Browsing Category

ଓଡିଶା

ଯୁଦ୍ଧ ପାଇଁ ମକ୍ ଡ୍ରିଲ୍, ବାଜିଲା ସାଇରନ୍

ଭୁବନେଶ୍ବର : ଯୁଦ୍ଧ ପ୍ରସ୍ତୁତି ପାଇଁ ମକ୍‌ ଡ୍ରିଲ୍‌। ରାଜଧାନୀ ଭୁବନେଶ୍ୱରରେ ବାଜିଲା ସାଇରନ। ଏଥିସହିତ ଏକାସାଙ୍ଗରେ କେନ୍ଦ୍ରାପଡ଼ା, ପାରାଦୀପ, ବାଲେଶ୍ୱର, ରାଉରକେଲା, ଗଞ୍ଜାମର ଗୋପାଳପୁରରେ ମଧ୍ୟ ଏହି ଯୁଦ୍ଧ ସାଇରନ ବାଜିଛି। ବୋମା ବର୍ଷଣ ବେଳେ ଜନସାଧାରଣଙ୍କୁ ସୁରକ୍ଷିତ ସ୍ଥାନକୁ

ଦୀଘା ଜଗନ୍ନାଥ ମନ୍ଦିର ବିବାଦ: ମମତାଙ୍କୁ ଚିଠି ଲେଖିଲେ ମୋହନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖିଛନ୍ତି। ଶ୍ରୀ ମାଝୀ ଚିଠି ଲେଖବାର କାରଣ ହେଲା ପଶ୍ଚିମବଙ୍ଗର ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦ। ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଦୀଘା ଜଗନ୍ନାଥ

ନବରଙ୍ଗପୁର ଜିଲ୍ଲାକୁ ଓଡ଼ିଶାର ମୁଖ୍ୟଶାସନ ସଚିବଙ୍କ ଦିନିକିଆ ଗସ୍ତ

ନବରଙ୍ଗପୁର : ଆଜି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ନବରଙ୍ଗପୁର ଜିଲ୍ଲାକୁ ଦିନିକିଆ ଗସ୍ତ ରେ ଆସି ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକାରୀ ପ୍ରକଳ୍ପ ପରିଦର୍ଶନ କରିଛନ୍ତି। ମୂଖ୍ୟ ଶାସନ ସଚିବ ଙ୍କ ସହ ଜିଲାପାଳ ଡ଼ା ଶୁଭଙ୍କର ମହାପାତ୍ର,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ବିରଞ୍ଚି ନାରାୟଣ

ଏସବୁ ଜିଲାରେ ବର୍ଷିବ ; ୨ ଦିନ ପରେ ପୁଣି ଫେରିବ ତାତି

ଭୁବନେଶ୍ୱର : ରାଜ୍ୟରେ ଅନେକ ସ୍ଥାନରେ କାଳବୈଶାଖୀ ବର୍ଷା କାରଣରୁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । କାଳବୈଶାଖୀ ବର୍ଷା ପାଇଁ ବୁଧବାର ପାଇଁ ୨୩ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ଆଜି ପାଇଁ କୋରାପୁଟ, ମାଲକାନଗିରି, ରାୟଗଡା, ଗଜପତି,

ଦୀଘାରେ ‘ଜଗନ୍ନାଥ ଧାମ’ ବିବାଦ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଲେ ପ୍ରସିଦ୍ଧ ବାଲୁକା ଶିଳ୍ପୀ…

ପୁରୀ: ଦୀଘାରେ ଜଗନ୍ନାଥ ଧାମ ବିବାଦ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଛନ୍ତି ପ୍ରସିଦ୍ଧ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ଏନେଇ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବାକୁ ସେ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି।ସୁଦର୍ଶନ ପଟ୍ଟନାୟକ ଉକ୍ତ ଚିଠିରେ ଲେଖିଛନ୍ତି,

ଅସ୍ତ୍ର ଛାଡ଼ି ସରଳ ଜୀବନଯାପନ କରିବାକୁ ନିଷ୍ପତ୍ତି ନେଲେ ୧୪ ଜଣ ମାଓବାଦୀ

ମାଲକାନଗିରି: ସୀମାନ୍ତ ତେଲେଙ୍ଗାନାର ଭଦ୍ରାଦୀ କଥାଗୁଡେମ ପୁଲିସ ନିକଟରେ ୧୪ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏହି ମାଓବାଦୀଙ୍କ ମଧ୍ୟରେ ଦୁଇ ଜଣ ଏସିଏମ ରାଙ୍କର ହୋଇଥିବା ବେଳେ ୪ ଜଣ ପାର୍ଟି ମେମ୍ବର, ୩ ଜଣ ଆରପିସି ମିଲିସିଆ, ଜଣେ କେଏଏମଏସ, ୪ ଜଣ ଭିସିଏମ ରେଙ୍କର ବୋଲି

ମକ୍‌ ଡ୍ରିଲ୍‌ ନେଇ ଭୟଭୀତ ହେବାର କୌଣସି କାରଣ ନାହିଁ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର: ଜମ୍ମୁ କଶ୍ମୀରର ଅନନ୍ତନାଗ ଜିଲ୍ଲା ପହଲଗାମରେ ଗତମାସ ୨୨ ତାରିଖରେ ଘଟିଥିବା ଆତଙ୍କବାଦୀଙ୍କ ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ପରିସ୍ଥିତି ଦେଖାଯାଇଛି। ଉଭୟ ଦେଶ ମଧ୍ୟରେ ସଂପର୍କ ସଂପୂର୍ଣ୍ଣ ଭାବେ ବନ୍ଦ ହୋଇଯାଇଥିବା ବେଳେ ଅନେକ ଏହାକୁ ଯୁଦ୍ଧ ପରିସ୍ଥିତି

ବଜାରରେ ମିଳୁଛି ନକଲି କ୍ଷୀର: ହୋଇଯାଆନ୍ତୁ ସାବଧାନ

ଜଗତସିଂହପୁର,୬।୫: ଜଗତସିଂହପୁର ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ଏକ ବଡ଼ ଧରଣର ଚଢାଉ କରାଯାଇଛି। ଜିଲା ପ୍ରଶାସନର ୫ ଜଣିଆ ଟିମ୍‌ ଚଢ଼ାଉ କରି ବାଲିସାହି ଅଞ୍ଚଳରୁ ଏକ ନକଲି କ୍ଷୀର ଗୋଦାମ ଠାବ କରିଛି। ଗୋଦାମରୁ ଅପମିଶ୍ରିତ କ୍ଷୀର ସହ ବସ୍ତାବସ୍ତା ପାଉଡର୍‌ ଜବତ କରାଯାଇଛି।

ଯିଏ ଯିଏ ବୟକଟ ପୁରୀ କଥା କହିଛନ୍ତି ତା ଦ୍ୱାରା ପୁରୀ ଆଉଥରେ ଫୋକସକୁ ଆସିଛି

ଭୁବନେଶ୍ୱର,୬।୫: ଦୀଘାରେ ନବନିର୍ମିତ ଶ୍ରୀଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ଉଠିଛି। ଏ ନେଇ ମୁହଁ ଖୋଲିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ଯିଏ ଯିଏ ବୟକଟ ପୁରୀ କଥା କହିଛନ୍ତି ତା ଦ୍ୱାରା ପୁରୀ ଆଉଥରେ ଫୋକସକୁ ଆସିଛି । ପୁରୀ ପର୍ଯ୍ୟଟନ ଏହା ଦ୍ୱାରା ବିଲକୁଲ ବି

ଭଦ୍ରକ ବାଣ ଗୋଦାମରେ ବିସ୍ଫୋରଣ ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ୨ ମୃତ

ବାଲଶ୍ବର : ଭଦ୍ରକ ପୁରୁଣା ବଜାର ଥାନା ହଳଦୀଡିହ ଛକ ନିକଟରେ ବାଣ ଗୋଦାମରେ ବିସ୍ଫୋରଣ ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ୫ ଜଣ ଗୁରୁତରଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ୨ ଗୁରୁତରଙ୍କ ମୃତ୍ୟୁ ଘଟିଛି।ସୂଚନାଯୋଗ୍ୟ,