Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଦୁର୍ନୀତି ନିରାକରଣ ଓ ସ୍ୱଚ୍ଛ ଶାସନ ଦିଗରେ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ଖୁବଶୀଘ୍ର ଗଠନ ହେବ ଲୋକାୟୁକ୍ତ
ଭୁବନେଶ୍ୱର: ରାଜ୍ୟରେ ଖୁବଶୀଘ୍ର ଗଠନ ହେବ ଲୋକାୟୁକ୍ତ। ରାଜ୍ୟ ଅତିଥି ଭବନରେ ବସିଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ। ବୈଠକରେ ଲୋକାୟୁକ୍ତ ଗଠନ ପ୍ରକ୍ରିୟାକୁ ନେଇ ଆଲୋଚନା ହୋଇଥିବା ବେଳେ ଖୁବଶୀଘ୍ର ରାଜ୍ୟରେ ଲୋକାୟୁକ୍ତ ଗଠନ କରାଯିବ। ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି।!-->…
ଓଡ଼ିଶା ଡିଜିପି ନିଯୁକ୍ତିକୁ ନେଇ ସୁପ୍ରିମକୋର୍ଟରେ ମାମଲା, ଆସନ୍ତା ୧୨ରେ ଶୁଣାଣି
ନୂଆଦିଲ୍ଲୀ: ଓଡ଼ିଶାର ପରବର୍ତ୍ତୀ ପୋଲିସ ମହାନିର୍ଦ୍ଦେଶକ (DGP) ନିଯୁକ୍ତି ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟରେ ଏକ ଗୁରୁତର ଅଭିଯୋଗ ଉଠିଛି। DGP ନିଯୁକ୍ତି ନେଇ ସର୍ବୋଚ୍ଚ ଅଦାଲତ ପୂର୍ବରୁ ଦେଇଥିବା ନିର୍ଦ୍ଦେଶକୁ ଓଡ଼ିଶା ସରକାର ଏଡ଼ାଇବାକୁ ଚେଷ୍ଟା କରୁଥିବା ଦର୍ଶାଇ ଏକ ଜନସ୍ୱାର୍ଥ!-->…
ନୀଳାଦ୍ରି ବିହାରରେ ଜବରଦଖଲ ଉଚ୍ଛେଦ ବେଳେ ଉତ୍ତେଜନା
ଭୁବନେଶ୍ୱର: ରାଜଧାନୀରେ ପୁଣି ବୁଲିଲା ବୁଲଡୋଜର। ନୀଳାଦ୍ରି ବିହାର ଅଞ୍ଚଳରେ ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଛି। ଯାହାକୁ ନେଇ ଉତ୍ତେଜନା ଦେଖାଦେଇଛି। ବିଏମସି ଏବଂ ବିଡିଏ ପକ୍ଷରୁ ମିଳିତ ଭାବେ ଏହି ବଡ଼ ଧରଣର ଉଚ୍ଛେଦ ଅଭିଯାନ ଆରମ୍ଭ କରାଯାଇଛି । ନୀଳାଦ୍ରି ବିହାରରେ ଥିବା ପ୍ରାୟ ୮୯୦ଟି ଘର!-->…
ରାଜ୍ୟ ସରକାରଙ୍କ କଡ଼ା ନିର୍ଦ୍ଦେଶ, କଲେଜରେ ସକ୍ରିୟ ହେବ ଆଣ୍ଟି-ରାଗିଂ ସ୍କ୍ୱାଡ୍
ଭୁବନେଶ୍ୱର: ଛାତ୍ରଛାତ୍ରୀଙ୍କ ପାଇଁ ଏକ ସୁରକ୍ଷିତ କ୍ୟାମ୍ପସ ପରିବେଶ ସୃଷ୍ଟି କରିବା ପାଇଁ ଓଡ଼ିଶା ଉଚ୍ଚଶିକ୍ଷା ବିଭାଗ ରାଜ୍ୟର ସମସ୍ତ ଉଚ୍ଚଶିକ୍ଷା ପ୍ରତିଷ୍ଠାନକୁ ୨୦୨୬-୨୭ ଶିକ୍ଷାବର୍ଷ ଆରମ୍ଭ ହେବା ପୂର୍ବରୁ ବାଧ୍ୟତାମୂଳକ ସୁରକ୍ଷା କମିଟି ଏବଂ ଆଣ୍ଟି-ରାଗିଂ ବ୍ୟବସ୍ଥା ଗଠନ କିମ୍ବା!-->…
ଯୁବ ଆଇନଜୀବୀଙ୍କୁ ମରଣାନ୍ତକ ଆକ୍ରମଣ, ଅବସ୍ଥା ଗୁରୁତର
ଜଳେଶ୍ବର : ଯୁବ ଆଇନଜିବୀଙ୍କୁ ମାରଣାଅସ୍ତ୍ରରେ ଆକ୍ରମଣ । ବାଲେଶ୍ବର ଜିଲ୍ଲା ଜଳେଶ୍ବରରେ ଆଜି ଅପରାହ୍ନରେ ଏଭଳି ଅଭାବନୀୟ ଘଟଣା ସାମନାକୁ ଆସିଛି । ସୁଚନା ମୁତାବକ ଆଇନଜିବୀ ସିଦ୍ଧାର୍ଥ ଦାସ କୋର୍ଟରୁ କାମ ସାରି ଘରକୁ ଫେରୁଥିଲେ । ଜଳେଶ୍ବର ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର!-->…
ସର୍ପାଘାତରେ ଦୁଇ ମାସର ଶିଶୁ ପୁତ୍ର ମୃତ, ବାପା ଗୁରୁତର
ଦେବଗଡ: ବିଷାକ୍ତ ସାପ କାମୁଡାରେ ଆଜି ଜଣେ ୨ ମାସର ଶିଶୁ ପୁତ୍ରର ମୃତ୍ୟୁ ଘଟିଛି । ତିଳେଇବଣି ବ୍ଳକ ଝରାଗୋଗୁଆ ପଞ୍ଚାୟତ ଅନ୍ତର୍ଗତ ତିଳେଇମାଳ ଗ୍ରାମରେ ଏଭଳି ଅଘଟଣ ହୋଇଛି । ସେପଟେ ବାପ ଗୁରୁତର ହୋଇ ଜିଲ୍ଲା ମୁଖ୍ୟ ଚିକତ୍ସାଳୟରେ ଭର୍ତ୍ତି ହୋଇଥିବା ଜଣା ପଡିଛି । ମୃତ ଶିଶୁ ଜଣକ!-->…
ବଜ୍ରାଘାତରେ ଚାଲିଗଲା ଦୁଇ ଜୀବନ
ମୟୂରଭଞ୍ଜ: ଆକସ୍ମିକ ବଜ୍ରପାତ ନେଲା ଦୁଇ ଜୀବନ। ମୟୂରଭଞ୍ଜ ଜିଲ୍ଲା ବାରିପଦା ସଦର ଥାନା ଅଧୀନ କାଶିପାଳ ଗ୍ରାମରେ ଆକସ୍ମିକ ବଜ୍ରପାତ ଯୋଗୁଁ ଦୁଇ ଜଣ ମୃତ୍ୟୁବରଣ କରିଥିବା ଜଣାପଡିଛି। ମିଳିଥିବା ସୂଚନା ଅନୁସାରେ ରାଜାବସା ପଞ୍ଚାୟତ କାଶିପାଳ ଗ୍ରାମର ସ୍ବର୍ଗତ ହରି ହାଁସଦାଙ୍କ ପୁଅ!-->…
ପୋଲିସ କଣ୍ଟ୍ରୋଲ ରୁମରେ ସଫେଇ କର୍ମଚାରୀଙ୍କୁ ଅସଦାଚରଣ ଅଭିଯୋଗ
ଭୁବନେଶ୍ୱର : ପୋଲିସ କଣ୍ଟ୍ରୋଲ ରୁମରେ ସଫେଇ କର୍ମଚାରୀଙ୍କୁ ଅସଦାଚରଣ ଅଭିଯୋଗ । ଡିସିପି ଅଫିସର ଦ୍ୱାରସ୍ଥ ହେଲେ ପୀଡ଼ିତା ସଫେଇ କର୍ମଚାରୀ । ମଞ୍ଚେଶ୍ୱର ପୋଲିସ କଣ୍ଟ୍ରୋଲ ରୁମର ଆସିଷ୍ଟାଣ୍ଟ କମାଣ୍ଡର ଦୀପକ ନାୟକଙ୍କ ନାମରେ ସାଙ୍ଘାତିକ ଅଭିଯୋଗ ଆଣିଲେ ପୀଡ଼ିତା । ଗତ ୨ ତାରିଖରେ ମହିଳା!-->…
ଏଗ୍ରିଷ୍ଟେକ ଆଇଡି ପାଇଁ ଚାଷୀଙ୍କ ପାଖକୁ ଯିବେ ସରକାର : ରାଜସ୍ବ ମନ୍ତ୍ରୀ
ଭୁବନେଶ୍ୱର : ଏଗ୍ରିଷ୍ଟେକ୍ ଆଇଡି ଦ୍ବନ୍ଦ୍ବ ଦୂର କଲେ ମନ୍ତ୍ରୀ । ଏଗ୍ରିଷ୍ଟେକ ଆଇଡି ବାଧ୍ୟତାମୂଳକ ନୁହେଁ ବୋଲି କହିଲେ ରାଜସ୍ବ ମନ୍ତ୍ରୀ । ଧାନ ପଞ୍ଜୀକରଣରେ କୌଣସି ଅସୁବିଧା ନାହିଁ । ଗତ ବର୍ଷ ଯେଉଁ ମାନେ ଧାନ ବିକ୍ରି କରିଛନ୍ତି ସେମାନେ ଏଥର ମଧ୍ୟ ବିକ୍ରି କରି ପାରିବେ ।!-->…
ରାଜ୍ୟରେ ମହଜୁଦ ଅଛି ୨ ଲକ୍ଷ ୩୭ ହଜାର ଟନ୍ ସାର, କଳାବଜାରୀ ରୋକିବା ପାଇଁ ସ୍ୱତନ୍ତ୍ର ଏନଫୋର୍ସମେଣ୍ଟ ଟିମ୍ ଗଠନ
ଭୁବନେଶ୍ୱର: ରାଜ୍ୟରେ ସାର କଳାବଜାରୀ ରୋକିବାକୁ ସରକାରଙ୍କ କଡ଼ା ପଦକ୍ଷେପ। ରାଜ୍ୟରେ ବର୍ତ୍ତମାନ ୧ ଲକ୍ଷ ୩୭ ହଜାର ୨୦୨ ଟନ୍ ସାର ମହଜୁଦ ରହିଛି। ମୋଟ୍ ମହଜୁଦରୁ ୨ ଲକ୍ଷ ୬ ହଜାର ୩୬୮ ଟନ୍ ସାର PACS (ପ୍ରାଥମିକ କୃଷି ସମବାୟ ସମିତି) କୁ ଏବଂ ୧୪୨୬ ଟନ୍ ସାର ଡିଲରମାନଙ୍କୁ ପ୍ରଦାନ!-->…