Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ମଇ ୨୭ ତାରିଖ ସୁଦ୍ଧା କେରଳ ଛୁଇଁବ ମୌସୁମୀ
ଭୁବନେଶ୍ବର: ଏଥର ସଅଳ ଆସିବ ମୌସୁମୀ। ଗତ ବର୍ଷ ମଇ ୩୦ ତାରିଖରେ ମୌସୁମୀ ବାୟୁ କେରଳ ଛୁଇଁଥିଲା । ହେଲେ ୨୦୨୫ରେ ମଇ ୨୭ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦେଶର ମୁଖ୍ୟ ଭୂଖଣ୍ଡ କେରଳ ନିକଟରେ ଛୁଇଁବା ସମ୍ଭାବନା ରହିଛିl ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା!-->…
ଓଡ଼ିଶା ତଟକୁ ଜଗିଛି ଡ୍ରୋନ, ୫ ଜଣ ଲେଖାଏଁ ପିଏସଓ ମୁତୟନ
ଭୁବନେଶ୍ୱର : ଓଡ଼ିଶା ତଟକୁ ଜଗିଛି ଡ୍ରୋନ । ମାଛଧରା ବନ୍ଦରରେ ଡ୍ରୋନ ମୁତୟନ କରାଯାଇଛି । ୫ ଜଣ ଲେଖାଏଁ ପିଏସଓ ମୁତୟନ କରାଯାଇଛି । ଉପକୂଳ ସୁରକ୍ଷା ପ୍ରସ୍ତୁତି ନେଇ ତଟ ସୁରକ୍ଷା ADG ଅରୁଣ ବୋଥ୍ରାଙ୍କ ସୂଚନା ଦେଇଛନ୍ତି। କମ୍ୟୁନିଟି ପୋଲିସିଂ ପ୍ରୋଗ୍ରାମ ଜାରି ରହିଛି । ୧୮ଟି!-->…
ଭାରତ-ପାକ୍ ଉତ୍ତେଜନା: ସମସ୍ତ ଜିଲ୍ଲାପାଳ, ଆରଡିସିଙ୍କ ଛୁଟି ବାତିଲ ନିର୍ଦ୍ଦେଶ
ଭୁବନେଶ୍ୱର: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଏହା ମଧ୍ୟରେ ଓଡ଼ିଶା ସରକାର ସମସ୍ତ ଜିଲ୍ଲାପାଳ ଏବଂ ରାଜସ୍ୱ ବିଭାଗୀୟ କମିଶନର (ଆରଡିସି)ଙ୍କ ଛୁଟି ବାତିଲ କରିଛନ୍ତି।
ପଶ୍ଚିମ ଭାରତରେ ଯୁଦ୍ଧ ପରି ପରିସ୍ଥିତିକୁ ନଜରରେ ରଖି ଶୁକ୍ରବାର ଦିନ ସାଧାରଣ!-->!-->!-->…
ଯୁଦ୍ଧର ଘନଘଟା ଭିତରେ ଓଡ଼ିଶା ଫେରିଛନ୍ତି ଜମ୍ମୁ କାଶ୍ମୀରରେ ପଢୁଥିବା ୩ ଛାତ୍ରୀ, ସହଯୋଗ କଲା ପ୍ରଶାସନ
ବାଲେଶ୍ୱର : ଯୁଦ୍ଧର ଘନଘଟା ଭିତରେ ଓଡ଼ିଶା ଫେରିଛନ୍ତି ଜମ୍ମୁ କାଶ୍ମୀରରେ ପଢୁଥିବା ଛାତ୍ରଛାତ୍ରୀ । ପ୍ରଶାସନର ସହଯୋଗରେ ବାଲେଶ୍ଵରରେ ପହଞ୍ଚିଲେ ଛାତ୍ରୀ । ସେମାନେ ହେଲେ ହେନା ମଙ୍ଗଲ, ଗୀତାଞ୍ଜଳି ଜେନା , ଜସ୍ମିତା ନାୟକ । ଛାତ୍ରୀ ମାନଙ୍କ ଘର ବାରିପଦା , ଜଳେଶ୍ଵର ଓ ଲଙ୍ଗଳେଶ୍ବର!-->…
ଭାରତ-ପାକ୍ ଉତ୍ତେଜନା: ରାଜ୍ୟର ସବୁ ଆଇପିଏସଙ୍କ ଛୁଟି ବାତିଲ ନିର୍ଦ୍ଦେଶ
ଭୁବନେଶ୍ଵର: ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ପାକ୍ ସେନା ଆକ୍ରମଣର ମୁଁହତୋଡ ଜବାବ ଦେଉଛନ୍ତି ଭାରତୀୟ ଯବାନ।
ବର୍ତ୍ତମାନର ସ୍ଥିତିକୁ ନଜରରେ ରଖି ରାଜ୍ୟ ସରକାର ମଧ୍ୟ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଓଡ଼ିଶାର!-->!-->!-->…
ଅପରେସନ୍ ସିନ୍ଦୂର: ହାଇଆଲର୍ଟରେ ଓଡିଶା ପୋଲିସ, ରେଳ ଷ୍ଟେସନ ଓ ପ୍ଲାଟଫର୍ମରେ ସୁରକ୍ଷା ବ୍ୟବସ୍ଥା କଡାକଡି
ଭୁବନେଶ୍ୱର : ଭାରତ ସରକାରଙ୍କ ପକ୍ଷରୁ ଚାଲିଛି ଅପରେସନ୍ ସିନ୍ଦୂର ଓ ଜାରି ହୋଇଛି ହାଇ ଆଲର୍ଟ । ଏହି ପରିପ୍ରେକ୍ଷୀରେ ଓଡ଼ିଶାର ଜନ ସାଧାରଣଙ୍କ ସୁରକ୍ଷାକୁ ସୁନିଶ୍ଚିତ କରିବାକୁ ରାଜ୍ୟ ପୋଲିସ ପକ୍ଷରୁ ଦିନରାତି ଚାଲିଛି ପାଟ୍ରୋଲିଂ ।
ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣକୁ ସାମ୍ନା!-->!-->!-->…
ମିସା ଆଇନ୍ରେ ବନ୍ଦୀ ହୋଇଥିବା ୪୪ ସଂଗ୍ରାମୀଙ୍କୁ ମିଳିବ ପେନ୍ସନ
ଭୁବନେଶ୍ୱର: ଓଡିଆ ଅସ୍ମିତାର ନିଦର୍ଶନ ସ୍ବରୂପ ବରପୁତ୍ର ଓ ସଂଗ୍ରାମୀ ମାନଙ୍କୁ ସମ୍ମାନ ଜଣାଇବାର ପ୍ରକ୍ରିୟା ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ପ୍ରକ୍ରିୟାରେ ସ୍ବାଧୀନତା ସଂଗ୍ରାମୀ ମାନଙ୍କର ଭତ୍ତା ବୃଦ୍ଧି କରାଯାଇଛି ଏବଂ ଜରୁରୀକାଳୀନ ପରିସ୍ଥିତି ସମୟରେ ମିସା!-->…
ନୟାଗଡ଼ରେ ଶୀତଳ ଭଣ୍ଡାର ସାତ ସପନ…
ନୟାଗଡ଼ : ନୟାଗଡ଼ରେ ଶୀତଳ ଭଣ୍ଡାର ହେବ କେବେ ? ନୟାଗଡ଼ ଜିଲ୍ଲାରେ ଅନେକ ବର୍ଷ ହେବ ସରକାରୀ ସ୍ତରରେ ଶୀତଳ ଭଣ୍ଡାରଟିଏ ହୋଇପାରିନାହିଁ ।ଉଦ୍ୟାନ ବିଭାଗର ଏହି ଦାୟିତ୍ବ ହେଲେ ବିଭାଗ ଏଥି ପ୍ରତି ଦୃଷ୍ଟି ନବେବାରୁ ଚାଷୀମାନେ ନାନା ଅସୁବିଧା ସହିତ ଭୋଗିବା ସହିତ ନିଜର କଷ୍ଟ ଉପାର୍ଜିତ ସାଧନ!-->…
କଳାହାଣ୍ଡି ଜିଲ୍ଲାର ୩୦ ପଞ୍ଚାୟତରେ ହାଇସ୍କୁଲ ନାହିଁ: ଗରିବ ମେଧାବୀ ପିଲା ପାଠପଢ଼ାରୁ ବଞ୍ଚିତ
ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାର ୩୦ଟି ପଞ୍ଚାୟତରେ ହାଇସ୍କୁଲ ନାହିଁ। ଫଳରେ ଏହି ସବୁ ପଞ୍ଚାୟତର ଛାତ୍ରଛାତ୍ରୀ ଅନ୍ୟ ପଞ୍ଚାୟତକୁ ପାଠ ପଢ଼ିବାକୁ ଯାଉଛନ୍ତି। ଅନ୍ୟପକ୍ଷରେ ବହୁ ଗରିବ ମେଧାବୀ ଛାତ୍ରଛାତ୍ରୀ ପାଠପଢ଼ାରୁ ବଞ୍ଚିତ ହେଉଥିବା ଲକ୍ଷ୍ୟ କରାଯାଇଛି। ପ୍ରକାଶ ଯେ, କଳାହାଣ୍ଡି ଜିଲ୍ଲା!-->…
ଗୋରୁ ଚାଲାଣ ଗାଡ଼ି ପୋଡ଼ିବା ସହ ଜଣଙ୍କୁ ହତ୍ୟା
ବାରଙ୍ଗ,୯ା୫ : ବାରଙ୍ଗ ଥାନା ଅଧିନସ୍ଥ ଗୋଡ଼ିସାହି ମୁଣ୍ଡଳି ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତାରେ ଗୁରୁବାର ବିଳମ୍ବିତ ରାତିରେ ଗୋରୁ ଚାଲାଣ କରୁଥିବା ଗୋଟିଏ କାର୍କୁ ପୋଡ଼ି ଦେବା ସହିତ ଜଣକୁ ହତ୍ୟା କରିଛନ୍ତି ଦୁର୍ବୃତ୍ତ। ପ୍ରକାଶ ଯେ, ଶୁକ୍ରବାର ଭୋର୍ ସମୟରେ ଗୋଡ଼ିସାହି ମୁଣ୍ଡଳି!-->…