Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ମେ ୧୪ରେ ଓସିଏସ୍ ଆନ୍ଥ୍ରୋପୋଲୋଜି ପରୀକ୍ଷା
କଟକ, ୩୦।୪: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ଓଡ଼ିଶା ସିଭିଲ ସର୍ଭିସେସ (ଓସିଏସ୍) ମୁଖ୍ୟ ପରୀକ୍ଷା ୨୦୨୩ ଅନ୍ତର୍ଗତ ଆନ୍ଥ୍ରୋପୋଲୋଜି ଐଚ୍ଛିକ ବିଷୟରେ ଏକ ଗୁରୁତ୍ୱପୂର୍ଣ୍ଣ ବିଜ୍ଞପ୍ତି ଜାରି କରିଛି। ଆସନ୍ତା ୧୪ ମେ ୨୦୨୫ରେ ଏହି ବିଷୟର ଏକ ସାନି ପରୀକ୍ଷା ଆୟୋଜନ କରାଯିବ, ଯାହା!-->…
ଆସନ୍ତା ୫ ବର୍ଷରେ ୧୫ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୦ା୪: ବିଭିନ୍ନ କୃଷକ କଲ୍ୟାଣକାରୀ ଯୋଜନା ଯଥା -ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, ଫସଲ ବିବିଧିକରଣ ଓ ସମନ୍ବିତ କୃଷି କାର୍ଯ୍ୟକ୍ରମ ଏବଂ ଶ୍ରୀଅନ୍ନ ଅଭିଯାନ ଭଳି ଅନେକ ଯୋଜନା ରାଜ୍ୟରେ କାର୍ଯ୍ୟକାରୀ କରାଯାଇ ଚାଷୀମାନଙ୍କ ଅମଳ ଓ ରୋଜଗାର ବୃଦ୍ଧି ପାଇଁ ଉଦ୍ୟମ କରାଯାଉଛି ବୋଲି!-->…
ପିସିସି ସଭାପତି ଭକ୍ତ ଚରଣ ଦାସ ଦେଶବାସୀଙ୍କ ନିକଟରେ ନିସର୍ତ୍ତ କ୍ଷମା ପ୍ରାର୍ଥନା କରନ୍ତୁ: ବିଜେପି
ଭୁବନେଶ୍ବର: ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣାକୁ ନେଇ ପିସିସି ସଭାପତି ଭକ୍ତ ଚରଣ ଦାସ କେନ୍ଦ୍ର ସରକାରଙ୍କୁ କଟାକ୍ଷ କରିବା ଘଟଣାରେ ଆଜି ବିଜେପି ମୁଖପାତ୍ର ଅନୀଲ ବିଶ୍ବାଳ ଭକ୍ତ ଚରଣ ଦାସ ଓ କଂଗ୍ରେସ ଉପରେ ବର୍ଷିଛନ୍ତି। ଏକ ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି, ଭକ୍ତ ଚରଣ ଦାସ ନିଜର!-->…
ଅଖିମୁଠି ଅନୁକୂଳ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ପବିତ୍ର ଅକ୍ଷୟ ତୃତୀୟା ଦିନ ଅଖିମୁଠି ଅନୁକୂଳ କରାଯିବାର ପରମ୍ପରା ରହିଛି। ଆଜି ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପତି ଗଞ୍ଜାମ ଜିଲ୍ଲା ରଙ୍ଗେଇଲୁଣ୍ଡା ବ୍ଲକ ଅନ୍ତର୍ଗତ ଗୋଳନ୍ଥରା ଗ୍ରାମର କୃଷି ବିଜ୍ଞାନ କେନ୍ଦ୍ରରେ ଜିଲ୍ଲାସ୍ତରୀୟ ଅକ୍ଷୟ ତୃତୀୟା କୃଷକ କାର୍ଯ୍ୟକ୍ରମରେ!-->…
ଅକ୍ଷୟ ତୃତୀୟାରେ ଅକ୍ଷି ମୁଠି ଅନୁକୂଳ କଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ
ବରଗଡ : ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ ସରକାରୀ କୃଷି ଫାର୍ମ ଚକୁଳିରେ ରାଜସ୍ବ ମନ୍ତ୍ରୀ ତଥା କେନ୍ଦ୍ର ମନ୍ତ୍ରୀ ସୁରେଶ ପୂଜାରୀ ଜିଲ୍ଲାସ୍ତରୀୟ ଭୂମି ପୂଜନ ସହ ଅକ୍ଷି ମୁଠି ଅନୁକୂଳ କରିଛନ୍ତି ।ବରଗଡ଼ ଜିଲ୍ଲା ପାଲ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଆୟୋଜିତ!-->…
ଅକ୍ଷୟ ତୃତୀୟାରୁ ଆକାଶବାଣୀ ସମ୍ବଲପୁର କେନ୍ଦ୍ରରୁ ଆରମ୍ଭ ହେବ ପ୍ରତି ଘଣ୍ଟାର ମୁଖ୍ୟ ସମ୍ବାଦ
ସମ୍ବଲପୁର : ଆକାଶବାଣୀ ସମ୍ବଲପୁର ଆଞ୍ଚଳିକ ସମ୍ବାଦ ବିଭାଗ ପକ୍ଷରୁ ଆସନ୍ତାକାଲି (ଏପ୍ରିଲ ୩୦) ଅକ୍ଷୟ ତୃତୀୟା ଠାରୁ ପ୍ରତ୍ୟେକ ଦିନ ଅପରାହ୍ନ ୪ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ପ୍ରତ୍ୟେକ ଘଣ୍ଟାରେ ଖବର ଶୀର୍ଷକ (News Headlines) ପ୍ରସାରଣ କରାଯିବ। ଶ୍ରୋତାମାନେ ୧୦୧ ଏଫ୍.ଏମ. ମହାନଦୀ!-->…
ପହଲ୍ଗାମ୍ ଆକ୍ରମଣ ; କଟକରେ ଏନଆଇଏର ୩ ଜଣିଆ ଟିମ୍
କଟକ : କଟକରେ ଏନଆଇଏ ଟିମ୍ । କଟକ ଦେଉଳସାହିରେ ଏନଆଇଏର ୩ ଜଣିଆ ଟିମ୍ ମଙ୍ଗଳବାର ପଚରାଉଚରା କରିଛନ୍ତି।ରଞ୍ଜିତ ଭୋଳଙ୍କ ଘରେ ପ୍ରାୟ ୨ ଘଣ୍ଟା ପଚରାଉଚରା କରିଛି ଟିମ୍। ପହଲ୍ଗାମ୍ ଆତଙ୍କୀ ଆକ୍ରମଣ ବେଳେ ଉପସ୍ଥିତ ଥିଲେ ଭୋଳ ପରିବାର।ବାପା, ମାଆ, ପୁଅ, ବୋହୂ, ୪ ଜଣ ପହଲ୍ଗାମ୍!-->…
ମେ ୨ରୁ ଓଜେଇଇ: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ
ଭୁବନେଶ୍ୱର,୨୯ା୪: ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)୨୦୨୫ ମେ ୨ ତାରିଖରୁ ଆରମ୍ଭ ହେବ। ୧୨ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପରୀକ୍ଷା ପାଇଁ ଓଜେଇଇ ପକ୍ଷରୁ କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଛାତ୍ରୀଛାତ୍ର କମ୍ପ୍ୟୁଟର ବେସ୍ଡ ଟେଷ୍ଟ(ସିବିଟି) ମୋଡ୍ରେ ପରୀକ୍ଷା!-->…
‘ଆୟୁଷ୍ମାନ ଭାରତ’ ଯୋଜନା ଲାଗୁ ହେବା ପରେ ଘରୋଇ ହସ୍ପିଟାଲମାନଙ୍କୁ କଡ଼ା ତାଗିଦ କଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ…
ଭୁବନେଶ୍ବର: ଓଡ଼ିଶାରେ ‘ଆୟୁଷ୍ମାନ ଭାରତ’ ଯୋଜନା ଲାଗୁ ହେବା ପରେ ପ୍ରଥମ ଥର ଲାଗି ଘରୋଇ ହସ୍ପିଟାଲମାନଙ୍କୁ କଡ଼ା ତାଗିଦ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ। ରୋଗୀମାନଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବାକୁ ସେ କହିଛନ୍ତି। ଆୟୁଷ୍ମାନରେ ଅବହେଳା କଲେ ଦୃଢ଼!-->…
ଶେଷ ପର୍ଯ୍ୟାୟରେ ମେଗା ପାନୀୟଜଳ ପ୍ରକଳ୍ପ : ଦୂର ହେବ ପାନୀୟଜଳ ସମସ୍ୟା
ରାଇକିଆ : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ୍ ର ବିଭିନ୍ନ ଅଞ୍ଚଳରେ ଚଳିତ ଗ୍ରୀଷ୍ମ ଋତୁରେ ଜଳ ସମସ୍ୟା ଗମ୍ଭୀର ରହିଛି । ଦୁଇ ବର୍ଷ ଧରି ଚାଲିଥିବା ମେଗା ଜଳ ପ୍ରକଳ୍ପର କାର୍ଯ୍ୟ କେତେକାଂଶରେ ସରିଥିବାରୁ ରାଇକିଆ ସହର ଓ ବେରେଡ଼ାକିଆ ପଞ୍ଚାୟତର କେତେକ ୱାର୍ଡ଼କୁ ପାନୀୟ ଜଳ ପହଞ୍ଚିଛି ।!-->…