Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
କେନ୍ଦ୍ରକୁ ଗଲେ ବରିଷ୍ଠ ଆଇଏଏସ ଅଧିକାରୀ ନିକୁଞ୍ଜ ଧଳ, ଦାୟିତ୍ବ ମୁକ୍ତ କଲେ ଓଡ଼ିଶା ସରକାର
ଭୁବନେଶ୍ଵର: ବରିଷ୍ଠ ଆଇଏଏସ ଅଧିକାରୀ ତଥା ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ଓଡ଼ିଶା ସରକାର ଦାୟିତ୍ବ ମୁକ୍ତ କରିଛନ୍ତି । ସେ କେନ୍ଦ୍ରରେ ସଂସଦୀୟ ବ୍ୟାପର ମନ୍ତ୍ରଣାଳୟର ଓଏସଡି ଭାବେ କାର୍ଯ୍ୟ କରିବେ । ନିକୁଞ୍ଜ ଧଳଙ୍କୁ ଗତ ମାସ ୧୯!-->…
ରାଜ୍ୟରେ ହେବ ଆଉ ୬ଟି ନୂଆ ହୋଟେଲ୍ ଏବଂ ରିସର୍ଟ
ଭୁବନେଶ୍ବର: ରାଜ୍ୟରେ ଆଉ ୬ଟି ନୂଆ ହୋଟେଲ୍ ଓ ରିସର୍ଟ ଖୋଲାଯିବ । ଏନେଇ ଶୁକ୍ରବାର ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସିଙ୍ଗଲ୍ ୱିଣ୍ଡୋ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଏହି ହୋଟେଲ ଆଉ ରିସର୍ଟ ଗୁଡିକ ଗଞ୍ଜାମ, ଖୋର୍ଦ୍ଧା, ଅନୁଗୁଳ ଓ କୋରାପୁଟରେ ଖୋଲାଯିବ । ଏନେଇ!-->…
ବରିଷ୍ଠ ଆଇପିଏସ୍ ସ୍ତରରେ ନୂଆ ନିଯୁକ୍ତି
ଭୁବନେଶ୍ଵର: ବରିଷ୍ଠ ଆଇପିଏସ୍ ସ୍ତରରେ ନୂଆ ନିଯୁକ୍ତି ଦେଇଛନ୍ତି ସରକାର । ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ଏହି ନିଯୁକ୍ତି କାର୍ଯ୍ୟକାରୀ ହୋଇଛି।
ସୁଶାନ୍ତ କୁମାର ନାଥ, ଆଇପିଏସ୍ (ଆରଆର-୧୯୯୩), ଯିଏ କେନ୍ଦ୍ରୀୟ ଡେପୁଟେସନରୁ ପ୍ରତ୍ୟାବର୍ତ୍ତନ ପରେ ଗୃହ!-->!-->!-->…
ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ଦୁଷ୍ମନ୍ତ ବିଶ୍ୱାଳ ରାଇକିଆ ବ୍ଲକ ଟପର
ରାଇକିଆ : ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ଵାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି । କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକରେ ୧୧ଟି ହାଇସ୍କୁଲରୁ ମୋଟ ୭୯୪ ଜଣ ଛାତ୍ରଛାତ୍ରୀ ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ଵାରା ପରିଚାଳିତ ଦଶମ ପରୀକ୍ଷା!-->…
ଜଙ୍ଗଲରୁ ବନ୍ଧୁକ, ଭୁଜାଲି ସହିତ ବାଇକ୍ ଜବତ : ଶିକାରୀ ଫେରାର, ବାଇକ୍ ମାଲିକଙ୍କ ନାମରେ ମାମଲା ରୁଜ୍ଜୁ
ନୟାଗଡ଼: ଓଡ଼ଗାଁ ବନଖଣ୍ଡ ଅନ୍ତର୍ଗତ ଶୁଳିଆ ଜଙ୍ଗଲ ଓ ଢୋଲପଥର ଡ୍ୟାମ ନିକଟରୁ ବନ ବିଭାଗ ଗୋଟିଏ ଦେଶୀ ବନ୍ଧୁକ, ଭୁଜାଲି, ଟାଙ୍ଗିଆ, କଟୁରୀ ସହିତ ଗୋଟିଏ ବାଇକ୍ ଜବତ କରିଛି । ମିଳିଥିବା ସୂଚନା ମୁତାବକ, ବନ ବିଭାଗ କର୍ମଚାରୀ ସମ୍ପୃକ୍ତ ଜଙ୍ଗଲରେ ବନ୍ୟପ୍ରାଣୀ ଶିକାର ହେଉଥିବା ନେଇ ଖବର!-->…
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହ
ଭୁବନେଶ୍ୱର: ଆସନ୍ତା ୧୦ରେ ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ଏନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଆସନ୍ତା ୧୦ତାରିଖରେ ଭୁବନେଶ୍ୱରରେ ପହଞ୍ଚିବେ ଅମିତ ଶାହ। ଜଟଣୀ ଯାଇ ଫରେନସିକ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବେ।
!-->!-->!-->…
ରାଜ୍ୟରେ ୪ ଦିନ ଯାଏ କାଳବୈଶାଖୀ ବର୍ଷା ସମ୍ଭାବନା
ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କାଳବୈଶାଖୀ। ତେବେ ରାଜ୍ୟରେ ମେ ୬ ତାରିଖ ପର୍ଯ୍ୟନ୍ତ ବଜ୍ରପାତ ସହିତ ଝଡ଼ବର୍ଷା, ପବନ ବହିବା, କୂଆପଥର ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (IMD)ପକ୍ଷରୁ ସୂଚନା ରହିଛି।
ଆଜି ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ!-->!-->!-->…
ପାଣି ବୋତଲ ପ୍ୟାକିଂ ଫ୍ୟାକ୍ଟ୍ରିରେ ଚାଲିଥିଲା ଦେଶୀ ମଦ ତିଆରି, ୪ ଗିରଫ
ଭୁବନେଶ୍ୱର: ପାଣି ବୋତଲ ପ୍ୟାକିଂ ଫ୍ୟାକ୍ଟ୍ରିରେ ପ୍ରସ୍ତୁତ ହେଉଥିବା ଦେଶୀ ମଦ ଫ୍ୟାକ୍ଟ୍ରିକୁ ଠାବ କରିଛି ପୋଲିସ । ଏଭଳି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱର ଦାରୁଠେଙ୍ଗ ଜଙ୍ଗଲରେ । ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୧୯ ଲକ୍ଷ ଟଙ୍କା ହେବ । ଏହା ସହ ଘଟଣାସ୍ଥଳରୁ ୪ ଜଣଙ୍କୁ ଗିରଫ କରିଛି!-->…
୪ନିଗମ ସହ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ବୁଝାମଣାପତ୍ର ସ୍ୱାକ୍ଷରିତ
ଭୁବନେଶ୍ବର: ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଉପସ୍ଥିତିରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ଚାରୋଟି ନିଗମ ସହ ବୁଝାମଣାପତ୍ର ସ୍ଵାକ୍ଷର କରିଛି । ନିଗମ ଗୁଡିକ ହେଲା ଓଡ଼ିଶା କୃଷି!-->…
ଜଗତପୁରରେ ଚାଲିଛି ନକଲି ଓ୍ବାସିଂ ପାଉଡର କାରଖାନା ; ଓ୍ବାସିଂ ପାଉଡର, ଲେବଲ ଷ୍ଟିକର ଜବତ
କଟକ: କଟକ ଜଗତପୁରରେ ନକଲି ୱାସିଂ ପାଉଡର କାରଖାନା ଠାବ । ଅପମିଶ୍ରଣ ସହ ବ୍ରାଣ୍ଡେଡ୍ କଂପାନୀ ନାଁରେ ତିଆରି କରି ବିକାଯାଉଥିଲା । ଜଗତପୁର ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍ ମିଳିତ ଚଢାଉ କରିଥିଲା । ଜଗତପୁର ଅଣ୍ଢେଇ ସାହିରେ ଠାବ ହୋଇଛି ଏହି ନକଲି କାରଖାନା ।
ଖବରମୁତାବକ, ଜଗତପୁର!-->!-->!-->…