Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପାଟଣାଗଡ ପାର୍ସଲ ବୋମା ମାମଲା: ଜୁନ୍ ୧୭ ସୁଦ୍ଧା ଚୂଡ଼ାନ୍ତ ରାୟ
ବଲାଙ୍ଗୀର: ବହୁଚର୍ଚ୍ଚିତ ବଲାଙ୍ଗୀର ଜିଲ୍ଲାର ପାଟଣାଗଡ଼ ପାର୍ସଲ ବୋମା ମାମଲା । ଜୁନ୍ ୧୭ ସୁଦ୍ଧା ଆସିବ ମାମଲାର ଚୂଡ଼ାନ୍ତ ରାୟ । ଏନେଇ ପୂର୍ବରୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ ରହିଛି । ଆସନ୍ତା ୫ ତାରିଖରେ ପ୍ରତିପକ୍ଷଙ୍କ ସାକ୍ଷ୍ୟଗ୍ରହଣ ନେଇ ଶୁଣାଣି ହେବ ।
ମୁଖ୍ୟ ଅଭିଯୁକ୍ତ!-->!-->!-->…
ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ନକ୍ସଲ ନିହତ
ନବରଙ୍ଗପୁର: ପୁଣି ନକ୍ସଲ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଥିବା ଖବର ସାମ୍ନାକୁ ଆସିଛି । ଶୁକ୍ରବାର ନବରଙ୍ଗପୁର ଜିଲ୍ଲା ରାଇଘର ସୀମାନ୍ତ ଛତିଶଗଡ଼ର ଗରିଆବନ୍ଦ ଜଙ୍ଗଲରେ ବଡ଼ ଧରଣର ନକ୍ସଲ ଏନକାଉଣ୍ଟର ହୋଇଥିବା ଜଣାପଡ଼ିଛି l ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଥିବା!-->…
ଖାନ ନଗର ବ୍ରିଜ ନିର୍ମାଣ ବେଳେ ଅଘଟଣ, ତିନି ମୃତ
କଟକ: ନିର୍ମାଣାଧୀନ ବ୍ରିଜ୍ରେ ଅଘଟଣ ଘଟିଛି। କଟକର ଖାନ୍ନଗରସ୍ଥିତ ବ୍ରିଜ ନିର୍ମାଣ ବେଳେ ସ୍ଲାବ୍ ଖସିପଡ଼ିବାରୁ ୩ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ଅନ୍ୟ ୨ ଜଣ ଗୁରୁତରଙ୍କର ଚିକିତ୍ସା ଜାରି ରହିଛି। ମୃତ ଶ୍ରମିକମାନେ ହେଲେ ସୌମ୍ୟରଂଜନ ବେହରା,!-->…
ଏମ୍ସ ଭୁବନେଶ୍ୱରର ସାମଗ୍ରିକ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣ୍ଣ ସମର୍ଥନ ପ୍ରତିଶ୍ରୁତି
ଭୁବନେଶ୍ୱର: ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ୱାସ ଏବଂ ଏମ୍ସ ଭୁବନେଶ୍ୱର ଅଧ୍ୟକ୍ଷ ଡ. ଶୈଳେଶ କୁମାର ଗତକାଲି ଲୋକସେବା ଭବନରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିଛନ୍ତି । ଏହି ଅବସରରେ, ଡ. ବିଶ୍ୱାସ ମୁଖ୍ୟମନ୍ତ୍ରୀଙ୍କ ସହିତ!-->…
ଦିଘାରେ ଜଗନ୍ନାଥଙ୍କ ମନ୍ଦିରକୁ ନେଇ ଶ୍ରୀ ମନ୍ଦିର କାର୍ଯ୍ୟାଳୟରେ ବୈଠକ, ମତାମତ ପାଇଁ ସେବାୟତ ନିଯୋଗକୁ ଚିଠି
ପୁରୀ : ପଶ୍ଚିମବଙ୍ଗ ଦିଘାରେ ଜଗନ୍ନାଥଙ୍କ ମନ୍ଦିରକୁ ନେଇ ଶ୍ରୀ ମନ୍ଦିର କାର୍ଯ୍ୟାଳୟରେ ମୁଖ୍ୟ ପ୍ରଶାସକଙ୍କ ଅଧକ୍ଷତାରେ ବୈଠକ ଶେଷ ହୋଇଛି l ବୈଠକରେ ମହାପ୍ରଭୁଙ୍କ ତିନି ବାଡ଼ର ବାଡ଼ଗ୍ରାହୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଏଲୋଚନା ହୋଇଥିଲା l ବୈଠକରେ ୪ଟି!-->…
ଦୀଘାରେ ‘ଜଗନ୍ନାଥ ଧାମ’ ନାଁ ବିବାଦ ପ୍ରସଙ୍ଗ: ପୁରୀ ସାଂସଦ ସମ୍ବିତ ପାତ୍ରଙ୍କ ଦୃଢ଼ ପ୍ରତିବାଦ
ଭୁବନେଶ୍ୱର: ଦୀଘାରେ ‘ଜଗନ୍ନାଥ ଧାମ’ ନାଁ ବିବାଦ ପ୍ରସଙ୍ଗ ଜୋର ଧରିଛି। ଦୀଘାର ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ହେବା ପର ଠାରୁ ଥମୁନି ବିବାଦ। ଚାରିଆଡେ ଅସନ୍ତୋଷ ତେଜିଛି। ପଣ୍ଡାପଢିଆରଙ୍କ ଠାରୁ ନେଇ ସେବାୟତ ପର୍ଯ୍ୟନ୍ତ ସମସ୍ତେ ଏହାକୁ ବିରୋଧ କରିଛନ୍ତି। ଜଗନ୍ନାଥ ମନ୍ଦିର କଲେ, ହେଲେ!-->…
୪ ଆନ୍ତଃ ରାଜ୍ୟ ଠକ ଗିରଫ, ମେଡ଼ିକାଲ କଲେଜରେ ଆଡ଼ମିଶନ କରାଇଦେବାକୁ କହି ନେଇଥିଲେ ଟଙ୍କା…
ଭୁବନେଶ୍ୱର : ଭୁବନେଶ୍ୱର ସ୍ପେଶାଲ କ୍ରାଇମ୍ ୟୁନିଟ ଦ୍ୱାରା ୪ ଆନ୍ତ ରାଜ୍ୟ ଠକ ଗିରଫ । ମେଡ଼ିକାଲ କଲେଜରେ ଆଡ଼ମିଶନ କରାଇଦେବାକୁ କହି ଠକେଇ କରିଥିବା ଅଭିଯୋଗରେ ୪ ଜଣ ଗିରଫ । ନିଟ ପରୀକ୍ଷା ପୂର୍ବରୁ ୪ ଜଣଙ୍କୁ ଗିରଫ କରିଛି ସ୍ପେଶଲ୍ କ୍ରାଇମ୍ ୟୁନିଟ । ୯0 ଲକ୍ଷ ଟଙ୍କାର ଚେକ୍ ସହିତ!-->…
‘ଜଗନ୍ନାଥ ଧାମ ନାଁ, ଗ୍ରହଣୀୟ ନୁହେଁ’, ବର୍ଷିଲେ ସୁଦର୍ଶନ
ଭୁବନେଶ୍ବର: ଦୀଘାର ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ହେବା ପର ଠାରୁ ଥମୁନି ବିବାଦ । ଚାରିଆଡେ ଅସନ୍ତୋଷ ତେଜିଛି । ପଣ୍ଡାପଢିଆରଙ୍କ ଠାରୁ ନେଇ ସେବାୟତ ପର୍ଯ୍ୟନ୍ତ ସମସ୍ତେ ଏହାକୁ ବିରୋଧ କରିଛନ୍ତି । ଜଗନ୍ନାଥ ମନ୍ଦିର କଲେ, ହେଲେ କାହିଁକି ଏହାର ନାମ ‘ଜଗନ୍ନାଥ ଧାମ’ ରଖାଗଲା ବୋଲି ନେଇ,!-->…
ସିଡିପିଓଙ୍କ ଅମାପ ସମ୍ପତ୍ତି, ଭୁବନେଶ୍ୱରରେ ରହିଛି ୩୩୦୦ ବର୍ଗ ଫୁଟର ତିନି ମହଲା ଘର
କଟକ : ଭିଜିଲାନ୍ସ ଜାଲରେ ଶିଶୁ ବିକାଶ ଅଧିକାରୀ ଶକୁନ୍ତଳା ଦାସ । ଜଣେ ନବନିଯୁକ୍ତ ଅଙ୍ଗନବାଡ଼ି ହେଲପରଙ୍କ ଦରମା କରାଇଦେବା ପାଇଁ ଗତକାଲି ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଥିଲେ ସିଡିପିଓ ଶକୁନ୍ତଳା ଦାସ । ଏହାପରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ!-->…
ରାଜା ଚକ୍ରର ଓକିଲଙ୍କ ନାଁରେ ମାନହାନୀ ମୋକଦ୍ଦମା ଦାୟର କଲେ ମନମୋହନ ସାମଲ
ବାଲେଶ୍ବର: ରାଜା ଚକ୍ରଙ୍କ ଓକିଲଙ୍କ ନାଁରେ ମାନହାନୀ ମକଦ୍ଦମା । ମକଦ୍ଦମା ଦାଏର କଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ରାଜା ଚକ୍ରଙ୍କ ଓକିଲ ସିତାଂଶୁ ଦ୍ବିବେଦୀଙ୍କ ନାଁରେ ମକଦ୍ଦମା । ବାଲେଶ୍ବର ଏସଡିଜିଏମ୍ଙ୍କ କୋର୍ଟରେ ମକଦ୍ଦମା ହେଲା ଦାଏର । ସିତାଂଶୁ ଦ୍ବିବେଦୀଙ୍କ ବୟାନ!-->…