Browsing Category

ଓଡିଶା

ମହିଳା ଦୁଷ୍କର୍ମରେ ପ୍ରତିଯୋଗିତା କରୁଛନ୍ତି ବିଜେଡି-କଂଗ୍ରେସ: ବର୍ଷିଲା ଶାସକ ଦଳ

ଭୁବନେଶ୍ବର: ରାଜ୍ୟରେ ଏବେ ନାରୀ ନିର୍ଯାତନା, ଦୁଷ୍କର୍ମ ଭଳି ଖବର ଶୀର୍ଷରେ ରହିଥିବା ବେଳେ, ଦୁଇ ବିରୋଧୀ ଦଳ ବିଜେଡି ଏବଂ କଂଗ୍ରେସ ସରକାରଙ୍କୁ ଲଗାତାର ଏନେଇ ଏବେ ଘେରି ଆସୁଥିଲେ । କିନ୍ତୁ ବିଡମ୍ବନାର ବିଷୟ, ଗତ କିଛି ଦିନ ହେବ, ଏଥିପାଇଁ ଦୁଇ ଦଳ ଖବରର ଶିରୋନାମାରେ ଅଛନ୍ତି ।…

୧୭ ଲକ୍ଷ ଟଙ୍କା ପୁରସ୍କାର ରାଶିଥିବା ୪ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି : ମାଲକାନଗିରି ଛତିଶଗଡ଼ ସିମାନ୍ତ ବିଜାପୁର ଜିଲ୍ଲାର ବାସାଗୁଡା ଜଙ୍ଗଲ ରେ ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ପୋଲିସର ଏନକାଉଣ୍ଟର ରେ ଦୁଇ ମହିଳା ମାଓବାଦୀ ସମେତ ୪ ଜଣ ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି । …

ଅମରେଶଙ୍କ ସସପେଣ୍ଡ ପରେ ପ୍ରତିକ୍ରିୟା ରଖିଲେ ଭୁବନେଶ୍ୱର ଜିଲ୍ଲା ବିଜେଡି ସଭାପତି

ଭୁବନେଶ୍ବର: ବାଲେଶ୍ୱରରୁ ବିଜେଡି କର୍ପୋରେଟର ଅମରେଶ ଜେନା ଗିରଫ ପରେ ଦଳ ତାଙ୍କୁ ନିଲମ୍ବିତ କରିଛି । ଅମରେଶ ଜେନାଙ୍କ ଗିରଫ ପରେ ପ୍ରତିକ୍ରିୟା ରଖିଛନ୍ତି ଭୁବନେଶ୍ୱର ଜିଲ୍ଲା ବିଜେଡି ସଭାପତି ଅଶୋକ ଚନ୍ଦ୍ର ପଣ୍ଡା । ସେ କହିଛନ୍ତି ଯେ, ଏକ ସମ୍ବେଦନଶୀଳ ଅଭିଯୋଗକୁ ନେଇ ଅମରେଶ ଜେନାଙ୍କ…

ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ ଚୁକ୍ତି ମାମଲା, ଚୁକ୍ତି ବାତିଲ ଆଘାତ ଦେଇଛି : ନବୀନ ପଟ୍ଟନାୟକ

ଭୁବନେଶ୍ବର : ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ ଚୁକ୍ତି ବାଲିତକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ତୀବ୍ର ପ୍ରତିକ୍ରିୟା । ଚୁକ୍ତି ବାତିଲ ଆଘାତ ଦେଇଥିବା କହିଛନ୍ତି ନବୀନ ପଟ୍ଟନାୟକ । ଡବଲ୍ ଇଞ୍ଜିନ ସରକାର ମେଟ୍ରୋ ରେଲ୍ ପରି ଗୁରୁତ୍ଵପୂର୍ଣ୍ଣ ପ୍ରକଳ୍ପ ବାତିଲ୍ କରି ଓଡିଶା…

ମୋଦିଙ୍କ ମନ କି ବାତ୍‌ରେ ସ୍ଥାନ ପାଇଲା କେନ୍ଦୁଝର ସଂକୀର୍ତ୍ତନ ମଣ୍ଡଳୀଠୁ ଆରମ୍ଭ କରି ମୟୂରଭଞ୍ଜର ସାନ୍ତାଳୀ ଶାଢୀ

ନୂଆଦିଲ୍ଲୀ/ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ମୋଦି ଆଜି ‘ମନ କି ବାତ’ର ୧୨୪ତମ ଏପିସୋଡ୍ ମାଧ୍ୟମରେ ଦେଶବାସୀଙ୍କୁ ଉଦବୋଧନ ଦେଇଛନ୍ତି । ଏହି ଅବସରରେ ଦେଶବାସୀଙ୍କ ସମ୍ମୁଖରେ ବିଭିନ୍ନ ପ୍ରସଙ୍ଗ ନେଇ ମୋଦି ନିଜର ମତ ରଖିଥିବା ବେଳେ ଏଥିରେ ଓଡିଶାର କେନ୍ଦୁଝର ଜିଲ୍ଲାର ସଂକୀର୍ତ୍ତନ ମଣ୍ଡଳୀ ଏବଂ…

ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ବୈତରଣୀ ନଦୀରେ ବନ୍ୟା, ପାଣି ଘେରରେ ଲୋକେ

ବୈତରଣୀ ନଦୀରେ ମାଡ଼ି ଆସିଲା ବନ୍ୟା। ଜଳମଗ୍ନ ହୋଇ ରହିଛି ବ୍ୟାପକ ଅଞ୍ଚଳ । ପାଣି ଘେରରେ ରହିଛନ୍ତି ଲୋକେ। ଅନେକ ସ୍ଥାନରେ ରାସ୍ତାଘାଟ ବି ବିଛିନ୍ନ। ବ୍ୟାପକ ଚାଷଜମି ଜଳମଗ୍ନ। ଜଳସ୍ତର କିଛିଟା ହ୍ରାସ ପାଇଥିଲେ ହେଁ ବନ୍ୟାଜଳରୁ ମୁକୁଳି ପାରି ନାହାଁନ୍ତି ତଳିଆ ଅଞ୍ଚଳର ଅଧିବାସୀ। ଆଖୁଆପଦା…

ବିଶ୍ବବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସରଙ୍କ ପତ୍ନୀଙ୍କୁ ଦୁଷ୍କର୍ମ ଉଦ୍ୟମ; ଯୁବକ ଅଟକ

ବାଲେଶ୍ବର: ବାଲେଶ୍ଵର ଫକୀର ମୋହନ ବିଶ୍ବବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସରଙ୍କ ପତ୍ନୀଙ୍କୁ ଦୁଷ୍କର୍ମ ଉଦ୍ୟମ । କ୍ୟାମ୍ପସ କ୍ବାର୍ଟର୍ସରେ ଏକା ଥିବାର ସୁଯୋଗ ନେଇ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ ଆସିଛି । ଆସିଷ୍ଟାଣ୍ଟ ପ୍ରଫେସରଙ୍କ ସ୍ତ୍ରୀ ଶନିବାର ରେମୁଣା ଥାନାରେ ଅଭିଯୋଗ କରିବା ପରେ ନୀଳଗିରି…

ଧାର୍ଯ୍ୟ ହେଲା ନୂଆଁଖାଇ ଲଗ୍ନ, ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ହେବ ପାଳନ

ବଲାଙ୍ଗିର : ଧାର୍ଯ୍ୟ ହେଲା ନୂଆଁଖାଇ ଲଗ୍ନ । ଆଦି ସଂସ୍କୃତି ଆଦି ପରମ୍ପରାର ପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହେଲା । ବଲାଙ୍ଗିର ଶୈଳଶ୍ରୀ ପ୍ୟାଲେସ ଠାରେ ରବିବାର ଏନେଇ ତାରିଖ ଓ ସମୟ ଘୋଷଣା କରିଛନ୍ତି ରାଜ ପୁରୋହିତ । ମା’ ପାଟଣେଶ୍ୱରୀ, ମା’ ସମଲେଶ୍ବରୀଙ୍କ ରାଶି ନକ୍ଷତ୍ର ସହ…

ମୁଣ୍ଡଳୀରେ ପହଞ୍ଚିଲା ହୀରାକୁଦର ବନ୍ୟାଜଳ

କଟକ:ମୁଣ୍ଡଳୀରେ ପହଞ୍ଚିଲା ହୀରାକୁଦ ଡ୍ୟାମର ବନ୍ୟା ଜଳ । ଏବେ ୪ ଲକ୍ଷ ୨୦ ହଜାର ୮୨୪ କ୍ୟୁସେକ ଜଳ ପ୍ରବାହିତ ହେଉଛି । ମୁଣ୍ଡଳୀ ଅପ୍ ଷ୍ଟ୍ରିମର ଜଳସ୍ତର ୮୬.୭୦ ଫୁଟ୍ ରହିଛି ଓ ଡାଉନ୍ ଷ୍ଟ୍ରିମର ଜଳସ୍ତର ୮୩.୮୦ ଫୁଟ୍ ଅଛି । ଏହା ସନ୍ଧ୍ୟା ସୁଦ୍ଧା ପାଞ୍ଚ ଲକ୍ଷରୁ ଅଧିକ କ୍ୟୁସେକ ହେବା ନେଇ…

ନାବାଳିକା ଦୁଷ୍କର୍ମ ମାମଲା: ଗିରଫ ପରେ ବିଜେଡିରୁ ନିଳମ୍ବିତ ହେଲେ ଅମରେଶ ଜେନା

ଭୁବନେଶ୍ବର: ଯୌନ ନିର୍ଯାତନା ଅଭିଯୋଗରେ ଗିରଫ ହେବା ସଙ୍ଗେ ସଙ୍ଗେ ଦଳରୁ ବହିଷ୍କୃତ ହେଲେ ପୂର୍ବତନ ବିଜେଡି କର୍ପୋରେଟର ଅମରେଶ ଜେନା । ଗତକାଲି ତାଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆସିବା ପରେ ଆଜି ତାଙ୍କୁ ବାଲେଶ୍ବରରୁ ବାନ୍ଧିଛି କମିଶନରେଟ ପୋଲିସ୍ । ଏହାପରେ ଦଳର ସୁପ୍ରିମୋ ନବୀନ…