Browsing Category

ଓଡିଶା

ଗିରଫ ହେଲେ ବିଜେଡି କର୍ପୋରେଟର ଅମରେଶ ଜେନା

ଭୁବନେଶ୍ବର: ଗିରଫ ହେଲେ ବିଜେଡି କର୍ପୋରେଟର ଅମରେଶ ଜେନା । ନାବାଳିକାଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ଆଜି ବାଲେଶ୍ବରର ନୀଳଗିରିରୁ ଅମରେଶ ଜେନାଙ୍କୁ ଗିରଫ କରିଛି କମିଶନରେଟ ପୋଲିସ୍ । ପୂର୍ବରୁ ଗତକାଲି ତାଙ୍କ ୬ ସହଯୋଗୀଙ୍କୁ ପୋଲିସ୍ ଗିରଫ କରିଥିବା ବେଳେ ଅମରେଶ ଫେରାର ଥିଲେ । ଏହାରି…

ବନବାସୀ ଆଶ୍ରମ ପିଲାଙ୍କ ଗହଣରେ ମନ୍ କି ବାତ୍ ଶୁଣିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଥିବା ବନବାସୀ କଲ୍ୟାଣ ଆଶ୍ରମ ପରିସରରେ ଆଶ୍ରମ ଅନ୍ତେବାସୀ ପିଲାଙ୍କ ଗହଣରେ ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍ କାର୍ଯ୍ୟକ୍ରମ ଶୁଣିଛନ୍ତି। ଆଜି ଥିଲା ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ୍…

କର୍ପୋରେଟର ଅମରେଶ ଜେନାଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଘଟଣା, ୫ ସହଯୋଗୀ ଗିରଫ

ଭୁବନେଶ୍ୱର : କର୍ପୋରେଟର ଅମରେଶ ଜେନାଙ୍କ ୫ ସହଯୋଗୀ ଗିରଫ । ଲକ୍ଷ୍ମୀସାଗର ଥାନା ପୋଲିସ ଅମରେଶ ଜେନାଙ୍କୁ ଫେରାର କରାଇବାରେ ସହଯୋଗ କରିଥିବାରୁ ଏହି ୫ ଜଣ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ନେଇଛି। ସେମାନେ ହେଲେ ବିବେକ କୁମାର ସ୍ବାଇଁ, ବିକ୍ରମ ମହାନ୍ତି,…

ଜଳପ୍ରପାତରେ ବୁଡ଼ି ୨ ବୁର୍ଲା ଡାକ୍ତରୀ ଛାତ୍ରଛାତ୍ରୀ ମୃତ

ସମ୍ବଲପୁର: ଦେବଝରଣ ଜଳପ୍ରପାତରେ ଅଘଟଣ। ଆଜି ଯୁଯୁମରା ସ୍ଥିତ ଦେବଝରଣ ଜଳ ପ୍ରପାତରେ ବୁଡ଼ି ୨ ବୁର୍ଲା ଡାକ୍ତରୀ ଛାତ୍ରଛାତ୍ରୀ ମୃତ । ମୃତକ ଦୁଇ ଜଣ ବୁର୍ଲା ଭୀମସାରର ବୋଲି ଜଣା ପଡିଛି। ମୃତ ଛାତ୍ରୀଙ୍କ ନାଁ ମୋନିକା ମୀନା ଓ ଛାତ୍ରଙ୍କ ନାଁ ସନ୍ଦୀପ ପୁରୀ। ଦୁଇ ମୃତକ ଭୀମସାରର ଶେଷ ବର୍ଷର…

ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପର ପୁରୁଣା କଣ୍ଟ୍ରାକ୍ଟକୁ ବାତିଲ କଲେ ରାଜ୍ୟ ସରକାର

ଭୁବେନଶ୍ବର: ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପରେ ବାଧା । ବାତିଲ ହେଲା ମେଟ୍ରୋ ପ୍ରକଳ୍ପ ଟେଣ୍ଡର । ସିଗାଲ ଇଣ୍ଡିଆ ସହ ଚୁକ୍ତି ବାତିଲ କଲା ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ। ଏନେଇ ଆନୁଷ୍ଠାନିକ ଭାବେ ବାତିଲ ନୋଟିସ ଜାରି କରିଛି ଡିଏମଆରସି । ଚୁକ୍ତିରେ ୬ଟି ଉନ୍ନତ ମେଟ୍ରୋ ଷ୍ଟେସନର…

ରାମଚଣ୍ଡୀ ନଦୀ ଗର୍ଭକୁ ଖସି ପଡ଼ିଲା ବିଡିଓଙ୍କ କାର୍‌, ଅଗ୍ନିଶମ ବିଭାଗ ଦ୍ବାରା ପତ୍ନୀଙ୍କ ସହ ବିଡିଓ ଉଦ୍ଧାର

କୋଣାର୍କ : ଶନିବାର ଅପରାହ୍ନ ୪ଟାରେ କୋଣାର୍କ-ପୁରୀ ଵେଳାମାର୍ଗ ସଂଲଗ୍ନ ରାମଚଣ୍ଡୀ ନଦୀ ଗର୍ଭକୁ ଗୋଟିଏ ଚଳନ୍ତା କାର୍ ଖସି ପଡିବା ଫଳରେ କାର୍ ଚାଳକ କଟକ ସଦର ବିଡିଓ ପ୍ରତୀକ ସାହୁ (୩୩) ଓ ତାଙ୍କ ପତ୍ନୀ ରଶ୍ମୀ ସାହୁ(୩୧) ଆହତ ହୋଇଛନ୍ତି। ନଦୀ ଗର୍ଭରେ ସଂପୂର୍ଣ୍ଣ ଓଲଟି ପଡି ଭାସୁଥିବା…

ମୁଖ୍ୟମନ୍ତ୍ରୀଙ୍କୁ ବର୍ଷକର ରିପୋର୍ଟ କାର୍ଡ ଦେବେ ମନ୍ତ୍ରୀ

ଭୁବନେଶ୍ବର ୨୬।୭: ବିଭିନ୍ନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ରାଜ୍ୟ ସରକାରଙ୍କ ସମସ୍ତ ମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ବର୍ଷକର ରିପୋର୍ଟ କାର୍ଡ ଦେବା ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ସମସ୍ତ ମନ୍ତ୍ରୀ ନିଜ…

ସଂସଦ ରତ୍ନ ପୁରସ୍କାରରେ ୧୭ ସାଂସଦ ସମ୍ମାନିତ, ଭର୍ତ୍ତୃହରିଙ୍କୁ ସ୍ୱତନ୍ତ୍ର ପୁରସ୍କାର

ନୂଆଦିଲ୍ଲୀରେ ଶନିବାର ଦିନ ୧୭ ଜଣ ସାଂସଦଙ୍କୁ ସେମାନଙ୍କ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ସଂସଦ ରତ୍ନ ପୁରସ୍କାର ୨୦୨୫ ପ୍ରଦାନ କରାଯାଇଛି। ଏହି ସାଂସଦମାନଙ୍କ ମଧ୍ୟରେ ଅଛନ୍ତି ବିଜେପିରୁ ରବି କିଶନ, ନିଶିକାନ୍ତ ଦୁବେ ଏବଂ ଦିନେଶ ଶର୍ମା, କଂଗ୍ରେସରୁ ବର୍ଷା ଗାୟକୱାଡ ଏବଂ ଶିବସେନା-ୟୁବିଟିରୁ…

ବଢୁଛି ବିଭିନ୍ନ ନଦୀର ଜଳସ୍ତର, ସରକାରଙ୍କ ସମ୍ଭାବ୍ୟ ବନ୍ୟା ମୁକାବିଲା ପ୍ରସ୍ତୁତି

ଭୁବନେଶ୍ୱର : ରାଜ୍ୟରେ ଅନେକ ସ୍ଥାନରେ ଲାଗି ରହିଛି ତୁହାକୁ ତୁହା ବର୍ଷା । ଏହାସହ ବଢି ଚାଲିଛି ବିଭିନ୍ନ ନଦୀର ଜଳସ୍ତର । ବିପଦ ସଙ୍କେତ ଉପରେ ଜଳକା ଓ ବୈତରଣୀ ନଦୀର ଜଳସ୍ତର ପ୍ରବାହିତ ହେଉଛି । ନଦୀରେ ଜଳସ୍ତର ବୃଦ୍ଧି ପାଉଥିବାରୁ ସରକାରଙ୍କ ସମ୍ଭାବ୍ୟ ବନ୍ୟା ମୁକାବିଲା…

ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘଟଣାରେ କାର୍ଯ୍ୟାନୁଷ୍ଠାନ, ଅତିରିକ୍ତ ସମ୍ପାଦକଙ୍କ ସମେତ ୬ ଅଧିକାରୀଙ୍କ ବଦଳି

ଭୁବନେଶ୍ୱର : ସ୍ୱତନ୍ତ୍ର ଓଡିଇଟି ପରୀକ୍ଷା ବାତିଲ ଘଟଣାରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ବୋର୍ଡ କାର୍ଯ୍ୟାଳୟର ଅତିରିକ୍ତ ସମ୍ପାଦକଙ୍କ ସମେତ ୬ ଅଧିକାରୀଙ୍କ ବଦଳି ହୋଇଥିବା ସୂଚନା ମିଳିଛି । ବୋର୍ଡ କାର୍ଯ୍ୟାଳୟର ଅନ୍ୟ ବିଭାଗକୁ ବଦଳି ହେଲେ ୬ ଅଧିକାରୀ । …