରକ୍ଷା ବା ସିଭିଲ ଡିଫେନ୍ସ ସଙ୍ଗଠନରେ ସ୍ବେଚ୍ଛାସେବୀ ଭାବେ ଯୋଗ ଦେବାକୁ ଯୁବ

ସର୍ଟ ସର୍କିଟରୁ ଗୁଣପୁର ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟରେ ବଡ଼ ଧରଣର ଅଗ୍ନିକାଣ୍ଡ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଗୁଣପୁର ସ୍ଥିତ ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟରେ ସର୍ଟ ସର୍କିଟ ଯୋଗୁ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛିI କମ୍ପ୍ୟୁଟର ବିଭାଗରେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଛି ବୋଲି ପ୍ରାରମ୍ଭିକ ସୂଚନା ମିଳିଛି I ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଖବର

ଡ୍ରୋନ୍ ଉପରେ କଡା ନଜର ସହ ସମ୍ବେଦନଶୀଳ ଅଞ୍ଚଳଗୁଡ଼ିକୁ ନୋ-ଫ୍ଲାଏ ଜୋନ୍ ଘୋଷଣା କଲେ ଓଡିଶା ସରକାର

ଭୁବନେଶ୍ବର: ଭାରତ-ପାକିସ୍ତାନ ବିବାଦ ବୃଦ୍ଧି ପାଉଥିବା ମଧ୍ୟରେ, ଓଡ଼ିଶା ସରକାର କିଛି ଉପକୂଳବର୍ତ୍ତୀ ଅଞ୍ଚଳକୁ ନୋ-ଫ୍ଲାଏ ଜୋନ୍ ଭାବରେ ଘୋଷଣା କରିଛନ୍ତି ଏବଂ ରାଜ୍ୟରେ ଡ୍ରୋନ୍ ବ୍ୟବହାର ଉପରେ କଡ଼ା ନଜର ରଖିଛନ୍ତି। ପାକିସ୍ତାନ ନିରନ୍ତର ଭାବରେ ଭାରତର ସୀମାବର୍ତ୍ତୀ ଅଞ୍ଚଳଗୁଡ଼ିକରେ

ସାରା ଓଡ଼ିଶାରେ ହାଇଆର୍ଲଟ: ପରିସ୍ଥିତି ଅନୁସାରେ ନିଆଯିବ ପଦକ୍ଷେପ

ଭୁବନେଶ୍ବର: ସାରା ଓଡ଼ିଶାକୁ ହାଇଆର୍ଲଟରେ ରଖାଯାଇଛି। ପରିସ୍ଥିତି ଅନୁସାରେ ନିଆଯିବ ଆକ୍ସନ। ଓଡ଼ିଶାର ସୁରକ୍ଷା ବ୍ୟବସ୍ଥାକୁ ନେଇ ଅନୁଷ୍ଠିତ ବୈଠକ ପରେ ଏଭଳି ସୂଚନା ଦେଇଛନ୍ତି ଆଇନଶୃଙ୍ଖଳା ଏଡିଜି ସଞ୍ଜୟ କୁମାର।ସେ କହିଛନ୍ତି, ଓଡ଼ିଶାର ସୁରକ୍ଷା ବ୍ୟବସ୍ଥାକୁ ନେଇ ଅନୁଷ୍ଠିତ ବଡ଼ ଧରଣର

୪ ଦିନ ଯାଏଁ ତାତିରୁ ନିସ୍ତାର ନାହିଁ, ଆହୁରି ୫ ଡିଗ୍ରୀ ବଢିବ ତାପମାତ୍ରା

ଭୁବନେଶ୍ୱର: ମେ ୧୪ ପର୍ଯ୍ୟନ୍ତ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳି ଜାରି ରହିବ। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଶନିବାର ଦିନ ସୂଚନା ଦେଇଛି। ମେ ୧୦ ରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂପୁର, ପୁରୀ, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଟକ ଏବଂ