Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଆସନ୍ତାକାଲି ମକ୍ଡ୍ରିଲ୍, ଦିନ ୪ଟାରେ ବାଜିବ ଯୁଦ୍ଧ ସାଇରନ୍
ଭୁବନେଶ୍ଵର: ରାଜ୍ୟରେ ମକ୍ଡ୍ରିଲ୍ ନେଇ ଗୃହ ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଗୁରୁତ୍ଵପୂର୍ଣ୍ଣ ବୈଠକ ଶେଷ ହୋଇଛି। ବୈଠକ ସରିବା ପରେ ଯୁଦ୍ଧ ପ୍ରସ୍ତୁତି ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀ। ଡିଜିଙ୍କ କହିବାନୁସାରେ, ବୁଧବାର!-->…
୫ ବର୍ଷ ହେଲା ଜଗା ରଥପାଇଁ ପଠାଯାଉଛି କାଠ: ଭଞ୍ଜନଗରରୁ ପ୍ରଥମ ପର୍ଯ୍ୟାୟରେ ଗଲା ରଥକାଠ
ଭଞ୍ଜନଗର : ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରା ଜୁନ ୨୭ ତାରିଖରେ ହେବ। ତେଣୁ ତିନି ଠାକୁରଙ୍କ ରଥ ନିର୍ମାଣ କାର୍ଯ୍ୟ ପୁରୀ ରଥଖଳାରେ ଚାଲିଛି। ଏଥିପାଇଁ ରାଜ୍ୟର ବିଭିନ୍ନ ବନଖଣ୍ଡରୁ ରଥକାଠ ପୁରୀ ଅଭିମୂଖେ ଅଣାଯାଉଛ। ଏହିଭଳି ଗଞ୍ଜାମ ଜିଲା ଘୁମୁସର ଦକ୍ଷୀଣ ବନଖଣ୍ଡ ଏବଂ ଉତ୍ତର ବନଖଣ୍ଡରୁ!-->…
ପୁରୀ ବିମାନବନ୍ଦରକୁ କେନ୍ଦ୍ରର ମଞ୍ଜୁରି
ଭୁବନେଶ୍ୱର, ୬।୫: ଓଡିଶାରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ପୁରୀଠାରେ ଏକ ନୂତନ ଗ୍ରୀନଫିଲ୍ଡ ବିମାନ ବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି।
ସୂଚନାଯୋଗ୍ୟ ଯେ, ଶ୍ରୀଜଗନ୍ନାଥ ବିମାନ ବନ୍ଦର ନାମରେ!-->!-->!-->…
‘ଟ୍ରେନରୁ କେନ୍ଦ୍ରମନ୍ତ୍ରୀ ନିଖୋଜ’ ଖବରରେ ପୂର୍ଣ୍ଣଚ୍ଛେଦ ଟାଣିଲେ ଜୁଏଲ ଓରାମ
ନୂଆଦିଲ୍ଲୀ: 'ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି, ମୋ ସ୍ବାସ୍ଥ୍ୟକୁ ନେଇ ହୋଇଥିବା ଗୁଜବ ସମ୍ପୂର୍ଣ୍ଣ ଭିତ୍ତିହୀନ ଏବଂ ଭ୍ରମାତ୍ମକ। ମୁଁ ସମସ୍ତଙ୍କୁ ସତ୍ୟ ଆଧାରିତ ତଥ୍ୟ ଉପରେ ଧ୍ୟାନ ଦେବାକୁ ଅନୁରୋଧ କରୁଛି ଏବଂ ମୁଁ ମୋ କାମ ପ୍ରତି ପୂରାପୂରି ସମର୍ପିତ ଅଛି…' କହି ଚଳନ୍ତା ଟ୍ରେନରୁ!-->…
ପିଏମ୍ ଆବାସ ଯୋଜନାରେ ବଡ଼ ପରିବର୍ତ୍ତନ
ନୂଆଦିଲ୍ଲୀ, ୬।୫ : ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ଗ୍ରାମୀଣ) ସହିତ ଜଡିତ ଏକ ଆଶ୍ୱସ୍ତି ଖବର ସାମ୍ନାକୁ ଆସିଛି। ସରକାର ଯୋଗ୍ୟତା ସର୍ତ୍ତାବଳୀରେ ପରିବର୍ତ୍ତନ କରିଥିବାରୁ ଏବେ ଅଧିକ ଲୋକ ଏହି ଯୋଜନାର ଲାଭ ଉଠାଇପାରିବେ। ପୂର୍ବରୁ ଏହି ଯୋଜନାରେ ଆବେଦନ କରିବା ପାଇଁ ୧୩ଟି ସର୍ତ୍ତ ପୂରଣ!-->…
ଗଞ୍ଜାମ ପୋଲିସ ର ସଫଳତା କୁ ନେଇ ଅନେକ ପ୍ରଶ୍ନ : ମୁଖ୍ୟ ଅଭିଯୁକ୍ତ ମାନେ ଧରା ପଡ଼ିବେ କେବେ ?..!
କେରାଣ୍ଡି ଧରାପଡିଲେ ଭାକୁର କେବେ….?
ବ୍ରହ୍ମପୁର: ଗଞ୍ଜାମ ପୋଲିସ ହାତରେ ୧୫ଟି ମାଉଜର ଏବଂ କିଛି ଅପରାଧୀ ଧରାପଡିବା ଗଞ୍ଜାମ ପୋଲିସ କୁ ବଡ଼ ସଫଳତା ମିଳିଛି ସତ । ଗଞ୍ଜାମ ଜିଲ୍ଲାର ଆଗ ଧାଡ଼ିର ବାଲି ମାଫିଆ ମାନଙ୍କୁ ରାସ୍ତାରୁ ହଟେଇବା ପାଇଁ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ ହୋଇଥିବା!-->!-->!-->…
ଦୀଘା ଶ୍ରୀଜଗନ୍ନାଥ ମନ୍ଦିର ବିବାଦ: ଆସିଲା ତଦନ୍ତ ରିପୋର୍ଟ, କାର୍ଯ୍ୟାନୁଷ୍ଠାନକୁ ଅପେକ୍ଷା
ଦୀଘା ଶ୍ରୀଜଗନ୍ନାଥ ମନ୍ଦିର ନେଇ ସୃଷ୍ଟି ହୋଇଥିବା ବିବାଦର ତଦନ୍ତ କରୁଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ସୋମବାର ରାଜ୍ୟ ସରକାରଙ୍କୁ ମଧ୍ୟବର୍ତ୍ତିକାଳୀନ ତଦନ୍ତ କମିଟି ରିପୋର୍ଟ ପ୍ରଦାନ କରିଛନ୍ତି। ଡଃ ପାଢ଼ୀ ଆଜି ଲୋକସେବା ଭବନରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ!-->…
ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି, ୭ ତାରିଖକୁ ଘୁଞ୍ଚିଲା ଶୁଣାଣି
କଟକ: IAS ବିଷ୍ଣୁପଦ ସେଠୀଙ୍କୁ ଆଶ୍ବସ୍ତି । ବିଷ୍ଣୁପଦ ଓ ତାଙ୍କ ପରିବାରର ଅନ୍ତରୀଣ ସୁରକ୍ଷା ବଢ଼ିଲା। ଅନ୍ତରୀଣ ଆଦେଶ ବଳବତ୍ତର ରଖିଲେ ହାଇକୋର୍ଟ। କେସ୍ ଡାଏରୀ ଦାଖଲ କରିବାକୁ ନିର୍ଦ୍ଦେଶ। ଭର୍ଚୁଆଲରେ ହାଜର ହେବେ ତଦନ୍ତ ଅଧିକାରୀ। ଆସନ୍ତା ୭ ତାରିଖକୁ ଘୁଞ୍ଚିଲା ଶୁଣାଣି। କଠୋର!-->…
ବିଜେଡିର ରାଜନୈତିକ ବ୍ୟାପାର କମିଟି ଗଠିତ, ୧୦ ଜଣିଆ କମିଟିର ଅଧ୍ୟକ୍ଷ ନବୀନ ପଟ୍ଟନାୟକ
ଭୁବନେଶ୍ୱର : ବିଜେଡିର ରାଜନୈତିକ ବ୍ୟାପାର କମିଟି ଗଠିତ ହୋଇଛି । ୧୦ ଜଣିଆ କମିଟି ଗଠନ କରାଯାଇଛି । ଏହାର ଅଧ୍ୟକ୍ଷ ଅଛନ୍ତି ନବୀନ ପଟ୍ଟନାୟକ । ସମସ୍ୟଙ୍କ ମଧ୍ୟରେ ଅଛନ୍ତି ବିକ୍ରମ କେଶରୀ ଆରୁଖ, ପ୍ରମିଳା ମଲ୍ଲିକ, ନିରଞ୍ଜନ ପୂଜାରୀ, ସଂଜୟ ଦାସବର୍ମା, ପ୍ରଣବ ପ୍ରକାଶ ଦାସ, ସୁଦାମ!-->…
ଦୀଘା ଜଗନ୍ନାଥ ମନ୍ଦିର ‘ଜଗନ୍ନାଥ ଧାମ ନୁହେଁ’: ସ୍ପଷ୍ଟ କଲେ ଗଜପତି ମହାରାଜା
ପୁରୀ: ଆସିଲା ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ସ୍ପଷ୍ଟୀକରଣ। ଦୀଘା ଜଗନ୍ନାଥ ମନ୍ଦିର ‘ଜଗନ୍ନାଥ ଧାମ’ ନୁହେଁ ବୋଲି କହିଛନ୍ତି ଗତପତି ମହାରାଜା। ପ୍ରେସ୍ ରିଲିଜ୍ ଜରିଆରେ ସ୍ପଷ୍ଟ କଲେ ଗଜପତି ମହାରାଜା। ଜଗନ୍ନାଥ ଧାମ, ଶ୍ରୀପୁରୁଷୋତ୍ତମ କ୍ଷେତ୍ର, ଶ୍ରୀକ୍ଷେତ୍ର କୁହାଯାଇ ପାରିବନି।!-->…