Browsing Category

ଓଡିଶା

ଆତଙ୍କିତ ହୁଅନ୍ତୁ ନାହିଁ, ପ୍ରଚୁର ତୈଳ ମହଜୁଦ୍‍ ଅଛି-ଆଇଓସିଏଲ୍‍

ନୂଆଦିଲ୍ଲୀ : ଭାରତ ଓ ପାକିସ୍ତାନ ଉତ୍ତେଜନା ପରିସ୍ଥିତି ମଧ୍ୟରେ ଦେଶବାସୀଙ୍କୁ ଆତଙ୍କିତ ନହେବାକୁ ସବୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଉଛି । ଦେଶରେ ତେଲ ପ୍ରଚୁର ପରିମାଣରେ ମହଜୁଦ ରହିଛି ଲୋକମାନେ ଆତଙ୍କିତ ନହେବାକୁ ଆଇଓସିଏଲ୍‍ ପକ୍ଷରୁ ପରାମର୍ଶ ଦିଆଯାଇଛି । ଦେଶସାରା

ବଢିଲା ପାରାଦୀପ ବନ୍ଦର ସୁରକ୍ଷା, କେନ୍ଦ୍ରାପଡା ଓ ହୀରାକୁଦରେ ବି କଟକଣା

ଭୁବନେଶ୍ବର : ସମ୍ବଲପୁର ହୀରାକୁଦରେ ବଢିଲା ସୁରକ୍ଷା ବ୍ୟବସ୍ଥା । ଭାରତ-ପାକିସ୍ତାନ ଉତ୍ତେଜନାକୁ ଦୃଷ୍ଟିରେ ରଖି ହୀରାକୁଦ ଡ୍ୟାମ ଅଞ୍ଚଳ ବୁଲିବା ଉପରେ ରୋକ ଲଗାଯାଇଛି । ଆଜିଠାରୁ ପର୍ଯ୍ୟଟକଙ୍କୁ ହୀରାକୁଦ ଡ୍ୟାମ୍‍ ବୁଲିବା ମନା ହୋଇଛି । ସେପଟେ କେନ୍ଦ୍ରାପଡା ଜିଲାରେ ଥିବା

ଓଡ଼ିଶାରେ ହାଇ ଆଲର୍ଟ: ପୁରୀ ସମେତ ଏସବୁ ସ୍ଥାନକୁୁ ସର୍ତକ ସୂଚନା

ପୁରୀ,୯।୫: ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ବୃଦ୍ଧି ପାଇବା ପରେ ଓଡ଼ିଶାରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ପାକିସ୍ତାନର ବିଫଳ ଡ୍ରୋନ ଓ ମିସାଇଲ ଆକ୍ରମଣ ପ୍ରୟାସ ପରେ ରାଜ୍ୟ ସରକାର ଏବଂ ପୁଲିସ ଉଚ୍ଚ ସତର୍କତା ଜାରି କରିଛନ୍ତି। ଏହି ପରିପ୍ରେକ୍ଷୀରେ

ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌: ଜମ୍ମୁରୁ ଓଡ଼ିଆ ଛାତ୍ରୀଛାତ୍ରଙ୍କୁ ଫେରାଇ ଆଣିବା ପାଇଁ ବ୍ୟବସ୍ଥା

ଶ୍ରୀନଗର,୯ା୫: ଭାରତ-ପାକିସ୍ତାନ ସାମରିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ପରେ ଜମ୍ମୁରେ ଅଧ୍ୟୟନରତ ଓଡ଼ିଆ ଛାତ୍ରଙ୍କୁ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରାଯାଉଛି। କେନ୍ଦ୍ରୀୟ ସଂସ୍କୃତ ବିଶ୍ବବିଦ୍ୟାଳୟ ଖାଲି କରିବାକୁ ନିର୍ଦ୍ଦେଶ ପରେ ଏହି ପଦକ୍ଷେପ ନିଆଯାଇଛି। ଏନେଇ ଓଡ଼ିଶା ସରକାର ୨୪

ଜେଲ୍‌ରେ ରହିବ ଦୁର୍ଦ୍ଦାନ୍ତ କଏଦୀଙ୍କ ଭଏସ୍ ରେକର୍ଡ: ତିହାର ଜେଲ୍‌ ଢାଞ୍ଚାରେ ଲାଗିବ ଅଡିଓ ଟ୍ରାକର୍‌

ଭୁବନେଶ୍ବର: ନରହତ୍ୟା, ଡକାୟତି, ଦାଦାବଟି ଆଦାୟ ଭଳି ସଂଗିନ ଆପରାଧିକ ମାମଲାରେ ଜେଲ୍‌ରେ ଥିବା ଦୁର୍ଦ୍ଦାନ୍ତ କଏଦୀଙ୍କ ଭଏସ୍‌ ରେକର୍ଡିଂ କରାଯିବ। ସ୍ବତନ୍ତ୍ର ଡାଟାବେସ୍‌ରେ ସେସବୁ ରେକର୍ଡିଂକୁ ସାଇତି ରଖାଯିବ। କେବଳ ସେତିକି ନୁହେଁ, ତିହାର ଜେଲ୍‌ ଭଳି ରାଜ୍ୟର କେତେକ ପ୍ରମୁଖ ଜେଲ୍‌ରେ

ଶିମିଳିପାଳ ଜାତୀୟ ଉଦ୍ୟାନରେ ଏ ଆଇ ସୁରକ୍ଷା ପ୍ରଣାଳୀ ଫଳପ୍ରଦ: ବନ୍ଧା ହେଲେ ତିନି ଅଭିଯୁକ୍ତ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ଗତକାଲି ରାତିରେ ଶିକାର କରିବା ସମୟରେ ଏ ଆଇ କ୍ୟାମେରା ଦ୍ୱାରା ଚିହ୍ନଟ ହୋଇ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଏମାନଙ୍କୁ କୋର୍ଟଚାଲାଣ କରାଯାଇଥିଲା। ସେମାନଙ୍କର ଜାମିନ ନାମଞ୍ଜୁର ହେବା ପରେ ଜେଲକୁ

ସରଳ ଓ ତ୍ରୁଟିଶୂନ୍ୟ ହେବ ପରିବାର ପେନ୍‌ସନ୍ ନିୟମ

ଭୁବନେଶ୍ବର : ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ୫ଟି ବିଭାଗର ୮ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ବୈଠକ ପରେ ଗୃହୀତ ପ୍ରସ୍ତାବଗୁଡ଼ିକ ସମ୍ପର୍କରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ ସୂଚନା ଦେଇ

ଓଡ଼ିଶାକୁ ଫେରିଲା ହିଟ୍‌ଓ୍ବେଭ୍‌: ମେ ୧୪ ପର୍ଯ୍ୟନ୍ତ ତାତିରୁ ନାହିଁ ତ୍ରାହି

ଭୁବନେଶ୍ୱର ,୮।୫: କିଛି ଦିନର ବିରାମ ପରେ ତାପମାତ୍ରା ବୃଦ୍ଧି ସହିତ ଓଡ଼ିଶାକୁ ଗରମ ଏବଂ ଗୁଳୁଗୁଳି ଫେରିଛି, ଯାହା ସାଧାରଣ ଜୀବନଯାତ୍ରାକୁ ଗମ୍ଭୀର ଭାବେ ପ୍ରଭାବିତ କରିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁସାରେ, ଏହି ପାଗ ମେ ୧୪ ପର୍ଯ୍ୟନ୍ତ ଜାରି ରହିବ ଏବଂ ମେ ୧୦ ତାରିଖରୁ

ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ: ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର: ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି । ଆମ ରାଜ୍ୟ ସବୁ ପ୍ରକାର ସ୍ଥିତି ପାଇଁ ପ୍ରସ୍ତୁତ ଅଛି। ଡାଲି, ଚାଉଳ, ତେଲ ଭଳି ଅତ୍ୟାବଶ୍ୟକ ସାମଗ୍ରୀ ଯଥେଷ୍ଟ ପରିମାଣରେ ଗଚ୍ଛିତ ଅଛି ବୋଲି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା

ସମୃଦ୍ଧ ଓଡ଼ିଶା ଗଠନ ଓ ବିକାଶ ପାଇଁ ମା’ ତାରାତାରିଣୀଙ୍କ ପୂଜାର୍ଚ୍ଚନା କରିଛି: ମୋହନ

ବ୍ରହ୍ମପୁର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଯାଇ ଦକ୍ଷିଣ ଓଡ଼ିଶା ପ୍ରସିଦ୍ଧ ଦେବୀ ‘ମା ତାରାତାରିଣୀଙ୍କୁ ପୂଜାର୍ଚ୍ଚନା କରିଛନ୍ତି। ଏହି ଗସ୍ତକାଳରେ ମୁଖ୍ୟମନ୍ତ୍ରୀ ପ୍ରଥମେ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ମା’ଙ୍କ ନିକଟରେ ପୂଜାର୍ଚ୍ଚନା