Browsing Category

ଓଡିଶା

ମହଙ୍ଗା ପଡ଼ିଲା ପ୍ରେମ, ଘଟଣାର ତଦନ୍ତ ପାଇଁ ଚାଇଲ୍ଡ ହେଲ୍ପଲାଇନକୁ ନିର୍ଦ୍ଦେଶ

ଅନୁଗୁଳ: ମହଙ୍ଗା ପଡିଲା ଅଳ୍ପ ବୟସରେ ପ୍ରେମ । ଚାଇଲ୍ଡ କେୟାର ସେଣ୍ଟରରେ ପ୍ରେମିକା । ଅନୁଗୁଳ ଜିଲ୍ଲା କଣିଁହା ବ୍ଲକ ଗଣ୍ଡମାଳା ପଞ୍ଚାୟତର ଜଣେ ନାବାଳକ ଓ ନାବାଳିକାଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢିଉଠିଥିଲା। ଗାଁରେ ଯାତ୍ରା ଚାଲିଥିବାବେଳେ ନାବାଳକ ଜଣକ

ଦିଦିଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ କଡ଼ା ଜବାବ, କହିଲେ ମମତା ହିନ୍ଦୁ ବିରୋଧୀ

ଭୁବନେଶ୍ୱର: ଦୀଘା ଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ଜୋର ଧରିଛି। ଏହି ପ୍ରସଙ୍ଗରେ ଆଜି ପ୍ରଥମ ଥର ପ୍ରତିକ୍ରିୟା ରଖିଛନ୍ତି ମମତା ବାନାର୍ଜୀ। ଏହାପରେ କଡ଼ା ଜବାବ ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ମନ୍ତ୍ରୀ କହିଛନ୍ତି, “ମମତା ହିନ୍ଦୁ ବିରୋଧୀ, ଜଗନ୍ନାଥ ବିରୋଧୀ। ପ୍ରତିଦିନ

ରାଜଧାନୀରେ ଲଜ୍ଜା; ମା’ ଝିଅକୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ

ଭୁବନେଶ୍ବର: ରାଜଧାନୀରେ ମାଆ ଓ ଝିଅକୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ । ଏନେଇ ବଡ଼ଗଡ଼ ଥାନାରେ ମାମଲା ରୁଜୁ ହୋଇଛି । ଅଶ୍ଲୀଳ ଫଟୋ ଉଠାଇ ଦୁଷ୍କର୍ମ କରିଥିବା ଅଭିଯୋଗ । ରବିବାର ଅଭିଯୁକ୍ତକୁ ଗିରଫ କରି ତଦନ୍ତ ଆରମ୍ଭ କରିଛି ବରଗଡ଼ ପୋଲିସ । ଗିରଫ ଅଭିଯୁକ୍ତ ଜଣକ ଯାଜପୁର ଜିଲ୍ଲା ଟମକା ଥାନା

ରାମକୃଷ୍ଣ ଦାସ ମହାପାତ୍ରଙ୍କୁ କୈଫିୟତ୍ ତଲବ, ସାତ ଦିନ ମଧ୍ୟରେ ଜବାବ ଦେବାକୁ ନିର୍ଦ୍ଦେଶ

ପୁରୀ : ଦଇତାପତି ସେବକ ରାମକୃଷ୍ଣ ଦାସ ମହାପାତ୍ରଙ୍କୁ କୈଫିୟତ୍ ତଲବ । ନୋଟିସ ପାଇବାର ୭ ଦିନ ମଧ୍ୟରେ କୈଫିୟତ୍ ଦାଖଲ କରିବାକୁ ସମୟ ଦିଆଯାଇଛି । ନିଜର ଦ୍ବନ୍ଦ୍ବାତ୍ମକ ବୟାନ ଦ୍ବାରା ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଅଗଣିତ ଭକ୍ତ ତଥା ଶ୍ରଦ୍ଧାଳୁଙ୍କ ମନରେ ବିଭ୍ରାନ୍ତି ସୃଷ୍ଟି

ନବ ଯୌବନ ଦର୍ଶନଠାରୁ ନୀଳାଦ୍ରୀ ବିଜେ ପର୍ଯ୍ୟନ୍ତ ନିରନ୍ତର ସ୍ବାସ୍ଥ୍ୟ ସେବା ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର: ମହାପ୍ରଭୁ ଜଗନ୍ନାଥଙ୍କର ଚଳିତ ବର୍ଷ ରଥଯାତ୍ରାରେ ନିରନ୍ତର ସ୍ବାସ୍ଥ୍ୟ ସେବା ନିଶ୍ଚିତ କରାଇବା ପାଇଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଛି। ଏଥିପାଇଁ ବିଭାଗୀୟ ଶାସନ ସଚିବ ଅଶ୍ବତୀ ଏସ.ଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସଭାଗୃହଠାରେ ଏକ

ପ୍ରଶାସନିକ ସୀମା ପୁନର୍ଗଠନ: ଜୁନ ୩୦ ଶେଷ ତାରିଖ

ଭୁବନେଶ୍ୱର: ରାଜ୍ୟରେ ପ୍ରଶାସନିକ ସୀମା ପୁନର୍ଗଠନ ନେଇ ଜାରି ହେଲା ଶେଷ ସମୟସୀମା। ଆସନ୍ତା ଜୁନ୍ ୩୦ ତାରିଖ ମଧ୍ୟରେ ରାଜ୍ୟର ସମସ୍ତ ପ୍ରଶାସନିକ ସୀମା ପୁନର୍ଗଠନ କାର୍ଯ୍ୟ ସମାପ୍ତ ହେବା। ଏନେଇ ରାଜସ୍ବ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ତେବେ ଦେଶରେ ଚଳିତ ବର୍ଷ ଜନଗଣନା

‘ଖାନ୍‌ନଗର ବ୍ରିଜ୍‌ ଅଘଟଣ: ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ’

ଭୁବନେଶ୍ବର: କଟକ ରିଙ୍ଗରୋଡ଼ ସଂପ୍ରସାରଣ କାର୍ଯ୍ୟ ଚାଲୁଥିବା ବେଳେ ଶନିବାର ଅପରାହ୍‌ଣରେ ଘଟିଥିବା ଦୁର୍ଘଟଣା ନେଇ ଆଇନ୍‌ମନ୍ତ୍ରୀ ଦୁଃଖ ପ୍ରକାଶ କରିଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଶ୍ରୀ ହରିଚନ୍ଦନ କହିଛନ୍ତି ଏହି ଅଘଟଣ ନେଇ ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ତେବେ ଏହା ପଛର

ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ଵର: ୩ ଦିନ ବର୍ଷିବ। ପ୍ରବଳ ବର୍ଷା ସାଙ୍ଗକୁ ଝଡ଼ପବନ ନେଇ ସତର୍କ କରାଇଲା ପାଣିପାଗ ବିଭାଗ। ଆଗାମୀ ତିନି ଦିନ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା, ବଜ୍ରପାତ ଏବଂ ଝଡ଼ ପବନ ବହିବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ ବିଭାଗ ସୂଚନା

ଆଟାଚ ହେବ ରାଜା ଚକ୍ରଙ୍କ ସମ୍ପତ୍ତି, ଏସଟିଏଫ୍ ପକ୍ଷରୁ ସୂଚନା

ଭୁବନେଶ୍ୱର : ଆଟାଚ ହେବ ରାଜା ଚକ୍ରଙ୍କ ସମ୍ପତ୍ତି । ରାଜା ଚକ୍ରଙ୍କ କ୍ରସର ୟୁନିଟ ଓ ଅନ୍ୟ ଜାଗାରେ STFର ଚଢ଼ାଉ । କେନ୍ଦୁଝର ଓ ଆଖପାଖ ଅଞ୍ଚଳରେ STFର ସ୍ବତନ୍ତ୍ର ଟିମ୍ ଚଢ଼ାଉ କରୁଛି। ରାଜା ଚକ୍ରଙ୍କ ସମ୍ପତ୍ତି ଆଟାଚ ହେବା ନେଇ ଏସଟିଏଫ୍ ପକ୍ଷରୁ ସୂଚନା ଦିଆଯାଇଛି ।

ଫ୍ଲାଏଓଭରରୁ ଖସିଲା ଟ୍ୟାଙ୍କର, ଅଳ୍ପକେ ବର୍ତ୍ତିଲେ ଲୋକେ

ରାୟଗଡ଼ା: ରାୟଗଡ଼ାରେ ଏକ ଫ୍ଲାଏଓଭରରୁ ତଳକୁ ଟ୍ୟାଙ୍କର ଖସିପଡ଼ିଥିବା ବେଳେ ଅଳ୍ପକେ ରକ୍ଷା ପାଇଛନ୍ତି ଡ୍ରାଇଭର ଏବଂ ସ୍ଥାନୀୟ ଲୋକମାନେ। ସୂଚନା ଅନୁଯାୟୀ, ଡ୍ରାଇଭର ନିୟନ୍ତ୍ରଣ ହରାଇବାରୁ ଟ୍ୟାଙ୍କରଟି ବ୍ରିଜର ରେଲିଂକୁ ଧକ୍କା ଦେବା ପରେ ଫ୍ଲାଏଓଭରରୁ ତଳକୁ ଖସି ପଡ଼ିଥିଲା। ବଜାର