Browsing Category

ଓଡିଶା

ଜାତିଭିତ୍ତିକ ଜନଗଣନା ଘୋଷଣା ପରେ ରାଜ୍ୟରେ କଂଗ୍ରସ ଓ ବିଜେଡି ଉଭୟ ଶ୍ରେୟ ନେବା ଲାଗି ଦାବି କରୁଛନ୍ତି

ଭୁବନେଶ୍ବର : ମୋଦି କ୍ୟାବିନେଟରେ ଜାତିଭିତ୍ତିକ ଜନଗଣନାକୁ ନେଇ ଘୋଷଣା ପରେ ରାଜ୍ୟରେ ଏବେ ଆରମ୍ଭ ହୋଇଯାଇଛି ଶ୍ରେୟ ରାଜନୀତି । ରାଜ୍ୟ କଂଗ୍ରେସ କହୁଛି ଜାତିଭିତ୍ତିକ ଜନଗଣନା ପାଇଁ ରାହୁଲ ଗାନ୍ଧି ଦୀର୍ଘ ବର୍ଷ ହେବ ଦାବି କରି ଆସୁଥିଲେ । ଲୋକସଭାରେ ସମ୍ବିଧାନକୁ ହାତରେ ଧରି ଯୁକ୍ତିଯୁକ୍ତ

କଟକ ବଡ଼ ଡାକ୍ତରଖାନା ପର୍ଯ୍ୟନ୍ତ ଗଡ଼ିବ ମେଟ୍ରୋ ରେଳ

କଟକ : ଭୁବନେଶ୍ଵରରୁ ଆରମ୍ଭ ହେଉଥିବା ମେଟ୍ରୋ​ ରେଳ ପ୍ରକଳ୍ପ କଟକ ବଡ଼ ଡାକ୍ତରଖାନା ପର୍ଯ୍ୟନ୍ତ ସମ୍ପ୍ରସାରିତ ହେବ । ପୂର୍ବରୁ ଏହି ପ୍ରକଳ୍ପ ଭୁବନେଶ୍ଵରର ବିମାନବନ୍ଦରରୁ କଟକର ତ୍ରିଶୂଳିଆ ପର୍ଯ୍ୟନ୍ତ ଲମ୍ବିବାର ଯୋଜନା ଥିଲା । କିନ୍ତୁ ଏଥିରେ ପରିବର୍ତ୍ତନ କରାଯାଇଛି । ତ୍ରିଶୂଳିଆ

୩ ଲକ୍ଷ ଜବତ ମାମଲା: ମହିଳା ଅଧିକାରୀ ଗିରଫ, ଜାଣନ୍ତୁ ଅବକାରୀ ଅଧୀକ୍ଷକଙ୍କ ସଂପତ୍ତି

ଢେଙ୍କାନାଳ: ଜିଲ୍ଲା ଅବକାରୀ ଅଧୀକ୍ଷକ କ୍ରିଷ୍ଣା ନାୟକଙ୍କ ଦାମୀ ଗାଡ଼ିରୁ ୩ ଲକ୍ଷ ଟଙ୍କା ଜବତ ମାମଲାରେ ଭିଜିଲାନ୍ସ ବିଭାଗ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି। ଏହି ମାମଲାରେ ଭିଜିଲାନ୍ସ ବିଭାଗ ଶ୍ରୀମତୀ ନାୟକଙ୍କୁ ଗିରଫ କରିଛି। ଏଥି ସହିତ ଭିଜିଲାନ୍ସ ଟିମ୍ ଶ୍ରୀମତୀ ନାୟକଙ୍କ ବିରୋଧରେ ଏକ

କଲେଜ ଛାତ୍ରଙ୍କ ମୃତଦେହ ରେଳଷ୍ଟେସନ ନିକଟରୁ ଉଦ୍ଧାର

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରର ଲିଙ୍ଗରାଜ ରେଳ ଷ୍ଟେସନ ପାଖରୁ ଜଣେ କଲେଜ ଛାତ୍ରଙ୍କ ମୃତଦେହ ବୁଧବାର ଉଦ୍ଧାର ହୋଇଛି। ମୃତ ଯୁବକ ହେଲେ ତପନ ଆଚାର୍ଯ୍ୟ (୨୨)।ସୂଚନା ଅନୁସାରେ ଗୋତଣ୍ଡା ଗ୍ରାମ ମହାବୀର ନଗରର ବାସିନ୍ଦା ଅଜୟ ଆଚାର୍ଯ୍ୟଙ୍କ ଏକ ମାତ୍ର ପୁଅ ଥିଲେ। ତପନ ସିଭିରମଣ କଲେଜରେ

ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ୍ ଟଙ୍କା

ଭୁବନେଶ୍ବର : ଆଜି ପବିତ୍ର ଅକ୍ଷୟ ତୃତୀୟା। ଏହି ଅବସରରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖରିଫ ଋତୁ ନିମନ୍ତେ ରାଜ୍ୟର ୫୦ ଲକ୍ଷରୁ ଅଧିକ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀ କିଷାନ ଯୋଜନାରେ ସହାୟତା କିସ୍ତି ଟଙ୍କା ପ୍ରଦାନ କରିଛନ୍ତି। ଚାଷୀଙ୍କ ବ୍ୟାଙ୍କ ଖାତାକୁ ଏକ ହଜାର କୋଟିରୁ ଅଧିକ

ଏଲଓସିରେ ବଢିଲା ଉତ୍ତେଜନା: ଭାରତୀୟ ସେନାର ଦୃଢ଼ ଜବାବ, ପୋଷ୍ଟ ଛାଡ଼ି ପଳାୟନ କଲେ ପାକିସ୍ତାନୀ ସେନା

ନୂଆଦିଲ୍ଲୀ, ୩୦।୪: ଜମ୍ମୁ ଓ କାଶ୍ମୀରର ନିୟନ୍ତ୍ରଣ ରେଖା (LoC) ଉତ୍ତେଜନା ତୀବ୍ର ହୋଇଛି। ପାକିସ୍ତାନ ଦ୍ୱାରା ହେଉଥିବା ଯୁଦ୍ଧବିରତି ଉଲ୍ଲଂଘନ ପରେ ଭାରତୀୟ ସେନା ଦୃଢ଼ ପ୍ରତିଶୋଧ ମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ରିପୋର୍ଟ ଅନୁଯାୟୀ, ପାକିସ୍ତାନୀ ସୈନ୍ୟ ସୀମା ସମ୍ମୁଖ

ଶୀତଳଷଷ୍ଠୀର ଆଦ୍ୟ ପର୍ବ ଥାଳ ଉଠା ଅନୁଷ୍ଠିତ

ସମ୍ବଲପୁର : ସମ୍ପନ୍ନ ହେଲା ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରାର ଆଦ୍ୟ କାର୍ଯ୍ୟକ୍ରମ ଥାଳ ଉଠା ପର୍ବ । ସମ୍ପୂର୍ଣ୍ଣ ରୀତି ନୀତି ଅନୁଯାୟୀ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଥିଲା ଥାଳ ଉଠା ପର୍ବ । ଆଜି ପବିତ୍ର ଅକ୍ଷୟ ତୃତୀୟାରେ ସହରର ପ୍ରସିଦ୍ଧ ଶିବାଳୟ ଗୁଡିକରେ ଅନୁଷ୍ଠିତ

କାଳବୈଶାଖୀ : ୨୪ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୩୦।୪: ଆସନ୍ତା ୩ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ। ୨୪ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବିଭିନ୍ନ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରିକରଛି। କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲାରେ ଘଡ଼ଘଡ଼ି

ଆସିଲା ଆଜ୍ଞାମାଳ; ଆରମ୍ଭ ହେଲା ମହାପ୍ରଭୁଙ୍କ ରଥ ନିର୍ମାଣ ଅନୁକୂଳ

ପୁରୀ: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜିଠାରୁ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥକାଠ ଅନୁକୁଳ ହୋଇଯାଇଛି। ଏଥିସହ ନୀତି ଓ ଚନ୍ଦନଯାତ୍ରା କରାଯାଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ

୧.୧୩ କୋଟି  କ୍ରିପ୍ଟୋ ଇନଭେଷ୍ଟମେଣ୍ଟ ଠକେଇ ମାମଲାରେ ଅଭିଯୁକ୍ତ ନୀଲେଶ କର ଦୋଷୀ ସାବ୍ୟସ୍ତ

ବାଲେଶ୍ବର : କ୍ରିପ୍ଟୋ ଇନଭେଷ୍ଟମେଣ୍ଟ ଠକେଇ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କୁ ବାଲେଶ୍ୱର ଜିଲ୍ଲା ଅଦାଲତ ୭ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଓଡ଼ିଶା ଜମାକାରୀ ସ୍ୱାର୍ଥ ସୁରକ୍ଷା ଆଇନ, ୨୦୧୧ ଅନୁଯାୟୀ ଗଠିତ ନିର୍ଦ୍ଦିଷ୍ଟ ଅଦାଲତ ଦୋଷୀ ନୀଲେଶ କୁମାର